Home Left

ହ୍ବାଟ୍ସଆପ୍‌ ସ୍ପାଏଗେଟ୍‌ ଭାଜପା ବିରୋଧରେ କଂଗ୍ରେସର ଅଭିଯୋଗ: ତଦନ୍ତ କରିବେ ୨ ପାର୍ଲାମେଣ୍ଟ କମିଟି

ନୂଆଦିଲ୍ଲୀ,୪ା୧୧(ପି.ଟି.): କଂଗ୍ରେସ ନେତାମାନଙ୍କ ନେତୃତ୍ୱରେ ଦୁଇଟି ପାର୍ଲାମେଣ୍ଟ କମିଟି ହ୍ବାଟ୍ସଆପ୍‌ ଗୋଇନ୍ଦାଗିରି ନେଇ ତଦନ୍ତ କରିବେ। ଏହି ଦୁଇ କମିଟି ସ୍ବରାଷ୍ଟ୍ର ସଚିବଙ୍କ ସମେତ କେତେଜଣ ଶୀର୍ଷ ସରକାରୀ ଅଧିକାରୀଙ୍କଠାରୁ ଏ ସଂକ୍ରାନ୍ତ ତଥ୍ୟ ମାଗିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ସ୍ବରାଷ୍ଟ୍ର…

ବର୍ଷା ସାଜିଲା କାଳ : ପୁଣି ବଢ଼ିଲା ପିଆଜ ଦର

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : କିଛିଦିନର ବ୍ୟବଧାନ ପରେ ପିଆଜ ଦର ଅହେତୁକ ବୃଦ୍ଧି ପାଇଛି। ଭୁବନେଶ୍ୱର, ପୁରୀ ସମେତ ରାଜ୍ୟର ବିଭିନ୍ନ ସହରରେ ରବିବାର ପିଆଜ ଦର କିଲୋ ପ୍ରତି ୬୦ରୁ ୬୫ ଟଙ୍କାରେ ବିକ୍ରି ହୋଇଛି। ଶନିବାର ଏହା କିଲୋ ପିଛା…

ପୂଜାପାଠ ଆଳରେ ମହିଳାଙ୍କୁ ମଶାଣିକୁ ନେଇ ଅସଦାଚରଣ: ଛେଚା ଖାଇ ଗିରଫ ହେଲେ ଭଣ୍ଡବାବା

ବାସୁଦେବପୁର, ୪।୧୧ (ଡି.ଏନ.ଏ.) – ଜଣେ ଭଣ୍ଡବାବା ଶନିବାର ନିଶାର୍ଦ୍ଧରେ ଜଣେ ନିଃସନ୍ତାନ ମହିଳାଙ୍କୁ ମଶାଣିକୁ ନେଇ ପୂଜାପାଠ କରିବା ଆଳରେ ତାଙ୍କୁ ଅସଦାଚରଣ କରିବା ଭଳି ଘଟଣା ପଦାକୁ ଆସିଛି। ଗ୍ରାମବାସୀ ଓ ମହିଳାଙ୍କ ପରିବାର ଲୋକେ ଭଣ୍ଡବାବାଙ୍କୁ ଧରି…

ଓକିଲଙ୍କ ଘରୁ ଡକାୟତି : ନେଇଗଲେ ୫୦ ହଜାର ଟଙ୍କା ସମେତ ସୁନାଗହଣା

ଅନୁଗୋଳ ଅଫିସ,୪।୧୧: ନାଲକୋ ଥାନା କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଓକିଲ ବିଭୂତି ଭୂଷଣ ପଟ୍ଟନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ୫୦ ହଜାର ଟଙ୍କା ସହ ସୁନାଗହଣା…

ଶ୍ରୀତମ୍‌ଙ୍କୁ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ

ବାଲେଶ୍ୱର ଅଫିସ, ୪।୧୧-ସ୍ମାର୍ଟଫୋନରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିବା ବାଲେଶ୍ୱର ଜିଲା ଶୋଭାରାମ୍‌ପୁର ଅଞ୍ଚଳର ଶ୍ରୀତମ୍‌ କୁମାର ସେଠୀ ଚଳିତବର୍ଷ ଅନ୍ତର୍ଜାତୀୟ ଫଟୋଗ୍ରାଫି ଆୱାର୍ଡ଼ ପାଇପାରିଛନ୍ତି। ବନ୍ୟଜନ୍ତୁ ଓ ସବୁଜିମାଭରା ପ୍ରକୃତିର ଫଟୋ ଉଠାଇବାକୁ ସେ ଅଧିକ ଆଗ୍ରହ ରଖିଥାନ୍ତି। ଗତ…

ବଜାରକୁ ୫୦:୫୦ ବିସ୍କୁଟ ଆସିଛି କି’

ହାଇଦ୍ରାବାଦ,୪ା୧୧: ମହାରାଷ୍ଟ୍ରରେ ୫୦:୫୦ ସୂତ୍ରରେ କ୍ଷମତା ଭାଗବଣ୍ଟା ପାଇଁ ଶିବସେନା ଅଡ଼ିବସିଥିବାବେଳେ ଏହାକୁ ନେଇ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ତଥା ହାଇଦ୍ରାବାଦ ଏମ୍‌ପି ଅସାଦୁଦ୍ଦିନ୍‌ ଓଓ୍ବାଇସି ତାଚ୍ଛଲ୍ୟ କରିଛନ୍ତି। ଲଗାଣ ବର୍ଷା ଯୋଗୁ ଫସଲହାନି ହୋଇଛି। କ୍ଷତିଗ୍ରସ୍ତ ଚାଷୀମାନେ ମୁଣ୍ଡରେ ହାତ ଦେଇ…

କାଲିମେଳା ବ୍ଲକରେ ବଢ଼ିଚାଲିଛି କିଡ୍‌ନୀ ରୋଗ

କାଲିମେଳା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା କଲିମେଳା ବ୍ଲକରେ ଦିନକୁ ଦିନ ବଢିଚାଲିଛି କିଡ୍‌ନୀ ରୋଗ। ବ୍ଲକରେ ଥିବା ୨୩ ପଞ୍ଚାୟତର ପ୍ରତ୍ୟେକ ଗ୍ରାମରେ ବହୁ ବ୍ୟକ୍ତି କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗରେ ଆକ୍ରାନ୍ତ ହୋଇ ବହୁ ଲୋକ ମୃତ୍ୟୁବରଣ କରିସାରିଲେଣି।…

ଅନୁଗୋଳ ପୁଅକୁ ଆମେରିକା ଡାକରା; ଶୁଭ୍ରାଂଶୁଙ୍କ ‘ମାଭିକ୍‌’ ଡ୍ରୋନ୍‌କୁ ନାସା କହିଲା ମିରାକିଲ୍‌

ଅନୁଗୋଳ ଅଫିସ, ୪।୧୧:  ୨୪ ଘଣ୍ଟା ଆକାଶରେ ଉଡ଼ାଣ କରିପାରିବ। ୧୫ କେଜିର ଫାଷ୍ଟଏଡ୍‌ ନେଇ ତୁରନ୍ତ ଅପହଞ୍ଚ ଅଞ୍ଚଳର ଗୁରୁତର କିମ୍ବା ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ପହଞ୍ଚାଇ ପାରିବ। ଖଞ୍ଜାଯାଇଥିବା କ୍ୟାମେରାରେ ଡାକ୍ତରଙ୍କ ସହ ଲୋକଙ୍କ ସିଧାସଳଖ କଥା କରାଇ ଜରୁରୀ ଚିକିତ୍ସାରେ…

ଜଜାଙ୍ଗ ରଶ୍ମିରଞ୍ଜନ ହତ୍ୟା ମାମଲା : ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ

ଜଗତ୍‌ସିଂହପୁର ଅଫିସ,୪ା୧୧: ତିର୍ତ୍ତୋଲ ଥାନା ଅଧୀନ ବେଗୁଡିଆ ଜଜାଙ୍ଗ ଗ୍ରାମର ଦୀପା ଓରଫ ରଶ୍ମିରଞ୍ଜନ ସ୍ବାଇଁ ହତ୍ୟା ମାମଲାର ମାଷ୍ଟର ମାଇଣ୍ଡଙ୍କୁ ମୁମ୍ବାଇରେ ଖୋଜୁଛି ପୋଲିସ। ସମ୍ପୃକ୍ତ ଅଭିଯୁକ୍ତ ଚଞ୍ଚକତାପୂର୍ବକ ବାରମ୍ବାର ସ୍ଥାନ ପରିବର୍ତ୍ତନ କରୁଥିବାରୁ ପୋଲିସକୁ ଗିରଫ କରିବାରେ ବିଳମ୍ବ…

ଶ୍ମଶାନରେ ମୃତଦେହ ସଂସ୍କାରକୁ ନେଇ ବିବାଦ : ରାସ୍ତାରୋକୋ କଲେ ଗ୍ରାମବାସୀ

ଖଣ୍ଡପଡ଼ା,୪ା୧୧(ସ୍ବ.ପ୍ର.): ଶ୍ମଶାନରେ ମୃତଦେହ ସଂସ୍କାରକୁ କେନ୍ଦ୍ର କରି ଖଣ୍ଡପଡା ବ୍ଲକ ବେଣାଗାଡିଆ ପଞ୍ଚାୟତର ମୁରାରୀପୁର ଓ ପଥରଦ୍ୱାର ଗ୍ରାମ ମଧ୍ୟରେ ବିବାଦ ଦେଖାଦେଇଛି। ଏହାକୁ ନେଇ ରବିବାର ମୁରାରୀପୁର ଗ୍ରାମବାସୀ ଖଣ୍ଡପଡ଼ା-କଣ୍ଟିଲୋ ପୂର୍ତ୍ତ ବିଭାଗ ରାସ୍ତାର ବେଣାଗାଡିଆ ସେତୁ ଉପରେ ମୃତଦେହ…

କୁନି ମ୍ୟାଜିସିଆନ ସାରା ଦର୍ଶକଙ୍କୁ କରୁଛନ୍ତି ମତୁଆଲା

ଭୁବନ, ୪।୧୧(ଡି.ଏନ.ଏ.) ବୟସ ମାତ୍ର ୫। ଅଥଚ ଦର୍ଶକଙ୍କ ଆଖି ଆଗରେ ଇନ୍ଦ୍ରଜାଲ ସୃଷ୍ଟି କରିବାରେ ସେ ବେଶ୍‌ ପାରଙ୍ଗମ। ପିଲାମାନଙ୍କ ଖେଳିବୁଲିବା ବୟସରେ ମ୍ୟାଜିକ୍‌ ଭଳି ଜଟିଳ ବିଷୟକୁ ଅତି ସହଜରେ କରାୟତ୍ତ କରିଥିବା ଏହି କୁନି ଝିଅ ହେଲେ ଭୁବନ…

ସ୍ବାଭିମାନ ଅଞ୍ଚଳରେ ମୃତ ବ୍ୟକ୍ତିଙ୍କ ନାମରେ ଉଠୁଛି ଭତ୍ତା ଟଙ୍କା

ଚିତ୍ରକୋଣ୍ଡା,୪।୧୧(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳରେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ ୩/୪ ବର୍ଷ ହେଲା ଭତ୍ତା ଟଙ୍କା ଉଠାଯାଉଛି। ରାଲେଗାଡ଼ ପଞ୍ଚାୟତରେ ୪ ଜଣ ମୃତ ବ୍ୟକ୍ତିଙ୍କ ନାମରେ ଭତ୍ତା ଟଙ୍କା ଉଠାଯାଉଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri