Home Left

ସ୍କର୍ପିଓ ସହ ଅପହୃତ ଯୁବକ ଉଦ୍ଧାର: ୩ ଗିରଫ

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ଯୁବକଙ୍କ ସମେତ ସ୍କର୍ପିଓ ଗାଡ଼ିକୁ ଶୁକ୍ରବାର ପୋଲିସ ରାଜଧାନୀ ଉପକଣ୍ଠରୁ ଉଦ୍ଧାର କରିଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଓ ତାଙ୍କ ୨ ସହଯୋଗୀଙ୍କୁ ଗିରଫ କରାଯିବା ସହ ସେମାନଙ୍କ…

ବୁଲ୍‌ବୁଲ୍‌ ପାଇଁ ରେଳପଥ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ହେଲ୍‌ପ୍‌ଲାଇନ ନମ୍ବର ଜାରି

ଭୁବନେଶ୍ୱର, ୯ା୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ବୁଲ୍‌ବୁଲ୍‌ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ମୁଖ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏଥିସହ ଯାତ୍ରୀମାନଙ୍କ ପାଇଁ ହେଲ୍‌ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି। ୮୪୫୫୮୮୫୯୩୯, ୦୬୭୪-୨୩୦୩୫୬୪ ନମ୍ବରରେ ଯାତ୍ରୀମାନେ ଯୋଗାଯୋଗ କରିପାରିବେ। ଏଥିସହ ପ୍ରମୁଖ ଅଧିକାରୀମାନଙ୍କୁ…

ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା

କଟକ ଅଫିସ,୯ା୧୧: ଆସନ୍ତା ୧୨ରେ କଟକ ବାଲିଯାତ୍ରା। ଏଠାରେ ବୁଲିବା ସହ ଚଟ୍‌ପଟି ଖାଦ୍ୟର ମଜା ନେବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ଲୋକଙ୍କ ସମାଗମ ହୋଇଥାଏ। ତେବେ ଲୋକଙ୍କ ଭିଡକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ଯାନବାହନ ଚଳାଚଳ…

ଶରୀର ପାଇଁ ଲାଭଦାୟକ ମଞ୍ଜି ଜାତୀୟ ଖାଦ୍ୟ

ଆଧୁନିକ ଜୀବନଶୈଳୀ ଅନେକ ମାରାତ୍ମକ ରୋଗର କାରଣ ପାଲଟିଛି। ହେଲେ ଆମ ପରିବେଶରେ ଏମିତି କିଛି ଜିନିଷ ଅଛି ଯାହାର ବ୍ୟବହାର କରି ଆମେ ଏହି ମାରାତ୍ମକ ରୋଗଠାରୁ ଦୂରେଇ ରହିପାରିବା। ସମସ୍ତଙ୍କର ଧାରଣାଥାଏ ସୁସ୍ଥ ରହିବାକୁ ହେଲେ ଫଳ, ପନିପରିବା…

ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ

କାମାକ୍ଷାନଗର, ୯ା୧୧(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବୀରାଶାଳ ଫରେଷ୍ଟ ସେକ୍ସନ ଅଧୀନ ହରିଡ଼ାପଦାରେ ବେଆଇନ ଗଛକଟାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ୭୦ବର୍ଷ ଧରି ଗଛ ସହ ନିବିଡ଼ ସମ୍ପର୍କ ଥିବା ଆଦିବାସୀଙ୍କ…

ମତ୍ସ୍ୟଜୀବୀଙ୍କୁ ସତର୍କ କରାଗଲା

ପୁରୀ ଅଫିସ, ୯ା୧୧: ଫନୀର ତାଣ୍ଡବକୁ ସମ୍ପୂର୍ଣ୍ଣ ଭାବେ ଭୁଲି ପାରି ନ ଥିବା ପୁରୀବାସୀ ବାତ୍ୟା ବୁଲ୍‌ବୁଲ୍‌କୁ ନେଇ ବେଶ୍‌ ଚିନ୍ତିତ ହୋଇପଡିଛନ୍ତି। ଯଦିଓ ବୁଲ୍‌ବୁଲ୍‌ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ଓଡ଼ିଶା ଉପରେ ପଡିବ। ବିଶେଷକରି…

୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି। ସଂରକ୍ଷିତ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ୮୨.୫ ଏକର ଜମିରେ ଲଗାଯାଇଥିବା…

ଦୂରହୋଇପାରୁନି ଭୟ

ପୁରୀ ଅଫିସ,୯ା୧୧: ବାତ୍ୟା ବୁଲ୍‌ବୁଲ ଯଦିଓ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ପଡିବ। ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ବର୍ଷା ଓ ପବନ ହେବ। ବୁଲ୍‌ବୁଲକୁ ନେଇ ପାଣିପାଗ ବିଭାଗ ଏଭଳି ଆକଳନ କରିଥିଲେ ମଧ୍ୟ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ…

ପିଏମ୍‌ଏୱାଇ ଆଫୋର୍ଡେବଲ ହାଉସିଂ ସ୍କିମ୍‌ : ହିତାଧିକାରୀଙ୍କୁ ଗୃହ ନ ମିଳିବା ଚେତାବନୀ

ବ୍ରହ୍ମପୁର ଅଫିସ,୯ା୧୧-ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍‌ରେ ଘର ପାଇବାକୁ ମନୋନୀତ ହୋଇଥିବା ହିତାଧିକାରୀଙ୍କୁ ଗୃହ ମିଳିବ ନାହିଁ ବୋଲି କେତେକ ପ୍ରଶାସନିକ ଅଧିକାରୀ ହିତାଧିକାରୀଙ୍କୁ ଚେତାବନୀ ଦେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି, ବ୍ରହ୍ମପୁର…

ଆଶାକର୍ମୀ ସଂଘର ଧାରଣା

ଛତ୍ରପୁର,୯ା୧୧(ଡି.ଏନ.ଏ)-ରାଜ୍ୟ ଆଶା ଓ ଆଶାସାଥୀ ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ…

ଆପ୍ରେଣ୍ଟିସ୍‌ଶିପ୍‌ ପ୍ରଶିକ୍ଷଣ ନେବେ ୭ହଜାର ଯୁବତୀଯୁବକ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ୭ହଜାର ଆପ୍ରେଣ୍ଟିସ୍‌ଶିପ୍‌ ବା ଶିକ୍ଷାନବିସ୍‌୍‌ ପ୍ରଶିକ୍ଷଣ ନିମନ୍ତେ ଲକ୍ଷ୍ୟ ରଖିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨,୮୩୫ ଆପ୍ରେଣ୍ଟିସ୍‌ଶିପ୍‌ ସଂସ୍ଥା ପଞ୍ଜୀକୃତ ଅଛନ୍ତି। ଆଇଟିଆଇରେ ୩୩% ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରାଯାଇଛି। ବୈଷୟିକ କ୍ଷେତ୍ରରେ ସେମାନଙ୍କୁ…

ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୁଣା ଭୁବନେଶ୍ୱର,୯ା୧୧ (ଡି.ଏନ.ଏ.): ଖଣି ଓ ସଂସଦୀୟ ବ୍ୟାପର କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଆସିଥିଲେ। ତାଙ୍କ ସହ ନାଲ୍‌କୋ ସିଏମ୍‌ଡି ତପନ କୁମାର ଚାନ୍ଦ ଥିଲେ। ଉଭୟଙ୍କୁ ସକାଳ ୯ଟାରେ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନିକ ଅଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri