Home Left

ଭାଜପାର ‘ରାଷ୍ଟ୍ରପତି ଶାସନ’ ବୟାନକୁ ନେଇ ଶିବସେନାର ପ୍ରତିକ୍ରିୟା

ମୁମ୍ବାଇ,୨।୧୧: ମହାରାଷ୍ଟ୍ରର ରାଜନୀତି ଡ୍ରାମା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଶିବସେନା ଏବେ ତା’ର ମୁଖପତ୍ର ‘ସାମନା’ ଜରିଆରେ ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛି। ଶିବସେନା କହିଛି ରାଷ୍ଟ୍ରପତି କ’ଣ ଭାଜପାର ପକେଟରେ ରହୁଛନ୍ତି। ଶିବସେନା ଏହା କହିବା…

ଗହୀରମଥାରେ ବେଆଇନ ମାଛଧରା: ୧୮ ମତ୍ସଜୀବୀ ଗିରଫ, ୨ ଟ୍ରଲର ଜବତ

ରାଜନଗର,୨।୧୧(ଡି.ଏନ୍‌.ଏ.): ଗହୀରମଥା ସାମୁଦ୍ରିକ ନିଷିଦ୍ଧାଞ୍ଚଳରେ ବେଆଇନ ଭାବେ ମାଛଧରୁଥିବା ୧୮ ମତ୍ସଜୀବୀଙ୍କୁ ଶନିବାର ଗିରଫ କରାଯାଇଛି। ଏଥିରେ ନିୟୋଜିତ ୨ ଟ୍ରଲରକୁ ମଧ୍ୟ ରାଜନଗର ବନ ବିଭାଗ ଜବତ କରିଛି। ଏ ନେଇ ନଂ. ୧/୧୯ରେ ଏକ ମାମଲା ରୁଜୁ ହୋଇ…

କଶ୍ମୀରରୁ କନ୍ୟାକୁମାରୀ: ୮ ଦିନରେ ସାଇକେଲ୍‌ରେ ୩୬ ହଜାର କିମି

ବେଙ୍ଗାଲୁରୁ,୨।୧୧: କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ କମ୍‌ ସମୟରେ ସାଇକେଲ ଯାତ୍ରା କରି ଲ୍ୟୁଟ୍‌ନାଟ୍‌ କଲୋନେଲ୍‌ ଭାରତ ପାନ୍ନୁ ଗିନିଜ୍‌ ରେକର୍ଡ କରିଛନ୍ତି। ସେ ଧାର୍ଯ୍ୟ ୩୬ ହଜାର କିମିକୁ ୮ ଦିନ ୯ ଘଣ୍ଟା ୪୮ ମିନିଟ୍‌ରେ ଅତିକ୍ରମ କରିପାରିଛନ୍ତି। ଭାରତ…

ସପ୍ତମାତୃକା ବେଶର ଅନ୍ତିମ ଦିବସ: ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୨ା୧୧: ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଶନିବାର ଅନ୍ତିମ ଦିବସ। ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କ ଏହି ବେଶ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଛି।…

୨୦୨୧ ଜନଗଣନା ପରେ ସାରା ଦେଶରେ ଲାଗୁ ହେବ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୨।୧୧: ରାଷ୍ଟ୍ରୀୟ ସ୍ତରରେ ୨୦୨୧ରେ ଜନ ଗଣନା ସରିବା ପରେ ସାରା ଦେଶରେ ଆସାମ ଭଳି ରାଷ୍ଟ୍ରୀୟ ଜନସଂଖ୍ୟା ରେଜିଷ୍ଟର(ଏନ୍‌ଆର୍‌ସି) ଲାଗୁ କରାଯିବ ବୋଲି ଜଣାପଡିଛି। ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର ଆନୁଷଙ୍ଗିକ ସଂଗଠନ, ସରକାରୀ ପ୍ରତିନିଧି ଓ ଭାଜପା ନେତାଙ୍କ…

‘ରାଧେ’ର ଶୁଟିଂ ଆରମ୍ଭ

ମୁମ୍ବାଇ:ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଶୁଟିଂ ଆରମ୍ଭ ହୋଇଛି। ଏହି ଫିଲ୍ମ ଆସନ୍ତା ବର୍ଷ ଇଦ୍‌ ଅବସରରେ ମୁକ୍ତିଲାଭ କରିବ। ସଲମାନ୍‌ ଶୁକ୍ରବାର ନିଜ ଟୁଇଟର ପେଜ୍‌ରେ ଫିଲ୍ମର ମହୁରତ୍‌ ବେଳର ଫଟୋ ଶେୟାର କରିଛନ୍ତି। ଫିଲ୍ମରେ…

୯୦ ବର୍ଷ ବୟସରେ ପୁଲ୍‌-ଅପ୍‌ସ: ଚର୍ଚ୍ଚାରେ ଅବସରପ୍ରାପ୍ତ ଏୟାର ମାର୍ଶାଲ

ନୂଆଦିଲ୍ଲୀ: ନିଜକୁ ଫିଟ୍‌ରଖିବା ଲାଗି ସମସ୍ତେ ଚାହାନ୍ତି। ହେଲେ ସମୟ ଅଭାବରୁ ଅଧିକାଂଶ ଜିମ୍‌ ଯିବା କିମ୍ବା ଶାରୀରିକ ପରିଶ୍ରମ କରିବା ପସନ୍ଦ କରି ନ ଥାନ୍ତି। ଫଳରେ ନାନା ରୋଗ ଅକାଳରେ ମାଡ଼ିବସେ। ବର୍ତ୍ତମାନ ସମୟରେ ଏକ ସାଧାରଣ ବ୍ୟାୟାମ…

ବାରାଣସୀରେ ବିଦ୍ୟୁତ୍‌ କାଟ୍‌: ହାଣ ମୁହଁରେ ନିର୍ଦ୍ଦେଶକ; ତଳ ପଦବୀରେ ଇଞ୍ଜିନିୟର ଭାବେ ହେଲେ ନିଯୁକ୍ତ

ଲକ୍ଷ୍ନୌ,୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରେ ବିଦ୍ୟୁତ୍‌ କାଟ୍‌ ଯୋଗୁ ଶକ୍ତିି ବିଭାଗର ଜଣେ ନିର୍ଦ୍ଦେଶକ ପ୍ରଶାସନର ହାଣ ମୁହଁରେ ପଡ଼ିଛନ୍ତି। ତାଙ୍କୁ ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀ ସରକାର ନିର୍ଦ୍ଦେଶକ ପଦବୀରୁ ହଟାଇ ତଳ ପଦବୀରେ ଇଞ୍ଜିନିୟର ଭାବେ…

ନିଯୁକ୍ତି ବାଟ ଫିଟୁନି

ଝାରସୁଗୁଡ଼ା ଏକ ଶିଳ୍ପ ବହୁଳ ଜିଲା। ଏଠାରେ ପ୍ରାୟ ୧୧ଟି ବୃହତ୍‌ ଓ ମଧ୍ୟମ ଶ୍ରେଣୀର ଶିଳ୍ପାନୁଷ୍ଠାନ ରହିଛି। ମାତ୍ର ସରକାରଙ୍କ କୋହଳ ନୀତି ଯୋଗୁ ଅଞ୍ଚଳର ବେକାର ଯୁବତୀ ଯୁବକଙ୍କ ନିଯୁକ୍ତି ପାଇଁ ବାଟ ଫିଟି ପାରୁନାହିଁ। ଏବେ ମଧ୍ୟ…

ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍‌ଟିଓରେ ଡିଏଲ୍‌ ଆବେଦନ କରିହେବ

କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ ପାଇଁ ମଧ୍ୟ ଆବେଦନ କରିପାରିବେ। ରାଜ୍ୟ ପରିବହନ କମିଶନର ସଞ୍ଜୀବ ପଣ୍ଡା ଶୁକ୍ରବାର ଏ…

ଶିବସେନାକୁ ଝଟ୍‌କା: ମେଣ୍ଟ କରିବେନି ଶରଦ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ସରକାର ଗଠନ କରିବା ଯୋଜନା କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଝଟ୍‌କା ଦେବାକୁ ଚାହଁୁଥିବା ଶିବସେନାକୁ ଲାଗିଛି ଝଟ୍‌କା। କାରଣ ଏବେ ଏନ୍‌ସିପି ନେତା ଶରଦ ପାଓ୍ବାର କେବଳ ବିରୋଧି ହୋଇ ରହିବେ ବୋଲି କହିଛନ୍ତି।…

ଉପକୂଳରେ ସବୁଜିମା ସୃଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହୋଇଯିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri