Home Left

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି। ଭବାନୀପାଟଣା…

ଆବର୍ଜନାରୁ ଇନ୍ଧନ ବାହାର କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର ପୂର୍ବତଟ ରେଳପଥର ମଞ୍ଚେଶ୍ୱରସ୍ଥିତ ରେଳଡବା ମରାମତି କାରଖାନାଠାରେ ରେଳବୋର୍ଡ ସଦସ୍ୟ (ରୋଲିଂ ଷ୍ଟକ୍‌)…

ଭିମ୍‌ସାର: ୪ ବର୍ଷରେ ୩୪୭୨ ଶିଶୁ ମୃତ

ସମ୍ବଲପୁର,୨୪ା୧:ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍‌ସେସ୍‌ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ସ୍ବାସ୍ଥ୍ୟସେବା ଉପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନିର୍ଭର କରନ୍ତି। ସେଥିପାଇଁ ସରକାର ଭିମ୍‌ସାରର ସ୍ବାସ୍ଥ୍ୟସେବା ବିକାଶ ଦିଗରେ ନାନା ପଦକ୍ଷେପ ଗ୍ରହଣ କରିଛନ୍ତି।…

କଟକ ପାଇବ ନୂଆ ରୂପ

କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ…

ପ୍ରଫୁଲ ହତ୍ୟା ମାମଲା ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ବ୍ରହ୍ମପୁର ଅଫିସ,୨୪ା୧-ସଦର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ରହୁଥିବା ପ୍ରଫୁଲ୍ଲ ସାହୁଙ୍କୁ ତାଙ୍କ ସ୍ତ୍ରୀ ମିତା ଓ ପ୍ରେମିକ ସରୋଜ ମହାରଣା ଗତ ମଙ୍ଗଳବାର ରାତିରେ ଯୋଜନାବଦ୍ଧ ଭାବେ ହତ୍ୟା କରି ଅପମୃତ୍ୟୁର ରୂପ ଦେଇଥିଲେ। ଘଟଣାରେ ପୋଲିସ ଉଭୟ ହତ୍ୟାକାରୀଙ୍କୁ ବୁଧବାର…

୭୫ ବର୍ଷରେ ସୁଭାଷ ଘାଇ: ଅଭିନେତା ହେବାକୁ ଆସି ପାଲଟି ଗଲେ ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌କୁ ଅଭିନେତା ହେବା ପାଇଁ ଆସି ଶେଷରେ ସୁଭାଷ ଘାଇ ପାଲଟି ଥିଲେ ନିର୍ଦ୍ଦେଶକ। ଶୁକ୍ରବାର ସେ ୭୫ତମ ଜନ୍ମ ଦିନ ପାଳନ କରୁଛନ୍ତି। ୧୯୪୫ ଜାନୁୟାରୀ ୨୪ରେ ନାଗପୁରଠାରେ ତାଙ୍କର ଜନ୍ମ ହୋଇଥିଲା। ଦିଲ୍ଲୀରେ ଗ୍ରାଜୁଏସନ୍‌ କରିବା ପରେ…

୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍‌ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ କରିଥିଲେ। ନିଜର ବୋଲ୍ଡ୍‌ ନେସ୍‌ ପାଇଁ ରିୟା ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚିତ ରହିଛନ୍ତି। ୧୯୯୧ରେ…

ପ୍ରତିଶ୍ରୁତିରେ ଅଟକିଛି ରାସ୍ତା ନିର୍ମାଣ

ଝୁମ୍ପୁରା, ୨୪।୧ (ଡି.ଏନ.ଏ.) – କେନ୍ଦୁଝର ଜିଲାର ପଳାଶପଙ୍ଗା (ସ୍ପଞ୍ଜ ଆଇରନ ଛକ) ଠାରୁ ବାମେବାରୀ ପର୍ଯ୍ୟନ୍ତ କିଡ୍‌କୋ ରାସ୍ତା ପାଲଟିଛି ମରଣଯନ୍ତା। ଦୁର୍ଘଟଣାପ୍ରବଣ ରାସ୍ତା ଭାବେ ମଧ୍ୟ କିଡ୍‌କୋ ରାସ୍ତାର ଜିଲାରେ ନାଁ ରହିଛି। ୨୦ ନଂ ଜାତୀୟ ରାଜପଥ…

ସିକେ ନାଇଡୁ ଟ୍ରଫି: ଓଡ଼ିଶାର ଲଗାତାର ୬ଷ୍ଠ ବିଜୟ

କଟକ ଅଫିସ,୨୪ା୧- ଚଳିତ ସି.କେ. ନାଇଡୁ ଟ୍ରଫିରେ ରାଜ୍ୟ ୨୩ବର୍ଷରୁ କମ୍‌ ବାଳକ ଦଳ ଲଗାତାର ୬ଷ୍ଠ ବିଜୟ ହାସଲ କରିଛ। ଏଥି ସହିତ ଦଳ ପ୍ଲେଟ୍‌ ଗ୍ରୁପର ଶୀର୍ଷ ସ୍ଥାନ ବଜାୟ ରଖିଛ। କୋଲକାତାର ଭିଡ଼ିଓକନ୍‌ ଗ୍ରାଉଣ୍ଡରେ ଗୁରୁବାର ଶେଷ…

ଓଜନ କୁଇଣ୍ଟାଲରୁ ଅଧିକ, କିନ୍ତୁ ପଡିଆରେ ଫିଟ୍‌ ଖେଳାଳିଙ୍କୁ ପଛରେ ପକାଇଦିଅନ୍ତି

ସାଧାରଣତଃ ଖେଳାଳିମାନେ ଶରୀରକୁ ଫିଟ ରଖିବା ଆବଶ୍ୟକ। ଶରୀର ଫିଟ୍‌ ନ ଥିଲେ ଖେଳରେ କ୍ୟାରିୟର ଗଢିବା ଯେପରି ଅସମ୍ଭବ ହୋଇପଡେ। କ୍ରିକେଟରେ ଏମିତି କିଛି ମୋଟା ଖେଳାଳି ଅଛନ୍ତିି, ଯେଉଁମାନେ ପଡ଼ିଆରେ ଫିଟ ଥିବା ଖେଳାଳିଠାରୁ ମଧ୍ୟ ଜବରଦସ୍ତ ପ୍ରଦର୍ଶନ…

ରିଭେରା ଇଷ୍ଟବେଙ୍ଗଲର ନୂଆ ମୁଖ୍ୟ କୋଚ୍‌

କୋଲକାତା, ୨୩ା୧ (ପି.ଟି.): ଇଷ୍ଟବେଙ୍ଗଲ ଗୁରୁବାର ମାରିଓ ରିଭେରାଙ୍କୁ ଏହାର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଆଲେଜାଣ୍ଡ୍ରୋ ମେଣ୍ଡେଜ୍‌ଙ୍କ ଆକସ୍ମିକ ଇସ୍ତଫା ପରେ ଏହି ପଦବୀ ଖାଲି ପଡ଼ିଥିଲା। ରିଭେରା ପୂର୍ବରୁ ମେଣ୍ଡେଜଙ୍କ ଡେପୁଟି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ…

ଭୋକାନାଲଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର

ନୂଆଦିଲ୍ଲୀ, ୨୩ା୧ (ପି.ଟି.)- ରୋଇଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଆର୍‌ଏଫ୍‌ଆଇ) ଗୁରୁବାର ରୋୟର ଦାତୁ ଭୋକାନାଲଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର କରିଛି। ୨୦୧୮ ଏସିଆନ ଗେମ୍‌ରେ କୌଣସି ଯୁକ୍ତିଯୁକ୍ତ କାରଣ ନ ଥାଇ ରେସ୍‌ ଅଧାରୁ ଓହିରିଯାଇଥିଲେ। ଭାରତୀୟ ଅଲିମ୍ପିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?