Home Left

ଚଳନ୍ତା କାରରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା : ପୀଡ଼ିତାଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱରେ ପୋଲିସ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳନ୍ତା କାରରେ ଜଣେ ଯୁବତୀଙ୍କୁ ଗଣବଳାକତ୍ାର କରି ଖୋର୍ଦ୍ଧା ପିଏନ୍‌ କଲେଜ ନିକଟରେ ଫିଙ୍ଗିଦେବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଘଟଣାକୁ ନେଇ ଗୁରୁବାର ଦିନତମାମ ଖଣ୍ଡଗିରି ଥାନାରେ ତନାଘନା ଚାଲିଥିଲା। ସକାଳେ ଭୁବନେଶ୍ୱର ଡିସିପି…

ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶା ମଣ୍ଡପ : ପୁଞ୍ଜିନିବେଶ ଆକୃଷ୍ଟ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳିତବର୍ଷ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶାର ଆକର୍ଷଣୀୟ ମଣ୍ଡପ। ରାଜ୍ୟର ବଛା ବଛା କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଓଡ଼ିଶାର ଶିଳ୍ପାନୁକୁଳ ବାତାବରଣ…

ଏକାଥରକେ ଦାନ୍ତ ଘଷି ଗିନିଜ୍‌ ବିଶ୍ୱ ରେକର୍ଡ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଜଣେ କି ଦୁଇଜଣ ନୁହେଁ, ଗୋଟିଏ ସ୍ଥାନରେ ଏକାସାଙ୍ଗରେ ୨୬,୩୮୨ଜଣ ଦାନ୍ତ ଘଷିି କରିଛନ୍ତି ବିରଳ ବିଶ୍ୱ ରେକର୍ଡ। ଗୁରୁବାର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ(କିସ୍‌) ପରିସରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କିସ୍‌ ଛାତ୍ରୀଛାତ୍ର, ଅନୁଷ୍ଠାନର…

ଆଜି ଲାଲକୃଷ୍ଣ ଆଡଭାନୀଙ୍କ ଜନ୍ମଦିନ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୮।୧୧:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଛା ଜଣାଇଛନ୍ତି। ଟୁଇଟ୍‌ ମାଧ୍ୟମରେ ମୋଦି କହିଛନ୍ତି, ଜଣେ ବିଦ୍ୱାନ, ରାଜନେତା ଏବଂ ସମ୍ମାନୀତ ନେତାଙ୍କ…

୧୯ ବର୍ଷୀୟ ଯୁବକଙ୍କ ନାଁରେ ୧୭୫ଟି ମାମଲା

ପୁଣେ,୮।୧୧: ପୁଣେ ପୋଲିସ ପାଇଁ ଜଣେ ୧୯ ବର୍ଷୀୟ ଯୁବକ ମୁଣ୍ଡବିନ୍ଧାର କାରଣ ସାଜଛି। ୮ ବର୍ଷ ଭିତରେ ଉକ୍ତ ଯୁବକଙ୍କ ନାଁରେ ୧୭୫ଟି ମାମଲା ରୁଜୁ ହେବା ପରେ ଶେଷରେ ବହୁ କଷ୍ଟରେ ପୋଲିସ ହାତରେ ଧରାପଡିଛନ୍ତି ଏହି କୋଟିପତି…

ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍‌ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର ଯୁବକଙ୍କୁ…

ସିଏସ୍‌ଏନ୍‌ଆର୍‌ ଓ ସିଏଚ୍‌ଆର୍‌ଆଇ ପକ୍ଷରୁ ଅପରାଧ ରିପୋର୍ଟ ପ୍ରକାଶ : ଭୁବନେଶ୍ୱର ପୋଲିସ ଜିଲାରେ ସର୍ବାଧିକ ମାମଲା

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ସିଏସ୍‌ଏନ୍‌ଆର୍‌ ଓ ସିଏଚ୍‌ଆର୍‌ଆଇ ପକ୍ଷରୁ ରାଜ୍ୟର ୪ ପୋଲିସ ଜିଲାର ଅପରାଧ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ୨୦୧୭ ରୁ ୨୦୧୮ ମେ’ ମଧ୍ୟରେ ଭୁବନେଶ୍ୱର, କଟକ, ଯାଜପୁର ଓ କନ୍ଧମାଳ ପୋଲିସ ଜିଲାରେ ଘଟିଥିବା ଅପରାଧର ସ୍ଥିତି…

ବିଭିନ୍ନ ପ୍ରାନ୍ତକୁ ପୂର୍ବତଟ ରେଳପଥର ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୮ା୧୧(ବ୍ୟୁରୋ):ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ଟ୍ରେନ ପାଇଁ ଯାତ୍ରୀ ଆଗ୍ରହ ଦେଖାଇଛନ୍ତି। ପୁରୀ-ଅମୃତସର ସ୍ବତନ୍ତ୍ର ଟ୍ରେନରେ ପୂର୍ଣ୍ଣମାତ୍ରାରେ ସଂରକ୍ଷିତ ହୋଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ପୁରୀ-ଅମୃତସର-ପୁରୀ ସ୍ବତନ୍ତ୍ର ଟ୍ରେନ ଶନିବାରରୁ ରାତି ୧୨. ୩୫ରେ…

ଅଯୋଧ୍ୟା ରାୟ ଆସିବା ପୂର୍ବରୁ ଦେଶରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଅଯୋଧ୍ୟା,୮।୧୧: ଆସନ୍ତା ସପ୍ତାହରେ ରାମଜନ୍ମଭୂମି-ବାବ୍ରି ମସଜିଦ ରାୟ ଆସିବ। ଏହା ପୂର୍ବରୁ ଅଯୋଧ୍ୟାରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ୩୦ଟି ବୋମା ନିଷ୍କ୍ରିୟକାରୀ ଟିମକୁ ଅଯୋଧ୍ୟାରେ ନିୟୋଜିତ କରାଯାଇଛି। ସ୍ବରାଷ୍ଟ୍ର…

ରାଜ୍ୟରେ ବଢ଼ୁଛି ବନ୍ୟପ୍ରାଣୀ ଅପରାଧ : ଭବାନୀପାଟଣାରୁ ହାତୀଦାନ୍ତ ଜବତ, ୩ ଗିରଫ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଦିନକୁ ଦିନ ଓଡ଼ିଶାରେ ବଢ଼ିଚାଲିଛି ବନ୍ୟପ୍ରାଣୀ ଅପରାଧ। ଏହି କ୍ରମରେ ଗୁରୁବାର କ୍ରାଇମବ୍ରାଞ୍ଚ୍‌ ଏସ୍‌ଟିଏଫ୍‌ ଭବାନୀପାଟଣାରୁ ଏକ ହାତୀଦାନ୍ତ ଓ ବାଘଛାଲ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗତ ଏକ ବର୍ଷ ମଧ୍ୟରେ କେବଳ କ୍ରାଇମବ୍ରାଞ୍ଚ୍‌…

ପ୍ରତାପ ଜେନା ପାଇବେ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍‌ ଇଣ୍ଡିଆ ପକ୍ଷରୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇବେ। ନଭେମ୍ବର ୯ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସେ ଏହି ପୁରସ୍କାର…

ନଗଡ଼ାରେ ପ୍ରଶାସନୀକ ଅଧିକାରୀଙ୍କ ଭିଡ : ବିକାଶ ପରଖିଲେ ପଞ୍ଚାୟତିରାଜ ପ୍ରକଳ୍ପ ନିର୍ଦ୍ଦେଶକ

କାଳିଆପାଣି,୮ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ାରେ ଏବେ ବହୁ ପ୍ରଶାସନୀକ ଅଧିକାରୀଙ୍କ ଗସ୍ତ ଦେଖିବାକୁ ମିଳିଛି। ୨୦୧୬ରେ ଅପପୁଷ୍ଟିରେ ଶିଶୁମୃତ୍ୟୁ ଘଟଣା ପରେ ନଗଡ଼ାର ଉନ୍ନତି ପାଇଁ ସରକାର ପାଣି ଭଳି ଅର୍ଥ ଖର୍ଚ୍ଚ କରିଛନ୍ତି। ହେଲେ ୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri