Home Left

ଜେଲ୍‌ରେ ପୂରାଇଥିବା ଦୁଇ ଝିଅଙ୍କୁ କାଢ଼: ଲେଖାଶ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାନୁୟାରୀ ୨୬ତାରିଖ ଦିନ ଦୁଇ ଆଦିବାସୀ ଝିଅ ଦମୟନ୍ତୀ ଓ ପାର୍ବତୀଙ୍କୁ ରାଜ୍ୟ ସରକାର ପୋଲିସ ଲଗାଇ ପରେଡ୍‌ ଗ୍ରାଉଣ୍ଡରୁ ଉଠାଇ ନେଇଛନ୍ତି। ସେମାନଙ୍କୁ ଗିରଫ କରିବା ସହିତ ଦୁଇଜଣଙ୍କ ବିରୋଧରେ ୩୦୭ ସମେତ ୯ଟି ଆପରାଧିକ ଦଫା ଲଗାଇବା…

ଓଡ଼ିଶା ପ୍ରଜ୍ଞାପନ ମେଢ଼ ପୁରସ୍କୃତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮ା୧(ବ୍ୟୁରୋ)- ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାକୁ ସଫଳତା ମିଳିଛି। ପରେଡ଼ରେ ସାରା ଦେଶରୁ ସାମିଲ୍‌ ହୋଇଥିବା ୨୨ ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶା ଦ୍ୱିତୀୟ ହୋଇଛି। ମଙ୍ଗଳବାର ରାଷ୍ଟ୍ରୀୟ ରଙ୍ଗଶାଳା ଶିବିରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ…

ବାହାଘର ଭୋଜି ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ

ବାରିପଦା ଅଫିସ,୨୮ା୧- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଧୀନ ଷ୍ଟେଶନ ବଜାର ଅଞ୍ଚଳରେ ସୋମବାର ରାତିରେ ବାହାଘର ଭୋଜି ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇ ପଡ଼ିଛନ୍ତି। ଭୋଜି ଖାଇବା ପରେ ବାନ୍ତି ହେବାରୁ ବିଳମ୍ବିତ ରାତିରେ ସେମାନଙ୍କୁ ବାରିପଦା…

ପରିବହନ ମନ୍ତ୍ରୀଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୮।୧: ହାଇକୋର୍ଟ ମଙ୍ଗଳବାର ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷାଗତ ଯୋଗ୍ୟତା ନେଇ ପଦ୍ମନାଭ ତଥ୍ୟ ବଦଳାଉଥିବା ଅଭିଯୋଗର ଶୁଣାଣି କରି ବୀରମହାରାଜପୁର ଥାନା ଆଇଆଇସିଙ୍କୁ ଏହାର ତଦନ୍ତ କରିବା ଲାଗି କୋର୍ଟ ନିର୍ଦ୍ଦେଶ…

ଖୁବ୍‌ଶୀଘ୍ର ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲ୍‌ର ୨ୟ କ୍ୟାମ୍ପସ୍‌: ମନ୍ତ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଖୁବ୍‌ଶୀଘ୍ର କଟକସ୍ଥ ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲର ୨ୟ କ୍ୟାମ୍ପସ୍‌ ନିର୍ମାଣ କରାଯିବ। ଏନେଇ ମଙ୍ଗଳବାର ଗଭର୍ନିଂ ବଡି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ହସ୍ପିଟାଲକୁ ୪୨୫ ବେଡ୍‌ ବିଶିଷ୍ଟ କରାଯିବ। ନୂଆ ଆଇସିୟୁ…

ଅଟୋ ସହ ଧକ୍କା ହେବା ପରେ କୂଅରେ ପଡ଼ିଲା ବସ୍‌: ୧୧ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ନାସିକ୍‌,୨୮।୧: ମହାରାଷ୍ଟ୍ରର ନାସିକ୍‌ ଅନ୍ତର୍ଗତ ଦେଓଲା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାଲାଗାଓଁରୁ କଲଓ୍ବାନ୍‌ ଯାଉଥିବା ଏକ ବସ୍‌ ଅଟୋ ସହ ଧକ୍କା ଖାଇ କୂଅ ଭିତରକୁ ପଶିଯାଇଛି। ଫଳରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ସିଟି ବଜାଇବାରେ କିଏ ଆଗରେ ଧୋନୀ ନା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୮।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। ସେ ପୁଣି କେବେ ପଡିଆକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି। ଧୋନୀ କ୍ରିକେଟରୁ ଦୂରେଇ ଏବେ ନିଜ ପରିବାର…

ସୁଖ, ସମୃଦ୍ଧି ପାଇଁ ଘରେ ରଖନ୍ତୁ ଏହି ମାଛ

ଘରେ ସୁଖ-ସମୃଦ୍ଧି ଓ ଶାନ୍ତି ଆଣିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାର ଉପାୟ ଆପଣାଇଥାନ୍ତି। ଗୋଲ୍ଡ ଫିସ୍‌ ସହ ଏରୋଓ୍ବାନା ମାଛକୁ ବାସ୍ତୁଶାସ୍ତ୍ରରେ ଶୁଭ ବୋଲି ବିଶ୍ୱାସ କରାଯାଏ। ଆଉ ଏହାକୁ ଘରେ ଏକ୍ୱାରିୟମ୍‌ ରଖିଲେ ସୁନ୍ଦର ଦେଖାଯିବା ସହ ସମସ୍ତଙ୍କୁ…

ରାଗିଯାଇ ପ୍ରଶଂସକଙ୍କ ହାତରୁ ଫୋନ୍‌ ଛଡ଼ାଇନେଲେ ସଲମାନ, ଭିଡିଓ ଭାଇରାଲ

ବମ୍ବେ: ରାଗିଗଲେ ଦବଙ୍ଗ ଖାଁ। ରାଗ ପୁଣି ଏପରି ଯେ, ପ୍ରଶଂସକଙ୍କ ହାତରୁ ଫୋନକୁ ଛଡ଼ାଇନେଲେ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଗୋଆ ବିମାନବନ୍ଦର ପରିସରରେ। ପ୍ରଶଂସକ ଜଣଙ୍କ ସଲମାନ୍‌ଙ୍କ ସହ ଏକ ଫଟୋ ନେବାକୁ ଚାହୁଁଥିବା ବେଳେ ସେ…

ଗଛରେ ପିଟିହେଲା ଚାଉଳ ବୋଝେଇ ପିକ୍‌ଅପ

ଶେରଗଡ଼,୨୮ା୧(ଡି.ଏନ୍‌.ଏ.)- ଶେରଗଡ ବ୍ଲକ ଭୁଷୁଣ୍ଡା ଗ୍ରାମ ଛକ ଆସିକା ଶେରଗଡ଼ ମୁଖ୍ୟ ରାସ୍ତାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ଏକ ଚାଉଳ ବୋଝେଇ ପିକ୍‌ଅପର ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଚାଳକ ସାମନ୍ୟ ଆହତ ହୋଇଛନ୍ତି। ମାତ୍ର…

ଫେବୃୟାରୀ ୧୪ରେ ପୁଣି ଭାରତରେ ରିଲିଜ ହେବ ‘ଜୋକର୍‌’

ବମ୍ବେ: ପୁଣି ଥରେ ଭାରତରେ ରିଲିଜ୍‌ ହେବ ଚର୍ଚ୍ଚିତ ହଲିଉଡ୍‌ ଚଳଚ୍ଚିତ୍ର ‘ଜୋକର୍‌’। ଜ୍ୱାକୁଇନ୍‌ ଫୋନେକ୍ସଙ୍କ ଅଭିନୀତ ଏହି ଫିଲ୍ମକୁ ଫେବୃୟାରୀ ୧୪ରେ ରିଲିଜ୍‌ କରାଯିବ। ପୂର୍ବରୁ ଅକ୍ଟୋବର ୨ରେ ଏହା ଭାରତରେ ରିଲିଜ୍‌ ହୋଇଥିଲା। ବ୍ୟବସାୟିକ କ୍ଷେତ୍ରରେ ଫିଲ୍ମ ରେକର୍ଡ…

ଆଇସଲ୍ୟାଣ୍ଡ କହୁଛି ଧାର୍ମିକ ବିଶ୍ୱାସ ଭ୍ରମ ଓ ହାନିକାରକ

ରେକ୍ୟାଭିକ ଆଇସଲ୍ୟାଣ୍ଡ,୨୮।୧: ଉତ୍ତର ଆଣ୍ଟଲାଣ୍ଟିକର ଛୋଟ ଦ୍ୱୀପଦେଶ ଆଇସଲ୍ୟାଣ୍ଡ ବହୁ ବିବାଦରେ ଛନ୍ଦି ହୋଇଛି। ୨୦୧୭ରେ ଏହି ଦେଶର ପାର୍ଲାମେଣ୍ଟରେ ସବୁ ବାଇବେଲକୁ ନେଇ ଥିବା ମାନସିକ ସ୍ବାସ୍ଥ୍ୟ ସମ୍ପର୍କିତ ଚେତାବନୀ ପାଇଁ ମତଦାନ ହୋଇଥିଲା। ସେହିବର୍ଷ ଉକ୍ତ ଦେଶ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?