Home Left

ଡିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି ଭାଙ୍ଗିଲା

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାଙ୍ଗିଲା ଡ୍ରିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି। ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ଣ୍ଣିଂ ବଡି ଭାଙ୍ଗିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ଦ୍ଦେଶନାମାକୁ ତତ୍କାଳ ଲାଗୁ କରିବା ନେଇ ଏଥିରେ ଉଲ୍ଲେଖ ରହିଛି।…

୪ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ବ୍ରାଜିଲ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୪।୧: ବ୍ରାଜିଲ ପ୍ରଧାନମନ୍ତ୍ରୀ ଜେର ମେସିଆସ ବୋଲସୋନାରୋ ୪ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଥର ସେ ସାଧାରଣତନ୍ତ୍ର ଦିବସର ଅତିଥି ହୋଇପାରନ୍ତି ବୋଲି କୁହାଯାଉଛି। ବୋଲସୋନାରୋଙ୍କର ଏହି ଗସ୍ତ ସମୟରେ କୃଷି, ପ୍ରତିରକ୍ଷା ଆଦି କ୍ଷେତ୍ରରେ ଆଲୋଚନା…

ପରିତ୍ୟକ୍ତ କୂଅରୁ ଜଙ୍ଗଲି ବାର୍‌ହା ଉଦ୍ଧାର

ଛେଣ୍ଡିପଦା,୨୪।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ବାହାଳସାହି ଗାଁ ନିକଟ ପରିତ୍ୟକ୍ତ କୂଅରୁ ଶୁକ୍ରବାର ଏକ ବାର୍‌ହା ଉଦ୍ଧାର ହୋଇଛି। କୂଅରେ ବାର୍‌ହା ପଡିଥିବା ନେଇ ଗ୍ରାମବାସୀ ବନ ବିଭାଗ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ବନ…

କେସିଙ୍ଗା ରେଳ ଫାଟକ ଅଣ୍ଡର ବ୍ରିଜ ନିର୍ମାଣ ଦାବି: ୩ୟ ଦିନରେ ଧାରଣା

କେସିଙ୍ଗା,୨୪।୧: କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକରେ ଅଣ୍ଡର ବ୍ରିଜ ନିର୍ମାଣ ଦାବିକୁ ନେଇ ଚାଲୁଥିବା ଗଣଧାରଣା ଶୁକ୍ରବାର ୩ୟ ଦିନରେ ପହଞ୍ଚିଛି। ଶୁକ୍ରବାର କେସିଙ୍ଗା ବ୍ଲକର ବିଭିନ୍ନ ପଞ୍ଚାୟତ ଲୋକେ ଏହି ଗଣଧାରଣାରେ ସାମିଲ ହୋଇଛନ୍ତି।…

କୋରୋନା ଭାଇରସ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ୧୦ ଦିନ ଭିତରେ ଚାଇନା ନିର୍ମାଣ କରିବ ନୂଆ ହସ୍ପିଟାଲ

ବେଜିଂ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ସୃଷ୍ଟି କରିଛି। ଏବେ ସୁଦ୍ଧା ଏଥିରେ ୮୩୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ଥିବା ବେଳେ ୨୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହି ସଂଖ୍ୟା ଦ୍ରୁତଗତିରେ ବ୍ୟାପୁଥିବାରୁ ଏହାକୁ ନଜରରେ ରଖି କେବଳ…

ବଲ ଗର୍ଲଙ୍କୁ କିସ୍‌ କଲେ ନାଡାଲ

ମେଲବୋର୍ନ,୨୪।୧- ଚଳିତ ଅଷ୍ଟ୍ରେଲିଆନ ଓପନର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ବେଳେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ପ୍ରଶଂସକଙ୍କ ମନ ଜିଣିଛନ୍ତି। ଆର୍ଜେଣ୍ଟିନା ଫେଡୋରିକୋ ଡେଲବୋନିଙ୍କ ବିପକ୍ଷ ମ୍ୟାଚ୍‌ବେଳେ ନାଡାଲଙ୍କ ଏକ ଶକ୍ତିଶାଳୀ ଫୋରହ୍ୟାଣ୍ଡ ଶଟ ବଲ ଗର୍ଲଙ୍କ ମୁଣ୍ଡରେ ବାଜିଥିଲା। ୧୯…

ସିଏଏକୁ ବିରୋଧ କରି କବର ସ୍ଥାନରେ କଲେ ପ୍ରାର୍ଥନା

ପ୍ରୟାଗରାଜ,୨୪।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)ଓ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଉତ୍ତର ପ୍ରଦେଶର କଂଗ୍ରେସ ନେତା ଭିନ୍ନ ଢଙ୍ଗରେ ପ୍ରଦର୍ଶନ କରିଛନ୍ତି। କଂଗ୍ରେସ ନେତା ହସିବ ଅହମ୍ମଦ ବିରୋଧ ପ୍ରଦର୍ଶନ କରିବାକୁ କବରସ୍ଥାନ ଯାଇଥିଲେ। ସେଠାରେ ସେ ତାଙ୍କ ପୂର୍ବ…

କୁଡ଼ାସାହି ଗ୍ରାମରେ ଡକାୟତି: ମାଡ଼ମାରି ଲୁଟିନେଲେ ଗହଣା, ଟଙ୍କା

ବଲାଙ୍ଗୀର ଅଫିସ,୨୪।୧: ବଲାଙ୍ଗୀର ଜିଲା କୁଡ଼ାସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ରାତିରେ ଗ୍ରାମର ଉଜ୍ଜ୍ୱଳ ସାହୁଙ୍କ ଘର ଆଗରେ ଏକ ବୋଲେରୋ ରହିଥିଲା। ବୋଲେରୋରୁ ୧୦/୧୨ ଜଣ ଡକାୟତ ଆସି ଉଜ୍ଜ୍ୱଳଙ୍କ ଘରେ ପଶିଥିଲେ। ତାଙ୍କ ସ୍ତ୍ରୀ…

୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ ଜବତ କରିବାସହ ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ପୋଲିସ ଗିରଫ କରିଛି l ଗୋପପୁର ଗ୍ରାମର…

ଜଙ୍ଗଲରେ ଯୁବତୀଙ୍କ ମୃତଦେହ ପଡ଼ିବା ଘଟଣା: ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଉଦ୍ଧାର

ମାଧପୁର,୨୪।୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକର ମାନଯୋର ଜଳସେଚନ ଉପରମୁଣ୍ଡ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ପଡ଼ିଥିବା ଖବର ବୁଧବାର ‘ଧରିତ୍ରୀ’ରେ ପ୍ରକାଶ ପାଇଥିଲା। ଶୁକ୍ରବାର ମାଜିଷ୍ଟ୍ରେଟ କ୍ଷମତାରେ ଥିବା ଆଠମଲ୍ଲିକ ଆସିଷ୍ଟାଣ୍ଟ କଲେକ୍ଟର ନାରାୟଣ ସାହୁଙ୍କ ଉପସ୍ଥିତିରେ ଢେଙ୍କାନାଳରୁ…

ଶୀର୍ଷରେ କୋହଲି, ଉପରକୁ ଉଠିଲେ ରାହାନେ

ଦୁବାଇ,୨୪।୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଉପରକୁ ଉଠି ୮ମ ସ୍ଥାନ ଅଧିକାର କରିଛନ୍ତି। କୋହଲିଙ୍କ ନିକଟରେ ସର୍ବାଧିକ ୯୧୮ ପଏଣ୍ଟ ରହିଛି। ଦ୍ୱିତୀୟ ସ୍ଥାନରେ…

ଭାରତର ଦମଦାର ବିଜୟ

ଅକ୍‌ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଦଳ ଦମଦାର ବିଜୟ ହାସଲ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୦୩ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟକୁ ଭ୍ରମଣକାରୀ ଭାରତ ଗୋଟିଏ ଓଭର ଓ ୬ ଉଇକେଟ ହାତରେ ରଖି ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?