ଷ୍ଟୋରି-ସସ୍ପେନ୍ସ-ଏଣ୍ଟରଟେନ୍ମେଣ୍ଟରେ ଭରପୂର ‘ଭିତିରି କଥା’
ପ୍ରତ୍ୟେକ ଯୁବତୀଯୁବକଙ୍କ ପାଇଁ ବାସର ରାତି ଏକ ନିଆରା ଅନୁଭୂତି ନେଇ ଆସିଥାଏ। ଆଦୌ ଚିହ୍ନା ନ ଥିବା, ଜଣା ନ ଥିବା ଦୁଇଟି ଝିଅପୁଅଙ୍କ ମଧ୍ୟରେ ଏହି ରାତିରେ ଅବଶିଷ୍ଟ ଜୀବନ ପାଇଁ ଏକ ସ୍ଥାୟୀ ସମ୍ପର୍କ ସ୍ଥାପିତ ହୋଇଯାଏ।…
ରୋହିତ, ଧାଓ୍ବନଙ୍କୁ ଚକିତ କଲେ ୧୯ ବର୍ଷୀୟ ଲୋକାଲ ପେସର
ନୂଆଦିଲ୍ଲୀ,୩।୧୧- ବାଂଲାଦେଶ ବିପକ୍ଷ ପ୍ରଥମ ମ୍ୟାଚ୍ ପୂର୍ବରୁ ୧୯ ବର୍ଷୀୟ ଲୋକାଲ ପେସର କେଶବ ଦବସ ଭାରତୀୟ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନଙ୍କୁ ଚକିତ କରିଦେଇଛନ୍ତି। ସେ ନିଜର ଦକ୍ଷ ବୋଲିଂରେ ରୋହିତଙ୍କୁ ଆଉଟ କରିବା ପରେ ଧାଓ୍ବନଙ୍କୁ…
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର୍ : ଜଣେ ମୃତ, ଜଣେ ଗୁରୁତର
ତାଳଚେର,୩।୧୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଥାନା ଅନ୍ତର୍ଗତ ଗୋଡ଼ିବନ୍ଧ ନିକଟସ୍ଥ ଶିବରାମପୁର-କନ୍ଧବେରେଣି ରାସ୍ତାରେ ଶନିବାର ରାତିରେ ଏକ ମାରୁତି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିବାରୁ ଜଣକର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ…
ଫଟୋ ସତ ଲାଗେ ମିଛ
ଫଟୋଗ୍ରାଫି ଏକ କଳା। ଏହା ଦ୍ୱାରା ସାମାନ୍ୟ ବି ଅସାମାନ୍ୟ ଲାଗିପାରେ। ଏକ ଭ୍ରମର ଦୁନିଆ ତିଆରି କରିପାରେ। ସେମିତି କିଛି ଫଟୋ ଆମେ ଦେଉଛୁ, ଯାହା ବାସ୍ତବ ହେଲେ ବି ଅବାସ୍ତବ ଲାଗେ। ଜାଣନ୍ତୁ ସେ ସମ୍ପର୍କରେ… ମୁଣ୍ଡ ନ…
ଯକ୍ଷ୍ମା ରୋଗୀଙ୍କ ମୃତଦେହ ଉଦ୍ଧାର
ଯୋଡ଼ା,୩।୧୧(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା କାଳିମାଟି ଗ୍ରାମ ଦୋଳମଣ୍ଡପ ନିକଟରୁ ଶନିବାର ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ସେ ସୁନ୍ଦରଗଡ ଜିଲା କୋଇଡା ଥାନା ଅନ୍ତର୍ଗତ ଗଣୁଆ ଗ୍ରାମର ବାସୁ ନାଏକ (୫୫) ବୋଲି ଜଣାପଡିଛି ।…
ପେସା ହେଲା କାଳ: ଗଛରୁ ପଡ଼ି ନଡ଼ିଆ ତୋଳାଳିଙ୍କ ମୃତ୍ୟୁ
ଖୋର୍ଦ୍ଧା ଅଫିସ,୩।୧୧: ଖୋର୍ଦ୍ଧା ଜିଲା ବାଣପୁର ମଙ୍ଗରାଜପୁର ଗାଁର ଜଣେ ନଡ଼ିଆ ତୋଳାଳିଙ୍କର ରବିବାର ମୃତ୍ୟୁ ଘଟିଛି। ସେ ହେଲେ ମାନିଆ ପରିଡା(୫୨)। ମାନିଆ ନଡ଼ିଆ ଗଛରୁ ନଡ଼ିଆ ତୋଳୁଥିବାବେଳେ ପ୍ରାୟ ୩୦ ଫୁଟ ତଳକୁ ଖସି ପଡିଥିଲେ। ଗୁରୁତର ଅବସ୍ଥାରେ…
ଏହି ତିଥିରେ ଗୋରୁ ଚରାଇବା ଆରମ୍ଭ କରିଥିଲେ ଶ୍ରୀକୃଷ୍ଣ
କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥିରେ ପଡ଼େ ଗୋପାଷ୍ଟମୀ। ଚଳିତମାସ ୪ ତାରିଖ ଅର୍ଥାତ ସୋମବାର ଏହି ଉତ୍ସବ ପାଳନ କରାଯିବ। କୁହାଯାଏ, ଏହି ଦିନ ଭଗବାନ ଶ୍ରୀକୃଷ୍ଣ ଗୋରୁ ଚରାଇବା କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ଗୋପାଷ୍ଟମୀରେ ଗୋରୁଙ୍କୁ ପୂଜା…
ଆସିଆନ୍ ଭାରତର ଅଭିନ୍ନ ଅଙ୍ଗ ଥିଲା ରହିବ: ମୋଦି
ବ୍ୟାଙ୍କକ୍,୩।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବ୍ୟାଙ୍କକ୍ରେ ଆୟୋଜିତ ଆସିଆନ୍-ଇଣ୍ଡିଆ ଶିଖର ସମ୍ମିଳନୀରେ କହିଛନ୍ତି ଆସିଆନ୍ ଭାରତର ଆକ୍ଟ ଇଷ୍ଟ ପଲିସିର ଅଭିନ୍ନ ଅଙ୍ଗ ହୋଇ ଥିଲା ଓ ରହିବ। ସେ କହିଛନ୍ତି ସାମୁଦ୍ରିକ ସୁରକ୍ଷା, ଏହାସହ ଯୋଡି ହୋଇଥିବା ଅର୍ଥ…
ଦୀର୍ଘ ୩୦ବର୍ଷ ହେବ ମହିଳା ବେଶରେ ରହୁଛନ୍ତି ଏହି ପୁରୁଷ
ଜୌନପୁର,୩।୧୧: ଉତ୍ତର ପ୍ରଦେଶ ଜୌନପୁରରେ ଚିନ୍ତାହରଣ ଚୌହାନ(୬୬) ନାମକ ଜାଣ ବୃଦ୍ଧ ଦୀର୍ଘ ୩୦ ବର୍ଷ ହେବ ନାରୀ ବେଶରେ ରହୁଛନ୍ତି। କଥାଟା କାହାଣୀ ଭଳି ଲାଗୁଥିଲେ ବି ସତ। ହେଲେ ସେ ଯାହା କୁହନ୍ତି ତାହା ଅନ୍ଧବିଶ୍ୱାସ ଭଳି ଲାଗୁଥିଲେ…
ଧୋନୀଙ୍କୁ ପଛରେ ପକାଇବେ ରୋହିତ
ନୂଆଦିଲ୍ଲୀ,୩।୧୧- ସ୍ଥାନୀୟ ଅରୁଣ ଜେଟଲି ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ରବିବାର ଖେଳାଯିବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍ରେ କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ଦ୍ଧ ଯୋଡ଼ିବେ। ଭାରତ ପାଇଁ ସର୍ବାଧିକ ଟି୨୦ ମ୍ୟାଚ୍…
ପ୍ରିନ୍ସେସ୍ ଲୁକ୍ରେ ନୀଳନୟନା
ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବେ ଇଟାଲୀର ରୋମ ସହରରେ। ତାଙ୍କ ସହିତ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟା ମଧ୍ୟ ଅଛନ୍ତି। ଦୁଇଦିନ ତଳେ ଅର୍ଥାତ ନଭେମ୍ବର ୧ରେ ବିଶ୍ୱସୁନ୍ଦରୀ ସେଠାରେ ତାଙ୍କର ୪୬ ତମ ଜନ୍ମଦିବସ ପାଳନ…
ପ୍ରଥମ ଦରମା ଟଙ୍କା ମା’ ହାତରେ ଦେଇଥିଲି: ପ୍ରାବନ୍ଧିକ ଡ. ଭଗବାନ ପଟେଲ
ସୁନ୍ଦରଗଡ଼ର ଦଲ୍ଦଲି ଗାଁରେ ମୋର ଜନ୍ମ। ଓଡ଼ିଆରେ ଏମ୍.ଏ ଓ ଏମ୍.ଫିଲ୍ ପାସ୍ କରିବା ପରେ ୧୯୮୯ ମସିହାରେ ସରଗିପାଲି ମହାବିଦ୍ୟାଳୟରେ ଓଡ଼ିଆ ଅଧ୍ୟାପକ ଭାବେ ଯୋଗଦେଇଥିଲି। ୫୨୫ ଟଙ୍କା ଥିଲା ମୋର ପ୍ରଥମ ଦରମା। ଦରମାଟିକୁ ଆଣି ମୋ ଆଦରର…
Archives


