Home Left

ଏୟାର ଇଣ୍ଡିଆ ବିମାନରେ ନିଅଁ।

ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଭୁବନେଶ୍ୱରରୁ ମୁମ୍ବାଇକୁ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣା ଜଣାପଡ଼ିବାରୁ ବିମାନକୁ ରାୟପୁର ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ଫଳରେ ସମସ୍ତ ୮୯ ଜଣ ଯାତ୍ରୀ ଅଗ୍ନିକାଣ୍ଡରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁଯାୟୀ,…

ଋତୁ ପରିବର୍ତ୍ତନ ସମୟରେ ହେଉଥିବା ଶାରିରୀକ ସମସ୍ୟାରୁ ମୁକ୍ତି ଦେବ ଘରୋଇ ଉପଚାର

ଋତୁ ପରିବର୍ତ୍ତନ ହେଲେ ଶରୀର ଉପରେ ଏହାର ପ୍ରଭାବ ପଡ଼ିଥାଏ। ଏହାଦ୍ୱାରା ସାଧାରଣତଃ ତାପମାତ୍ରାର ବୃଦ୍ଧି ଓ କମ୍‌ ଯୋଗୁ ଶରୀରରେ ଥଣ୍ଡା, କାଶ ଓ ଜ୍ୱର ଭଳି କିଛି ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେଇଥାଏ। ଏବେ ଶୀତ ଋତୁର ଆରମ୍ଭ ହୋଇଛି।…

କାହିଁକି ଫେରି ପାରୁ ନାହାଁନ୍ତି ରାମ

ମୁମ୍ବାଇ: ଟେଲିଭିଜନ ପରଦାରେ ଦିନେ ଚହଳ ପକାଇଥିବା ରାମାନନ୍ଦ ସାଗରଙ୍କ ଧାରାବାହିକ ରାମାୟଣ ଏବେବି ଦର୍ଶକଙ୍କ ମନରେ ଅଭୁଲା ହୋଇରହିଛି। ଯେତେବେଳେ ଏହା ପ୍ରସାରଣ ହେଉଥିଲା ସେତେବେଳେ ରାସ୍ତାଘାଟ ଶୂନଶାନ୍‌ ହୋଇ ଯାଉଥିଲା। ଆଉ ଏଥିରେ ମୁଖ୍ୟ ଭୂମିକା ଅର୍ଥାତ୍‌ ରାମଙ୍କ…

ବାଲାସାହେବଙ୍କୁ ଦେଇଥିବା କଥା ମୁଁ ରଖିବି: ଉଦ୍ଧବ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ଗୋଟିଏ ପଟେ ଶୁକ୍ରବାର ଦେବେନ୍ଦ୍ର ଫଡନବିଶ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଅନ୍ୟପଟେ ଶିବସେନା ତା’ ଜିଦ୍‌ରେ ଅଡି ବସିଛି। ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ହୋଇଥିବା ମେଣ୍ଟକୁ…

ରାଜ୍ୟପାଳ ମୋତେ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛନ୍ତି: ଫଡନବିଶ

ମୁମ୍ବାଇ,୮।୧୧: ମହାରାଷ୍ଟ୍ର ରାଜନୀତି ଏବେ ପୁଣିଥରେ ହୋଇଛି ସରଗରମ। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆଉ ତାଙ୍କ ଇସ୍ତଫା ପତ୍ରକୁ ରାଜ୍ୟପାଳ ଗ୍ରହଣ ମଧ୍ୟ କରିଛନ୍ତି। ଏହାପରେ ରାଜ୍ୟପାଳ ଭଗତ ସିଂ କୋଶୟାରୀ କୁଆଡେ ତାଙ୍କୁ…

ଗାନ୍ଧୀ ପରିବାର ନିକଟରୁ ଏସ୍‌ପିଜି ସୁରକ୍ଷା ହଟାଇବାକୁ ନେଇ କଂଗ୍ରେସର ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୮।୧୧: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସୁରକ୍ଷାକୁ ସମୀକ୍ଷା କରାଯାଇ ଏମାନଙ୍କ ନିକଟରେ ଥିବା ସ୍ପେଶାଲ ପ୍ରୋଟେକ୍ସନ୍‌ ଗ୍ରୁପ(ଏସ୍‌ପିଜି) ସୁରକ୍ଷାକୁ ଉଠାଇ ନିଆଯିବ…

ଇଂଲଣ୍ଡକୁ ଚମକପ୍ରଦ ବିଜୟ ଦେଲେ ମଲାନ, ମୋର୍ଗାନ

ନାପିଅର,୮।୧୧(ଏଏଫ୍‌ପି)- ଡେଭିଡ ମଲାନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ମୋର୍ଗାନଙ୍କ ସହ ରେକର୍ଡ ଭାଗୀଦାରି ଇଂଲଣ୍ଡକୁ ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଚମକପ୍ରଦ ବିଜୟ ଦେଇଛି। ୭୬ ରନ୍‌ର ବିଜୟ ଯୋଗୁ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ଇଂଲଣ୍ଡ ୨-୨ର…

ପାକ୍‌ ଆର୍ମି ଭାଙ୍ଗିଲା ଇମ୍ରାନଙ୍କ ଦ୍ୱିତୀୟ ପ୍ରତିଶ୍ରୁତି: ଶନିବାର ଭାରତୀୟ ଶ୍ରଦ୍ଧାଳୁ ଦେବେ ୨୦ ଡଲାର

ଇସ୍‌ଲାମାବାଦ,୮।୧୧: କରତାରପୁର ସାହିବ ଯାତ୍ରା ଆରମ୍ଭ ପାଇଁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ପାକିସ୍ତାନ ନିଜ ଷଡଯନ୍ତ୍ରରୁ ବାହାରି ପାରୁନାହିଁ। ପୁଣି ଥରେ ପାକିସ୍ତାନ ସେନା ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଦ୍ୱିତୀୟ ପ୍ରତିଶ୍ରୁତିକୁ ଭାଙ୍ଗିଦେଇଛି। ପୂର୍ବରୁ ଇମ୍ରାନ ଘୋଷଣା…

ଭୁଷୁଡ଼ିଲା ଗୋବିନ୍ଦପୁର ବଜାର ନିକଟ କେନାଲ ପୋଲ

କଣ୍ଟାପଡା, ୮।୧୧(ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ପୁରୀ ବ୍ରାଞ୍ଚ କେନାଲର ଗୋବିନ୍ଦପୁର ବଜାର ନିକଟରେ ଥିବା ପକ୍କାପୋଲ ଉପର ଦେଇ ଶୁକ୍ରବାର ଅପରାହ୍ନରେ ଏକ ବାଲିବୋଝେଇ ହାଇୱା ପାର ହେଉଥିବା ସମୟରେ ପୋଲଟି ଭୁଷୁଡି ପଡିଛି। ସୂଚନାନୁଯାୟୀ, ଉକ୍ତ ପୋଲର ମଝିଖୁଣ୍ଟଟି…

ଚଳିତ ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଫେରିପାରନ୍ତି ପୃଥ୍ବୀ

ଲଣ୍ଡନ,୮।୧୧- ଡୋପ ନିୟମ ଭଙ୍ଗ କରିବାରୁ ବାସନ୍ଦ ଥିବା ଓପନିଂ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ସମ୍ଭବଃ ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ପଡ଼ିଆକୁ ଫେରିବେ। ମୁମ୍ବାଇର ଆଡ ହକ୍‌ ଚୟନ କମିଟି ମୁଖ୍ୟ ମିଲିନ୍ଦ ରେଗେ ପୃଥ୍ବୀଙ୍କ ଚୟନ…

ନଭେମ୍ବର ୧୧, ୧୨ରେ ଲାଗୁ ହେବନାହିଁ ଅଡ୍‌ ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୮।୧୧: ଅଡ୍‌-ଇଭିନ ନମ୍ବରକୁ ନେଇ ଦିଲ୍ଲୀବାସିଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। କାରଣ ନଭେମ୍ବର ୧୧ ଓ ୧୨ରେ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୦ ତମ ଜନ୍ମଦିବସ ଥିବାରୁ ଏହିଦିନ ଅଡ୍‌ ଇଭିନ ନମ୍ବର ଲାଗୁ ହେବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ…

ବିଭିନ୍ନ ସମସ୍ୟା ନେଇ ଡଙ୍ଗରିଆ ଆଦିବାସୀଙ୍କ ଗଣ ବିକ୍ଷୋଭ: ବିଡିଓଙ୍କୁ ଦାବିପତ୍ର ପ୍ରଦାନ

ମୁନିଗୁଡ଼ା,୮।୧୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ମୁନିଗୁଡ଼ା ନିୟମଗିରି ସୁରକ୍ଷା ସମିତି ପକ୍ଷରୁ ଶୁକ୍ରବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଲୋକଙ୍କ ମୌଳିକ ଅଧିକାର ନେଇ ଡଙ୍ଗରିଆ ଆଦିବାସୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏ ନେଇ ମୁନିଗୁଡ଼ା ବିଡିଓଙ୍କୁ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri