Home Left

ହୋମଗାର୍ଡଙ୍କ ଉପରେ ଚଢେଇ ଦେଲେ ଗଞ୍ଜେଇ ବୋଝେଇ ଟ୍ରାକ୍ଟର

ଚିତ୍ରକୋଣ୍ଡା,୨୮।୧(ଡି.ଏନ.ଏ.): ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଗୁଣ୍ଠାୱାଡା ପଞ୍ଚାୟତ ଅଞ୍ଚଳରେ ଜଣେ ହୋମଗାର୍ଡଙ୍କ ଉପରେ ଟ୍ରାକ୍ଟର ଚଢିଯାଇଛି। ଫଳରେ ସେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସୋମବାର ରାତିରେ ଚିତ୍ରକୋଣ୍ଡା ପୋଲିସ ପାଟ୍ରୋଲିଂ ପାଇଁ ଗୁଣ୍ଠାଓ୍ବାଡା ଯାଇଥିଲା। ହଂସଗୁଡା ଆଡକୁ ଆସୁଥିବା…

କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ମଙ୍ଗଳବାର ଜିଲା ଏସଡିଜେଏମ୍‌ କୋର୍ଟରେ ହାଜର ହୋଇଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ…

ଓୟୁଏଟି ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ : ନନ୍ଦନକାନନ ପାଦଚଲା ବିହଙ୍ଗ ସରଣୀ ବନ୍ଦ

ବାରଙ୍ଗ,୨୮।୧(ଡି.ଏନ୍‌.ଏ.): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡା ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ମିଳିଛି। ଏହା ସ୍ପଷ୍ଟ ହେବା ପରେ ନନ୍ଦନକାନନ ପାଦଚଲା ବିହଙ୍ଗ ସରଣୀକୁ ମଙ୍ଗଳବାରଠାରୁ କର୍ତ୍ତୃପକ୍ଷ ବନ୍ଦ କରିଦେଇଛନ୍ତି। ଏ ନେଇ ନନ୍ଦନକାନନ ଆସୁଥିବା ପର୍ଯ୍ୟଟକମାନେ…

ଜଣାପଡ଼ିବ ମହାଭାରତ ଯୁଦ୍ଧର ସତ୍ୟାସତ୍ୟ: ମିଳିଲା ୩୮୦୦ ବର୍ଷ ତଳର ଅନ୍ତିମ ସଂସ୍କାର ଗୁପ୍ତ ଗୃହ

ନୂଆଦିଲ୍ଲୀ, ୨୮।୧: ଏବେ ମହାଭାରତ ଯୁଦ୍ଧର ସତ୍ୟାସତ୍ୟ ଏବେ ଜଣାପଡ଼ିବ ବୋଲି କୁହାଯାଉଛି। ଉତ୍ତରପ୍ରଦେଶ ବାଗପତ୍‌ ଅଞ୍ଚଳରେ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ କରାଯାଉଥିବା ଖନନ ସମୟରେ ଏକ ଅନ୍ତିମ ସଂସ୍କାର ଗୁପ୍ତ ଗୃହର ସନ୍ଧାନ ମିଳିଛି। କାର୍ବନ ଡାଟିଂରୁ ଏହା ୩୮୦୦…

ମୁଲତବି ରହିଲା ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣି

ନୂଆଦିଲ୍ଲୀ,୨୮।୧: ଦିଲ୍ଲୀର ସାକେତ କୋର୍ଟ ମଙ୍ଗଳବାର ବହୁ ଚର୍ଚ୍ଚିତ ମୁଜାଫରପୁର ସେଲ୍‌ଟର ହୋମ୍‌ ମାମଲାର ଶୁଣାଣିକୁ ମୁଲତବି ରଖିଛନ୍ତି। ଏହି ମାମଲାର ବିଚାରପତି ଛୁଟିରେ ଥିବାରୁ ୨୮ ଜାନୁୟାରୀରେ ହେବାକୁ ଥିବା ଶୁଣାଣିକୁ ମୁଲତବି ରଖାଯାଇଛି। ସୂଚନାଯୋଗ୍ୟ, ମୁଜାଫରପୁର ସେଲ୍‌ଟର ହୋମ୍‌…

ଶରଜିଲଙ୍କ ସାନ ଭାଇ ସମେତ ଅନ୍ୟ ୨ଗିରଫ

ଜହାନାବାଦ,୨୮।୧: ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ର ଛାତ୍ର ଶରଜିଲ ଇମାମ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଉସୁକାଇବା ଭାଷଣ ଦେଇ ଏବେ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ଦେଶ ବିରୋଧୀ ବିୟାନ ଦେବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ବିଭିନ୍ନ…

କୁସୁନପୁର ଜଙ୍ଗଲକୁ ଗଲା ନରହନ୍ତା ହାତୀ

ଯାଜପୁର ଅଫିସ୍‌,୨୮।୧: ଦୀର୍ଘ ୧୦ଦିନ ହେବ ଯାଜପୁର ଜିଲାର ଦାନଗଦି, କୋରେଇ, ରସୁଲପୁର ଅଞ୍ଚଳରେ ଆତଙ୍କ ଖେଳାଇଥିବା ନରହନ୍ତା ହାତୀକୁ ଟ୍ରାଙ୍କୁଲାଇଜ୍‌ ପରେ ମଙ୍ଗଳବାର କୁସୁନପୁର ଜଙ୍ଗଲକୁ ପଠାଯାଇଛି। କଡା ସୁରକ୍ଷା ମଧ୍ୟରେ ହାତୀର ସ୍ବାସ୍ଥ୍ୟ ପରୀକ୍ଷା ପରେ ତାକୁ ସ୍ଥାନାନ୍ତର…

ଟିମ୍‌ ଇଣ୍ଡିଆ ବସ୍‌ରେ ଧୋନୀଙ୍କ ସିଟ୍‌ ୬ ମାସ ଧରି ପଡ଼ିଛି ଖାଲି: ୟୁଜବେନ୍ଦ୍ର ଚହଲଙ୍କ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୧: ଟିମ୍‌ ଇଣ୍ଡିଆରେ ଗତ ୬ ମାସ ଧରି ମହେନ୍ଦ୍ର ସିଂ ଧୋନୀ ସାମିଲ୍‌ ନାହାଁନ୍ତି। ତେବେ ଟିମ୍‌ ଇଣ୍ଡିଆ ବ୍ୟବହାର କରୁଥିବା ବିସିସିଆଇର ବସ୍‌ରେ ଧୋନୀଙ୍କ ପାଇଁ ଉଦ୍ଦିଷ୍ଟ ସିଟ୍‌ ଖାଲି ପଡ଼ିଥିବା ନେଇ ସ୍ପିନର ୟୁଜବେନ୍ଦ୍ର ଚହଲ ସୂଚନା…

ନିଜେ ତଳେ ବସି କାଳ ଭୈରବଙ୍କୁ ଚେୟାରରେ ବସାଇଲେ ନବ ନିର୍ବାଚିତ ସରପଞ୍ଚ

ଜୟପୁର,୨୮।୧: ରାଜସ୍ତାନର ଜଣେ ନବ ନିର୍ବାଚିତ ସରପଞ୍ଚ ନିଜେ ତଳେ ବସି କାଳଭୈରବଙ୍କୁ ତାଙ୍କ ପାଇଁ ଉଦ୍ଦିଷ୍ଟ ଚେୟାରରେ ବସାଇଛନ୍ତି। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଏବେ ଚର୍ଚ୍ଚା ଜାରି ରହିଛି। ସ୍ଥାନୀୟ ସିରୋହି ଜିଲାର ରେବଦରରେ ନବ ନିର୍ବାଚିତ ସରପଞ୍ଚ…

ସ୍କିନ୍‌ ପାଇଁ ସେବତୀ

ଆପଣ ସେବତୀ ଫୁଲ ଦେଖିଥିବେ କିମ୍ବା ଜାଣିଥିବେ, ଯାହା ସ୍ବାସ୍ଥ୍ୟ ଏବଂ ତ୍ୱଚା ଲାଗି ବହୁତ ଉପକାରୀ। ସବୁପ୍ରକାର ସ୍କିନ୍‌ ପାଇଁ ଏହାକୁ ବ୍ୟବହାର କରିପାରିବେ। ଏ ବିଷୟରେ ଟିପ୍ସ… ମଶ୍ଚରାଇଜର ସେବତୀ ଫୁଲ ସ୍କିନ୍‌ ପାଇଁ ମଶ୍ଚରାଇଜର ପରି କାମ…

ଜନ୍ତୁ ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ୨ ଯୁବକ ମୃତ

ବନ୍ତଳା,୨୮।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା କଞ୍ଜା ଗ୍ରାମରେ ଜନ୍ତୁ ଶିକାର ପାଇଁ ବିଛାଯାଇଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ଲୁଲୁ ବିଶ୍ୱାଳ (୨୦) ଓ…

ଚାଇନାରେ କରୋନା ଭୂତାଣୁ ନେଲାଣି ୧୦୬ ଜୀବନ

ବେଜିଂ,୨୮।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୧୦୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୧୩୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?