Home Left

ପ୍ରଥମ ଥର ପାଇଁ ବାୟୋପିକ୍‌ରେ ଅରିନ୍ଦମ, ଟାଇଟଲ ରହିଛି ‘ବାବୁ ଭାଇଜାନ୍‌’

ନାୟକ ଅରିନ୍ଦମ ଯାହା ଚାହୁଁଥିଲେ ତାହା ତାଙ୍କୁ ମିଳିଯାଇଛି। ଅର୍ଥାତ୍‌, ଫିଲ୍ମର ଟାଇଟଲ, ଭୂମିକା, ଦୃଶ୍ୟାୟନ-ଏସବୁ ତାଙ୍କ ମନକୁ ଏମିତି ପ୍ରଭାବିତ କରିଛି ତାହାକୁ ପ୍ରକାଶ କରିବାକୁ ସେ ଭାଷା ଖୋଜୁଛନ୍ତି। କେବଳ ସେତିକି ନୁହେଁ, ନିଜ ଓଲିଉଡ୍‌ କ୍ୟାରିୟରରେ ସେ…

ଘୂର୍ଣ୍ଣିବାତ୍ୟା ‘ମାହା’ର ପ୍ରଭାବ: ଗୁଜରାଟରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୩।୧୧: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ‘ମାହା’ର ପ୍ରଭାବରେ ଭାରତର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି କେନ୍ଦ୍ରୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ରବିବାର ସୁଦ୍ଧା ଗୁଜରାଟ ଓ ସୌରାଷ୍ଟ୍ର ଉପକୂଳରେ ପ୍ରବଳ ବର୍ଷା…

କଖାରୁ ଲଟାରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ବଗିଚାର କଖାରୁ ଲଟା ମଧ୍ୟରୁ ରବିବାର ସକାଳୁ ଏକ ନବଜାତ ଶିଶୁପୁତ୍ରକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ସୂଚନା ଅନୁଯାୟୀ, ସକାଳୁ ଉକ୍ତ ଗ୍ରାମର…

ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କ ଜୀବନଗଲା

ଧାମନଗର,୩।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୁଷୁରୀ ଥାନା ଅସୁରାଳୀ ହଂସପୁର ଗ୍ରାମରେ ପୁଅଙ୍କ ଶାବଳ ମାଡ଼ରେ ଆହତ ବାପାଙ୍କର ରବିବାର ସକାଳେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,ଅକ୍ଟୋବର ୨୨ ତାରିଖରେ ଜମିଜମାକୁ କେନ୍ଦ୍ରକରି ବାପାପୁଅଙ୍କ ମଧ୍ୟରେ ମାରପିଟ୍‌ ହୋଇଥିଲା। ପୁଅ ବିଚିତ୍ର କବି ଏକ…

ଭିନ୍ନ ଢଙ୍ଗରେ ସୁରକ୍ଷାକର୍ମୀଙ୍କ ଜନ୍ମଦିନ ପାଳିଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ ଷ୍ଟାରକିଡ୍‌ ତଥା ନବାଗତା ନାୟିକା ଶ୍ରଦ୍ଧା କପୁର ତାଙ୍କ ଉଦାର ହୃଦୟ ପାଇଁ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ। ନିକଟରେ ତାଙ୍କ ସୁରକ୍ଷାକର୍ମୀଙ୍କ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରି ଆସିଛନ୍ତି ଚର୍ଚ୍ଚାକୁ। ଅତୁଲ…

ଦେଶର ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରେ ୟୁପିର ୬: ସବୁଠୁ ଆଗରେ ଗାଜିଆବାଦ

ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବାୟୁ ପ୍ରଦୂଷଣର ମାତ୍ରା ବେଳକୁ ବେଳ ବଢିବାରେ ଲାଗିଛି। ଦିଲ୍ଲୀ ସମେତ ଉତ୍ତର ପ୍ରଦେଶ, ହରିୟାଣାରେ ମଧ୍ୟ ପ୍ରଦୂଷଣର ମାତ୍ରା ସାଘାଂତିକ ସ୍ତରରେ ପହଞ୍ଚିଲାଣି। ଲୋକେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଛନ୍ତି। କେନ୍ଦ୍ରୀୟ…

ଲାଟେଷ୍ଟ ଟ୍ରେଣ୍ଡରେ ବଞ୍ଜାରା ଜୁଏଲେରି

ଜୁଏଲେରି ପିନ୍ଧିବାର ସଉକ ପ୍ରାୟ ସବୁ ମହିଳାଙ୍କର ଥାଏ। ଖାସ୍‌ ସେଥିପାଇଁ ଜୁଏଲେରିକୁ ନେଇ ବହୁ ଏକ୍ସପେରିମେଣ୍ଟ କରାଯାଇ ମାର୍କେଟ୍‌କୁ ଏହାର ଅନେକ ଲାଟେଷ୍ଟ ଟ୍ରେଣ୍ଡ ଆସିଥାଏ। କେବେ ଗୋଲ୍ଡ, କେବେ ସିଲ୍‌ଭର୍‌ ଆଉ କେବେ ପର୍ଲ ଜୁଏଲେରିର ଡିମାଣ୍ଡ ରହିଥାଏ…

କଣ୍ଠେ ତୁଳସୀ ମୁଖେ ରାମ

ଲୋକକଳାର ଆରମ୍ଭ କାହିଁ କେଉଁ କାଳରୁ । ବିଶେଷକରି ସାଧାରଣ ନିରକ୍ଷରଙ୍କଠାରୁ ଆରମ୍ଭ କରି ଶିକ୍ଷିତଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଯେତେବେଳେ ଟିକେ ଅବସର ମିଳେ ସେତେବେଳେ ଆଧ୍ୟାତ୍ମିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଚିତ୍ତ ବିନୋଦନ କରିଥାନ୍ତି। ଏହା ସାମାଜିକ ଜୀବନରେ…

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର ବିଜେଡି ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସ୍ବର୍ଗତ…

ଅପରିଷ୍କାର ପରିବେଶ ପାଇଁ ଅବିବାହିତ ରହୁଛନ୍ତି ଯୁବକ

ଲକ୍ଷ୍ନୌ,୩।୧୧: ସ୍ବଚ୍ଛ ଭାରତ ଅଭିଯାନରେ ଏବେ ଗାଁ ଠାରୁ ସହର ସମସ୍ତେ ସାମିଲ ହୋଇଛନ୍ତି ସତ। ହେଲେ ଏବେ ଉତ୍ତର ପ୍ରଦେଶର କାନପୁର ଜିଲା ନିକଟରେ ଥିବା କିଛି ଗାଁ ଏପରି ଅପରିଷ୍କାର ହୋଇ ରହିଛି ଯେ ଏଠାରେ ରୋଗ ବଢିବା…

ଏସ୍‌ସିବି ମେଡିକାଲ: ୫୦୦ରୁ ୨୫୦ ପ୍ରକାର ଔଷଧ ମିଳୁଛି

କଟକ ଅଫିସ, ୩।୧୧: ନିରାମୟ ଯୋଜନାରେ ସରକାର ୫୦୦ରୁ ଊର୍ଦ୍ଧ୍ୱ ପ୍ରକାରର ଔଷଧ ଯୋଗାଇଦେବା ପାଇଁ ବ୍ୟବସ୍ଥା କରିଥିଲେ। ମାତ୍ର ଏବେ ଏସ୍‌ସିବି ମେଡିକାଲରେ ୨୦୦ରୁ ୨୫୦ ପ୍ରକାରର ଔଷଧ ମହଜୁଦ ରହୁଛି। ଜୀବନରକ୍ଷାକାରୀ ଏଆର୍‌ଭି ଇଞ୍ଜେକଶନ (କୁକୁର କାମୁଡ଼ା), ଏଏସ୍‌ଭି…

ଛଟ୍‌ ପୂଜା ସମୟରେ ଅଘଟଣ: ମନ୍ଦିର ପ୍ରାଚୀର ଭୁଷୁଡି ୨ ମୃତ

ପାଟନା,୩।୧୧: ବିହାର ସମସ୍ତିପୁରର ହସନପୁରରେ ରବିବାର ଘଟିଛି ଏକ ଅଘଟଣ। ଏଠାରେ ଥିବା ଏକ ମନ୍ଦିରର ପ୍ରାଚୀର ଭୁଷୁଡି ପଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମହିଳାମାନେ ଛଟ୍‌ ପୂଜା ପାଇଁ ବାଳ ସୂର୍ଯ୍ୟଙ୍କୁ ପୂଜା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri