Home Left

ପ୍ରଫେସର ଦେବେନ୍ଦ୍ର ଦାଶଙ୍କୁ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଅଖିଳ ଭାରତ ସାହିତ୍ୟ ପରିଷଦ, ଓଡ଼ିଶା ପକ୍ଷରୁ ବିଶିଷ୍ଟ ଲେଖକ ଡ. ଦେବେନ୍ଦ୍ର ନାଥ ଦାଶଙ୍କୁ ଚଳିତବର୍ଷ ‘୨ୟ ନଗେନ୍ଦ୍ରନାଥ ସ୍ମୃତି ସମ୍ମାନ’ ପ୍ରଦାନ କରାଯିବ। ଆସନ୍ତା ରବିବାର ଜୟ ଭାରତ ଭବନରେ ଅନୁଷ୍ଠାନର ସଂସ୍ଥାପକ ପ୍ରଫେସର ଡ.…

୧୫ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ, ୯ା୧୧(ଆଇଏଏନ୍‌ଏସ୍‌): ସିବିଆଇ ପକ୍ଷରୁ ଉତ୍ତରପ୍ରଦେଶ ଓ କର୍ନାଟକର ୧୫ଟି ସ୍ଥାନରେ ଚଢ଼ାଉ କରାଯାଇଛି। ବହୁ କୋଟି ଟଙ୍କାର ଆଇଏମ୍‌ଏ(ଆଇ ମନେଟାରୀ ଆଡଭାଇଜରି) ଦୁର୍ନୀତି ମାମଲାର ତଦନ୍ତ ଲାଗି ସ୍ବତନ୍ତ୍ର ଭାବେ ଗଠିତ ତଦନ୍ତକାରୀ ଟିମ୍‌ ବହୁ ସରକାରୀ ଅଧିକାରୀଙ୍କ ବାସଭବନରେ…

ପାଓ୍ବାରଙ୍କୁ ଭେଟିଲେ କଂଗ୍ରେସ ନେତା

ମୁମ୍ବାଇ,୯ା୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତାମାନେ ଶୁକ୍ରବାର ରାତିରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ମିଳିଥିବା ସୂଚନାନୁସାରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଦେ, ଅଶୋକ ଚଭନ, ପୃଥ୍ବୀରାଜ ଚଭନ ଓ…

ଲାଞ୍ଚ ନେଇ ପରିସଂଖ୍ୟାନ କିରାଣି ଗିରଫ

କଟକ ଅଫିସ, ୯ା୧୧: ୧ହଜାର ଟଙ୍କା ଲାଞ୍ଚ ନେଇ ନରସିଂହପୁର ବ୍ଲକ ଅଧୀନ କାନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପରିସଂଖ୍ୟାନ କିରାଣି ହୃଦାନନ୍ଦ ଲେଙ୍କା ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। ନରସିଂହପୁର ଥାନା ଅନ୍ତର୍ଗତ ପାଇକପଡ଼ାପାଟଣା ଗ୍ରାମର ରଶ୍ମିରଞ୍ଜନ ସାମନ୍ତରାୟ ନାମକ…

ପାକିସ୍ତାନର ବିବାଦୀୟ ପ୍ରଦର୍ଶନ: କର୍‌ତାରପୁରରେ ବୋମା ପକାଇଥିଲା ଭାରତ

ନୂଆଦିଲ୍ଲୀ,୯ା୧୧: କର୍‌ତାରପୁର କରିଡର ଉଦ୍‌ଘାଟନର ଦିନକ ପୂର୍ବରୁ ପାକିସ୍ତାନୀ କର୍ତ୍ତୃପକ୍ଷ ସେଠାରେ ବିବାଦୀୟ ପ୍ରଦର୍ଶନ କରିଛନ୍ତି। ସେଠାକୁ ଭ୍ରମଣରେ ଯାଇଥିବା କେତେଜଣ ଭାରତୀୟଙ୍କ ସୂଚନା ଅନୁଯାୟୀ ପାକ୍‌ କର୍ତ୍ତୃପକ୍ଷ କର୍‌ତାରପୁର ଦରବାର ସାହିବ୍‌ ଗୁରୁଦ୍ୱାର ନିକଟରେ ଏକ ସ୍ତମ୍ଭ ସ୍ଥାପନ କରି…

ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୯ା୧୧: ଦରଘାବଜାର ଥାନା ଅଞ୍ଚଳରେ ୨୦୧୪ରେ ଘଟିଥିବା ନାବାଳିକା ବଳାତ୍କାର ଓ ଅନ୍ତଃସତ୍ତ୍ୱା ଘଟଣାରେ କଟକ ତୃତୀୟ ଅତିରିକ୍ତ ସେସନ ଜଜ୍‌ ତଥା ପୋକ୍ସୋ ଅଦାଲତଙ୍କ ଜଜ୍‌ ବନ୍ଦନା କର ଜଣେ ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ ଓ…

ନିଦରୁ ଉଠିଲେ ମହାପ୍ରଭୁ, ଆରମ୍ଭ ହେଲା ଶୁଭକାଳ

ପୁରୀ ଅଫିସ, ୯ା୧୧: ରଥଯାତ୍ରା ପରେ ହରିଶୟନ ଏକାଦଶୀରେ ନିଦ୍ରା ଯାଇଥିଲେ ମହାପ୍ରଭୁ। ଚାରି ମାସ ପରେ କାର୍ତ୍ତିକ ଶୁକ୍ଳ ଏକାଦଶୀରେ ମହାପ୍ରଭୁ ନିଦରୁ ଉଠିଛନ୍ତି। ଏହି କାର୍ତ୍ତିକ ଶୁକ୍ଳ ଏକାଦଶୀକୁ ହରି ଉତ୍‌ଥାପନ ଏକାଦଶୀ କୁହାଯାଏ। ଶ୍ରୀମନ୍ଦିରରେ ଶୁକ୍ରବାର ହରି ଉତ୍‌ଥାପନ…

ଆଇଏସ୍‌ଆଇ ହନିଟ୍ରାପ୍‌ରେ ଓଡ଼ିଆ ଯବାନ

ନୂଆଦିଲ୍ଲୀ,୯ା୧୧: ପାକିସ୍ତାନର କୁଖ୍ୟାତ୍‌ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ହନିଟ୍ରାପ୍‌ରେ ଫସିଛନ୍ତି ଜଣେ ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲାର ବିଚିତ୍ର ବେହେରା। ସିପାହି ବିଚିତ୍ରଙ୍କ ସହ ମଧ୍ୟପ୍ରଦେଶର ଲାନ୍ସ ନାୟକ ରବି ବର୍ମା ମଧ୍ୟ ଏହି ଜାଲରେ…

ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଫ୍ୟାମିଲ ପେନ୍‌ସନ୍‌ ପ୍ରଦାନ ମାମଲା: ୩ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୯ା୧୧: ସ୍ବାଧୀନତା ସଂଗ୍ରାମୀଙ୍କ ବିଧବା ସ୍ତ୍ରୀଙ୍କୁ ପେନ୍‌ସନ୍‌ ପ୍ରଦାନ ସମ୍ପର୍କିତ ଏକ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ୩ ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁ ରାଜ୍ୟ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ବିକାଶ ଦାସଙ୍କ ପକ୍ଷରୁ…

ବସ୍‌-କାର୍‌ ମୁହଁ।ମୁହିଁ ଧକ୍କା, ୧୫ ଆହତ

ଗୋପ,୯ା୧୧(ଡି.ଏନ୍‌.ଏ.): ନିମାପଡ଼ା-ଗୋପ ରାସ୍ତାର କୁଶୁପୁର ଗାଁ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓ କାର୍‌ ମୁହଁ।ମୁହିଁ ଧକ୍କା ହେବାରୁ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଅଗ୍ନିଶମ ବିଭାଗ ଆହତମାନଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।…

ଇଣ୍ଡିଆନ୍‌ ଅଏଲ୍‌ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସହାୟତା

ଭୁବନେଶ୍ୱର,୮।୧୧: ଇଣ୍ଡିଆନ୍‌ ଅଏଲ ପକ୍ଷରୁ ବାଲିଅନ୍ତା ବ୍ଲକ ଉମାଦେଇପୁର ବ୍ରହ୍ମପୁର ପଞ୍ଚାୟତର ଅନ୍ତର୍ଗତ ନାଗପୁର ଗ୍ରାମର କୁମର ରାଉତ(୭୦) ଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଛି। କମ୍ପାନୀର ମହାପ୍ରବନ୍ଧକ ଦେବୀ ପ୍ରସାଦ ଶତପଥୀ ଏବଂ ମୁଖ୍ୟ ପ୍ରବନ୍ଧକ ଶ୍ରୀନିବାସ ପାତ୍ର ଏହି ସାଇକେଲକୁ…

ଡିସେମ୍ବର ୨ରୁ ‘ମିଶନ ଇନ୍ଦ୍ରଧନୁଷ୍‌ ୨.୦’: ୧୧ ରୋଗ ପାଇଁ ହେବ ଟିକାକରଣ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଶିଶୁଙ୍କୁ ବିଭିନ୍ନ ମାରାତ୍ମକ ରୋଗରୁ ରକ୍ଷା କରିବା ଲାଗି ସରକାର ବ୍ୟାପକ ଟିକାକରଣ ଉପରେ ଗୁରୁତ୍ୱ ଦେଉଛନ୍ତି। ମସ୍ତିଷ୍କ ଜ୍ୱର ନିରାକରଣ ପାଇଁ ନଭେମ୍ବର ୧୧ରୁ ଟିକାକରଣ ଓ ଇଣ୍ଟେନ୍ସିିଫାଇଡ୍‌ ‘ମିଶନ ଇନ୍ଦ୍ରଧନୁଷ ୨.୦’ କାର୍ଯ୍ୟକ୍ରମ ଡିସେମ୍ବର ୨ରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri