ଧର୍ମଘଟ ଯୋଗୁ ବ୍ୟାଙ୍କ ସେବା ବାଧାପ୍ରାପ୍ତ
ବାରିପଦା ଅଫିସ,୩୦ା୧- ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ(ୟୁଏଫବିୟୁ) ତରଫରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ ଆରମ୍ଭ ହୋଇଛି। ଶୁକ୍ରବାର ୟୁନିୟନର କର୍ମକର୍ତ୍ତାମାନେ ବାରିପଦାର ବ୍ୟାଙ୍କ ଅଫ ଇଣ୍ଡିଆ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଅନ୍ୟ ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କ…
ରାଜ୍ୟକୁ ମଦମୁକ୍ତ ଦାବିରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର
ବାଲେଶ୍ୱର ଅଫିସ, ୩୧।୧-ବାଲେଶ୍ୱର ଉତ୍କଳ ମହିଳା ସମିତି ପକ୍ଷରୁ ରାଜ୍ୟକୁ ମଦ ମୁକ୍ତ କରିବା ପାଇଁ ଶୁକ୍ରବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ମାଧ୍ୟମରେ ପ୍ରଦାନ କରିଛନ୍ତି। ଉତ୍କଳ ମହିଳା ସମିତିର ଜିଲା ସଭାନେତ୍ରୀ…
କାନାଡ଼ା ବୋଲର ସସ୍ପେଣ୍ଡ
ଦୁବାଇ, ୩୧ା୧ (ପି.ଟି.)-କାନାଡ଼ା ବୋଲର ରକିବ୍ ଶାମସୁଦ୍ଦିନ ଅନ୍ତର୍ଜାତୀୟ କ୍ରିକେଟରୁ ସସ୍ପେଣ୍ଡ ହୋଇଛନ୍ତି। ଏହି ସ୍ପିନ ବୋଲରଙ୍କ ବୋଲିଂ ଆକ୍ସନ ଅବୈଧ ଥିବା ଚଳିତ ୧୯ ବର୍ଷରୁ କମ୍ ଆଇସିସି (ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍ସିଲ) ବିଶ୍ୱକପ୍ ଇଭେଣ୍ଟ ପ୍ୟାନେଲର ହୃଦ୍ବୋଧ ହୋଇଥିଲା।…
କ୍ରିକେଟ ଉପଦେଷ୍ଟା କମିଟିରେ ମଦନ ଲାଲ
ନୂଆଦିଲ୍ଲୀ, ୩୧ା୧ (ପି.ଟି.)-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ପୂର୍ବତନ କ୍ରିକେଟର ରୁଦ୍ରପ୍ରତାପ ସିଂ, ମଦନ ଲାଲ ଏବଂ ସୁଲକ୍ଷଣା ନାଏକ ପ୍ରମୁଖ ଶୁକ୍ରବାର କ୍ରିକେଟ ଉପଦେଷ୍ଟା କମିଟି (ସିଏସି)ର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ସେମାନଙ୍କ କାର୍ଯ୍ୟକାଳ ୧…
ରୁଷରେ ୨ କରୋନାଭାଇରସ ପଜିଟିଭ
ମସ୍କୋ,୩୧।୧: ସାରା ବିଶ୍ୱକୁ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ପ୍ରଥମେ ଚାଇନାରେ ଦେଖାଯାଇଥିବା ଏହି ଭୂତାଣୁ ଏବେ ମହାମାରୀର ରୂପ ନେଲାଣି। ରୁଷରେ ପ୍ରଥମ କରି ୨ ଜଣଙ୍କ ନିକଟରେ କରୋନାଭାଇରସ ପଜିଟିଭ ଥିବା ଜଣାପଡିଛି। ଡେପୁଟି ପ୍ରାଇମିନିଷ୍ଟର…
କେଜରିଓ୍ବାଲ ଯମୁନାରେ ବୁଡ ପକାଇଲେ ଏହା ସଫା ହୋଇଯିବ: ଶାହା
ନୂଆଦିଲ୍ଲୀ,୩୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଭାରତୀୟ ଜନତା ପାର୍ଟି(ଭାଜପା)ର ଷ୍ଟାର ପ୍ରଚାରକମାନେ ଏବେ ଦିଲ୍ଲୀର ଶାସକ ଆମ ଆଦମୀ ପାର୍ଟି(ଏଏପି) ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା…
ଚାଇନାରେ ପହଞ୍ଚିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୩୧।୧: ଚାଇନାରେ ଥିବା ଭାରତୀୟଙ୍କୁ ଆଣିବା ଲାଗି ଶୁକ୍ରବାର ସକାଳୁ ନୂଆଦିଲ୍ଲୀରୁ ଯାତ୍ରା କରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଚାଇନାର ଉହାନ ସହରରେ ପହଞ୍ଚିଥିବା ଜଣାପଡିଛି। କରୋନା ଭୂତାଣୁ ସେଠାରେ ମହାମାରୀ ରୂପ ନେଇଥିବା ବେଳେ ସେଠାରେ ଥିବା ଭାରତୀୟଙ୍କୁ…
ରବିନା ନାତିଙ୍କୁ ଦେଲେ ସ୍ପେଶାଲ ଉପହାର
ମୁମ୍ବାଇ: ବଲିଉଡ୍ ନାୟିକା ରବିନା ଟଣ୍ଡନ ନିକଟରେ ଜେଜେମା’ ହୋଇଥିଲେ। ରବିନାଙ୍କ ଝିଅ ଛାୟା ନିକଟରେ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଏବେ ସେ ତାଙ୍କ ନାତିକୁ ଏକ ସ୍ପେଶାଲ ଗିପ୍ଟ ଦେଇ ଆସିଛନ୍ତି ଚର୍ଚ୍ଚାକୁ। କଥା କ’ଣ କି କାଷ୍ଟିଙ୍ଗ…
ରଜନୀକାନ୍ତଙ୍କ ପରେ ଏବେ ଅକ୍ଷୟଙ୍କ ପାଳି
ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସାଉଥ୍ ସୁପରଷ୍ଟାର ରଜନୀକାନ୍ତଙ୍କ ପରେ ଏବେ ବଲିଉଡ୍ ଖିଲାଡି ବୟଙ୍କ ପାଳି ପଡିଛି। ଡିସକଭରି ଚ୍ୟାନେଲର ମୋଷ୍ଟ ପପୁଲାର ଶୋ’ ‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ଅକ୍ଷୟ କୁମାରଙ୍କୁ ଦେଖିବାକୁ ମିଳିବ। ଗୁରୁବାର ମଇଶୂରରେ ଏହାର…
ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ
ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା ଦିଆଯାଇଛି। ସପ୍ତାହକୁ ୫ ଦିନ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ପ୍ରଚଳନ, ଦରମାର ପୁନଃ ନିର୍ଦ୍ଧାରଣ, ସମାନ…
ଖାଇସାରିବା ପରେ ତୁରନ୍ତ ପାଣି ପିଇବା ହୋଇଥାଏ କ୍ଷତିକାରକ
ସାଧାରଣ ଜୀବନଚର୍ଯ୍ୟା ମଧ୍ୟରେ ଆବଶ୍ୟକ ମୁତାବକ ପାଣି ପିଇବା ଜରୁରୀ। ଏ ନେଇ ଅଧିକ ପାଣି ପିଇବାକୁ ଡାକ୍ତର ପରାମର୍ଶ ଦେଇଥାନ୍ତି। ମାତ୍ର ଅନେକେ ଖାଇବା ସମୟରେ ପାଣି ପିଇବାକୁ ମନା କରିଥାନ୍ତି। ଏପରି କରିବା ଫଳରେ ଶରୀର ଉପରେ ଖରାପ…
ଶନିବାର ମାଘବୁଡ଼: ଶ୍ରଦ୍ଧାଳୁଙ୍କ ଆଗମନକୁ ନେଇ ଚଳଚଞ୍ଚଳ କୋଣାର୍କ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି
କୋଣାର୍କ,୩୧।୧(ଡି.ଏନ୍.ଏ.): ପୁରୀ ଜିଲା କୋଣାର୍କ ପ୍ରସିଦ୍ଧ ମାଘବୁଡ଼ ଲାଗି ପ୍ରଶାସନିକ କ୍ଷେତ୍ରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶନିବାର ପ୍ରାତଃରେ ଚନ୍ଦ୍ରଭାଗା ପବିତ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବେ। ଏହାପୂର୍ବରୁ ଶୁକ୍ରବାର କୋଣାର୍କକୁ ଶ୍ରଦ୍ଧାଳୁମାନଙ୍କ ଆଗମନ ଲାଗି ରହିଛି। ତେବେ ଚଳିତ…

