ଡକାୟତି ଅଭିଯୋଗରେ ୪ ଗିରଫ
ଦଶପଲ୍ଲା,୮।୧୧(ଡି.ଏନ.ଏ.): ଦଶପଲ୍ଲା ସହ ନୟାଗଡ଼ ଜିଲାର ବିଭିନ୍ନ ସ୍ଥାନରୁ ଡକାୟତି ଅଭିଯୋଗରେ ସମ୍ପୃକ୍ତ ଥିବା ୩ଜଣ ଏବଂ ଚୋରି ସାମଗ୍ରୀ ରଖିବା ଅଭିଯୋଗରେ ଜଣେ ଏପରି ମୋଟ ୪ ଅଭିଯୁକ୍ତଙ୍କୁ ଦଶପଲ୍ଲା ପୋଲିସ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ…
ବିଭିନ୍ନ ଦ୍ରବ୍ୟର ନକଲି କାରବାର
ନୟାଗଡ଼ ଅଫିସ,୯।୧୧: ନୟାଗଡ଼ ସହରରେ ଦୁଇଜଣ ବ୍ୟବସାୟୀ ନକଲି ଜର୍ଦ୍ଦା ବିକ୍ରି କରୁଥିବା ଅଭିଯୋଗରେ ଟାଉନ ପୋଲିସ ଗୁରୁବାର ସେମାନଙ୍କୁ ଗିରଫ କରିଥିଲା। ସେମାନେ ହେଲେ ପୁରୁଣା ସହର ଦଣ୍ଡାସାହିର ସନ୍ତୋଷ କୁମାର ସାହୁ ଓ ଦଶପଲ୍ଲା ଥାନା ବାଘୁଆଫାସି ଗ୍ରାମର…
୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା
ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ କରାଯିବ। ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ(ସିଡିଏମଓ) ଡା. ଶ୍ୱେତ କୁମାର ମହାପାତ୍ର ଆୟୋଜିତ…
ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ନୀଳମାଧବ ଜୀଉ
ଖଣ୍ଡପଡ଼ା,୯ା୧୧(ସ୍ବ.ପ୍ର.): କାର୍ତ୍ତିକ ଏକାଦଶୀ ଶୁକ୍ରବାରଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ଶ୍ରୀ ନୀଳମାଧବ ଜୀଉଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ଏହି ଅବସରରେ ଆଜି ସକାଳ ଓ ସନ୍ଧ୍ୟାରେ ଠାକୁରଙ୍କୁ ଲକ୍ଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଥିଲା। ଠାକୁରଙ୍କ ଏହି ବେଶ ଦେଖିବାକୁ…
ଭୀତି ବଢାଉଛି ଅଶାନ୍ତ ସମୁଦ୍ର
ଭୋଗରାଇ/ବାଲେଶ୍ୱର ଅଫିସ, ୯।୧୧(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ବୁଲବୁଲ’ ଆଗକୁ ଆଗକୁ ଯେତିକି ଅଗ୍ରସର ହେଉଛି ସେତିକି ସମୁଦ୍ର ଉତ୍ତାଳ ହୋଇଉଠୁଛି। ଶୁକ୍ରବାର ସନ୍ଧ୍ୟାରୁ ପବନର ବେଗ ବଢିବା ସହ ଜୁଆର ଉଚ୍ଚତା ବଢୁଥିବାରୁ ଉପକୂଳବାସୀ ଆତଙ୍କିତ ହୋଇଉଠୁଛନ୍ତି। ପ୍ରଶାସନ ପକ୍ଷରୁ ପରିସ୍ଥିତି…
ମଧୁମେହକୁ ନିୟନ୍ତ୍ରଣରେ ରଖେ ପିଆଜ
ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ପରିବର୍ତ୍ତନଶୀଳ ଜୀବନଶୈଳୀ ଓ ଖାଦ୍ୟପେୟ ଜନିତ ସମସ୍ୟା ଏହାର ମୁଖ୍ୟ କାରଣ। ରକ୍ତ ଶର୍କରା ନିୟନ୍ତ୍ରଣ ନ ହେବାରୁ ରୋଗୀ ମେଦବହୁଳତା, ହୃତ୍ପିଣ୍ଡ, କିଡ୍ନୀ ଆଦି ରୋଗର ଶିକାର ହୋଇଥାନ୍ତି। ମଧୁମେହକୁ…
ଭାରତରେ ଆୟୋଜନ ହେବ ୨୦୨୩ ହକି ବିଶ୍ୱକପ୍
ଲାଓସେନ,୯।୧୧(ପି.ଟି.)- କ୍ରମାଗତ ଦ୍ୱିତୀୟଥର ପାଇଁ ଭାରତ ହକି ବିଶ୍ୱକପ୍ ଆୟୋଜନ କରିବା ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ବିଶ୍ୱକପ୍ର ଆଗାମୀ ୨୦୨୩ ସଂସ୍କରଣକୁ ଭାରତ ଆୟୋଜନ କରିବ। ଶୁକ୍ରବାର ଏ ନେଇ ଏଫ୍ଆଇଏଚ୍ ସ୍ପଷ୍ଟ କରିଛି। ଜାନୁୟାରୀ ୧୩ରୁ…
ଇଣ୍ଡିଆନ ସୁପର ଲିଗ୍: ଓଡ଼ିଶା- କେରଳ ମ୍ୟାଚ୍ ଡ୍ର’
କୋଚି,୯।୧୧(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍ (ଆଇଏସଏଲ୍)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଓଡ଼ିଶା ଏଫସି ଓ ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍ସି ମୁହଁାମୁହିଁ ହୋଇଥିବା ବେଳେ ଏହି ମ୍ୟାଚ୍ ଗୋଲ୍ଶୂନ୍ୟଭାବେ ଅମୀମାଂସିତ ରହିଛି। କଡ଼ା…
ଫନୀ ଘରଭଙ୍ଗା ସହାୟତାରେ ଦୁର୍ନୀତି ଅଭିଯୋଗ : ଭାଜପା ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ
କଣାସ,୮।୧୧(ସ୍ବ.ପ୍ର.)- ଫନୀରେ କଣାସ ବ୍ଲକରେ ବହୁ ପରିବାର ବାସଗୃହ ହରାଇ ଥିବାବେଳେ ରାଜ୍ୟ ସରକାର ପକ୍ଷରୁ ଘରଭଙ୍ଗା ସହାୟତା ପ୍ରଦାନ କରାଯାଇଥିଲା। କିନ୍ତୁ ଏଥିରେ ବ୍ୟାପକ ଜାଲିଆତି ଏବଂ ପ୍ରକୃତ ଘରଭାଙ୍ଗା ବ୍ୟକ୍ତି ଏଥିରୁ ବଞ୍ଚତ୍ତ ଥିବା ଦାବି କରି ଭାଜପା…
ନିରପେକ୍ଷ ତଦନ୍ତ ପାଇଁ ୨୫ ଅଧିକାରୀ ସମ୍ବର୍ଦ୍ଧିତ
କଟକ ଅଫିସ, ୮।୧୧- ନିରପେକ୍ଷ ଓ ଉଚ୍ଚକୋଟିର ତଦନ୍ତ କରି ମାମଲାଗୁଡିକର ସମାଧାନ କରିଥିବା ୨୫ଜଣ ତଦନ୍ତକାରୀ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଡିଜିପି ବିଜୟ କୁମାର ଶର୍ମା ଶୁକ୍ରବାର ରାଜ୍ୟ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ…
ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ବିଭୁ ପ୍ରସାଦ ରାଉତରାୟ
କଟକ ଅଫିସ, ୮। ୧୧- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ବିଭୁପ୍ରସାଦ ରାଉତରାୟ ଶପଥ ଗ୍ରହଣ କରିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ହାଇକୋର୍ଟ ପୁରୁଣା କୋଠାର କନ୍ଫରେନ୍ସ ହଲ୍ରେ ଏ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳଙ୍କ ଅନୁମତି…
ଦିଲ୍ଲୀ ଫ୍ରାଞ୍ଚାଇଜ୍ରେ ଯୋଗଦେଲେ ଅଶ୍ୱିନ
ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳରେ ସାମିଲ କରିଛି। ପୂର୍ବରୁ ଦିଲ୍ଲୀ ଅଶ୍ୱିନଙ୍କ ବଦଳରେ ସୁଚିଥଙ୍କ ସହ ଦେଢ଼…
Archives


