Home Left

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ ଏବେ ଆଉ ଏକ ଦନ୍ତାକୁ ସେଠାକୁ ଅଣାଯିବାକୁ ମସୁଧା କରାଯାଉଥିବା ସୂଚନା ମିଳିଛି। ଉଗ୍ର…

୯୦,୩୯୫ କୋଟି ଋଣ ପ୍ରଦାନର ସମ୍ଭାବନା

ଭୁବନେଶ୍ୱର,୨୮-୧: ବର୍ଷ ୨୦୨୦-୨୧ ଲାଗି ରାଜ୍ୟର ଅଗ୍ରାଧିକାର କ୍ଷେତ୍ରଗୁଡିକୁ ପ୍ରାୟ ୯୦,୩୯୫ କୋଟି ଟଙ୍କାର ଋଣ ଯୋଗାଣ ନେଇ ସମ୍ଭାବନା ରହିଛି। ବ୍ୟାଙ୍କଗୁଡିକ ଏ ଦିଗରେ ନିଜର ଯୋଗଦାନ ରଖି ପାରିବେ। ଜାତୀୟ କୃଷି ତଥା ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ)…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା, ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ,୨୮ା୧-ଜଣେ ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ ଓ ଏହାର ପ୍ରତିବାଦ କରିବାରୁ ପୀଡିତାଙ୍କ ମା’ଙ୍କୁ ଧମକଚମକ ଅଭିଯୋଗରେ ଟାଉନ ଥାନା ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଟାଉନ ଥାନା ଅନ୍ତର୍ଗତ ଲୋଚାପଡା ଲକ୍ଷ୍ମୀନଗରର ଚିଣ୍ଟୁ ସେଠୀ (୨୨)। ପୋଲିସ…

ପୂର୍ବତନ ସିପକ୍‌ଟାକ୍ର ଖେଳାଳିଙ୍କ ଅକାଳ ବିୟୋଗ

କଟକ ଅଫିସ,୨୮ା୧- ରାଜ୍ୟର ପୂର୍ବତନ ସିପକ୍‌ଟାକ୍ର ଖେଳାଳି ତଥା ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) କାର୍ଯ୍ୟାଳୟର କର୍ମଚାରୀ ମୁନା ବାରିକ(୩୨)ଙ୍କର ସୋମବାର ପୂର୍ବାହ୍ନରେ ପରଲୋକ ଘଟିଛି। ଗତ ୨୦ ତାରିଖରେ ମୁନା ଟ୍ରେନ ଦୁର୍ଘଟଣାର ସମ୍ମୁଖୀନ ହୋଇ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସାଧୀନ…

ଉପକାରୀ କୋଳଥ ଡାଲି

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୋଳଥ ଡାଲି। ଏଥିରେ ପୁଷ୍ଟିସାର, ଲୌହସାର, କ୍ୟାଲସିୟମ ଭରପୁର ମାତ୍ରାରେ ଥାଏ। ଶ୍ୱେତସାର ଏବଂ ଚର୍ବିର ମାତ୍ରା କମ ରହିଥାଏ। ଏହାବ୍ୟତୀତ ଏହି ଡାଲି ନିୟମିତ ଖାଇବା ଦ୍ୱାରା ମେଦ ବହୁଳତା ହ୍ରାସ ପାଇଥାଏ। କୋଳଥ ଡାଲିର…

ବସ୍ତାନି ବୋଝ: ଗଣଶିକ୍ଷା ବିଭାଗକୁ ରିପୋର୍ଟ ତଲବ; ଆବେଦନକାରୀଙ୍କ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ

କଟକ ଅଫିସ,୨୭।୧: ଶିଶୁ କାନ୍ଧରେ ବହିବସ୍ତାନି ବୋଝକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାରେ ସୋମବାର ଆବେଦନକାରୀ ଆଡଭୋକେଟ କହ୍ନେୟାଲାଲ ଶର୍ମା ସତ୍ୟପାଠ ଦାଖଲ କରିଛନ୍ତି। ସତ୍ୟପାଠରେ ଶର୍ମା ଉଲ୍ଲେଖ କରିଛନ୍ତି ଯେ, ବସ୍ତାନି ବୋଝକୁ ହାଲୁକା କରିବା ପାଇଁ ହାଇକୋର୍ଟଙ୍କ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ମୁନିବର ସମ୍ବର୍ଦ୍ଧିତ

ଚମ୍ପୁଆ,୨୭।୧(ଡି.ଏନ.ଏ)-କଣ୍ଢେଇ ନାଚର ପ୍ରତିଭା ପାଇଁ ଚମ୍ପୁଆ ବ୍ଲକ ଅଧୀନ ରଙ୍ଗାମାଟିଆ ପଞ୍ଚାୟତ ଟିଆଁସପଶି ଗ୍ରାମର ମୁନିବର ସିଂ ସମ୍ବର୍ଦ୍ଧିତ ହୋଇଛନ୍ତି। ଭୁବନେଶ୍ୱରଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ମେଳା-୨୦୨୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁନିବରଙ୍କୁ ଉପଢୋକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଛନ୍ତି।…

୫ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ୩ ଗିରଫ

ଜଳେଶ୍ୱର,୨୭।୧((ଡି.ଏନ.ଏ./ସ୍ବ.ପ୍ର)-ଆନ୍ତଃରାଜ୍ୟ ବ୍ରାଉନ୍‌ସୁଗାର କାରବାରର ପେଣ୍ଠସ୍ଥଳି ପାଲଟିଛି ଜଳେଶ୍ୱର। ଏହି ଅଞ୍ଚଳରେ ବିଭିନ୍ନ ସମୟରେ ଏସ୍‌ଟିଏଫ, ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ରବିବାର ଭୋର ସମୟରେ ଜଳେଶ୍ୱର ଆଇଆଇସି ଧନେଶ୍ୱର…

ଅଟୋ-କାର ଧକ୍କା: ଜଣେ ମୃତ, ୧୫ ଆହତ

ଢେଙ୍କିକୋଟ,୨୭ା୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ ବରବେଡ଼ା ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଅଟୋକୁ ଧକ୍କା ଦେବା ଫଳରେ ଅଟୋଟି ଜାତୀୟ ରାଜପଥରୁ ୩୦ ଫୁଟ ତଳକୁ…

ଆଇପିଏଲ୍‌: ରାତି ମ୍ୟାଚ୍‌ ଟାଇମିଂ ଅପରିବର୍ତ୍ତିତ

ନୂଆଦିଲ୍ଲୀ, ୨୭।୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ରାତିରେ ଖେଳାଯିବାକୁ ଥିବା ମ୍ୟାଚ୍‌ର ଆରମ୍ଭ ଟାଇମିଂରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ପୂର୍ବଭଳି ରାତି ମ୍ୟାଚ୍‌ ୮ଟାରେ ଆରମ୍ଭ ହେବ। ସୋମବାର ଅନୁଷ୍ଠିତ ହୋଇଥିବା ଆଇପିଏଲ୍‌ ଗଭର୍ନିଂ କାଉନସିଲ୍‌ର ଏକ ଗୁରୁତ୍ୱପୂର୍ଣ୍ଣ…

ଭାରତ-ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ପୋଚେଫ୍‌ଷ୍ଟ୍ରମ (ଦକ୍ଷିଣ ଆଫ୍ରିକା), ୨୭।୧ (ପି.ଟି.)- ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଯାଇଥିବାବେଳେ ମଙ୍ଗଳବାରଠାରୁ ସୁପର୍‌ ଲିଗ୍‌ କ୍ୱାର୍ଟର ଫାଇନାଲ ଆରମ୍ଭ ହେବ। ଏହି ନକ୍‌ଆଉଟ୍‌ ପର୍ଯ୍ୟାୟର ଏକ ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ଭାରତୀୟ…

ଫାଇନାନ୍ସ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୨୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥ କଡ଼ରେ ଥିବା ନାହାଗୁଣା ଗ୍ରାମ ନିକଟରେ ସୋମବାର ଜଣେ ଘରୋଇ ଫାଇନାନ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ଫାଇନାନ୍ସ କର୍ମଚାରୀ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?