Home Left

ଭାରତ ଉପରୁ ଉଠିଲା ବାସନ୍ଦାଦେଶ

କୋଲକାତା,୨୩।୧- ବିଶ୍ୱ ଆର୍ଚେରି ଗୁରୁବାର ସର୍ତ୍ତମୂଳକ ଭାବେ ଭାରତ ଉପରକୁ ବାସନ୍ଦାଦେଶ ଉଠାଇ ଦେଇଛି। ଜାତୀୟ ଫେଡେରେଶନର ନିର୍ବାଚନ ଶେଷ ହେବାର ଗୋଟିଏ ସପ୍ତାହ ପରେ ବିଶ୍ୱ ଆର୍ଚେରି ଏହି ନିଷ୍ପତ୍ତି ନେଇଛି। ସମ୍ବିଧାନ ଅନୁଯାୟୀ ଫେଡେରେଶନକୁ କାର୍ଯ୍ୟ କରିବାକୁ ପଡ଼ିବ…

କ୍ଷତିପୂରଣ ପ୍ରତିଶ୍ରୁତି ପରେ ହେଲା ଶବ ଦାହ

ରୂପ୍‌ସା/ବସ୍ତା/ଲଙ୍ଗଳେଶ୍ୱର, ୨୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ଆଳୁମେଦା ଗ୍ରାମର ଯୁବକ ନୀଳକଣ୍ଠ ବେହେରା (୩୫) ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ସେ ବିଲରେ ଧାନ ତଳି ପକାଇବା ପାଇଁ କାଦୁଅ କରୁଥିବା…

ପୂର୍ବତନ ଅଧିନାୟକ ଆଝାରୁଦ୍ଦିନଙ୍କ ନାମରେ ଠକାମି ଅଭିଯୋଗ

ନୂଆଦିଲ୍ଲୀ,୨୩।୧- ପୂର୍ବତନ ଭାରତୀୟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନ ଓ ଅନ୍ୟ ଦୁଇ ଜଣଙ୍କ ନାମରେ ୨୧ ଲକ୍ଷ ଟଙ୍କାର ଠକାମି ଅଭିଯୋଗ ଆସିଛି। କିନ୍ତୁ ଅଭିଯୋଗକୁ ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ମୁଖ୍ୟ ଆଝାରୁଦ୍ଦିନ ଖଣ୍ଡନ କରିଛନ୍ତି। ଏଥିସହ ଅଭିଯୋଗକାରୀଙ୍କ ବିରୋଧରେ…

ଧାନ ବୋଝେଇ ଟ୍ରକ୍‌କୁ ୫୮,୦୪୦ ଟଙ୍କା ଜରିମାନା

ତିହିଡ଼ି,୨୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସମବାୟ ସମିତିରୁ ଧାନ ବୋଝେଇ କରି ଯାଉଥିବା ଏକ ଟ୍ରକ୍‌କୁ ଆଂଚଳିକ ପରିବହନ କାର୍ୟାଳୟ(ଆରଟିଓ) ପକ୍ଷରୁ ୫୮, ୦୪୦ ଟଙ୍କା ଜରିମାନା କରାଯାଇଛି। ଟ୍ରକ୍‌ର କାଗଜପତ୍ର ଠିକ୍‌ ନ ଥିବାବେଳେ…

କୁହିଡ଼ି ପାଇଁ କାର୍‌ ଓଲଟି ୬ ଆହତ

କୋଦଳା,୨୩ା୧(ଡି.ଏନ.ଏ.)-କୋଦଳା ଖଲ୍ଲିକୋଟ ରାସ୍ତା ଖରଖରୀ ପୋଲ ନିକଟରେ ଗୁରୁବାର ଭୋର୍‌ରେ ଏକ କାର କୁହୁଡି ଯୋଗୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ପି.ଗୋପାଳ (୨୩)ଙ୍କ ଅବସ୍ଥା ଗୁରୁତର…

ଅଟୋ-କାର ଧକ୍କା: ଜଣେ ମୃତ, ୪ ଆହତ

କୁକୁଡାଖଣ୍ଡି,୨୩ା୧(ଡି.ଏନ.ଏ.)-ସଦର ଥାନା ଅନ୍ତର୍ଗତ ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଆମ୍ବଗଡ ନିକଟରେ ବୁଧବାର ମଧ୍ୟରାତିରେ ଏକ ଅଟୋ ଓ କାର ମୁହଁ।ମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଟୋ ଡ୍ରାଇଭର ଗୌତମୀ ଗ୍ରାମର କାମନା ସ୍ବାଇଁ(୪୦)। ଗୌତମୀର ଗୋଟିଏ ପରିବାରର…

କଲେଜ ପରିଚାଳନା କମିଟିରେ ରହିବେ ନାହିଁ ରାଜନେତା: ମନ୍ତ୍ରୀ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ଏଣିକି ଡିଗ୍ରୀ କଲେଜ ପରିଚାଳନା କମିଟିରେ ରାଜନେତା ରହିବେ ନାହିଁ। ପୂର୍ବରୁ ସ୍ଥାନୀୟ ବିଧାୟକ ପରିଚାଳନା କମିଟିର ସଭାପତି ରହୁଥିବା ବେଳେ ଏବେ କେବଳ ଶିକ୍ଷାବିତ ସଦସ୍ୟ ଭାବେ ରହିବେ ବୋଲି କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ଗୁରୁବାର…

ଶାହିନ୍‌ ବାଗ୍‌ ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ କେଜ୍‌ରିଓ୍ବାଲ-ରାହୁଲ: ଭାଜପା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଦୀର୍ଘ ଦିନ ହେଲା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏନେଇ ଭାଜପା ପକ୍ଷରୁ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରାଯାଇଛି। ଏହି ପ୍ରଦର୍ଶନ ପଛରେ ୨ ଯାଆଁଳା…

ଜ୍ୱାଳାମୁଖୀ ଲାଭାରେ ମାନବ ମସ୍ତିଷ୍କ ତରଳି କାଚରେ ହୋଇଥିଲା ପରିଣତ

ରୋମ୍‌: ଜ୍ୱାଳାମୁଖୀ ଲାଭାରେ ମଣିଷ ମସ୍ତିଷ୍କ ତରଳି ମାଟି ତଳେ ଚାପି ହୋଇ ହଜାର ହଜାର ବର୍ଷ ରହିବା ପରେ କାଚରେ ପରିଣତ ହୋଇଛି। ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏନେଇ ଗବେଷକମାନେ ଦୀର୍ଘଦିନ ଗବେଷଣା ପରେ ଜାଣି…

‘ଶୁଭ ମଙ୍ଗଲ୍‌ ଜ୍ୟାଦା ସାବଧାନ୍‌’ ଟ୍ରେଲର ରିଲିଜ୍‌ ପରେ ଆୟୁଷ୍ମାନ୍‌ଙ୍କ ମାତାପିତା କହିଲେ ଆମେ ଗର୍ବିତ

ଅଭିନେତା ଆୟୁଷ୍ମାନ ଖୁରାନା ବର୍ତ୍ତମାନ ବଲିଉଡ୍‌ର ଟପ୍‌ ଲିଷ୍ଟ୍‌ରେ ଅଛନ୍ତି। ଯେ କି ଲଗାତର ଗୋଟିଏ ପରେ ଗୋଟିଏ ହିଟ୍‌ ଫିଲ୍ମ ଦର୍ଶକଙ୍କୁ ଭେଟି ଦେଇଚାଲିଛନ୍ତି। ଇତିମଧ୍ୟରେ ଆୟୁଷ୍ମାନଙ୍କ ଆଗାମୀ ଫିଲ୍ମ ‘ଶୁଭ ମଙ୍ଗଲ୍‌ ଜ୍ୟାଦା ସାବଧାନ୍‌’ର ଟ୍ରେଲର ରିଲିଜ୍‌ ହୋଇସାରିଛି।…

ସାପ, ବାଦୁଡିଙ୍କ ଦ୍ୱାରା ବ୍ୟାପୁଛି କୋରୋନା ଭାଇରସ !

ବେଜିଂ,୨୩।୧: ଚାଇନାରେ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି କୋରୋନା ଭାଇରସ। ଏବେ ଚାଇନାରେ ଏହି ଭାଇରସ ଆକ୍ରାନ୍ତରେ ୧୭ ଜଣଙ୍କ ମୃତ୍ୟୁ ହେବା ସହ ୫୫୦ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଚାଇନାର କେତେଜଣ ବିଶେଷଜ୍ଞଙ୍କ ମତରେ ଯେଉଁମାନେ ବନ୍ୟଜୀବ ଯେମିତିକି,…

ପାହାଡ଼ର ୩ ହଜାର ଫୁଟ ଉପରେ ରହିଛି ହଜାରେ ବର୍ଷ ପୁରୁଣା ଗଣେଶଙ୍କ ମୂର୍ତ୍ତି

ରାୟପୁର: ଭାରତର ବିଭିନ୍ନ ସ୍ଥାନରେ ବହୁ ସାଂସ୍କୃତିକ ସ୍ଥାନ ରହିଛି। ସେଥିମଧ୍ୟରେ ଛତିଶଗଡ଼ ଦନ୍ତଓ୍ବାଡା ଜିଲାର ଦନ୍ତେଶ୍ୱରୀ କାଳି ଏବଂ ଗଣେଶଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ ବେଶ୍‌ ଜମିଥାଏ। ଢ଼ୋଲକଲ ପାହାଡ଼ରେ ଥିବା ପ୍ରଭୁ ଗଣେଶଙ୍କ ମନ୍ଦିରରେ ହଜାରେ ବର୍ଷ ପୁରୁଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?