Home Left

ବାପା, ପୁଅଙ୍କୁ ହତ୍ୟା : ଥାନାରେ ଆତ୍ମସମର୍ପଣ କଲେ ୨ ଅଭିଯୁକ୍ତ

ମାଲକାନଗିରି,୨।୧୧(ଡି.ଏନ୍‌.ଏ): ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ ଉଦୁଲିବେଡ଼ା ଗ୍ରାମର ପିତା-ପୁତ୍ରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଉଦୁଲିବେଡ଼ା ଗ୍ରାମର ନିଳେନ୍ଦ୍ର ଖିଲ ଓ ବାପା ସୁଦନ ଖିଲ ଶୁକ୍ରବାର ରାତିରେ ଘରକୁ ଫେରି ନ ଥିବାରୁ ନିଳେନ୍ଦ୍ରଙ୍କ ସ୍ତ୍ରୀ ଡାଳିମ୍ବ…

ପ୍ରଧାନମନ୍ତ୍ରୀ ଆବାସ ଅନିୟମିତତା ନେଇ ତଦନ୍ତ

ତିହିଡ଼ି,୨।୧୧ (ଡି.ଏନ.ଏ.) : ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ନେଇ ଅଭିଯୋଗ ହୋଇଥିଲା। ଜଣେ ଯୁବତୀଙ୍କୁ ବିଧବା ଦର୍ଶାଇ ଯୋଜନାରେ ସାମିଲ କରାଯାଇଥିବା ଅଭିଯୋଗରେ ଦର୍ଶାଯାଇଥିଲା। ଏହି ଅଭିଯୋଗ କ୍ରମେ ଜିଲା ଅତିରିକ୍ତ…

ଏହି ପ୍ରଶ୍ନର ଉତ୍ତର ଦେଇ ଐଶ୍ୱର୍ଯ୍ୟା ହୋଇଥିଲେ ବିଶ୍ୱସୁନ୍ଦରୀ

ବଲିଉଡ୍‌ରେ ଏମିତି କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ କେବଳ ସୁନ୍ଦର ଚେହେରାକୁ ନେଇ ନୁହେଁ, ଭଲ ହୃଦୟ ଏବଂ ବ୍ୟବହାରକୁ ନେଇ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ହେଉଛନ୍ତି ଜଣେ। ଐଶ୍ୱର୍ଯ୍ୟା…

୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ: ପୂଜାଙ୍କୁ ରୌପ୍ୟ

ବୁଦାପେଷ୍ଟ,୨।୧୧- ଏଠାରେ ଚାଲିଥିବା ୨୩ ବର୍ଷରୁ କମ୍‌ ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପରେ ଭାରତ ପାଇଁ ପୂଜା ଗେହଲଟ (୫୩ କେଜି) ଦ୍ୱିତୀୟ ରୌପ୍ୟ ପଦକ ହାସଲ କରିଛନ୍ତି। ସେ ୫୩ କେଜି ଓଜନ ବର୍ଗରେ ଜାପାନର ହାରୁନା ଓକୁନୋଙ୍କଠାରୁ ୦-୨ ପଏଣ୍ଟରେ…

ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର

ଲଖନପୁର,୨।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) । ସୂଚନାଯୋଗ୍ୟ, ମନିଜର ଗ୍ରାମ ନିକଟ ଜଙ୍ଗଲକୁ ଶନିବାର କାଠ ଆଣିବା ପାଇଁ ଯାଇଥିଲେ। ଏହି…

ମହିଳା କ୍ରିକେଟ: ରୋମାଞ୍ଚଭରା ମ୍ୟାଚ୍‌ରେ ୧ ରନ୍‌ରେ ହାରିଲା ଭାରତ

ଆଣ୍ଟିଗୁଆ,୨।୧୧- ଏଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ରୋମାଞ୍ଚଭରା ପ୍ରଥମ ମ୍ୟାଚ୍‌ରେ ଭାରତୀୟ ମହିଳା ଦଳ ୧ ରନ୍‌ରେ ପରାସ୍ତ ହୋଇଛି। ସ୍ଥାନୀୟ ସାର୍‌ ଭିଭିଆନ ରିଚାଡର୍‌ସ ଷ୍ଟାଡିୟମ୍‌ରେ ଅନୁଷ୍ଠିତ ମ୍ୟାଚ୍‌ରେ ୨୨୬ ରନ୍‌ର ବିଜୟଲକ୍ଷ୍ୟ ନେଇ ଓହ୍ଲାଇଥିବା ମିଥାଲି ରାଜଙ୍କ ନେତୃତ୍ୱାଧୀନ…

ସର୍ଭିସ୍‌ ରୋଡର ଶୋଚନୀୟ ଅବସ୍ଥା: ଅଟକିଲା ଅଗ୍ନିଶମ ବିଭାଗ ଗାଡ଼ି

ଆନନ୍ଦପୁର,୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ ନଂ ଜାତୀୟ ରାଜପଥର ବାଇଲୋ-ବାରିଗାଁ ଠାରେ ସର୍ଭିସ୍‌ ରୋଡର ଶୋଚନୀୟ ଅବସ୍ଥାର କରୁଣ ପରିଣତି ଶନିବାର ଦେଖିବାକୁ ମିଳିଛି। ମଧ୍ୟାହ୍ନ ସମୟରେ ବାଇଲୋ ଗ୍ରାମର ମଧୁସୂଦନ ପାଢୀଙ୍କ ଘରେ ବିଦ୍ୟୁତ୍‌ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା।…

ଅର୍ଥ ଲଗାଣକାରୀ ସଂସ୍ଥା ଏଜେଣ୍ଟଙ୍କଠାରୁ ୫ ଲକ୍ଷ ଲୁଟ୍‌

ଭବାନୀପାଟଣା,୨।୧୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବୋର୍ଡା ଫାଣ୍ଡି କାନ୍ଦୁଲଝର ଗାଁ ନିକଟରୁ ଅର୍ଥ ଲଗାଣକାରୀ ସଂସ୍ଥାର ଏଜେଣ୍ଟମାନଙ୍କଠାରୁ ୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟିନେଇ ଫେରାର୍‌ ହୋଇଯାଇଥିବା ନେଇ ବୋର୍ଡା…

ଟ୍ରେନ୍‌ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍‌

ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍‌ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…

ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା ଦହିରେ ପରିଣତ ହୋଇଯାଏ। ଗାଁ ଲୋକେ ଦହି ପ୍ରସ୍ତୁତି ପାଇଁ ଏହି ପଥରର ବ୍ୟବହାର…

ହିତାଧିକାରୀଙ୍କୁ ମିଳୁନି ଗୁହାଳ ନିର୍ମାଣ ଅର୍ଥ : ବ୍ଲକ ପ୍ରଶାସନ ନିକଟରେ ଅଭିଯୋଗ

କର୍ଲାମୁଣ୍ଡା,୨।୧୧(ଡି.ଏନ୍‌.ଏ) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତରେ ହିତାଧିକାରୀମାନେ କାର୍ଯ୍ୟାଦେଶ ପାଇ ଗୁହାଳ ନିର୍ମାଣ ଶେଷ କରିଥିଲେ ସୁଦ୍ଧା ଆଜିପର୍ଯ୍ୟନ୍ତ ସହାୟତା ରାଶି ପାଇ ନ ଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକର ସ.ମାଲପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆରଜିଏରେ…

ବଲ ଟାମ୍ପରିଂ କରି ଶେହଜାଦ ଦଣ୍ଡିତ

କରାଚୀ,୨।୧୧- ପାକିସ୍ତାନର ଟେଷ୍ଟ ଓପନର ଅହମ୍ମଦ ଶେହଜାଦ କୁଏଦ-ଇ-ଆଜାମ ଟ୍ରଫିରେ ଶୁକ୍ରବାର ସେଣ୍ଟ୍ରାଲ ପଞ୍ଜାବ ଓ ସିନ୍ଧି ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ବଲ ଟାମ୍ପରିଂ କରିଛନ୍ତି। ଏଥିନେଇ ଦଣ୍ଡ ସ୍ବରୂପ ତାଙ୍କ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ କାଟ କରାଯାଇଛି। ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri