ବାପ୍ ଆରପାରେ: ଦୁଇ ପୁଓର ଭବିଷତ୍ ଚିନ୍ତାରେ ମା’
କୋମନା, ୪।୧୧(ଡି.ଏନ୍.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ଟିକ୍ରାପଡ଼ା ହାଟପଦା ପଡ଼ାର ବିଧବା ଶାନ୍ତି ରଣା(୨୦)। ଆପ୍ନେ ଆରପାରକେ ଚାଲିଗଲା ଉତାରୁ ଦୁଇ ଛୁଆକର ଦେଖ୍ଭାଲ, ଭବିଷତ୍ ଚିନ୍ତାରେ ସେ ଭାଂଗି ପଡ଼ିଛନ୍। ଏନ୍ତାଥି ସେ ସରକାରୀ ସାହାଯ୍ ଲାଗି ପରଶାସନକେ…
ଭାରତ ବିପକ୍ଷରେ ବାଂଲାଦେଶ ପ୍ରଥମ ଟି୨୦ ବିଜୟ
ନୂଆଦିଲ୍ଲୀ,୪।୧୧(ପି.ଟି.)- ଭାରତ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍ରେ ଭ୍ରମଣକାରୀ ବାଂଲାଦେଶ ୩ଟି ବଲ୍ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ସ୍ଥାନୀୟ ଅରୁଣ ଜେଟ୍ଲୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି ମ୍ୟାଚ୍ରେ ଟସ୍ ଜିତି…
ଗେଡା ଲୋକଙ୍କୁ ଡାଇବେଟିସ୍ ହେବା ଆଶଙ୍କା ଅଧିକ
ଡାଇବେଟିସ୍ ଏବେ ଚିକିତ୍ସକମାନଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟି ଯାଇଛି। କାରଣ ଭାରତରେ ଏହା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ନିକଟରେ ରିସର୍ଚ୍ଚ ମେଡିକାଲ ଜର୍ନାଲ ଡାଏବେଟୋଲୋଜିଆରେ ପ୍ରକାଶିତ ଏକ ଖବର ଅନୁଯାୟୀ ଗେଡା ଲୋକଙ୍କଠାରେ ଟାଇପ୍ ୨ ଡାଇବେଟିସ୍…
ହାର୍ଟଆଟାକ୍ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାତ୍ରର ପାଣି…
ତମ୍ବାପାତ୍ରରେ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ରାତିରେ ତମ୍ବାପାତ୍ରରେ ପାଣି ରଖି ସକାଳେ ଏଥିରୁ ଗ୍ଲାସେ ପିଇଲେ ବିଭିନ୍ନ ରୋଗରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ତମ୍ବାପାତ୍ରରେ ରଖାଯାଇଥିବା ପାଣି ପିଇଲେ ରକ୍ତସଞ୍ଚାଳନ ସ୍ବାଭାବିକ ହେବା ସହିତ…
ଏଠି ମହିଳା ନିଜ ଇଚ୍ଛାରେ ବାହାର କରି ଦେଉଛନ୍ତି ଗର୍ଭାଶୟ
ଜଣେ ମହିଳା ପାଇଁ ଗର୍ଭାଶୟ କେତେ ଜରୁରୀ ତାହା ସମସ୍ତଙ୍କୁ ଅଳ୍ପ ବହୁତେ ଜଣା। ହେଲେ ମହାରାଷ୍ଟ୍ରର ବିଡ ଜିଲାରେ ଆଖୁ ଫସଲ କାଟୁଥିବା ମହିଳାମାନେ ଏମିତି ଭାବେ ସେମାନଙ୍କ ଗର୍ଭଶୟକୁ ବାହାର କରି ଦେଉଛନ୍ତି ଯେମିତି ପୋଷାକ ବଦଳାଇବା ପରି।…
ଗର୍ଭବତୀ ମହିଳା ଅଦା ଚା’ ପିଇବା ହାନିକାରକ
ଗର୍ଭବତୀ ମହିଳାଙ୍କୁ ଅନେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ। ସ୍ବାସ୍ଥ୍ୟପ୍ରଦ ଖାଦ୍ୟ, ହାଲ୍କା ବ୍ୟାୟାମ୍ ଦ୍ୱାରା ଜଣେ ମହିଳା ସୁସ୍ଥସବଳ ଶିଶୁକୁ ଜନ୍ମ ଦେଇଥାଏ। ଗର୍ଭଧାରଣ କରିବା ଦିନଠୁ ନେଇ ପିଲା ଜନ୍ମ ପର୍ଯ୍ୟନ୍ତ ମହିଳାଙ୍କ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ।…
ବାଂଲାଦେଶକୁ ୧୪୯ ରନ୍ର ବିଜୟ ଲକ୍ଷ୍ୟ ଦେଲା ଭାରତ
ନୂଆଦିଲ୍ଲୀ,୩।୧୧: ଭାରତ ଓ ବାଂଲାଦେଶ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶକୁ ବିଜୟ ପାଇଁ ୧୪୯ ରନ ଟାର୍ଗେଟ ଦେଇଛି ଭାରତ। ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ…
ଘାରିଛି ରେକର୍ଡ ନିଶା: ୩୦୦ ମିଟର ହାତରେ ଚାଲିଲେ ଯୁବକ
ଖୋର୍ଦ୍ଧା ଅଫିସ,୩।୧୧:ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଅସରଳା ପଞ୍ଚାୟତ ମାଗୁରା ଗଁାର ସୌଭାଗ୍ୟ ବରାଡ ରେକର୍ଡ କରିବା ପାଇଁ ୩୦୦ ମିଟର ହାତରେ ଚାଲିଛନ୍ତି। ଆଗକୁ ଅଧିକ ଚାଲିବାର ଲକ୍ଷ୍ୟ ରଖିଛନ୍ତି। ଲିମକା, ଗ୍ରିନିଜ ରେକର୍ଡରେ ତାଙ୍କ ନଁା ସ୍ଥାନ ପାଉ।…
ଡବ୍ଲ୍ୟୁଟିଏ ଫାଇନାଲ୍ସ: ଟାଇଟଲ ଜିତିଲେ ବାର୍ଟି
ଶେନଝେନ, ୩।୧୧- ବିଶ୍ୱର ୧ନମ୍ବର ମହିଳା ଟେନିସ ଖେଳାଳି ଅଷ୍ଟ୍ରେଲିଆର ଆସେଲେ ବାର୍ଟି ଏକ ବଡ଼ ଧରଣର ସଫଳତା ହାସଲ କରିଛନ୍ତି। ବାର୍ଟି ଏଠାରେ ଖେଳାଯାଇଥିବା ଡବ୍ଲ୍ୟୁଟିଏ ଫାଇନାଲ୍ସର ଟାଇଟଲ ଜିତିଛନ୍ତି। ସ୍ଥାନୀୟ ଶେନ୍ଝେନ ବେ ସ୍ପୋଟର୍ସ ସେଣ୍ଟରରେ ରବିବାର ଅନୁଷ୍ଠିତ…
ପ୍ରଥମ ଟି୨୦: ବର୍ଷା ପାକିସ୍ତାନକୁ ରକ୍ଷା କଲା
ସିଡ୍ନୀ,୩।୧୧(ଏଏଫ୍ପି)- ବର୍ଷା ଯୋଗୁ ପାକିସ୍ତାନ ଏକ ନିଶ୍ଚିତ ପରାଜୟରୁ ରକ୍ଷା ପାଇଛି। ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍ ଲଗାତର ବର୍ଷା କାରଣରୁ ବିନା ଫଳାଫଳରେ ଶେଷ ହୋଇଛି। ୩…
ଦିଲ୍ଲୀ ପ୍ରଦୂଷଣ ରୋକିବାକୁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସବୁ ଠିକ୍ କରିଦେବେ: ଭାଜପା ମନ୍ତ୍ରୀ
ଲକ୍ଷ୍ନୌ,୩।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରୂପ ଧାରଣ କରିଛି। ଏହାକୁ ହ୍ରାସ କରିବା ଲାଗି ଭାଜପାର ଜଣେ ମନ୍ତ୍ରୀ ଏକ ଅଜବ ଯୁକ୍ତି ବାଢିଛନ୍ତି। ପ୍ରଦୂଷଣରୁ ମୁକ୍ତି ପାଇଁ ସରକାର ଯଜ୍ଞ କରନ୍ତୁ, ଇନ୍ଦ୍ର ଭଗବାନ ସନ୍ତୁଷ୍ଟ ହୋଇ…
ପୋଲିସ-ଓକିଲ ଗଣ୍ଡଗୋଳ: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩।୧୧: ଦିଲ୍ଲୀର ତିଶ ହଜାରୀ କୋର୍ଟ ପରିସରରେ ପୋଲିସ-ଓକିଲ ଗଣ୍ଡଗୋଳ ଏବଂ ପୋଡାଜଳା ଘଟଣାରେ ରବିବାର ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଛି। କୋର୍ଟ ଦିଲ୍ଲୀ ପୋଲିସ ସ୍ବତନ୍ତ୍ର କମିଶନର ସଞ୍ଜୟ ସିଂହ ଏବଂ ଡେପୁଟୀ କମିଶନର ହରିନ୍ଦର ସିଂହଙ୍କର ବଦଳି ନିର୍ଦ୍ଦେଶ…
Archives


