ବିସିସିଆଇ ଦେଲା କ୍ଲିନଚିଟ୍ : ରାଜେଶଙ୍କ ଉପରୁ ଉଠିଲା ବାସନ୍ଦ ଆଦେଶ
କଟକ ଅଫିସ,୭।୧୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଓଡ଼ିଶାର ଉଦୀୟମାନ ପେସ୍ ତାରକା ରାଜେଶ ମହାନ୍ତିଙ୍କ ଉପରୁ ବାସନ୍ଦ ଆଦେଶ ବୁଧବାର ଉଠାଇ ଦିଆଯାଇଛି। ଗତ ୧ ତାରିଖରେ ବୟସ ଜାଲିଆତି ଅଭିଯୋଗରେ ବିସିସିଆଇ ରାଜେଶଙ୍କ ସମେତ କ୍ରୀଷ୍ଣା ପଲାଇଙ୍କୁ…
ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କୁ ପରିବହନ; ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ
ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ପରିବହନ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଶିକ୍ଷାନୁଷ୍ଠାନଗୁଡିକର ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଗାଡ଼ି ଧରାଯିବା ସହ ଲକ୍ଷାଧିକ ଟଙ୍କା ଜରିମାନା ଆଦାୟ କରାଯାଇଛି। ଅନୁଗୋଳ ସହର ଓ ବନ୍ତଳା ଅଞ୍ଚଳରେ…
ଦ୍ୱିତୀୟ ଟି୨୦ ଆଜି : ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଭାରତ
ରାଜକୋଟ, ୭।୧୧(ପି.ଟି.)- ଦିଲ୍ଲୀରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍ରେ ପ୍ରତ୍ୟାବର୍ତ୍ତନ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଜିତି ଭାରତ…
ଭିଆର୍ଏସ୍ ସ୍କିମ୍ ଆଣିଲା ବିଏସ୍ଏନ୍ଏଲ୍
ନୂଆଦିଲ୍ଲୀ,୭-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍ଏନ୍ଏଲ୍) ଏହାର କର୍ମଚାରୀଙ୍କ ଲାଗି ସ୍ବେଚ୍ଛାକୃତ ଅବସର ଯୋଜନା ( ଭିଆର୍ଏସ୍)ର ଆରମ୍ଭ କରିଛି। କ୍ଷତିରେ ଚାଲୁଥିବା ଏହି କମ୍ପାନୀର ପୁନରୁଦ୍ଧାର ଯୋଜନାକୁ ସରକାର ନିକଟରେ ମଞ୍ଜୁରୀ ପ୍ରଦାନ କରିଥିଲେ। ଏହି ପଦକ୍ଷେପ ଅନ୍ତର୍ଗତ ଉକ୍ତ…
ଚିଟ୍ଫଣ୍ଡ କୋର୍ଟ ଜଜ୍ ପଦବୀ ଖାଲି; ବିଚାର ପ୍ରକ୍ରିୟାରେ ବିଳମ୍ବ
ବ୍ରହ୍ମପୁର ଅଫିସ,୭ା୧୧: ବ୍ରହ୍ମପୁର ଜିଲା କୋର୍ଟରେ ସ୍ବତନ୍ତ୍ର ଭାବେ ଓପିଆଇଡି କୋର୍ଟ ରହିଛି। ଦକ୍ଷିଣ ଓଡ଼ିଶାର ୧୦ ଜିଲା ପାଇଁ ଏହି କୋର୍ଟ ରହିଥିବା ବେଳେ ଏଠାରେ ଏବେ ବିଚାରପତି ପଦବୀ ଖାଲି ରହିଛି। ଫଳରେ ବହୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକର ବିଚାରରେ…
କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି
କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ ସ୍ଥାପତ୍ୟ…
୧୯ ବର୍ଷରୁ କମ୍ ଫୁଟ୍ବଲ: ଉଜ୍ବେକିସ୍ତାନଠାରୁ ହାରିଲା ଭାରତ
ଅଲ୍ ଖୋବାର (ସୌଦି ଆରବ), ୭ା୧୧ (ପି.ଟି.)- ୧୯ ବର୍ଷରୁ କମ୍ ଏଏଫ୍ସି ଚାମ୍ପିୟନଶିପ୍ ୨୦୨୦ ଯୋଗ୍ୟତାପର୍ଯ୍ୟାୟ ଟୁର୍ନାମେଣ୍ଟରେ ଭାରତର ଆରମ୍ଭ ନୈରାଶ୍ୟଜନକ ରହିଛି। ବୁଧବାର ଉଜ୍ବେକିସ୍ତାନଠାରୁ ଦଳ ୨-୦ ଗୋଲରେ ହାରିଯାଇଛି। ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ରହିଥିଲା। ଉଜ୍ବେକିସ୍ତାନ ଦ୍ୱିତୀୟାର୍ଦ୍ଧରେ…
ଜମି କିଣିବା ନାଁରେ ୧୫ ଲକ୍ଷ ଠକେଇ; ୧୦ ବର୍ଷ ପରେ ଜମି ପାଇଲେ ମହିଳା
ଗୋପାଳପୁର,୭ା୧୧-ଜଣେ ମହିଳାଙ୍କ ନାଁରେ ଜମି କିଣିବା ପାଇଁ ସମ୍ପର୍କୀୟ ଭାଇ ମହିଳାଙ୍କଠାରୁ ୧୫ ଲକ୍ଷ ଟଙ୍କା ନେଇଥିଲେ। ପରେ ଜମି କିଣି ସମ୍ପୃକ୍ତା ମହିଳାଙ୍କ ନାଁରେ ନ କରି ନିଜ ଭଣଜାଙ୍କ ନାଁରେ କରି ଦେଇଥିଲେ। ଏ ନେଇ ଦୀର୍ଘ ୧୦…
ପୁନରୁଦ୍ଧାର ହେଉନି ନାଗସରା ପୋଖରୀ
ହାଟଡିହୀ, ୭ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ପଞ୍ଚାୟତ ସୋସୋ ଗ୍ରାମର ନାଗସରା ପୋଖରୀ ବହୁବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୋଖରୀଟି ଧୀରେ ଧୀରେ ପୋତି ହୋଇଗଲାଣି। ଏଥିସହ ରକ୍ଷଣାବେକ୍ଷଣା ଅଭାବରୁ ପୋଖରୀ ହୁଡ଼ା ନଷ୍ଟ ହୋଇଯାଇଥିବା ବେଳେ ଦଳରେ…
ଭିତ୍ତିଭୂମି ବଦଳିବା ସତ୍ତ୍ୱେ ଆସିନି ସୁଧାର
ବାଲେଶ୍ୱର ଅଫିସ,୭।୧୧- ବିଧାନସଭାର ଷ୍ଟାଣ୍ଡିଂ କମିଟି ଚେୟାରମ୍ୟାନ୍ ଅଶ୍ୱିନୀ ପାତ୍ରଙ୍କ ତତ୍ତ୍ୱାବଧାନରେ ୧୨ ଜଣିଆ ଟିମ୍ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେମାନେ ଚିକିତ୍ସାଳୟର ଭିତ୍ତିଭୂମି ତଦାରଖ କରିବା ସହ ପ୍ରସୂତି ଓ ଶିଶୁ ବିଭାଗ ପରିଦର୍ଶନ…
ଆଇଆର୍ଡିଏ ଅଧିକାରୀ ପରିଚୟ; ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ, ବଢୁଛି ସାଇବର କ୍ରାଇମ୍
ଗୋପାଳପୁର,୭ା୧୧-ଆଇଆର୍ଡିଏ (ଇନ୍ସ୍ୟୁରାନ୍ସ ରେଗୁଲେଟାରି ଆଣ୍ଡ ଡେଭଲପ୍ମେଣ୍ଟ ଅଥରିଟି)ର ଅଧିକାରୀ ପରିଚୟ ଦେଇ ଅନ୍ଲାଇନ୍ରେ ଗଞ୍ଜାମ ଜିଲା ଗୋପାଳପୁର ଥାନା ଡୁରା ଗ୍ରାମର ଜଣେ ବ୍ୟକ୍ତିଙ୍କଠାରୁ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏହାର ଶିକାର ହୋଇଛନ୍ତି ଶକ୍ତି…
ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା: ଏସଡିପିଓ ତଦନ୍ତ କରି ଫେରିଲେ
ବାଲିଆପାଳ,୭।୧୧(ସ୍ବ.ପ୍ର./ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ହାଇସ୍କୁଲର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଘଟଣା ପଦାକୁ ଆସିଛି। ଏ ନେଇ ବାଲିଆପାଳ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ. ୧୭୨/୧୯)…
Archives


