ବିଏଡ୍-ଏମ୍ଏଡ୍ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ତେଜିଲା
ବାଲେଶ୍ୱର ଅଫିସ, ୩।୧୧-ବିଏଡ୍ ଓ ଏମ୍ଏଡ୍ ପାସ୍ କରିଥିବା ପ୍ରାର୍ଥୀଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି ଦେବା ପାଇଁ ସରକାର ନିୟମ କରି ହାଇସ୍କୁଲରେ ଶିକ୍ଷକତା କରିବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ହାଇସ୍କୁଲରେ ନିଯୁକ୍ତି ସୁଯୋଗ ନ ଥିବା ବେଳେ ସେମାନଙ୍କୁ ମହାବିଦ୍ୟାଳୟରେ ନିଯୁକ୍ତି…
ସକାଳ ଜଳଖିଆରେ ସାମିଲ କରନ୍ତୁ ଇଡ୍ଲି
ଇଡ୍ଲି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ ପାଇଁ ମଧ୍ୟ ସେତିକି ଲାଭଦାୟକ। ଅନେକଙ୍କ ଘରେ ଇଡ୍ଲିକୁ ସକାଳର ଜଳଖିଆ ଭାବେ ଗ୍ରହଣ କରାଯାଇଥାଏ। ଇଡ୍ଲି ସହ ସମ୍ବର ଖାଇବା ଦ୍ୱାରା ଏଥିରୁ ପ୍ରୋଟିନ୍, ଫାଇବର ଓ ଆମିନୋ ଏସିଡ ଆଦି ମିଳିଥାଏ।…
ଶୀତଦିନେ ସପ୍ତାହରେ ୨ ଥର କରନ୍ତୁ ଉଷୁମ ତେଲ ମାଲିସ୍…
ଶୀତଦିନେ ଶରୀରରେ ଉଷୁମ ତେଲ ମାଲିସ୍ କଲେ ଅନେକ ଉପକାର ମିଳିଥାଏ । ଏହା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ହେବା ସହିତ ହାର୍ଟ ଆଟାକ୍ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ସପ୍ତାହରେ ୨ ଥର ଏପରି କଲେ ଲୋମକୂପ…
ଆକ୍ରମଣ ମାମଲା, ଅଭିଯୁକ୍ତଙ୍କୁ ବର୍ଷେ ଜେଲ
ଦିଗପହଣ୍ଡି, ୨ା୧୧ (ଡି.ଏନ୍.ଏ.)- ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟର ମାଜିଷ୍ଟ୍ରେଟ ବିଷ୍ଣୁ ପ୍ରସାଦ ଦେବତା ଶନିବାର ମାମଲା ନଂ. ଜି. ଆର ନଂ.୮୩/୨୦୧୦ ର ଶୁଣାଣୀ କରି ପାଟପୁର ଥାନା ସିଙ୍ଗପୁର ଗ୍ରାମର ଏକ ଆକ୍ରମଣ ମାମଲାରେ ଅଭିଯୁକ୍ତ ଥିବା…
ପୁରୁଷ ଦଳକୁ ଅଲିମ୍ପିକ୍ସ ଟିକେଟ
ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ଓ ପୁରୁଷ ହକି ଦଳ ୨୦୨୦ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଆଗାମୀ ଅଲିମ୍ପିକ୍ସ ଟୋକିଓଠାରେ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ପଯର୍ୟନ୍ତ ଅନୁଷ୍ଠିତ ହେବ ଶୁକ୍ରବାର ଓ ଶନିବାର ଅନୁଷ୍ଠିତ…
ଭାରତୀୟ ମହିଳା ହକି ଦଳକୁ ଅଲିମ୍ପିକ୍ସ ଯୋଗ୍ୟତା
ଭୁବନେଶ୍ୱର, ୨\୧୧(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ମହିଳା ହକି ଦଳ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛି କଳିଙ୍ଗ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏଫ୍ଆଇଏଚ୍ ଅଲିମ୍ପିକ୍ସ କ୍ବାଲିଫାୟର୍ସ ମ୍ୟାଚରେ ଭାରତ ୧-୪ ଗୋଲରେ ଆମେରିକାଠାରୁ ପରାଜିତ ହୋଇଥିଲେ ହେଁ ଶୁକ୍ରବାର…
ଡିସେମ୍ବର ୧୪ରୁ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ ଥିବା ଏହି ଫେଷ୍ଟିଭାଲ ଆସନ୍ତା ଡିସେମ୍ବର ୧୪ରୁ ଜାନୁୟାରୀ ୧୪ ମଧ୍ୟରେ ଅନୁଷ୍ଠିତ…
ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା: ଯବାନମାନଙ୍କ ସମସ୍ୟା ପଚାରି ବୁଝିଲେ
ମାଲକାନଗିରି,୨।୧୧(ଡି.ଏନ୍.ଏ.) : ପୋଲିସ ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ଶନିବାର ମାଲକାନଗିରି ଜିଲା ଗସ୍ତରେ ଆସି ମାଓବାଦୀ ଦମନ ନେଇ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଜିଲା ପୋଲିସ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଯୋଗ ଦେଇ ଶର୍ମା…
କଲ୍ୟାଣ ମଣ୍ଡପରୁ ମୃତଦେହ ଉଦ୍ଧାର
ହିିଞ୍ଜିଳିକାଟୁ,୨ା୧୧: ହିିଞ୍ଜିଳିକାଟୁ ପୌରାଞ୍ଚଳ ନୂଆଁଗଡ଼ ଶିବ ମନ୍ଦିର ନିକଟରେ ନିର୍ମାଣାଧୀନ ବାପୁଜୀ କଲ୍ୟାଣ ମଣ୍ଡପରୁ ଶନିବାର ପୋଲିସ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବି ଗୌଡୁଣୀ ଗଁାର ରାଜୁ ପ୍ରଧାନ (୨୨)।…
କଳାପଟାରେ ଅଙ୍କ କଷି ନ ପାରିବାରୁ ଛାତ୍ରୀଙ୍କୁ ଦଣ୍ଡ : ଶିକ୍ଷକଙ୍କୁ ନିଲମ୍ବନ କଲେ ବିଇଓ, ଥାନାରେ ମାମଲା
ଔପଦା,୨।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ପଣ୍ଡୁଆ ପ୍ରାଥମିକ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ କଳାପଟାରେ ଅଙ୍କ କଷି ନ ପାରିବାରୁ ସହକାରୀ ଶିକ୍ଷକ ତାଙ୍କୁ ଦଣ୍ଡବିଧାନ କରିଥିଲେ। ପରିଣାମସ୍ବରୂପ ଉକ୍ତ ଶିକ୍ଷକଙ୍କୁ କାର୍ଯ୍ୟରୁ ନିଲମ୍ବନ ହେବାକୁ…
ଇଦ୍ଘାନୀ ଟି୨୦: ଖେଳିପାରନ୍ତି ଶିବମ୍ ଦୁବେ
ନୂଆଦିଲ୍ଲୀ,୨ା୧୧(ପି.ଟି.): ରବିବାର ଏଠାରେ ବାଂଲାଦେଶ ବିପକ୍ଷରେ ଖେଳାଯିବାକୁଥିବା ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ମୁମ୍ବାଇ ଅଲରାଉଣ୍ଡର ଶିବମ୍ ଦୁବେଙ୍କୁ ସୁଯୋଗ ମିଳିପାରେ। ଭାରତର କାମଚଳା ଅଧିନାୟକ ରୋହିତ ଶର୍ମା ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଦୁବେଙ୍କ ବ୍ୟତୀତ କେରଳ ଉଇକେଟକିପର…
ଦକ୍ଷିଣ ଆଫ୍ରିକା ଦଳକୁ ପାକିସ୍ତାନ ପଠାଇବାକୁ ପିସିବିର ପ୍ରସ୍ତାବ
କରାଚୀ,୨।୧୧(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍ଏ)କୁ ତା’ର ଜାତୀୟ ଦଳକୁ ଆସନ୍ତା ମାର୍ଚ୍ଚରେ ଟି୨୦ ସିରିଜ୍ ପାଇଁ ପଠାଇବାକୁ ପ୍ରସ୍ତାବ ଦେଇଛି। ଏ ନେଇ ପିସିବି କାର୍ଯ୍ୟକାରୀ ମୁଖ୍ୟ ଅଫିସର ଓ୍ବାସିମ୍ ଖାଁ ଶନିବାର କହିଛନ୍ତି।…
Archives


