Home Left

ବୁଲବୁଲ ପ୍ରଭାବ: ଗଛ ଉପୁଡ଼ି ଭଦ୍ରକ-ଆରଡ଼ି ଯୋଗାଯୋଗ ବିଚ୍ଛିନ୍ନ

ଆରଡ଼ି,୯।୧୧( ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ବାତ୍ୟା ବୁଲ୍‌ବୁଲ୍‌ର ତାଣ୍ଡବ ଜାରିରହିଛି। ଶୁକ୍ରବାର ରାତିରୁ ପ୍ରବଳ ବେଗରେ ପବନ ବହିବା ସହ ବର୍ଷା ଲାଗିରହିଛି। ବୁଲ୍‌ବୁଲ୍‌ ପ୍ରଭାବରେ ଆରଡ଼ି ଅଞ୍ଚଳରେ ଥିବା ଆରଡ଼ି, ସୁନ୍ଦରପୁର, ଓଳଗ, ନାନ୍ଦପୁର, ପାଳସାହି, ରଇପୁର,…

ଭଦ୍ରକରେ ବୁଲ୍‌ବୁଲ ପ୍ରଭାବ: ଲାଗିରହିଛି ବର୍ଷା, ପବନ; ଦୋକାନବଜାର ବନ୍ଦ

ଭଦ୍ରକ ଅଫିସ,୯।୧୧: ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଉଗ୍ରରୂପ ଧାରଣ କରିଛି। ଭଦ୍ରକ ଜିଲା ସମୁଦ୍ର ଉପକୂଳବର୍ତ୍ତୀ ଧାମରା ଓ ଚାନ୍ଦବାଲିରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ପରିସ୍ଥିତି ଉପରେ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ନଜର ରଖିଛି। ଆବଶ୍ୟକ ସ୍ଥଳେ ସମୁଦ୍ର ଉପକୂଳବର୍ତ୍ତୀ…

କରତାରପୁର କରିଡର ଉଦ୍‌ଘାଟନ ପାଇଁ ପହଞ୍ଚିଲେ ମୋଦି

ଇସ୍‌ଲାମାବାଦ,୯।୧୧: ଶିଖ ସମ୍ପ୍ରଦାୟର ବହୁବର୍ଷ ଧରି ଥିବା ସ୍ବପ୍ନ ଏବେ ପୁରଣ ହୋଇଛି। ପାକିିସ୍ତାନର ନାରୋଓ୍ବାଲ ଜିଲା କରତାରପୁରଠାରେ ଅବସ୍ଥିତ ଗୁରୁଦ୍ୱାର ଦରବାର ସାହିବ ଯିବାପାଇଁ ଇଣ୍ଟିଗ୍ରେଟଡ ଚେକ୍‌ ପୋଷ୍ଟର ଉଦ୍‌ଘାଟନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସେଠାକୁ ଗସ୍ତ…

ଯୁବକଙ୍କ କାନରୁ ବାହାରିଲେ ୧୦ ଅସରପା

ନୂଆଦିଲ୍ଲୀ: ଚାଇନାରେ ଜଣେ ଲୋକଙ୍କ କାନରୁ ବାହାରିଛି ୧୦ ଅସରପା। ଯୁବକଙ୍କ କାନରେ ପ୍ରବଳ କଷ୍ଟ ଅନୁଭବ ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇ ଦେଖାଇଥିଲେ। ସେ ଭୟଭୀତ ହୋଇପଡ଼ିଥିବାବେଳେ ଡାକ୍ତର ମଧ୍ୟ ଦେଖିବା ପରେ ଚକିତ ହୋଇଯାଇଥିଲେ। ଯୁବକଙ୍କ କାନରେ…

ଅସହାୟଙ୍କୁ ଆଇନ ସେବା ସୁନିଶ୍ଚିତ ଲକ୍ଷ୍ୟ

ଭାରତରେ ସବୁ ନାଗରିକଙ୍କୁ ଯେପରି ଭାବେ ନିରପେକ୍ଷ ଆଇନ ସେବା ମିଳିପାରିବ ତାକୁ ସୁନିଶ୍ଚିତ କରିବା ସହ ଏହା ସମ୍ପର୍କରେ ବ୍ୟାପକ ଜନ ସଚେତନତା ସୃଷ୍ଟିକରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୯କୁ ‘ ଜାତୀୟ ଆଇନ ସେବା ଦିବସ’ ଭାବେ ପାଳନ…

ମହାରାଷ୍ଟ୍ର ସଙ୍କଟ: ବିଧାୟକଙ୍କୁ ନେଇ ଭୟରେ ବଡ଼ ବଡ଼ ଦଳ

ମୁମ୍ବାଇ,୯।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଲାଗି ରହିଥିବା କଳହ ମଧ୍ୟରେ ଏବେ ଭୟରେ ଅଛି କଂଗ୍ରେସ, ଏନ୍‌ସିପି ଓ ଶିବସେନା। କାରଣ ଏବେ ଏମାନଙ୍କ ବିଧାୟକମାନେ ଯଦି ଦଳ ଛାଡି ଦିଅନ୍ତି ତେବେ ରାଜନୀତି ଭିନ୍ନ ମୋଡ ନେବ ବୋଲି…

ବିପର୍ଯ୍ୟୟ ସହାୟତା

ପ୍ରାକୃତିକ ବିପର୍ଯ୍ୟୟ ତାଲିକାରେ ଆସୁଥିବା ବନ୍ୟା, ବାତ୍ୟା, ଅଂଶୁଘାତ, ବଜ୍ରପାତ, ଅଗ୍ନିକାଣ୍ଡ, ସର୍ପାଘାତ ଆଦିରେ କାହାର ମୃତ୍ୟୁ ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ପକ୍ଷରୁ ସହାୟତା ରାଶି ଯୋଗାଇଦେବାର ବ୍ୟବସ୍ଥା ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି।…

ସରକାରୀ ପିଆଜ ଦର ଦର୍ଶାଇଲା ବିଭାଗ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। କିଛିଦିନ ତଳେ ସମାନ ସ୍ଥିତି ଉପୁଜିବା କାରଣରୁ ଲୋକଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥିଲା। ଏଥିଲାଗି ସରକାରଙ୍କୁ ଚାରିଆଡୁ ସମାଲୋଚନାର ଶିକାର ହେବାକୁ ମଧ୍ୟ…

ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଲେ ଶିବସେନା ନେତା

ମୁମ୍ବାଇ,୯।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏବେବି ଅଡୁଆ ହୋଇ ରହିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କ ପଦରୁ ଇସ୍ତଫା ଦେବା ପରେ ଏହାକୁ ନେଇ ପୁଣି ଥରେ ରାଜନୀତି ହୋଇଛି ସରଗରମ। ଇସ୍ତଫା ଦେବା ପରେ ଗୋଟିଏ ପଟେ ଫଡନବିଶ…

ରାଜସ୍ଥାନରେ ଇଣ୍ଟରନେଟ୍‌ ସେବା ୨୪ ଘଣ୍ଟା ପାଇଁ ବନ୍ଦ

ଜୟପୁର,୯।୧୧: ଅଯୋଧ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇବ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ଲାଗି ରାଜସ୍ଥାନରେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଶନିବାର ପୂର୍ବାହ୍ନ ୧୦ଟାଠାରୁ ୨୪ ଘଣ୍ଟା ପାଇଁ ଏଠାରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯିବା…

ଆନ୍ଧ୍ରପ୍ରଦେଶ ଗସ୍ତରେ କେନ୍ଦ୍ରମନ୍ତ୍ରୀ: ତୈଳ ଓ ଗ୍ୟାସ ପ୍ରକଳ୍ପରେ କରାଯିବ ବିପୁଳ ପୁଞ୍ଜିନିବେଶ: ଧର୍ମେନ୍ଦ୍ର

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ବର୍ଷରେ ବିଭିନ୍ନ ପ୍ରକଳ୍ପ ପାଇଁ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି। ଶୁକ୍ରବାର ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଆନ୍ଧ୍ର ମୁଖ୍ୟମବୀ ୱାଇ.ଏସ୍‌ ଜଗନମୋହନ ରେଡ୍ଡିଙ୍କୁ ଭେଟି ସେଠାରେ…

ପ୍ରଫେସର ଦେବେନ୍ଦ୍ର ଦାଶଙ୍କୁ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଅଖିଳ ଭାରତ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର ନାଥ ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ଆସନ୍ତା ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର ଡ.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri