ଏମ୍ବିବିଏସ୍ ପାଇଛି ବୋଲି ପାନଦୋକାନୀ ଖବର ଦେଇଥିଲେ
କେବଳ ରାଜ୍ୟ ନୁହେଁ, ସମଗ୍ର ଦେଶରେ ଡ. ମାନସ ପୁହାଣ ଜଣେ ପ୍ରତିଷ୍ଠିତ ଚର୍ମରୋଗ ବିଶେଷଜ୍ଞ। ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅନ୍ତର୍ଗତ ବାଘମରା ଗାଁରେ ତାଙ୍କର ଜନ୍ମ। ଶରତ ଚନ୍ଦ୍ର ପୁହାଣ ଓ ସରସ୍ବତୀ ପୁହାଣଙ୍କ ପୁଅ ମାନସଙ୍କ ଅନୁଭୂତିରୁ…
ରାତିତମାମ୍ ଭିଜିଥିଲୁ
ମଡେଲ-କମ୍-ଆକ୍ଟର ଆରିଏନ ଧୀର କୁମାରଙ୍କୁ ଶ୍ରୀଧର ମାର୍ଥାଙ୍କ ପ୍ରଯୋଜିତ ‘ଯୋଗୀ’ରେ ବ୍ରେକ୍ ମିଳିଥିଲା। ଏଥିରେ ତାଙ୍କ ସହ ସ୍କ୍ରିନ୍ ଶେୟାର କରିଥିଲେ ପ୍ରଥମ ଥର ପାଇଁ ନାୟିକା ସାଜିଥିବା ନିକିତା। ଉକ୍ତ ଫିଲ୍ମରେ ଏହି ଯୋଡ଼ିକୁ ନେଇ ଏକ ବର୍ଷାଭିଜା ଗୀତ-…
ମାଲ୍ ମହୁ ଜୀବନ ମାଟି
ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇ ପରଦା ଉପରକୁ ଆସୁଛି ଦ୍ୱିଭାଷୀ-ଓଡ଼ିଆ-ଛତିଶଗଡ଼ୀ ଫିଲ୍ମ ‘ମାଲ ମହୁ ଜୀବନ ମାଟି-ଭାଗ୍ୟର ନୋ ଗ୍ୟାରେଣ୍ଟି’। ଚଳଚ୍ଚିତ୍ରଟି ଚଳିତ ମାସ ୮ରେ ରିଲିଜ ହେଉଛି। ଖାସ୍ କଥା ହେଲା, ଏଥିରେ ଦର୍ଶକ ସବ୍ୟସାଚୀଙ୍କୁ ଏକ ଭିନ୍ନ ଭୂମିକାରେ…
ଜୀବନ୍ତ ଅବସ୍ଥାରେ ମୃତ୍ୟୁର ଅନୁଭବ ‘ଲିଭିଂ ଫ୍ୟୁନେରାଲ’
ସିଓଲ: ଥରେ ଭାବନ୍ତୁ ତ, ଜଣେ ବ୍ୟକ୍ତିଙ୍କୁ ଜୀବନ୍ତ ଅବସ୍ଥାରେ କଫିନରେ ଭର୍ତ୍ତି କରାଯିବ। ମରିବା ପରେ ଯେମିତି ଶେଷକୃତ୍ୟ କରାଯାଏ, ଠିକ୍ ସେମିତି ସବୁ ବିଧି ନୀତିନିୟମ ଅନୁଯାୟୀ ହେବ। ଏହି ସ୍ମୃତିକୁ ସାଇତି ରଖିବାକୁ ଫଟୋ ଉଠାଯିବ। କଫିନ୍…
ମନର ବୋଝ ହାଲ୍କା କରେ ସହକର୍ମୀଙ୍କ ସହ ବାର୍ତ୍ତାଳାପ
ଲଣ୍ଡନ: ବିଭିନ୍ନ ସାମାଜିକ ତଥା ଆର୍ଥିକ ସମସ୍ୟା ଯୋଗୁ ମନ ଅନେକ ସମୟରେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନ ପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ ବୋଲି ଲଣ୍ଡନ ସୁରୀ ବିଶ୍ୱବିଦ୍ୟାଳୟରେ ହୋଇଥିବା…
ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ ପାଇଁ କେତେ ଟଙ୍କା ପାରିଶ୍ରମିକ ନେଇଥିଲେ ଅମିତାଭ
ବଲିଉଡ୍ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କରିଛନ୍ତି ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜିର ଦିନରେ ଅର୍ଥାତ୍ ନଭେମ୍ବର ୭, ୧୯୬୯ରେ ଅମିତାଭଙ୍କ ପ୍ରଥମ ଅଭିନୀତ ଚଳଚ୍ଚିତ୍ର ‘ସାତ୍ ହିନ୍ଦୁସ୍ତାନୀ’ ରିଲିଜ୍ ହୋଇଥିଲା। ଏହାପରଠାରୁ ସେ ପଛକୁ ଫେରି ଚାହିଁ ନ ଥିଲେ।…
ଟ୍ରେଣ୍ଡି ଟ୍ରେଡ୍ ଫେୟାର
ପର୍ଯ୍ୟଟନ ଋତୁ। ଶୀତର ଆଗମନ। ଠିକ୍ ଏହି ସମୟରେ ଆରମ୍ଭ ହୋଇଯାଇଛି ରାଜଧାନୀରେ ଟ୍ରେଡ୍ ଫେୟାର। ଜମିଛି ବ୍ୟବସାୟୀଙ୍କର ଭିଡ଼। ସଭିଙ୍କ ପାଇଁ ସାଜିଛି ମୁଖ୍ୟ ଆକର୍ଷଣ। ପୋଷାକରୁ ପାରମ୍ପରିକ ଅଳଙ୍କାର ହେଉ କି ଘରକରଣାରୁ ଘରସଜ୍ଜା ଜିନିଷ, ଭଳିକି ଭଳି…
ଫିଲ୍ମ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କଲେ ଅମିତାଭ ବଚ୍ଚନ
ବଲିଉଡର ମହାନାୟକ ଅମିତାଭ ବଚ୍ଚନ ଆଜି ଫିଲ୍ମ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କରିଛନ୍ତି। ୧୯୪୨, ୧୧ଅକ୍ଟୋବରରେ ଉତ୍ତର ପ୍ରଦେଶର ଇଲହାବାଦରେ ଜନ୍ମ ଗ୍ରହଣ କରିଥିଲେ। ବଲିଉଡ ଜଗତରେ ‘ସେହନସାହ’ ନାମରେ ପରିଚିତ ଅମିତାଭ ବଚ୍ଚନ। ଦୀର୍ଘ ୫୦ ବର୍ଷ ସମୟ…
ବଢ଼ିଛି ଭାରତୀୟଙ୍କ ଆୟୁଷ
ନୂଆଦିଲ୍ଲୀ: ସ୍ବାସ୍ଥ୍ୟ ହିଁ ସମ୍ପଦ। ଶରୀର ସୁସ୍ଥ ରହିଲେ ଜଣେ ମଣିଷ ମାନସିକସ୍ତରରେ ମଧ୍ୟ ସୁସ୍ଥ ରହିଥାଏ। ଯୋଗ, ପ୍ରାଣାୟମ ଆଦି କରି ଲୋକମାନେ ଶରୀର ସୁସ୍ଥ କରିବାକୁ ଚେଷ୍ଟା କରନ୍ତି। କିନ୍ତୁ ଏବେକାର କର୍ମମୟ ଜୀବନରେ ଅନେକ ଲୋକ ଶରୀର…
‘ନୋ ଏଣ୍ଟ୍ରି’ ସିକ୍ୱେଲରୁ ବାଦ୍ ପଡ଼ିଲେ ସଲ୍ମାନ
ମୁମ୍ବାଇ: ୨୦୦୫ରେ ରିଲିଜ୍ ହୋଇଥିବା ଫିଲ୍ମ ‘ନୋ ଏଣ୍ଟ୍ରି’ରେ ‘ପ୍ରେମ୍’ ଭୂମିକାରେ ଦର୍ଶକଙ୍କ ମନ କିଣିଥିଲେ ସଲ୍ମାନ। ଏହାର ସିକ୍ୱେଲ ନିର୍ମାଣ ହେବାକୁ ଥିବାବେଳେ ସଲ୍ମାନଙ୍କ ପ୍ରଶଂସକଙ୍କ ପାଇଁ କିନ୍ତୁ ଏକ ଖରାପ ଖବର ରହିଛି। ଶୁଣିବାକୁ ମିଳିଛି ଯେ, ଏହାର…
ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା
ଭାରତରେ ପ୍ରତିଦିନ କ୍ୟାନ୍ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି। ବିଶ୍ୱରେ ଅନ୍ୟ ଦେଶ ତୁଳନାରେ ଭାରତରେ କ୍ୟାନସରଜନିତ ମୃତ୍ୟୁ ହାର ମଧ୍ୟ ଅଧିକ। ନ୍ୟାଶ୍ନାଲ…
ଜେଲରେ ଦୁରବସ୍ଥା ମାନସିକ ରୋଗୀଙ୍କ ସମସ୍ୟା ବଢାଉଛି ଓଏଚ୍ଆର୍ସିଙ୍କ ନିକଟରେ ଅଭିଯୋଗ
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଓଡିଶାର ଜେଲଗୁଡ଼ିକରେ ରହୁଥିବା କଏଦୀଙ୍କ ମଧ୍ୟରୁ ଶତକଡା ୫ ଭାଗ ମାନସିକ ରୋଗର ଶିକାର ହେଉଛନ୍ତି। ଏନ୍ସିଆର୍ବି (ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ) ରିପୋର୍ଟ-୨୦୧୭ରେ ଏହା ପ୍ରକାଶ ପାଇବା ପରେ ବିଭିନ୍ନ ମହଲରେ ଉଦ୍ବେଗ ପ୍ରକାଶ ପାଇଥିଲା। ଏ…
Archives


