ବିତ୍ତୀୟ ଗଣିତ ଉପରେ ଆଇଏମ୍ଏଫ୍ର ପ୍ରଶ୍ନବାଚୀ
ମୁମ୍ବାଇ,୮-୧୧: ଭାରତର ବିତ୍ତୀୟ ଗଣିତ ଉପରେ ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିତ୍ତୀୟ ଶୃଙ୍ଖଳା ଉପରେ ରହିଥିବା ବିଭିନ୍ନ ତଥ୍ୟ ସ୍ବଚ୍ଛ ହେବା ଆବଶ୍ୟକତା ରହିଛି। ଜି-୨୦ ଦେଶ ସମୂହକୁ ବିଚାର କଲେ ଭାରତ ଏହି କ୍ଷେତ୍ରରେ ବହୁ ପଛରେ ରହିଥିବା…
ଆଇଆଇଟି ନିଯୁକ୍ତି ଉପରେ ମାନ୍ଦାବସ୍ଥା ପ୍ରଭାବ
ମୁମ୍ବାଇ,୮-୧୧: ମାନ୍ଦାବସ୍ଥାର ପ୍ରଭାବ ଚଳିତ ବର୍ଷ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(ଆଇଆଇଟି) ଛାତ୍ରୀଛାତ୍ରଙ୍କ ନିଯୁକ୍ତି ଉପରେ ପଡିଥିବା ଦେଖାଯାଇଛି। ଡିସେମ୍ବରରୁ ଦେଶର ବିଭିନ୍ନ ଆଇଆଇଟିରେ ସାଧାରଣତଃ ନିଯୁକ୍ତି ସିଜନ୍ ଚାଲିଥାଏ। ହେଲେ ଚଳିତ ବର୍ଷ ପ୍ରମୁଖ ଫାର୍ମଗୁଡିକ ପୂର୍ବବର୍ଷଗୁଡିକ ଭଳି ଛାତ୍ରୀଛାତ୍ରଙ୍କୁ…
ଲିପ୍ଷ୍ଟିକ୍ ଲଗାଇବା ଯୋଗୁ ହୋଇପାରେ ଏହିସବୁ ସମସ୍ୟା
ଚେହେରାର ସୌନ୍ଦର୍ଯ୍ୟ ପାଇଁ ଓଠର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥାଏ। ଓଠର ଆକର୍ଷଣ ପାଇଁ ଲିପ୍ଷ୍ଟିକ୍ର ବହୁତ ବଡ଼ ଯୋଗଦାନ ଥାଏ। ସ୍କିନ୍ର ରଙ୍ଗ ଅନୁସାରେ ଓ ଠିକ୍ ଭାବରେ ଲଗାଯାଇଥିବା ଲିପ୍ଷ୍ଟିକ୍ ଚେହେରାରେ ସୁନ୍ଦରତା ସହିତ ମହିଳାଙ୍କ ବ୍ୟକ୍ତିତ୍ୱକୁ ଦ୍ୱିଗୁଣିତ କରେ।…
ଡାଇବେଟିସ୍ରୁ ଦୂରେଇ ରହିବାକୁ ଚାହୁଁଛନ୍ତି, ଖାଆନ୍ତୁ ଏହି ପତ୍ରର ଚଟଣି…
ଧନିଆ ପତ୍ର ଚଟଣି ଶରୀର ପାଇଁ ବହୁ ଉପକାରୀ। ନିୟମିତ ଏହାକୁ ଖାଇଲେ ଶରୀରରେ ଇନସୁଲିନ କ୍ଷରଣ ସ୍ବାଭାବିକ ହେବା ସହ ସୁଗାର ଲେବଲ୍ କମ ହୋଇଥାଏ। ଫଳରେ ଡାଇବେଟିସ୍ ସମସ୍ୟା ଦୂର ହୋଇଥାଏ। ଏହା ରକ୍ତସଞ୍ଚାଳନକୁ ନିୟନ୍ତ୍ରିତ କରିବା ସହ…
ହିନ୍ଦୋଳରେ କୋରାପୁଟ ଏମ୍ପି: ‘କଂଗ୍ରେସ ହିଁ ହୋଇପାରିବ ଭାଜପାର ବିକଳ୍ପ’
ହିନ୍ଦୋଳ, ୭।୧୧(ଡି.ଏନ.ଏ.)-କେନ୍ଦ୍ରରେ ଭାଜପା ସରକାର ଆସିବା ପରଠାରୁ ଦେଶର ଆର୍ଥିକ ଭିତ୍ତଭୂମି ଭୁଶୁଡ଼ି ଯାଇଛି। ଦେଖାଦେଇଥିବା ଏପରି ମାନ୍ଦାବସ୍ଥା କଂଗ୍ରେସ ସମୟରେ ନ ଥିଲା। ଦେଶରେ ନିଯୁକ୍ତି ଠପ୍ ହୋଇଯାଇଛି। ଦରଦାମ ଆକାଶଛୁଅଁା ହୋଇଛି। ଏହାର ପଛରେ ଭାଜପାର ଆର୍ଥିକ ନୀତି…
ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗ
ହିନ୍ଦୋଳ, ୭।୧୧(ଡି.ଏନ.ଏ.)-ହିନ୍ଦୋଳ ଥାନା ନୂଆକୋଟ ଅଞ୍ଚଳର ଜଣେ ବିବାହିତା ମହିଳାଙ୍କୁ ବୁଧବାର ରାତିରେ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ଅଭିଯୋଗରେ ଦର୍ଶାଇଛନ୍ତି, ସେ ହିନ୍ଦୋଳ ଏନ୍ଏସି ପଟଣା ଗ୍ରାମର ଜଣେ ମାର୍ବଲ ମିସ୍ତ୍ରିଙ୍କ ନିକଟରେ ଦିନ ମଜୁରିଆ…
ପାଣି ଓଭର ଫ୍ଲୋ ହେବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ଜରିମାନା
ଲକ୍ଷ୍ନୌ: କୌଣସି କାର୍ଯ୍ୟାଳୟରେ କିଛି ଭୁଲ ହେଲେ ବରିଷ୍ଠ କର୍ମଚାରୀ ବର୍ତ୍ତି ଯାଉଥିବା ବେଳେ ତଳିଆ କର୍ମଚାରୀ ଫସିଯାଆନ୍ତି। ବେଳେବେଳେ ଏଥିପାଇଁ ସେମାନଙ୍କୁ ଅସୁବିଧା ମଧ୍ୟ ଭୋଗିବାକୁ ପଡ଼ିଥାଏ। ହେଲେ ଉତ୍ତରପ୍ରଦେଶର ଗାଜିଆବାଦରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ…
ବିଷୟ ଚୟନରେ ତ୍ରୁଟି ନେଇ ଅସନ୍ତୋଷ: ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ
ଗୋପ, ୭।୧୧(ଡି.ଏନ୍.ଏ.)-ଗୋପ ବ୍ଲକ୍ ଅଧୀନ ସାରଡ଼ା ସ୍ଥିତ କୋଣାର୍କ ଜୁନିୟର ମହିଳା ମହାବିଦ୍ୟାଳୟରେ ଛାତ୍ରୀମାନେ ଗୁରୁବାର କଲେଜ ସମ୍ମୁଖରେ ଧାରଣା ଦେଇଥିଲେ। ବିଷୟ ଚୟନରେ ତ୍ରୁଟି ଯୋଗୁ କଲେଜ ସମ୍ମୁଖରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଧାରଣା ଦେଇଥିବାବେଳେ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ…
ଫଟା ପାଇପ୍, ଏନ୍ଏଚ୍ରେ ଭାସୁଛି ପାଣି: ଦୃଷ୍ଟି ଦେଉନି ଜନସ୍ବାସ୍ଥ୍ୟ ବିଭାଗ, ବଢୁଛି ଅସନ୍ତୋଷ
ଭଞ୍ଜନଗର,୭।୧୧(ଡି.ଏନ.ଏ.)- ଭଞ୍ଜନଗର ସହର ଦେଇ ଯାଇଥିବା ରାଞ୍ଚତ୍-ବିଜୟୱାଡ଼ା କରିଡ଼ରର ସ୍ଥାନୀୟ ଶ୍ରୀରାମନଗର ସେତୁ ଉପର ଦେଇ ଯାଇଥିବା ପାଣି ପାଇପ୍ ବହୁଦିନ ହେବ ଫାଟିଯାଇଛି। ଏଥିରୁ ପାଣି ବାହାରି ମୁଖ୍ୟ ରାସ୍ତାରେ ଭାସୁଛି। ଏହାର ପ୍ରଭାବରେ ରାସ୍ତା ଖରାପ ହେବାସହ ଖାଲଢ଼ିପ…
ମିନି ବସ୍ ଓଲଟିଲା: ୧ ମୃତ, ୧୫ରୁ ଉର୍ଦ୍ଧ୍ୱ ଆହତ
ଆସିକା,୭ା୧୧(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ବୋରି ନିକଟରେ ବୁଧବାର ରାତି ପ୍ରାୟ ୧୧ଟାରେ ଏକ ମିନିବସ୍ ରାସ୍ତା କଡକୁ ଓଲଟି ପଡିଥିଲା। ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକ ହେଲେ ଭଞ୍ଜନଗର ନିକଟସ୍ଥ ତନରଡା ଗ୍ରାମର…
ଦୁଇ ମାସର ଝିଅକୁ ଧରି ଆତ୍ମସମର୍ପଣ କଲେ ମହିଳା ମାଓବାଦୀ
ରାୟଗଡ଼ା ଅଫିସ, ୭।୧୧: ଦୁଇମାସର ଶିଶୁ କନ୍ୟାକୁ ଧରି ଜଣେ ମହିଳା ମାଓବାଦୀ ଗୁରୁବାର ରାୟଗଡ଼ା ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ହେଲା ପାର୍ବତୀ ଓରଫ୍ ରିଙ୍କି(୨୭)। ଛତିଶଗଡ଼ର ବିଜାପୁର ଜିଲା ମାର୍ଥୁ ଥାନା ଅଧୀନ ଓ୍ବାଚମ ଗାଁରେ…
ପାଞ୍ଚ ବର୍ଷର ଝିଅକୁ ବଳାତ୍କାର
ବୋରିଗୁମ୍ମା,୭ା୧୧(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବିଜାପୁର ପଞ୍ଚାୟତର ଏକ ଗାଁରେ ଜଣେ ପାଞ୍ଚବର୍ଷର ଶିଶୁକନ୍ୟା ବଳାତ୍କାରର ଶିକାର ହୋଇଛି। ବୁଧବାର ଉକ୍ତ ଗ୍ରାମର ଡମୁ ମୁଦୁଲି (୨୫) ମାଛ ଧରିବା ବାହାନାରେ ନାବାଳିକାଙ୍କୁ ଡାକିନେଇ ପାଖ ଜଙ୍ଗଲରେ ବଳାତ୍କାର କରିଥିଲେ।…
Archives


