କଲେଜ ପରିଚାଳନା କମିଟିରୁ ରାଜନେତା ବାଦ୍ ପଡ଼ିବା ପ୍ରସଙ୍ଗ: ସୁଶାନ୍ତ କହିଲେ ‘ବିଧାୟକଙ୍କୁ ସଦସ୍ୟ ଭାବେ ରଖାଯାଉ’
ଭୁବନେଶ୍ୱର,୨୪।୧(ବ୍ୟୁରୋ): କଲେଜ ପରିଚାଳନା କମିଟିରୁ ରାଜନେତାଙ୍କୁ ବାଦ ଦିଆଯିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ। ଶୁକ୍ରବାର ତାଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ସୁଶାନ୍ତ ସିଂହ। ସେ କହିଛନ୍ତି, ବିଧାୟକମାନେ କମିଟିରେ ରହିବା କଥା। ଯେହେତୁ ବିଧାୟକ…
ବଦଳିପାରେ ଆଇପିଏଲ ମ୍ୟାଚ୍ ଟାଇମିଂ
ମୁମ୍ବାଇ,୨୪।୧- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ଗଭର୍ନିଂ କାଉନ୍ସିଲ(ଜିସି)ବୈଠକ ନୂଆଦିଲ୍ଲୀଠାରେ ସୋମବାର ଅନୁଷ୍ଠିତ ହେବ। ଏହାର ମୁଖ୍ୟ ଏଜେଣ୍ଡା ହେଉଛି ଆଇପିଏଲ ମ୍ୟାଚ୍ ଟାଇମିଂ। ୨୦୨୦ ସଂସ୍କରଣର କାର୍ଯ୍ୟସୂଚୀ ପ୍ରକାଶ ପାଇବାକୁ ଥିବାବେଳେ ଗୁଆହାଟୀ ଷ୍ଟାଡିୟମରେ ଖେଳିବାକୁ ରାଜସ୍ଥାନ ରୟାଲ୍ସର ଅନୁରୋଧ…
ସିଏଏକୁ ସମର୍ଥନ କରୁଥିବା ହିନ୍ଦୁ ପରିବାରକୁ ପାଣି ବନ୍ଦ ଘଟଣା: ଟୁଇଟ କରିଥିବା ଏମ୍ପିଙ୍କ ନାଁରେ ମାମଲା ରୁଜୁ
ମଲ୍ଲାପୁରମ୍,୨୪।୧: କର୍ନାଟକର ଜଣେ ଭାଜପା ଏମ୍ପି ଶୋଭା କରାଣ୍ଡଲାଜେ କେରଳର ମଲ୍ଲାପୁରମ୍ରେ ନାଗରିକତ୍ୱ ସଂଶୋଧିତ ଆଇନ(ସିଏଏ)କୁ ସମର୍ଥନ କରୁଥିବା ହିନ୍ଦୁମାନଙ୍କୁ ପିଇବା ପାଣି ଯୋଗାଣ ବନ୍ଦ କରାଯାଉଛି ବୋଲି ଏକ ଟୁଇଟ୍ କରିଥିଲେ। ଧର୍ମ ଏବଂ ଜାତି ଆଧାରରେ ସାମ୍ପ୍ରଦାୟିକ ଭେଦଭାବକୁ…
ସାପକୁ ଭୟ ନ କରି ୩ କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କଲେ ପୋଲିସ କର୍ମଚାରୀ
ଲକ୍ଷ୍ନୌ,୨୪।୧: ଉତ୍ତର ପ୍ରଦେଶର ଆମରୋହାରେ ୩ଟି କୁକୁର ଛୁଆଙ୍କୁ କୂଅରୁ ଉଦ୍ଧାର କରିଛି ପୋଲିସ। ଏବେ ସୋସିଆଲ ମିଡିଆରେ ୟୁପି ପୋଲିସର ଏଭଳି କାର୍ଯ୍ୟକୁ ପ୍ରଶଂସା କରାଯାଇଛି। ଆମରୋହାରେ ଏକ କୂଅରେ ୩ଟି କୁକୁର ଛୁଆ ପଡିଯିବାରୁ ସ୍ଥାନୀୟ ଲୋକେ ସେମାନଙ୍କୁ…
ଟେନିସରୁ ଓଜନିଆକିଙ୍କ ଅବସର
ମେଲବୋର୍ନ,୨୪।୧(ଏଏଫ୍ପି)- କାରୋଲିନା ଓଜନିଆକିଙ୍କ ଉଜ୍ଜ୍ୱଳମୟ ଟେନିସ କ୍ୟାରିୟର ଅଷ୍ଟ୍ରେଲିଆନ ଓପନରେ ଶେଷ ହୋଇଛି। ଶୁକ୍ରବାର ନିମ୍ନ ର଼୍ୟାଙ୍କଧାରୀ ଟୁନିସିଆ ଖେଳାଳି ଓନ୍ସ ଜାବେଙ୍କଠାରୁ ୭-୫, ୩-୬, ୭-୫ ସେଟ୍ରେ ପରାଜୟ ସହ ଓଜନିଆକି ଅନ୍ତର୍ଜାତୀୟ ଟେନିସରୁ ବିଦାୟ ନେଇଛନ୍ତି। ପୂର୍ବତନ ଶୀର୍ଷ…
ପ୍ରଥମେ ବୋଲିଂ କରିବ ଭାରତ
ଅକ୍ଲାଣ୍ଡ,୨୪।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଭାରତ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପୂରା ମ୍ୟାଚ୍ରେ ପିଚ୍ ବ୍ୟାଟିଂ ଉପଯୋଗୀ ରହିବ। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ଅଧିନାୟକ ବିରାଟ କୋହଲି ଏହି ନିଷ୍ପତ୍ତି ନେଇଛନ୍ତି।…
କୋରୋନା ଭାଇରସ ଭୟ: ଉହାନରେ ଫସିଛନ୍ତି ୨୫ ଭାରତୀୟ
ବେଜିଂ,୨୪।୧: ଚାଇନାରେ କୋରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ୨୫ରେ ପହଞ୍ଚତ୍ଛି। ଏହି ରୋଗରେ ୮୩୦ ଜଣ ଆକ୍ରାନ୍ତ ହୋଇଛନ୍ତି। ଉହାନ ସହରରେ ଆକ୍ରନ୍ତଙ୍କ ସଂଖ୍ୟ ଅଧିକ ବୋଲି ଜଣାପଡିଛି। ସହରରେ ୨୫ ଭାରତୀୟ ଛାତ୍ରୀଛାତ୍ର ଫସିରହିଥିବା ସୂଚନା ମିଳିଛି।…
ବାଲ୍ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି: କହିଲେ, ତୁମମାନଙ୍କଠାରୁ ମୋତେ ପ୍ରେରଣା ମିଳୁଛି
ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ପ୍ରଦାନ କରିଛନ୍ତି। ଚଳିତବର୍ଷ ପୁରସ୍କାର ବିଜେତାଙ୍କୁ ଶୁକ୍ରବାର ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି…
ହଷ୍ଟେଲରେ ଲାଗିଲା ନିଆଁ: ଜିଅନ୍ତା ଜଳିଗଲେ ଏମ୍ବିବିଏସ୍ ଛାତ୍ରୀ
ବରେଲି, ୨୪।୧: ଉତ୍ତର ପ୍ରଦେଶର ବରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଏକ ମେଡିକାଲ କଲେଜ ହଷ୍ଟେଲରେ ନିଆଁ ଲାଗିଯିବା ଫଲରେ ଜଣେ ଏମବିବିଏସ୍ ଛାତ୍ରୀ ଜୀଅନ୍ତା ଜଳିଯାଇଛନ୍ତି। ମୃତ ଛାତ୍ରୀ ଜଣଙ୍କ ହେଲେ ସୁକୀର୍ତ୍ତି ଶର୍ମା। ସେ…
ପାଞ୍ଚ ଷ୍ଟାଡିୟମରେ ଟେଷ୍ଟ
ଭାରତରେ ଏବେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍କୁ ୫ଟି ଷ୍ଟାଡିୟମରେ ଆୟୋଜନ କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚିନ୍ତାକରିବା ଆବଶ୍ୟକ ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ମତ ଦେଇ ଏକ ନୂଆ ବିତର୍କ ଆରମ୍ଭ କରିଛନ୍ତି।…
ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ଗୋଳନ୍ଥରାରୁ ଉଦ୍ଧାର: ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରୁ ଶିଶୁପୁତ୍ର ଅପହରଣ ମାମଲାରେ ଖାରବେଳନଗର ଥାନା ପୋଲିସ ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳର ମହିଳାଙ୍କୁ ଗିରଫ କରିଛି। ସେ ହେଲେ ଗୋଳନ୍ତରା ଥାନା ଅନ୍ତର୍ଗତ ଦୁମୁଦୁମି ଗ୍ରାମ ଛକ ନିକଟରେ ଏକ କ୍ଲିନିକ୍ରେ କାମ କରୁଥିବା…
କିଏ କେଉଁଠି ପତାକା ଉତ୍ତୋଳନ କରିବେ: ଭୁବନେଶ୍ୱରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଆସନ୍ତା ଜାନୁୟାରୀ ୨୬ରେ କିଏ କେଉଁ ସ୍ଥାନରେ ପତାକା ଉତ୍ତୋଳନ କରିବେ ସେ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ ଭୁବନେଶ୍ୱରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ…

