Home Left

‘ପାଣିପାଗ ବିଭାଗ’ ନାମରେ ଖ୍ୟାତ ଏହି ବ୍ୟକ୍ତି: ଗରମଦିନେ ଲାଗେ ଶୀତ, ଶୀତଦିନେ ଗରମ

ଗ୍ରୀଷ୍ମଦିନେ ଗରମ ଲାଗିବା ଏବଂ ଶୀତଦିନେ ଶୀତ ଲାଗିବା ସ୍ବାଭାବିକ ପ୍ରକ୍ରିୟା। ଯଦି ଏହାର ଓଲଟା କଥା ଅର୍ଥାତ୍‌ ଗ୍ରୀଷ୍ମଦିନେ ଶୀତ ଏବଂ ଶୀତଦିନେ ଗରମ ଲାଗିବା କଥା କୁହାଯାଏ, ତେବେ ଏହା ସମ୍ଭବନୁହେଁ ବୋଲି କହିପାରନ୍ତି। ହେଲେ ଜାନୁୟାରୀ ମାସ…

କ୍ୟାମେରା ଦେଖି ପୋଜ୍‌ ଦେଉଛି ଏହି ଛେଳି, ଲୋକେ କୋରିଆ ପପ୍‌ଷ୍ଟାରଙ୍କ ସହ କରୁଛନ୍ତି ତୁଳନା

ଆଜିକାଲିର ସମୟରେ କ୍ୟାମେରା ଦେଖିଲେ ଯେ କେହିବି ଭଲ ପୋଜ୍‌ ଦେବାକୁ ଚାହିଁଥାଏ। ହେଲେ ମାଲେସିଆର ପେରାକ ରାଜ୍ୟର ଏକ ଫାର୍ମରେ ଥିବା ସନେନ ପ୍ରଜାତିର ଏକ ଛେଳି ଫଟୋକୁ ନେଇ ଚର୍ଚ୍ଚାରେ। ୧୧ ମାସର ଏହି ଛେଳିଟିକୁ କୋରିଆ ପପ୍‌ଷ୍ଟାରଙ୍କ…

୪୦୦ ଛକା କ୍ଲବ ନିକଟରେ ରୋହିତ

ନାଗପୁର,୯।୧୧- ଭାରତୀୟ ଟି୨୦ ଦଳର କାମଚଳା ଅଧିନାୟକ ରୋହିତ ଶର୍ମା ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁ ତୃତୀୟ ଟି୨୦ ମ୍ୟାଚ୍‌ରେ ଏକ ନୂଆ ମାଇଲଷ୍ଟୋନର ଅଧିକାରୀ ହୋଇପାରନ୍ତି। ପ୍ରଥମ ଭାରତୀୟ ଭାବେ ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟରେ ୪୦୦ ଛକା ପୂରଣ କରିବା…

ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶନିବାର ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି। ନୂଆଦିଲ୍ଲୀର ବିଜ୍ଞାନଭବନ ଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର…

ଗଞ୍ଜାମରେ ବଢ଼ି ଚାଲିଛି ସାଇବର ଠକେଇ: ଛାତ୍ରଙ୍କ ଆକାଉଣ୍ଟରୁ ଲକ୍ଷେ ଗାଏବ

ବ୍ରହ୍ମପୁର ଅଫିସ ,୯।୧୧ – ଗ୍ରାହକଙ୍କ ପାଖରେ ଅଛି ଏଟିଏମ କାର୍ଡ। କାର୍ଡ ନମ୍ବର କାହାରିକୁ ଦିଆଯାଇନାହିଁ କି ପିନ୍‌ ନମ୍ବର ମଧ୍ୟ କେହି ଜାଣି ନାହାନ୍ତି। କିନ୍ତୁ ଅପଣାଛାଏଁ ଉଠୁଛି ଟଙ୍କା। ଗ୍ରାହକଙ୍କ ଅଜାଣତରେ ଏବେ ବାରମ୍ବାର ଏଭଳି ଟଙ୍କା…

ରାଗିଗଲେ ରାକ୍ଷୀ

ବମ୍ବେ: ରାଗିଗଲେ ବଲିଉଡ୍‌ର ଆଇଟମ୍‌ ଗର୍ଲ ରାକ୍ଷୀ ସାଓ୍ବନ୍ତ। ଭାବୁଥିବେ କାରଣ କ’ଣ। ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ର ଶେହନାଜ୍‌ ଗିଲଙ୍କୁ ‘ପଞ୍ଜାବର ରାକ୍ଷା ସାଓ୍ବନ୍ତ’ ବୋଲି ଇଙ୍ଗିତ କରି ଶୈଫାଲୀ ଜରିଓ୍ବାଲା କହିଥିଲେ। ଏହା ଶୁଣିବା ପରେ ରାକ୍ଷୀ ରାଗିଯାଇଛନ୍ତି।…

ଧାମରା ମୁହାଣରେ ବୋଟ୍‌ ଓଲଟି ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କଲା ଓଡ୍ରାଫ୍‌ ଟିମ୍‌

ଚାନ୍ଦବାଲି,୯।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମୁହାଣରେ ଶୁକ୍ରବାର ରାତିରେ ବୋଟ୍‌ ବୁଡ଼ିଯିବା ଯୋଗୁ ଫସି ରହିଥିବା ୯ଜଣଙ୍କୁ ଉଦ୍ଧାର କରାଯାଇଛି। ଓଡ୍ରାଫ୍‌ ଟିମ୍‌ କାଳିଭଞ୍ଜ ଡିଆଁ ଜଙ୍ଗଲରୁ ସେମାନଙ୍କୁ ଉଦ୍ଧାର କରିବା ପରେ ଚିକିତ୍ସା ଲାଗି ଧାମରା ପଠାଯାଇଛି। ସୂଚନାଯୋଗ୍ୟ, ବାତ୍ୟା…

ସ୍କୁଲ ପାଇଖାନା ଛାୟାସ୍ଲାବ୍‌ ଭାଙ୍ଗିଲା: ଜଣେ ଛାତ୍ର ମୃତ, ଜଣେ ଗୁରୁତର

ବଲାଙ୍ଗୀର ଅଫିସ,୯।୧୧: ସ୍ଥାନୀୟ ଟିକ୍ରାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭିତରେ ଥିବା ଏକ ପାଇଖାନାର ଛାୟାସ୍ଲାବ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ମାଲପଡ଼ା ଅଞ୍ଚଳର ଅତିଶ ଖରସେଲ(୧୩)। ସେହିଭଳି…

ପାରାଦୀପରେ ‘ବୁଲ୍‌ବୁଲ୍‌’: ବିଦ୍ୟୁତ୍‌ ସେବା ବନ୍ଦ

ପାରାଦୀପ,୯।୧୧(ସ୍ବ.ପ୍ର.): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହା ପ୍ରଭାବରେ ପାରାଦୀପ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗତ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବର୍ଷା ଶୁକ୍ରବାର ମଧ୍ୟରାତିରୁ ଆହୁରି ବଢ଼ିଛି। ପବନର…

ଅଯୋଧ୍ୟା ଯିବେ ଶିବସେନା ମୁଖ୍ୟ

ମୁମ୍ବାଇ,୯।୧୧: ଗୋଟିଏ ପଟେ ମହାରାଷ୍ଟ୍ର ରାଜନୀତିକୁ ନେଇ ଚର୍ଚ୍ଚାରେ ଅଛନ୍ତି ଶିବସେନା ମୁଖ୍ୟ ଉଦ୍ଧବ ଠାକରେ। ଅନ୍ୟପଟେ ଶନିବାର ସୁପ୍ରିମକୋର୍ଟ ଅଯୋଧ୍ୟା ଜମି ବିବାଦକୁ ନେଇ ଦେଇଥିବା ରାୟ ଉପରେ ସେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଏହାକୁ ନେଇ ଉଦ୍ଧବ କହିଛନ୍ତି…

କୋଲକତାରୁ ବନ୍ଦ ହେଲା ବିମାନ ସେବା

କୋଲକତା,୯।୧୧: ବାତ୍ୟା ‘ବୁଲବୁଲ’ ଶନିବାର ପଶ୍ଚିମବଙ୍ଗ ପାର କରି ବାଂଲାଦେଶରେ ଲ୍ୟାଣ୍ଡଫଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ଏହି ସମୟ ମଧ୍ୟରେ ପଶ୍ଚିମବଙ୍ଗରେ ବର୍ଷା ସହ ପବନ ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି…

ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଡ୍ରାଇଭର କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୯।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ଜାତୀୟ ରାଜପଥ ୧୬ ନଂ. ଲାଞ୍ଜିପଲ୍ଲୀ ବାଇପାସ୍‌ରେ ଶନିବାର ସଡ଼କ ଦୁର୍ଘଟଣା ଘଟିଛି । ଏକ ଚାଉଳ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପାଳପୁର ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri