Home Left

ଆଇପିଏଲ୍‌ ଗଭର୍ନିଂ କାଉନସିଲ ବୈଠକ: ଖେଳାଳି ବଦଳ ନିୟମ ନେଇ ଆଲୋଚନା ହେବ

ନୂଆଦିଲ୍ଲୀ,୫।୧୧(ପି.ଟି.)- ମୁମ୍ବାଇରେ ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଗଭର୍ନିଂ କାଉନସିଲ ବୈଠକ ବୁଧବାର ବସିବାକୁ ଯାଉଛି। ଆଇପିଏଲକୁ ଅଧିକ ରୋମାଞ୍ଚକ କରିବା ପାଇଁ ଏକ ନୂଆ ନିୟମ ଲାଗୁ କରିବା ନେଇ ଏହି ବୈଠକରେ ଆଲୋଚନା ହେବ। ଖେଳାଳି ବଦଳ…

ସ୍ମିଥ୍‌ଙ୍କ ଦ୍ୱିତୀୟ ବିବାହ

କେପ୍‌ଟାଉନ, ୫।୧୧- ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଗ୍ରାଏମ ସ୍ମିଥ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରୋମି ଲାନଫ୍ରାନ୍ସିଙ୍କ ସହ ସ୍ମିଥଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ବିବାହ ବେଳର ଫଟୋକୁ ସ୍ମିଥ୍‌ ନିଜ ଟୁଇଟର୍‌ ପୃଷ୍ଠାରେ ଶେୟାର କରି…

ଜରି ତଳେ ଜୀବନ

ଜଳେଶ୍ୱର, ୫।୧୧(ରବି ନାରାୟଣ ପାତ୍ର)-ଆର୍ଥିକ ଅନଗ୍ରସର ଲୋକଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ଲାଗି କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାର ବିଭିନ୍ନ ପ୍ରକାର ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ସମସ୍ତଙ୍କ ନିକଟରେ ତାହା ପହଞ୍ଚିପାରୁନାହିଁ। ଏପରି କି ମୁଣ୍ଡ…

‘ଜୀବନରେ ଶାନ୍ତି ଆଣେ ସଙ୍ଗୀତ’

ରେମୁଣା, ୫।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରେମୁଣାସ୍ଥିତ କ୍ଷୀରଚୋରା ସଂଗୀତ ମହାବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ ରବିବାର ସନ୍ଧ୍ୟାରେ ରେମୁଣା ମନ୍ଦିର ଛକ ନିକଟରେ ଅନୁଷ୍ଠିତ ହୋଇଛି ା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ସମାରୋହକୁ ଉଦ୍‌ଘାଟନ କରି ସଂଗୀତ ମଣିଷ ଜୀବନରେ ଶାନ୍ତି…

ଅର୍ଶ ରୋଗୀଙ୍କ ପାଇଁ ଉପକାରୀ ପାଚିଲା ଅମୃତଭଣ୍ଡା

ପାଚିଲା ଅମୃତଭଣ୍ଡା ଭିଟାମିନ୍‌ ଏ ଏବଂ ବି ର ଗୁଣରେ ଭରପୂର। ଏହାକୁ ଖାଇବା ସହିତ ସ୍କିନ୍‌ର ଯତ୍ନ ପାଇଁ ମଧ୍ୟ ବ୍ୟବହାର କରାଯାଏ। କଞ୍ଚା ଅମୃତଭଣ୍ଡାକୁ ତରକାରୀ କରାଯାଏ। ପାଚିଲା ଅମୃତଭଣ୍ଡାକୁ ଫଳ ଭାବରେ ଖିଆଯାଏ। ଏହା ସହିତ ଏହାକୁ…

ପୋଲିସ ସବଇନ୍ସପେକ୍ଟରଙ୍କୁ ବିବାହ କରିଛନ୍ତି ଏହି ଭାରତୀୟ ଖେଳାଳି

ଭାରତୀୟ ଟିମର ପେସ୍‌ ବୋଲର୍‌ ପରୱିନ୍ଦର ଆୱାନା ଜଣେ ପୋଲିସଙ୍କୁ ବିବାହ କରିଛନ୍ତି। ପରୱିନ୍ଦରଙ୍କ ସ୍ତ୍ରୀ ସଙ୍ଗୀତା କସାନା ଦିଲ୍ଲୀ ପୋଲିସରେ ସବଇନ୍ସପେକ୍ଟର ଅଛନ୍ତି। ପରୱିନ୍ଦର ଏବଂ ସଙ୍ଗୀତାଙ୍କ ଦୀର୍ଘଦିନ ଧରି ପ୍ରେମ ଚାଲିଥିଲା। ଗତବର୍ଷ ଉଭୟ ବିବାହ ବନ୍ଧନରେ ଆବଦ୍ଧ…

ତେନ୍ତୁଳିଆ ଗ୍ରାମ ନିକଟ ଜଙ୍ଗଲରୁ ଛେଳି ଉଭାନ: ପୁଣି ବାଘ ଆତଙ୍କ, ଲାଗିବ ଟ୍ରାପ କ୍ୟାମେରା

ଭଞ୍ଜନଗର/ଜଗନ୍ନାଥପ୍ରାଦ,୪।୧୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଅଞ୍ଚଳରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ତେନ୍ତୁଳିଆ ଗ୍ରାମ ନିକଟସ୍ଥ ଲଣ୍ଡେଇହିଲ୍‌କୁ ବିଭିନ୍ନ ସମୟରେ ଚରିବାକୁ ଯାଉଥିବା ଛେଳିଙ୍କ ମଧ୍ୟରୁ କେତୋଟି ଉଭାନ ହୋଇଯାଇଥିଲେ। ସୋମବାର ୨ଟି ଛେଳି କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର…

ଠିଆ ହୋଇ ପାଣି ପିଉଛନ୍ତି କି…

ପାଣି ଶରୀର ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ ସମସ୍ତେ ଜାଣିଛନ୍ତି। ଶରୀରକୁ ସୁସ୍ଥ ରଖିବାରେ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମଣିଷ ଶରୀରରେ ପ୍ରାୟ ୬୦ରୁ ୭୦ ଭାଗ ଜଳ ରହିଥାଏ। ଏହା ମାଂସପେଶୀକୁ ସୁରକ୍ଷା ଦେବା ସହ ଶରୀରର ବିଭିନ୍ନ କୋଷକୁ…

ଆକ୍ରମଣ ଅଭିଯୁକ୍ତ ଗିରଫ

ତାଳଚେର,୪ା୧୧(ନି.ପ୍ର.)- ତାଳଚେର ସୁରକ୍ଷା ମଞ୍ଚ ସଭାପତି ମୁରଲୀଧର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ କଲିୟାରୀ ପୋଲିସ ତାଳଚେର ବ୍ଲକ ଘଣ୍ଟପଡା ଗ୍ରାମର ଅବିନାଶ ସାହୁଙ୍କୁ ରବିବାର ସନ୍ଧ୍ୟାରେ ଗିରଫ କରି କୋର୍ଟଚାଲାଣ କରିଛି। ଗତ ଅକ୍ଟୋବର ୧୫ରେ ଡେରା ଛକଠାରେ ସୁରକ୍ଷା…

ଦେଓଧର ଟ୍ରଫି: ଭାରତ ବି’ ଚାମ୍ପିୟନ ଯାଦବ, ନଦୀମଙ୍କ ପ୍ରଭାବୀ ପ୍ରଦର୍ଶନ

ରାଞ୍ଚି,୪।୧୧ (ପି.ଟି.)- ପାର୍ଥିବ ପଟେଲଙ୍କ ନେତୃତ୍ୱାଧୀନ ଭାରତ ବି’ ଏଥର ଦେଓଧର ଟ୍ରଫି ହାସଲ କରିଛି। କେଦାର ଯାଦବଙ୍କ ୮୬ ରନର ଅର୍ଦ୍ଧଶତକୀୟ ଇନିଂସ ଓ ପରେ ସ୍ପିନର ଶାହବାଜ ନଦୀମଙ୍କ ୪ ଉଇକେଟ ସଫଳତା ସହାୟତାରେ ଭାରତ ବି’ ୫୧…

କୋହଲି ପାଳିବେ ୩୧ତମ ଜନ୍ମଦିନ

ନୂଆଦିଲ୍ଲୀ,୪।୧୧- ଭାରତୀୟ ଅଧିନାୟକ ବିରାଟ କୋହଲି ମଙ୍ଗଳବାର ୩୧ତମ ଜନ୍ମଦିନ ପାଳିବାକୁ ଯାଉଛନ୍ତି। ଏହି ମହାନ ବ୍ୟାଟ୍ସମ୍ୟାନ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଦିଲ୍ଲୀର ଏକ ପଞ୍ଜାବୀ ପରିବାରରେ ଜନ୍ମ ନେଇଥିଲେ। ୨୦୦୮ରେ ତାଙ୍କ ନେତୃତ୍ୱରେ ୧୯ ବର୍ଷରୁ କମ୍‌…

ରୋଗପୋକ ଉଜାଡିଲା ଚାଷ : କୃଷି ଅଧିକାରୀଙ୍କୁ ଦେଖାଇଲେ ଧାନକେଣ୍ଡା

ଜାମଟିକ୍ରା, ୪।୧୧ (ଡି.ଏନ.ଏ): ଅତାବିରା ବ୍ଲକ ଅଞ୍ଚଳରେ ଧାନ ଫସଲରେ ଲାଗିଥିବା ରୋଗପୋକ ଯୋଗୁ ଚାଷ କ୍ଷତିଗ୍ରସ୍ତ ହୋଇଛି। ବଜାରରେ ମିଳୁଥିବା କୀଟନାଶକ ପ୍ରୟୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଫଳରେ ସୋମବାର ଚାଷୀମାନେ ଅତାବିରା କୃଷି ଓ ପରାମର୍ଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri