Home Left

ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା ସଦରମହକୁମାଠାରୁ ୧୦ କିମି ଦୂରରେ ଏହି ଗ୍ରାମ ଥିଲେ ମଧ୍ୟ ଏହା ଉପରେ ପ୍ରଶାସନର…

ପୋକତୁଙ୍ଗା ଡମସାହିରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା; ଦୂଷିତ କୂଅ ପାଣି ମୁଖ୍ୟ କାରଣ

ବନ୍ତଳା,୭।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପୋକତୁଙ୍ଗା ଡମସାହିରେ ଝାଡାବାନ୍ତି ବ୍ୟାପିବା ଘଟଣାରେ ଜିଲା ମୁଖ୍ୟ ଚିକିତ୍ସାଳୟର ଏକ ପ୍ରତିନିଧି ଦଳ ବୁଧବାର ବନ୍ତଳା ସ୍ବାସ୍ଥ୍ୟକେନ୍ଦ୍ର ଓ ପୋକତୁଙ୍ଗା ଗ୍ରାମକୁ ଯାଇ ଆକ୍ରାନ୍ତଙ୍କୁ ଭେଟିଛନ୍ତି। ଏଥିସହ ଝାଡାବାନ୍ତି ବ୍ୟାପିବାର…

୧୯୯୩ ନିର୍ଦ୍ଦେଶର ପୁନର୍ବିଚାର କରିବେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭ା୧୧(ଆଇଏଏନ୍‌ଏସ୍‌): ୧୯୯୩ରେ ସୁପ୍ରିମକୋର୍ଟଙ୍କ ୯ ଜଣିଆ ପୀଠ ବିଚାରପତିମାନଙ୍କ ନିଯୁକ୍ତି ଲାଗି କଲେଜିୟମ୍‌ ବ୍ୟବସ୍ଥା ଲାଗୁକରିବାକୁ ରାୟ ଦେଇଥିଲେ। ଉକ୍ତ ନିର୍ଦ୍ଦେଶନାମାର ପୁନର୍ବିଚାର କରିବାକୁ ସର୍ବୋଚ୍ଚ ଅଦାଲତ ବୁଧବାର ମନା କରିଦେଇଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ,…

କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାଥ ସାହୁଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ତଦନ୍ତ କରି…

ଏସ୍‌ସିବି ମେଡିକାଲ ପାଇଁ ୧୦୦୦ କୋଟି :ଏମ୍ସ ପ୍ଲସ୍‌ ଢାଞ୍ଚାରେ ହେବ ବିକାଶ

ଭୁବନେଶ୍ୱର,୭।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲର ସର୍ବାଙ୍ଗୀନ ଉନ୍ନତି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ବୈଠକରେ ଏସ୍‌ସିବିକୁ ଏମ୍ସ ପ୍ଲସ୍‌…

୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲାର ୫ ଆହାରକେନ୍ଦ୍ରକୁ ଆଇଏସ୍‌ଓ-୯୦୦୧:୨୦୧୫ ମାନ୍ୟତା ପ୍ରଦାନ କରାଯାଇଥିବା ବୁଧବାର ଜିଲା ଆହାର ସୋସାଇଟି ପକ୍ଷରୁ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଢେଙ୍କାନାଳ ପୌରାଞ୍ଚଳର ବସ୍‌ଷ୍ଟାଣ୍ଡ ଏବଂ ବାଜିଚୌକ୍‌ ନିକଟ ଆହାର କେନ୍ଦ୍ର ସହିତ, କାମାକ୍ଷାନଗର, ଭୁବନ ଏବଂ…

ବିସିସିଆଇ ଦେଲା କ୍ଲିନଚିଟ୍‌ : ରାଜେଶଙ୍କ ଉପରୁ ଉଠିଲା ବାସନ୍ଦ ଆଦେଶ

କଟକ ଅଫିସ,୭।୧୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଓଡ଼ିଶାର ଉଦୀୟମାନ ପେସ୍‌ ତାରକା ରାଜେଶ ମହାନ୍ତିଙ୍କ ଉପରୁ ବାସନ୍ଦ ଆଦେଶ ବୁଧବାର ଉଠାଇ ଦିଆଯାଇଛି। ଗତ ୧ ତାରିଖରେ ବୟସ ଜାଲିଆତି ଅଭିଯୋଗରେ ବିସିସିଆଇ ରାଜେଶଙ୍କ ସମେତ କ୍ରୀଷ୍ଣା ପଲାଇଙ୍କୁ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୭।୧୧:  ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା ଅଞ୍ଚଳରେ…

ଦ୍ୱିତୀୟ ଟି୨୦ ଆଜି : ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ

ରାଜକୋଟ, ୭।୧୧(ପି.ଟି.)- ଦିଲ୍ଲୀରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍‌ରେ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଜିତି ଭାରତ…

ଭିଆର୍‌ଏସ୍‌ ସ୍କିମ୍‌ ଆଣିଲା ବିଏସ୍‌ଏନ୍‌ଏଲ୍‌

ନୂଆଦିଲ୍ଲୀ,୭-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) ଏହାର କର୍ମଚାରୀଙ୍କ ଲାଗି ସ୍ବେଚ୍ଛାକୃତ ଅବସର ଯୋଜନା ( ଭିଆର୍‌ଏସ୍‌)ର ଆରମ୍ଭ କରିଛି। କ୍ଷତିରେ ଚାଲୁଥିବା ଏହି କମ୍ପାନୀର ପୁନରୁଦ୍ଧାର ଯୋଜନାକୁ ସରକାର ନିକଟରେ ମଞ୍ଜୁରୀ ପ୍ରଦାନ କରିଥିଲେ। ଏହି ପଦକ୍ଷେପ ଅନ୍ତର୍ଗତ ଉକ୍ତ…

ଚିଟ୍‌ଫଣ୍ଡ କୋର୍ଟ ଜଜ୍‌ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ…

କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି

କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ ସ୍ଥାପତ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri