Home Left

ବାସଭବନରେ ପହଞ୍ଚି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୁଆଦିଲ୍ଲୀ,୮।୧୧: ରାମ ମନ୍ଦିର ଆନ୍ଦୋଳନରେ ନେତୃତ୍ୱ ନେଇଥିବା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଶୁକ୍ରବାର ୯୨ତମ ବର୍ଷ ବୟସରେ ପର୍ଦାପଣ କରିଛନ୍ତି। ଭାଜପାର ଆଉ ଜଣେ ଲୌହ ପୁରୁଷ କୁହାଯାଉଥିବା ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇବାକୁ ତାଙ୍କ…

ହୋଟେଲରେ ବିଧାୟକଙ୍କୁ ଭେଟିଲେ ଆଦିତ୍ୟ ଠାକରେ

ମୁମ୍ବାଇ,୮।୧୧: ମହାରାଷ୍ଟ୍ରରେ ରାଜନୈତିକ ଜାରି ରହିଛି। ରାଜ୍ୟରେ ବିଧାନସଭା କାର୍ଯ୍ୟକାଳ ଶନିବାର ସରୁଥିବାବେଳେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଉଭୟ ଭାଜପା ଏବଂ ଶିବସେନା ମଧ୍ୟରେ ଆଲୋଚନା ଜାରି ରହିଛି। ଏସବୁ ଭିତରେ ବିଧାୟକଙ୍କୁ ଭାଜପା କାଳେ କିଣିନେବ ଏହି ଭୟରେ…

ରେକର୍ଡ ବିଜୟ

ଗଲ୍ଫ ସୁପରଷ୍ଟାର ଟାଇଗର ଉଡ୍ସ ବିଭିନ୍ନ କାରଣରୁ ଫର୍ମ ଓ ଫିଟ୍‌ନେସ ପାଇଁ ସଂଘର୍ଷ କରିଆସୁଥିଲେ ମଧ୍ୟ ନିକଟରେ ଜୋଜୋ ଚାମ୍ପିୟନଶିପ୍‌ରେ ବିଜୟୀ ହୋଇଛନ୍ତି। ଏଥିସହିତ ସେ ୮୨ତମ ପିଜିଏ ଟୁର ଟାଇଟଲ ହାସଲ କରି ସର୍ବାଧିକ ଟୁର୍ନାମେଣ୍ଟ ଜିତିବାରେ ନିଜ…

ବାତ୍ୟା ‘ବୁଲ୍‌ବୁଲ୍‌’: ଯାଜପୁର ବିଦ୍ୟୁତ୍‌ ବିଭାଗର ପ୍ରସ୍ତୁତି

ଯାଜପୁର,୮।୧୧(ନି.ପ୍ର.): ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ନେଇ ଯାଜପୁର ଜିଲା ବିଦ୍ୟୁତ୍‌ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ଜରୁରିକାଳୀନ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ନିର୍ବାହୀ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହି ବାତ୍ୟା…

ଫର୍ମୁଲା ଓ୍ବାନ୍‌ ସୁପରଷ୍ଟାର

ଲୁଇସ୍‌ ହାମିଲଟନ ଷଷ୍ଠଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରି ମାଇକେଲ ସୁମାକରଙ୍କଠାରୁ ଗୋଟିଏ ପାଦ ଦୂରରେ ରହିଛନ୍ତି। ୩୪ ବର୍ଷରେ ପଦାର୍ପଣ କରିଥିବାରୁ ଆଗକୁ ସେ ଆହୁରି କେତୋଟି ବିଶ୍ୱ ଟାଇଟଲ ଜିତି ନିଜକୁ ବିଶ୍ୱର ସର୍ବଶ୍ରେଷ୍ଠ ଫର୍ମୁଲା-…

ଆଜିଠୁ ପଞ୍ଚୁକ: ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ, ୮।୧୧: ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ସେଥିପାଇଁ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ପଞ୍ଚୁକ ୫ ଦିନ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଦର୍ଶନ ଦେବେ ମହାପ୍ରଭୁ। ପଞ୍ଚୁକର ପ୍ରଥମ…

ଫେରିବେ ସାନିଆ

ମା’ ହେବା ପରେ ଟେନିସ ଖେଳାଳିମାନେ ସଫଳ ପ୍ରତ୍ୟାବର୍ତ୍ତନ କରିବାର ଉଦାହରଣ କମ୍‌ ରହିଛି। ତେବେ ସେରେନା ଓ୍ବିଲିୟମ, ମାର୍ଗାରେଟ୍‌ କୋର୍ଟ, ଇଭୋନ ଗୁଲାଗଙ୍ଗ ଓ କିମ୍‌ କ୍ଲିଷ୍ଟର୍ସ ଏଥିରେ ବ୍ୟତିକ୍ରମ ଆଣିଛନ୍ତି। ସାନିଆଙ୍କ ପାଇଁ ଏହି ଖେଳାଳିମାନେ ଏବେ ପ୍ରେରଣା…

ବିମୁଦ୍ରୀକରଣକୁ ପୂରିଲା ୩ବର୍ଷ, ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୮।୧୧: ଦେଶର ଅର୍ଥବ୍ୟବସ୍ଥା ଇତିହାସରେ ନଭେମ୍ବର ୮ ଏକ ଖାସ୍‌ ଦିନ ଭାବେ ଧରାଯାଇଛି। ୨୦୧୬, ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମୁଦ୍ରୀକରଣ ଘୋଷଣା କରି ପ୍ରଚଳିତ ୧୦୦୦ ଏବଂ ୫୦୦ଟଙ୍କିଆ ନୋଟ ଅଚଳ କରିଥିଲେ। ନୋଟବନ୍ଦୀର ୩ ବର୍ଷ…

ଅଯୋଧ୍ୟା ଶୁଣାଣି ପୂର୍ବରୁ ଉତ୍ତରପ୍ରଦେଶ ଡିଜିପି ଓ ମୁଖ୍ୟ ସଚିବଙ୍କୁ ଭେଟିବେ ସିଜେଆଇ

ନୂଆଦିଲ୍ଲୀ,୮।୧୧: ଅଯୋଧ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପୂର୍ବରୁ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କୁ ଶୁକ୍ରବାର ଭେଟିବାର କାର୍ଯ୍ୟକ୍ରମ ରହିଛି। ପୋଲିସ ମହାନିର୍ଦ୍ଦେଶକ ଓପି ସିଂହ, ମୁଖ୍ୟ ଶାସନ ସଚିବ ରାଜେନ୍ଦ୍ର…

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୮।୧୧: ନିଜ କାର୍ଯ୍ୟରୁ ବାଦ୍‌ ଆସୁନି ପାକିସ୍ତାନ। ଜମ୍ମୁ-କଶ୍ମୀରରେ ପାକିସ୍ତାନ ପକ୍ଷରୁ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ପାକିସ୍ତାନ ସେନା ଭାରତୀୟ ସୀମାରେ ଗୁଳିମାଡ କରିଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ…

ଗୁହାଳରେ ଅଗ୍ନିକାଣ୍ଡ: ଦୁଇ ବାଛୁରୀ ଜୀବନ୍ତ ଦଗ୍ଧ

ଆଳି,୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାହାରକୁଳ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ବାଙ୍କ ବିହାରୀ ଦାସଙ୍କ ଗୁହାଳ ଘରେ ନିଆଁ ଲାଗି ୨ବାଛୁରୀ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ୨ ଗାଈ ଆହତ ହୋଇଥିବା ଜଣାପଡିଛି…

କିରାଣିଙ୍କ ଗ୍ରେଡ୍‌ ପେ ପ୍ରଦାନ ମାମଲା : ହାଇକୋର୍ଟରେ ସ୍ୟାଟ୍‌ ରାୟ କାଏମ

କଟକ ଅଫିସ,୮।୧୧ : ସୂଚନା ଓ ଲୋକସମ୍ପର୍କ ବିଭାଗରେ କାର୍ଯ୍ୟରତ ସ୍ନାତକ ଡିଗ୍ରୀଧାରୀ କିରାଣି-ଲାଇବ୍ରେରିଆନ୍‌ମାନଙ୍କୁ ଆରଏସିପି ଗ୍ରେଡ ପେ ପ୍ରଦାନ ସମ୍ପର୍କିତ ମାମଲାରେ ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଦେଇଥିବା ରାୟକୁ ହାଇକୋର୍ଟ ଗୁରୁବାର କାଏମ ରଖିଛନ୍ତି। ସ୍ୟାଟ୍‌ଙ୍କ ରାୟକୁ ଚ୍ୟାଲେଞ୍ଜ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri