୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ
ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି। ସଂରକ୍ଷିତ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ୮୨.୫ ଏକର ଜମିରେ ଲଗାଯାଇଥିବା…
ଦୂରହୋଇପାରୁନି ଭୟ
ପୁରୀ ଅଫିସ,୯ା୧୧: ବାତ୍ୟା ବୁଲ୍ବୁଲ ଯଦିଓ ଓଡ଼ିଶାକୁ ଛୁଇଁବ ନାହିଁ କିନ୍ତୁ ଏହାର ପ୍ରଭାବ ପଡିବ। ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ବର୍ଷା ଓ ପବନ ହେବ। ବୁଲ୍ବୁଲକୁ ନେଇ ପାଣିପାଗ ବିଭାଗ ଏଭଳି ଆକଳନ କରିଥିଲେ ମଧ୍ୟ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ…
ପିଏମ୍ଏୱାଇ ଆଫୋର୍ଡେବଲ ହାଉସିଂ ସ୍କିମ୍ : ହିତାଧିକାରୀଙ୍କୁ ଗୃହ ନ ମିଳିବା ଚେତାବନୀ
ବ୍ରହ୍ମପୁର ଅଫିସ,୯ା୧୧-ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍ଏୱାଇ) ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍ରେ ଘର ପାଇବାକୁ ମନୋନୀତ ହୋଇଥିବା ହିତାଧିକାରୀଙ୍କୁ ଗୃହ ମିଳିବ ନାହିଁ ବୋଲି କେତେକ ପ୍ରଶାସନିକ ଅଧିକାରୀ ହିତାଧିକାରୀଙ୍କୁ ଚେତାବନୀ ଦେଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି, ବ୍ରହ୍ମପୁର…
ଆଶାକର୍ମୀ ସଂଘର ଧାରଣା
ଛତ୍ରପୁର,୯ା୧୧(ଡି.ଏନ.ଏ)-ରାଜ୍ୟ ଆଶା ଓ ଆଶାସାଥୀ ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଥିଲା ା ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଂଘ ପକ୍ଷରୁ ଏକ ସ୍ମାରକପତ୍ର ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ…
ଆପ୍ରେଣ୍ଟିସ୍ଶିପ୍ ପ୍ରଶିକ୍ଷଣ ନେବେ ୭ହଜାର ଯୁବତୀଯୁବକ
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ରାଜ୍ୟ ସରକାର ଚଳିତବର୍ଷ ୭ହଜାର ଆପ୍ରେଣ୍ଟିସ୍ଶିପ୍ ବା ଶିକ୍ଷାନବିସ୍୍ ପ୍ରଶିକ୍ଷଣ ନିମନ୍ତେ ଲକ୍ଷ୍ୟ ରଖିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨,୮୩୫ ଆପ୍ରେଣ୍ଟିସ୍ଶିପ୍ ସଂସ୍ଥା ପଞ୍ଜୀକୃତ ଅଛନ୍ତି। ଆଇଟିଆଇରେ ୩୩% ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରାଯାଇଛି। ବୈଷୟିକ କ୍ଷେତ୍ରରେ ସେମାନଙ୍କୁ…
ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ
ପୁରୁଣା ଭୁବନେଶ୍ୱର,୯ା୧୧ (ଡି.ଏନ.ଏ.): ଖଣି ଓ ସଂସଦୀୟ ବ୍ୟାପର କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଶୁକ୍ରବାର ଶ୍ରୀଲିଙ୍ଗରାଜ ମନ୍ଦିର ପରିଦର୍ଶନରେ ଆସିଥିଲେ। ତାଙ୍କ ସହ ନାଲ୍କୋ ସିଏମ୍ଡି ତପନ କୁମାର ଚାନ୍ଦ ଥିଲେ। ଉଭୟଙ୍କୁ ସକାଳ ୯ଟାରେ ଶ୍ରୀଲିଙ୍ଗରାଜ ମନ୍ଦିର ପ୍ରଶାସନିକ ଅଧିକାରୀ…
ଫେସ୍ବୁକ୍, ହ୍ବାଟ୍ସଆପ୍ରେ ଦେଉଥିଲେ ତଥ୍ୟ: ପାକିସ୍ତାନୀ ଏଜେଣ୍ଟ ହନି ଟ୍ରାପରେ ହିିଞ୍ଜିଳି ଯୁବକ
ହିିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ)- ପାକିସ୍ତାନୀ ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ୨ ଜଣ ଯବାନଙ୍କୁ ଗିରଫ କରିଥିଲା। ସେଥିମଧ୍ୟରୁ ଜଣେ ଯବାନ ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମର ବୋଲି…
ଶୁଦ୍ଧପୂତ ଜୀବନଚର୍ଯ୍ୟା କାର୍ତ୍ତିକ ବ୍ରତର ପ୍ରେରଣା
ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ବ୍ରତ ତଥା ମାସର ମାହାମତ୍ୟ ଅବର୍ଣ୍ଣନୀୟ । ହିନ୍ଦୁ ଶାସ୍ତ୍ରରେ ଏହାର ଯଥେଷ୍ଟ ପ୍ରମାଣ ରହିଛି । ବର୍ଷକର ପୁଣ୍ୟ ଏହି ଗୋଟିଏ ମାସରେ ମିଳେ ବୋଲି ବିଶ୍ୱାସ ରହିଛି । ଶୁଦ୍ଧପୂତ ଜୀବନଚର୍ଯ୍ୟା ପାଇଁ କାର୍ତ୍ତିକ…
ବାତ୍ୟା ମୁକାବିଲା ଲାଗି ପ୍ରସ୍ତୁତି: ପହଞ୍ଚିଲେ ଏନ୍ଡିଆର୍ଏଫ୍ ଟିମ୍
ଭଦ୍ରକ ଅଫିସ, ୯।୧୧- ସମ୍ଭାବ୍ୟ ବାତ୍ୟା ‘ବୁଲ୍ବୁଲ୍’ର ମୁକାବିଲା ଲାଗି ଭଦ୍ରକ ଜିଲା ପ୍ରଶାସନ ସଜାଗ ଥିଲେ ମଧ୍ୟ ସମୂଦ୍ର କୂଳିଆ ଲୋକେ ନାନା ଆଶା ଆଶଙ୍କାରେ ସମୟ ବିତାଉଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ଲକ ପ୍ରଶାସନ ମାଧ୍ୟମରେ ଡାକବାଜି…
ଡିଜିଟାଲ ଶ୍ରେଣୀଗୃହ ଓ ବିଜ୍ଞାନଗାର ଉଦ୍ଘାଟିତ
ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ଜିଲା ନୂଆଗାଁ ବ୍ଳକ ଜନଶକ୍ତି ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ହୋଇଥିବା ବିଜ୍ଞାନାଗାର ଓ ଡିଜିଟାଲ ଶ୍ରେଣୀଗୃହକୁ ଶୁକ୍ରବାର ଜିଲାପାଳ ଡ. ପୋମା ଟୁଡୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସେ…
ଡକାୟତି ଅଭିଯୋଗରେ ୪ ଗିରଫ
ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ ୪ ଅଭିଯୁକ୍ତଙ୍କୁ ଦଶପଲ୍ଲା ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ବିଭିନ୍ନ ଦ୍ରବ୍ୟର ନକଲି କାରବାର
ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା ସହର ଦଣ୍ଡାସାହିର ସନ୍ତୋଷ କୁମାର ସାହୁ ଓ ଦଶପଲ୍ଲା ଥାନା ବାଘୁଆଫାସି ଗ୍ରାମର…
Archives


