Home Left

ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗସ୍ତ ଅବସରରେ ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ରାଜ୍ୟପାଳଙ୍କୁ…

ପିଏମ୍‌ଜିଏସ୍‌ୱାଇ: ମାର୍ଚ୍ଚ ୩୧ ସୁଦ୍ଧା ଖର୍ଚ୍ଚ ନ କଲେ ଅନୁଦାନ ଫେରିବ

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପିଏମ୍‌ଜିଏସ୍‌ୱାଇ ଅନୁଦାନ ମାର୍ଚ୍ଚ…

ଗୁଜରାଟ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୮।୧: ଗୁଜରାଟ ଦଙ୍ଗା ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ସରଦାରପୁରା ଗ୍ରାମର ୧୭ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍‌ଏ ବୋବଡେଙ୍କ ନେତୃତ୍ୱ ସେ ବସିଥିବା ଖଣ୍ଡପୀଠ ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ସମୟ ମଧ୍ୟରେ ଏମାନଙ୍କୁ ସାମଜିକ…

କରୋନା ଆତଙ୍କ: ଭାରତୀୟଙ୍କ ସ୍କ୍ରିନିଂ ପାଇଁ ମ୍ୟାନମାର୍‌ ସୀମାରେ ଲାଗିଲା ଇନଫ୍ରାରେଡ୍‌ ଥର୍ମୋମିଟର

ଇମ୍ଫାଲ୍‌/ନାପିତ୍ୱ,୨୮।୧: ଏବେ କରୋନା ଭୁତାଣୁ ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଭିନ୍ନ ଭିନ୍ନ ରାଷ୍ଟ୍ର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଳାଗିଛନ୍ତି। ଏହି ମର୍ମରେ ଭାରତୀୟଙ୍କ ସ୍କ୍ରିନିଂ ପାଇଁ ମ୍ୟାନମାର୍‌ ସୀମାରେ ଇନଫ୍ରାରେଡ୍‌ ଥର୍ମୋମିଟର…

ଗଛ ମରିଗଲେ ଯିବାକୁ ପଡିବ ଜେଲ

ମୁରୈନା,୨୮।୧: ମଧ୍ୟପ୍ରଦେଶର ମୁରୈନା ଜିଲାରେ ଥିବା ଏକ ଜଙ୍ଗଲର ଗଛ ଗୁଡିକୁ ଦେଖାରଖା କରିବାକୁ ପୋଲିସ ଆସିଥାଆନ୍ତି। କଥାଟା ଟିକେ ଅଡୁଆ ଲାଗୁଥିଲେ ବି ସତ୍ୟ। ପୋଲିସ ଏଠାକୁ ପରିବେଶ ସଂରକ୍ଷଣ କରିବାକୁ ନୁହେଁ ବରଂ ଡ୍ୟୁଟି କରିବାକୁ ଆସୁଥିବା କୁହାଯାଏ।…

ରିକି ପଣ୍ଟିଂଙ୍କୁ ‘ପଣ୍ଟର’ ଆଖ୍ୟା ଦେଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର

କିଛି ଖେଳାଳିଙ୍କ ପ୍ରକୃତ ନାଁ ଅପେକ୍ଷା ଡାକ ନାମରେ ଅଧିକ ପରିଚିତ ହାସଲ କରିଥାନ୍ତି। ସେମାନଙ୍କ ମଧ୍ୟରୁ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଅନ୍ୟତମ। ତାଙ୍କୁ ସମସ୍ତେ ‘ପଣ୍ଟର’ ବୋଲି ଡାକିଥାନ୍ତି। କିନ୍ତୁ ତାଙ୍କର ଏହି ନାଁଟି କିଏ ଦେଇଥିଲେ…

ଆଇପିଏଲ ପୂର୍ବରୁ ହେବ ଅଲଷ୍ଟାର ମ୍ୟାଚ୍‌

ନୂଆଦିଲ୍ଲୀ,୨୮।୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚଳିତବର୍ଷ ଆଇପିଏଲ ପୂର୍ବରୁ ଏକ ଅଲଷ୍ଟାର ମ୍ୟାଚ୍‌ ଆୟୋଜନ କରିବ। ଏଥିରୁ ଆୟ ହୋଇଥିବା ଅର୍ଥ ଚ୍ୟାରିଟି ପାଇଁ ଖର୍ଚ୍ଚ ହେବ। ଦୁଇ ଦଳର ଖେଳାଳିଙ୍କୁ ରେଜିଷ୍ଟର ଆଇପିଏଲ ଖେଳାଳିଙ୍କ ତାଲିକାରୁ ଚୟନ…

ଚାଇନାରୁ ଦିଲ୍ଲୀକୁ ବ୍ୟାପିଲା କରୋନା ଭାଇରସ୍‌: ସନ୍ଦେହରେ ୩ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୮।୧: ଚାଇନାର କରୋନା ଭାଇରସ୍‌ ଆମେରିକା ସହିତ ବିଭିନ୍ନ ଦେଶକୁ ଧିରେ ଧିରେ ବ୍ୟାପିବାରେ ଲାଗିଛି। ଏଥିରୁ ମୁକୁଳିବା ପାଇଁ ସମସ୍ତ ଦେଶ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଭାରତରେ ମଧ୍ୟ କରୋନା ଭାଇରସ୍‌ର କିଛି ମାମଲା ସାମ୍ନାକୁ ଆସିଛି। ମୁମ୍ବାଇ,…

ଏନ୍‌ବିଏ ଲୋଗୋରେ ବ୍ରାଏଣ୍ଟଙ୍କୁ ସାମିଲ କରିବା ଲାଗି ପିଟିଶନ

କାଲିଫର୍ନିଆ,୨୮।୧- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ରବିବାର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଦୁର୍ଘଟଣାରେ ତାଙ୍କ ୧୩ ବର୍ଷୀୟା ଝିଅ ଜିଆନାଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଏହି ଖବରରେ ମର୍ମାହତ ପ୍ରଶଂସକମାନେ ଏନ୍‌ବିଏ ଲୋଗୋରେ ବ୍ରାଏଣ୍ଟଙ୍କୁ ସାମିଲ କରିବା ପାଇଁ…

ପ୍ରାକୃତିକ ଚିକିତ୍ସାରେ ଭଲ ହେବେ କରୋନା ଭୂତାଣୁ ସଂକ୍ରମିତ: ଦାବିକଲେ ତାମିଲନାଡୁ ଡାକ୍ତର

ଚେନ୍ନାଇ,୨୮।୧: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭୁତାଣୁ ସଂକ୍ରମଣ ଏବେ ବିଶ୍ୱର ବିଭିନ୍ନ ଦେଶରେ କାୟା ବିସ୍ତାର କରିବା ଆରମ୍ଭ କଲାଣି। ଚାଇନାରେ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଲୋକଙ୍କ ମଧ୍ୟରୁ ୧୦୬ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି। ଏହି…

ଲିଓପାର୍ଡ ପ୍ରିଣ୍ଟ

ଫ୍ୟାଶନକୁ ନେଇ ଅନେକଙ୍କ ପସନ୍ଦ ବଦଳୁଥିବାର ଲକ୍ଷ୍ୟ କରୁଥିବେ। କିଛି ମାସରେ ନୂଆ ଖୋଜିବାକୁ ଆରମ୍ଭ କରନ୍ତି। ଲିଓପାର୍ଡ ପ୍ରିଣ୍ଟ ନୂଆ ନୁହେଁ। ଆଗରୁ ଓ ଏବେ ମଧ୍ୟ ଏହି ପ୍ରିଣ୍ଟ ଗ୍ଲାମର ବୋଲି ମାନୁଛନ୍ତି। ଏବେ ଏହାକୁ ମେନ୍‌ଷ୍ଟ୍ରିମ୍‌ ଫ୍ୟାଶନ୍‌…

କରୋନା ଭାଇରସ୍‌ ପାଇଁ ଚାଇନା ଯାତ୍ରୀଙ୍କ ଭିଜା ଉପରେ କଟକଣା ଲଗାଇଲା ଶ୍ରୀଲଙ୍କା

କଲମ୍ବୋ,୨୮।୧: ସ୍ବାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ଦେଶର ପ୍ରଥମ କରୋନା ଭାଇରସ୍‌ ଚିହ୍ନଟ ହେବାର ଗୋଟିଏ ଦିନ ପରେ ଶ୍ରୀଲଙ୍କା ଦୃଢ଼ ପଦକ୍ଷେପ ଗ୍ରହଣ କରିଛି। ଶ୍ରୀଲଙ୍କାକୁ ଆଗମନ କରୁଥିବା ଚାଇନା ଯାତ୍ରୀଙ୍କର ଭିଜା ନୀତି ଉପରେ ବର୍ତ୍ତମାନ କଟକଣା ଲଗାଯାଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?