ଦ୍ୱିତୀୟ ଟି୨୦: ଅଷ୍ଟ୍ରେଲିଆର ସହଜ ବିଜୟ
କାନବେରା,୫।୧୧(ଏଏଫ୍ପି)- ବର୍ଷା ଯୋଗୁ ପ୍ରଥମ ଟି୨୦ ମ୍ୟାଚ୍ରେ ଅଳ୍ପକେ ବିଜୟ ହାତଛଡ଼ା କରିଥିବା ଅଷ୍ଟ୍ରେଲିଆ ଦ୍ୱିତୀୟ ମ୍ୟାଚ୍ରେ କିନ୍ତୁ ଭ୍ରମଣକାରୀ ପାକିସ୍ତାନକୁ ସହଜରେ ପରାସ୍ତ କରିଛି। ୯ଟି ବଲ ବାକି ରଖି ଅଷ୍ଟ୍ରେଲିଆ ୭ ଉଇକେଟରେ ବିଜୟୀ ହେବା ସହ ୩…
ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ
ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି। ସେ ଜଗଦ୍ଦଲପୁରର ଜଣେ ବନ୍ଧୁଙ୍କ ନିକଟରେ ଜଣାପଡିବା ପରେ ତାଙ୍କୁ ନେଇ ସଅଷ୍ଟି…
ବାରିପଦା ଟାଉନ ଥାନା: ହ୍ୟାଣ୍ଡକପ୍ ଭାଙ୍ଗି ଅଭିଯୁକ୍ତ ଫେରାର
ବାରିପଦା ଅଫିସ,୫ା୧୧- ସୋମବାର ରାତିରେ ବାରିପଦା ଟାଉନ ଥାନାରୁ ହ୍ୟାଣ୍ଡକପ୍ ଭାଙ୍ଗି ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ରାତି ଡ୍ୟୁଟିରେ ଥିବା କର୍ମଚାରୀମାନେ ଶୋଇ ରହିଥିବା ସୁଯୋଗ ନେଇ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ତେବେ…
ବ୍ରେକ୍ଅପ୍ ପରେ ମଧ୍ୟ ସିର୍ଦ୍ଧାର୍ଥଙ୍କୁ ଭୁଲି ପାରିନାହାନ୍ତି ତାରା
ମୁମ୍ବାଇ: ଖୁବ୍ଶୀଘ୍ର ରିଲିଜ ହେବାକୁ ଯାଉଛି ସିର୍ଦ୍ଧାର୍ଥ ମଲହୋତ୍ରା ଏବଂ ତାରା ସୁତାରିଆ ଅଭିନୀତ ଫିଲ୍ମ ‘ମରଜାଓ୍ବା’। ଏବେ ଉଭୟ ଏହାର ପ୍ରମୋଶନରେ ବ୍ୟସ୍ତ। ନିକଟ ଅତିତରେ ସିଦ୍ଧାର୍ଥ ତାରାଙ୍କୁ ଡେଟ୍ କରୁଥିବା ବେଳେ ଏବେ କୁଆଡେ ଅଲଗା ହୋଇସାରିଛନ୍ତି। ହେଲେ…
ସେଲିବ୍ରିଟି ହେବା ପରେ ବଦଳିଗଲେଣି ରାନୁ ମଣ୍ଡଳ, ଛୁଇଁଦେବା ଯୋଗୁ ପ୍ରଶଂସକଙ୍କ ଉପରେ ରାଗିଲେ
ମୁମ୍ବାଇ: ରାଣାଘାଟ ଷ୍ଟେଶନ ବସି ଗାଉଥିବା ଜଣେ ସାଧାରଣ ମହିଳାରୁ ରାତାରାତି ଷ୍ଟାର ପାଲଟିଥିବା ରାନୁ ମଣ୍ଡଳଙ୍କୁ ନେଇ ନୂଆ ଏକ ଚର୍ଚ୍ଚା। ସେଇଟି ପୁଣି ଭାଇରାଲ ହେଉଥିବା ଏକ ଭିଡିଓକୁ ନେଇ। ଭିଡିଓଟି ଏକ ଶପିଂ ମଲ୍ର। ସେଠାରେ ରାନୁ…
ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ
ଝାରସୁଗୁଡା ଅଫିସ୍/ଲଖନପୁର,୫।୧୧(ଡି.ଏନ୍.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍ ଡେଭ୍ଲପ୍ମେଣ୍ଟ କର୍ପୋରେଶନ(ଓଏଫ୍ଡିସି)ସୁପରଭାଇଜର୍ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ ଗିରଫ…
ଦହି ସହ ଚିନି ଖାଆନ୍ତି କାହିଁକି…
ପରମ୍ପରା ଓ ରୀତିନୀତି ଆମ ଜୀବନରେ ଏକ ମହତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି। ଏହା ଉପରେ ଆମର ଅତୁଟ ବିଶ୍ୱାସ ରହିଥାଏ। ଯାହାଦ୍ୱାରା ଆମେମାନେ ସେହି ରୀତିନୀତିକୁ ପାଳନ କରିଥାଉ। ଏପରି ଏକ ପରମ୍ପରା ରହିଛି ଯେ କୌଣସି ଏକ ଶୁଭକାମରେ…
ମାନସିକ ଚାପଗ୍ରସ୍ତ ଥିଲେ ଏହିସବୁ ଦିଗପ୍ରତି ଧ୍ୟାନ ଦିଅନ୍ତୁ
ଆଜିର ଦୁନିଆରେ ପ୍ରତ୍ୟେକ ଲୋକ କାମ, ସଫଳତା, ପଦ ଓ ଅର୍ଥ ପଛରେ ଦୌଡ଼ୁଛନ୍ତି। ସମ୍ପର୍କରେ ମଧ୍ୟ ଆଗପରି ମଧୁରତା ନାହିଁ। ଲୋକମାନେ ଆତ୍ମକୈନ୍ଦ୍ରିକ ହୋଇଗଲେଣି ଯାହା ଦ୍ୱାରା ଏକୁଟିଆ ଅନୁଭବ କରୁଛନ୍ତି। ଖାଇବା ପିଇବାର ଅଭ୍ୟାସ ମଧ୍ୟ ବଦଳି ଗଲାଣି।…
ସପ୍ତାହରେ ୪ଦିନ କାମ: ପରିଣାମ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ ମାଲିକ
ସରକାରୀ ହେଉ କି ବେସରକାରୀ କମ୍ପାନୀଗୁଡିକରେ କାମ କରୁଥିବା କର୍ମଚାରୀଙ୍କୁ ସପ୍ତାହରେ ଗୋଟିଏ ଦିନ ସାପ୍ତାହିକ ଛୁଟି ମିଳିଥାଏ। ଆଜିକାଲି ବେସରକାରୀ କମ୍ପାନୀଗୁଡିକରେ କାର୍ଯ୍ୟ ଏତେ ବଢ଼ିଯାଇଛି ଯେ, ଅଧିକାଂଶ କମ୍ପାନୀ ୨୪ଘଣ୍ଟା ପାଇଁ କାମ କରୁଛି। ଏତେ କାର୍ଯ୍ୟବ୍ୟସ୍ତତା ଭିତରେ…
ଶଶିକଳାଙ୍କ ୧୬୦୦ କୋଟିର ଅବୈଧ ସମ୍ପତ୍ତି ଜବତ
ଚେନ୍ନାଇ,୫।୧୧: ପୂର୍ବତନ ଏଆଇଡିଏମ୍କେ ନେତ୍ରୀ ତଥା ଜୟଲଳିଥାଙ୍କ ପ୍ରମୁଖ ସହଯୋଗୀ ଭି.କେ. ଶଶୀକଳାଙ୍କ ବାସଗୃହ କାର୍ଯ୍ୟାଳୟ ଓ ବିଭିନ୍ନ ସ୍ଥାନରେ ମଙ୍ଗଳବାର ଆୟକର ବିଭାଗ ଚଢାଉ। ଏହି ଚଢାଉ ଚେନ୍ନାଇ, ପୁଡୁଚେରୀ, ତାମିଲନାଡୁ ଓ କୋଏମ୍ବାଟୁର ସମେତ ୨୭ଟି ସ୍ଥାନରେ ଆୟକର…
ଗୁଜରାଟ ଅଭିମୁଖେ ବାତ୍ୟା ‘ମହା’
ଅହମ୍ମଦାବାଦ,୫।୧୧: ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ମହା’ ଗୁଜୁରାଟ ଅଭିମୁଖେ କ୍ଷୀପ୍ର ଗତିରେ ବଢ଼ୁଛି। ଏହାର ପ୍ରଭାବରେ ରାଜ୍ୟରେ ମଙ୍ଗଳବାରଠାରୁ ମଧ୍ୟମ ଭାବେ ପବନ ବୋହିବା ସହ ହାଲ୍କା ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗ ଅନୁସାରେ, ବୁଧବାର ବିଳମ୍ବିତ…
ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ: ଅଧ୍ୟକ୍ଷଙ୍କ ପ୍ରତିଶ୍ରୁତି ପରେ ସାମୂହିକ ଭାବେ ହଟିଲା
ଆନନ୍ଦପୁର,୫।୧୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହାବିଦ୍ୟାଳୟରେ ରହିଥିବା କେତେକ ମୌଳିକ ସମସ୍ୟାର ସମାଧାନ ପାଇଁ ପୂର୍ବରୁ ଜିଲାପାଳଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ସେମାନେ…
Archives


