Home Left

ସରକାର ଅନୁମତି ନ ଦେଲେ ବି ପାକିସ୍ତାନ ଯିବି: ସିଦ୍ଧୁ

ନୂଆଦିଲ୍ଲୀ,୭।୧୧: କରତାରପୁର କରିଡର ଉଦଘାଟନ ହେବାକୁ ଆଉ ମାତ୍ର ଦୁଇଦିନ ବାକି ଥିବାବେଳେ ପାକିସ୍ତାନ ଯିବା ପାଇଁ ଜିଦ୍‌ ଧରି ବସିଛନ୍ତି ପଞ୍ଜାବର କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନବଜୋତ ସିଂହ ସିଦ୍ଧୁ। କର୍ତ୍ତାରପୁର ଯିବା ପାଇଁ ଅନୁମତି ଦାବି…

ରେଲଓ୍ବେ ଟ୍ରାକ୍‌ ଉପରେ ସଚେତନତା ସୃଷ୍ଟି କରୁଛନ୍ତି ଯମରାଜା

ମୁମ୍ବାଇ,୭।୧୧: ଯମରାଜା କଥା କହିଲେ ଲୋକେ ଶିହିରି ଉଠିବା ସହ ଯେତେ ସମ୍ଭବ ତାଙ୍କଠାରୁ ଦୂରେଇ ରହିବାକୁ ଚାହାନ୍ତି। ତାଙ୍କୁ ସ୍ବଚକ୍ଷୁରେ କେହି ଦେଖି ନ ଥିବା ବେଳେ ପୌରାଣିକ ମତରେ ତାଙ୍କର ମାନ୍ୟତା ରହିଛି। ଫିଲ୍ମରେ ଦେଖିଥିବେ ଯେକୌଣସି ଦୁର୍ଘଟଣା…

ରାଜ୍ୟରେ ‘ବୁଲବୁଲ୍‌’ ପ୍ରଭାବ: ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ାର ସମସ୍ତ ସ୍କୁଲ ୨ ଦିନ ଛୁଟି ଘୋଷଣା

ଭୁବନେଶ୍ୱର,୭।୧୧(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବକୁ ଦୃଷ୍ଟିରେ ରଖି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲାର ସ୍କୁଲଗୁଡ଼ିକୁ ୨ ଦିନ ଲାଗି ଛୁଟି ଘୋଷଣା କରାଯାଇଛି। ଉଭୟ ଜିଲାର ଜିଲାପାଳ ଗୁରୁବାର ଏହି ଘୋଷଣା କରିଛନ୍ତି। ପ୍ରକାଶଯୋଗ୍ୟ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…

ପାକିସ୍ତାନ ଯିବା ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ଼,୭।୧୧: ପଞ୍ଜାବର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ ଗୁରୁବାର ବିଦେଶ ମନ୍ତ୍ରଣାଳୟକୁ ତୃତୀୟ ଚିଠି ଲେଖିଛନ୍ତି। ଏହି ଚିଠି ମାଧ୍ୟମରେ କରତ୍ତାରପୁର କରିଡର ସମାରୋହରେ ସାମିଲ ହେବାକୁ ପାକିସ୍ତାନ ଯିବା ପାଇଁ ସେ ଅନୁମତି ମାଗିଛନ୍ତି।…

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଏକ…

ବହୁମତ ଅଛି ତ ସରକାର ଗଢୁ ଭାଜପା: ସଞ୍ଜୟ ରାଓ୍ବତ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବାର ୧୩ ଦିନ ପରେ ବି ରାଜ୍ୟରେ ନୂଆ ସରକାର ଗଠନକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାଜପା ଏବଂ ଶିବସେନା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ଭାଗ ଛିଣ୍ଡୁନି। ଏସବୁ ଭିତରେ…

ଶୁକ୍ରବାର ପରଦାକୁ ଆସିବ ‘ବାଲା’: ଫିଲ୍ମ ଲାଗି ଓଜନ କମାଇବା ସହ ଲୁକ୍‌ ବଦଳାଇଛନ୍ତି ଆୟୁଷ୍ମାନ

ବମ୍ବେ: ସିନେମାରେ ଅଭିନୟ କରିବା ପୂର୍ବରୁ ଅଭିନେତା ଅଥବା ଅଭିନେତ୍ରୀ ନିଜକୁ ଉକ୍ତ ଭୂମିକାରେ ଢାଳିବାକୁ ଚେଷ୍ଟା କରିଥାନ୍ତି। ଫିଲ୍ମ ‘ପା’ରେ ବିଗ୍‌ ବି ଅମିତାଭ ବଚ୍ଚନ ଜଣେ ବାର ବର୍ଷୀୟ ବାଳକ ଭୂମିକାରେ ଅଭିନୟ କରି ସମସ୍ତଙ୍କୁ ଚକିତ କରିଥିଲେ।…

କଳାରଙ୍ଗକୁ ନେଇ ପକ୍ଷପାତିତାର ଶିକାର ହୋଇଥିଲେ ମଲାଇକା

ବଲିଉଡ୍‌ ଆଇଟମ୍‌ ଗର୍ଲ ମଲାଇକା ଅରୋରା ଇତିମଧ୍ୟରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ୨୧ ବର୍ଷ ପୂରଣ କରିସାରିଛନ୍ତି। ଫିଲ୍ମ ‘ଦିଲ୍‌ ସେ’ର ‘ଛଇଁୟା ଛଇଁୟା’ ଗୀତରୁ ସେ ଇଣ୍ଡଣ୍ଟ୍ରିରେ ପାଦ ରଖିଥିଲେ। ପରେ ‘ଢୋଲ୍‌ନା’, ‘ମାହି ବେ’, ‘ଅନାରକଲି ଡିସ୍କୋ ଚଲି’ ଗୀତରେ…

ଯେଉଁଠି ଭଗବାନ ଶିବଙ୍କ ଗୋଡ଼ ଆଙ୍ଗୁଠି ପୂଜା କରାଯାଏ

ରାଜସ୍ଥାନରେ ଏପରି ଏକ ମନ୍ଦିର ରହିଛି, ଯାହା ବିଷୟରେ ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯେକୌଣସି ଶିବ ମନ୍ଦିରରେ ଶିବଙ୍କ ଲିଙ୍ଗ କିମ୍ବା ମୂର୍ତ୍ତି ପୂଜା ପାଉଥିଲାବେଳେ ରାଜସ୍ଥାନ ମାଉଣ୍ଟଆବୁର ଅଚଳଗଡରେ ଥିବା ‘ଅଚଳେଶ୍ୱର ମହାଦେବ’ଙ୍କ ମନ୍ଦିରରେ ଶିବଙ୍କ ଗୋଡ ଆଙ୍କୁଠି…

କେପିଏଲ ଫିକ୍ସିଂ ସ୍କାଣ୍ଡାଲ: ଦୁଇ କ୍ରିକେଟର ଗିରଫ

ବେଙ୍ଗାଲୁରୁ,୭।୧୧(ପି.ଟି.)- ଆଇପିଏଲର ୩ ଦଳ ପାଇଁ ଖେଳିଥିବା ପ୍ରଥମ ଶ୍ରେଣୀ କ୍ରିକେଟର ସି.ଏମ୍‌. ଗୌତମ ଓ ତାଙ୍କର ପୂର୍ବତନ କର୍ନାଟକ ସାଥି ଖେଳାଳି ଆବରାର କାଜିଙ୍କୁ ଗୁରୁବାର ଗିରଫ କରାଯାଇଛି। ଉଭୟେ କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ) ସ୍ପଟ୍‌ ଫିକ୍ସିଂ ପାଇଁ…

ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ ଘଡେଇ।…

ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri