Home Left

ଅଜବ ମହୋତ୍ସବ : ଯାହା କେବେ ଦେଖି ନ ଥିବେ

ବିଶ୍ୱରେ ଅନେକ ଉତ୍ସବ ବା ମହୋତ୍ସବ ପାଳନ କରାଯାଇଥାଏ। ବିଭିନ୍ନ ଧର୍ମରେ ଉତ୍ସବ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଇଥାଏ। ସାଧାରଣତଃ ଉତ୍ସବରେ ଲୋକେ ନୂଆ ବସ୍ତ୍ର, ଅଳଙ୍କାର ପିନ୍ଧି ସୁସ୍ବାଦୁ ବ୍ୟଞ୍ଜନର ଆୟୋଜନ କରିଥାନ୍ତି। ଅଧିକାଂଶ ସ୍ଥାନର ନାଚଗୀତର ଆସର…

ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର: ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ହେବ ଶିକ୍ଷକ କ୍ଲଷ୍ଟର। ଏନେଇ ଶନିବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଚ୍ଛିନ୍ନାଞ୍ଚଳ ଗସ୍ତ ପରେ ପ୍ରତିକ୍ରିୟା ରଖି ମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ଯା’ ଆସ କରିବାରେ…

ଅପହୃତା ନାବାଳିକା ଛାତ୍ରୀ ଉଦ୍ଧାର: ଅଭିଯୁକ୍ତ ଗିରଫ

କଣ୍ଟାପଡା,୨।୧୧(ଡି.ଏନ୍‌.ଏ.): ଓଲଟପୁର ଥାନା ଅଞ୍ଚଳର ଏକ କଲେଜରେ ପାଠ ପଢ଼ୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିବା ଅଭିଯୋଗରେ ଓଲଟପୁର ପୋଲିସ ଶନିବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହା ସହ ଅପହୃତା ନାବାଳିକାଙ୍କୁ ଉଦ୍ଧାର କରାଯାଇ ପରିବାର…

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ପ୍ରଥମ ଥର ପାଇଁ ଏକା ସାଙ୍ଗରେ ପରୀକ୍ଷା ହେଉଥିବାରୁ…

କେବଳ କେଶ ନୁହେଁ , ଏସବୁ କାର୍ଯ୍ୟରେ ବି ବ୍ୟବହାର କରାଯାଏ କଣ୍ଡିଶନର

କେଶକୁ ନରମ ଓ ଚିକ୍କଣ ରଖିବା ପାଇଁ କଣ୍ଡିଶନର ବ୍ୟବହାର କରାଯାଏ। ଏହା ଲମ୍ବା କେଶକୁ ଜଟା ସମସ୍ୟାରୁ ରକ୍ଷା କରିବା ସହ କେଶରେ ଚମକ ଆଣିଥାଏ। ଏହି କଣ୍ଡିଶନର ବିଭିନ୍ନ ପ୍ରକାରର ବ୍ୟବହାର ରହିଛି। ତେବେ ଜାଣନ୍ତୁ ଏ ସମ୍ପର୍କରେ……

ଏକାଠି ହେବାକୁ ଯାଉଛନ୍ତି ୩ ଖାଁ

ମୁମ୍ବାଇ: ବଲିଉଡ୍‌ର ୩ ଖାନ୍‌ କହିଲେ ବୁଝାଏ ଆମିର, ସଲମାନ ଓ ଶାହରୁଖ। କେବେ ଏମାନଙ୍କ ମଧ୍ୟରେ ଭଳ ସମ୍ପର୍କ ନ ଥିବା ବେଳେ ଏବେ କିନ୍ତୁ ଏମାନଙ୍କ ସମ୍ପର୍କ କିଛି ଖରାପ ନାହିଁ ବୋଲି ଶୁଣିବାକୁ ମିଳେ। ତେବେ ଏହି…

କରିନା ଉନ୍ମୋଚନ କଲେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟ୍ରଫି

ନୂଆଦିଲ୍ଲୀ,୨।୧୧- ବଲିଉଡ୍‌ ଅଭିନେତ୍ରୀ କରିନା କାପୁର ଖାଁ ଶୁକ୍ରବାର ମେଲବୋର୍ନଠାରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଟ୍ରଫି ଉନ୍ମୋଚନ କରିଛନ୍ତି। ଏ ନେଇ ଟି୨୦ ବିଶ୍ୱକପ୍‌ ପକ୍ଷରୁ ଟୁଇଟ୍‌ କରାଯାଇଛି। ମହିଳା ଟି୨୦ ବିଶ୍ୱକପ୍‌ ଆସନ୍ତା ବର୍ଷ ଫେବୃୟାରୀ ୨୧ ତାରିଖରୁ…

କଂଗ୍ରେସକୁ ଜେଡିଏସ୍‌ର ଝଟ୍‌କା: ଉପନିର୍ବାଚନରେ କୌଣସି ଦଳ ସହ ହେବ ନାହିଁ ମେଣ୍ଟ

ବେଙ୍ଗାଲୁରୁ,୨।୧୧: କର୍ନାଟକରେ ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳୁଛି। ଏହାରି ଭିତରେ ଉପନିର୍ଚାଚନ ସମୟରେ କୌଣସି ଦଳ ସହ ଜନତା ଦଳ(ସେକ୍ୟୁଲାର) ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟିକରଣ ଦେଇଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନତା…

ସୋସିଆଲ ମିଡିଆରେ ଭାଇରାଲ ହେଉଛି ‘ଇଣ୍ଡିୟାନ୍‌-୨’ର ଫଟୋ

ମୁମ୍ବାଇ: ଅଭିନେତା କମଳ ହାସନଙ୍କ ଆଗାମୀ ଫିଲ୍ମ ‘ଇଣ୍ଡିୟାନ୍‌-୨’ର ଶୁଟିଂ ଏବେ ଗ୍ବାଲିୟରକୁ ସିଫ୍ଟ କରି ଦିଆଯାଇଛି। ନିକଟରେ ଭୋପାଳରେ ୪୦ କୋଟି ଟଙ୍କା ବ୍ୟୟରେ ଏହାର ଏକ ଆକ୍ସନ ସିନ୍‌ ଶୁଟ୍‌ କରାଯାଇଥିଲା। ତେବେ ଗ୍ବାଲିୟର ସିପ୍ଟ ହେବା ଖବର…

ଅଚେତ ନ କରି ଯୁବତୀର ବ୍ରେନ ସର୍ଜରୀ କଲେ ଡାକ୍ତର, ହଜାର ହଜାର ଲୋକ ଦେଖିଲେ ଫେସବୁକ୍‌ ଲାଇଭ

ଲଣ୍ଡନ,୨।୧୧: ଚିକିତ୍ସା ଇତିହାସରେ ପ୍ରଥମ ଥର ରୋଗୀକୁ ଅଚେତ ନ କରି ବ୍ରେନ ସର୍ଜରୀ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଶୁଣିଲା ବେଳକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ଆମେରିକାର ଏକ ହସ୍ପିଟାଲରେ।…

ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ହେଲେ ହୁଡ୍ଡା

ହରିୟାଣା,୨।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ହୁଡ୍ଡାଙ୍କୁ ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ଏବେ ସେ ହରିୟାଣା ବିଧାନସଭାର ବିରୋଧୀ ଦଳ ନେତା ରହିଛନ୍ତି। ହରିୟାଣା ବିଧାନସଭା…

ନଭେମ୍ବରରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨।୧୧: ସବୁ ରାଜ୍ୟର ବ୍ୟାଙ୍କଗୁଡିକ ନଭେମ୍ବରରେ ପ୍ରାୟ ୧୨ ଦିନ ବନ୍ଦ ରହିବ ବୋଲି ଆରବିଆଇ ଓ୍ବେବସାଇଟ୍‌ ପକ୍ଷରୁ ସୂଚନା ମିଳିଛି। ଏଥିମଧ୍ୟରେ ଖାଲି ୮ଟି ଛୁଟି ଭିନ୍ନ ଭିନ୍ନ ରାଜ୍ୟର ଆଞ୍ଚଳିକ ଛୁଟି ଦିବସ ଭାବେ ସାମିଲ ହୋଇଛି। କାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri