ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ସୈଫ୍
ଅଭିନେତା ସୈଫ୍ ଅଲ୍ଲୀ ଖାନ୍ ତାଙ୍କର ପ୍ରଥମ ସ୍ତ୍ରୀ ଅମ୍ରିତାଙ୍କ ପ୍ରଶଂସାରେ ଲାଗିପଡ଼ିଛନ୍ତି। ସେ ହିଁ ତାଙ୍କୁ କାମ କରିବାର ଶୈଳୀ ଶିଖାଇଛନ୍ତି। ନିଜ କାମକୁ କିପରି ଗମ୍ଭୀରତାର ସହ ନେବ ତାହା ହିଁ ଅମ୍ରିତା ବତାଇ ଦେଇଛନ୍ତି। ନିକଟରେ ଏକ…
ପ୍ରେମୀଯୁଗଳଙ୍କ ଆଶା ‘ଜୁଲିଏଟ୍ କ୍ଲବ’
ଭେରୋନା: ପ୍ରେମ ପ୍ରଣୟର କବି ଓ୍ବିଲିୟମ ସେକ୍ସପିୟର, ଯାହାଙ୍କ କାଳଜୟୀ କବିତା, ଗଳ୍ପ, ଉପନ୍ୟାସ, ନାଟକକୁ ଆଜି ବି ଝୁରି ହେଉଛନ୍ତି ବିଶ୍ୱବାସୀ। ‘ଦି ବାର୍ଡ ଅଫ୍ ଏଭନ’ ନାମରେ ପରିଚିତ ଏହି ପ୍ରସିଦ୍ଧ ଲେଖକଙ୍କ ବିଷୟରେ ଯେତେ ପ୍ରଶଂସା କଲେ…
ସାଇନାଙ୍କ ବାୟୋପିକ୍ ପାଇଁ କଠିନ ପରିଶ୍ରମ କରୁଛନ୍ତି ପରୀ
ମୁମ୍ବାଇ: ଯେତେବେଳେ ବାୟୋପିକ୍ କଥା ଆସେ, ସେତେବେଳେ ଅଭିନେତ୍ରୀ/ଅଭିନେତାଙ୍କୁ ବିଶେଷ ପ୍ରସ୍ତୁତି କରିବାକୁ ପଡ଼ିଥାଏ। କାରଣ କୌଣସି କାଳ୍ପନିକ ଚରିତ୍ରକୁ ପରଦା ଉପରେ ଜୀବନ୍ତ କରି ଉତାରିବାଠାରୁ କାହିଁ କେତେ ଗୁଣ କଷ୍ଟକର ଜଣେ ଲୋକପ୍ରିୟ ବ୍ୟକ୍ତିତ୍ୱଙ୍କ ଚରିତ୍ରରେ ଅଭିନୟ କରିବା।…
ବଲିଉଡ୍ର ଦାମୀ ହିରୋ
ମୁମ୍ବାଇ: ସଲ୍ମାନ ଖାନ୍ ହୁଅନ୍ତୁ ବା ଶାହରୁଖ୍ ଖାନ୍, ଆମୀର ଖାନ୍ ହୁଅନ୍ତୁ ବା ହ୍ରିତିକ୍ ରୋଶନ, ଏହି ହିରୋମାନେ ଦଶନ୍ଧି ଧରି ବଲିଉଡ୍ରେ ନିଜର ଦବ୍ଦବା ବଜାୟ ରଖିଛନ୍ତି। ହେଲେ ବଲିଉଡ୍ ସୁପର୍ଷ୍ଟାର ଅକ୍ଷୟ କୁମାରଙ୍କ କଥା ଟିକେ ଅଲଗା।…
ଇରାନ ଭୂକମ୍ପ: ୫ ମୃତ, ୧୨୦ ଆହତ
ତେହେରାନ,୮।୧୧: ଉତ୍ତର ପଶ୍ଚିମ ଇରାନରେ ଗୁରୁବାର ବିଳମ୍ବିତ ରାତିରେ ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୯। ଏହି ଭୂକମ୍ପରେ ବହୁ ପରିମାଣର କ୍ଷୟକ୍ଷତି ହୋଇଥିବା କୁହାଯାଉଛି। ଏବେ ସୁଦ୍ଧା ଏଥିରେ ୫ ଜଣଙ୍କ ମୃତ୍ୟୁ…
କରତାରପୁର କରିଡର: ମୋଦିଙ୍କ ଉଦ୍ଘାଟନ ପୂର୍ବରୁ ସଭାସ୍ଥଳରେ ପଶିଲା ପାଣି
ଇସ୍ଲାମାବାଦ,୮।୧୧: କରତାରପୁର କରିଡର ଉଦ୍ଘାଟନକୁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ଏହା ପୂର୍ବରୁ ଏକ ବଡ ସମସ୍ୟା ମୁଣ୍ଡ ଟେକିଲାଣି। ଏଥିପାଇଁ ଉଦ୍ଦିଷ୍ଟ ପେଣ୍ଡାଲ୍ ଓ ସଭାସ୍ଥଳରେ ଏବେ ବର୍ଷା ପାଣି ପଶିଯାଇଥିବା ସୂଚନା ମିଳିଛି। ତେବେ ପ୍ରଧାନମନ୍ତ୍ରୀ…
୪ ଓଭର, ୪ ମେଡେନ୍, ୪ ଉଇକେଟ୍: ବିରଳ ରେକର୍ଡ ହାସଲ କଲେ ଏହି ଖେଳାଳି
ସାଧାରଣତଃ କ୍ରିକେଟରେ ପ୍ରତି ମ୍ୟାଚରେ କିଛି ନା କିଛି ରେକର୍ଡ ସୃଷ୍ଟି ହେବାସହ ଭାଙ୍ଗିଥାଏ। ଏମିତି ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ନ୍ୟୁଜିଲାଣ୍ଡର ରୋଜମ୍ୟାରି ମେୟାର। ଶ୍ରୀମ୍ପଟନ୍ ଟ୍ରଫିର ଏକ ମ୍ୟାଚରେ ସେ ୪ ଓଭର ବୋଲିଂ କରି କୌଣସି ରନ୍…
ରୋହିତ-ଧାଓ୍ବନଙ୍କ ରେକର୍ଡ
ରାଜକୋଟ,୮।୧୧- ଭାରତୀୟ ଦଳର ଦୁଇ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କ ଯୋଡ଼ି ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଭାରତୀୟ ଓପନିଂ ଯୋଡ଼ି ୧୦.୫ ଓଭରରେ ୧୧୮ ରନ୍ ଯୋଡ଼ିଥିଲା। ଟି୨୦…
ପ୍ରଥମେ ଭୁଲ, ତାପରେ ଠିକ୍ ନିଷ୍ପତ୍ତି ଦେଲେ ୩ୟ ଅମ୍ପାୟର
ରାଜକୋଟ,୮।୧୧- ଏଠାରେ ଭାରତ ଓ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ ଘଟଣା ବହୁଳ ରହିଥିଲା। ରିଷଭ ପନ୍ତ ତ୍ରୁଟି ପୂର୍ଣ୍ଣ ଷ୍ଟମ୍ପିଂ ପରେ ତୃତୀୟ ଅମ୍ପାୟର ମଧ୍ୟ ଭୁଲ କରିବା ଭଳି ଘଟଣା ଦେଖିବାକୁ ମିଳିଥିଲା। ବାଂଲାଦେଶ ଇନିଂସର…
ପରଲୋକରେ ଅମର୍ତ୍ତ୍ୟ ସେନ୍ଙ୍କ ସ୍ତ୍ରୀ ନବନୀତା: ଶୋକ ପ୍ରକାଶ କଲେ ମମତା ବାନାର୍ଜୀ
କୋଲକାତା,୮।୧୧:ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନ୍ଙ୍କ ସ୍ତ୍ରୀ ନବନୀତା ଦେବ ସେନ୍ଙ୍କ ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ମୃତ୍ୟୁ ବେଳକୁ ତାଙ୍କ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୋକ…
ବିମୁଦ୍ରୀକରଣକୁ ଆତଙ୍କବାଦୀ ଆକ୍ରମଣ ସହ ତୁଳନା କଲେ ରାହୁଲ
ନୂଆଦିଲ୍ଲୀ,୮।୧୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ବିମୁଦ୍ରୀକରଣକୁ ୩ ବର୍ଷ ପୂରଣ ହୋଇଥିବା ବେଳେ ଏବେ ଏହାକୁ ନେଇ ରାହୁଲ ଗାନ୍ଧୀ ଆତଙ୍କବାଦୀ ଆକ୍ରମଣ ସହ ତୁଳନା କରିଛନ୍ତି। ସେ…
୩୩ ପ୍ରତିଶତ ଲୋକଙ୍କ ମତ:ମାନ୍ଦାବସ୍ଥାର କାରଣ ବିମୁଦ୍ରୀକରଣ
ନୂଆଦିଲ୍ଲୀ, ୮।୧୧:୨୦୧୬ ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରିଥିଲେ। ଏଥିଯୋଗୁ ୮୬% ନୋଟ୍ ଅଚଳ ଓ ଅବୈଧ ହୋଇଯାଇଥିଲା। ଏବେ ଏହାର ଠିକ୍ ତିନିବର୍ଷ ପରେ ବିମୁଦ୍ରୀକରଣକୁ ନେଇ ଲୋକାଲ୍ ସର୍କଲ୍ସ ନାମକ ଏକ ସଂସ୍ଥା ପକ୍ଷରୁ…
Archives


