ଧାନ ଚୋରି ରୋକିବାକୁ ସୀମା ସିଲ୍, ଏସ୍ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…
ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍ ପୋଷ୍ଟ ଲଗାଇବାକୁ ଏସ୍ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ ଧାନର ବେଆଇନ ପରିବହନ ରୋକିବାକୁ ସୀମାକୁ ସିଲ୍ କରାଯାଇଥିବା ଉଲ୍ଲେଖ କରାଯାଇଛି। ବର୍ତ୍ତମାନ...
ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ
ଓ୍ବାଶିଂଟନ୍,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଚାଇନା ସମେତ ଅନ୍ୟ ଦେଶ ସହିତ ବାଣିଜ୍ୟ ସମ୍ପର୍କ ପୁନଃସ୍ଥାପିତ...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ ହେଲେ ଦୁଇ ଏଏନଏମ। ରେମୁଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ କୁଳିଗାଁ ଏଏନଏମ ତନୁସ୍ମିତା...
କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….
ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ ୫ ଫୁଟରୁ ଅଧିକ ଘନ ବରଫର ଚାଦରରେ ଆଚ୍ଛାଦିତ ଥାଏ । କିନ୍ତୁ...
ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…
ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ କେଉଁଠାରେ ଘୋଷଣା କରାଯିବ ସେ ସମ୍ପର୍କରେ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି।...
ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…
ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ ଗତିରେ ବ୍ୟାପିଛି ଯେ ଗତ ୨୫ ବର୍ଷ ମଧ୍ୟରେ ଏହାର ମାମଲା ତିନି...
ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…
ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି। ୧୪୯ ଛାତ୍ରୀଛାତ୍ର, ୭ ଶିକ୍ଷାନୁଷ୍ଠାନ ବିରୋଧରେ ମାମଲା ହୋଇଛି। ମିଥ୍ୟା ଆୟ ଓ...
ପ୍ରାଇଭେଟ୍ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି। ଆସନ୍ତୁ ଜାଣିବା EPFO କ’ଣ ସ୍ପଷ୍ଟୀକରଣ ଜାରି କରିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି...
୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…
କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍ ସେଫ୍ସ’ର ଶୁଟିଂ ପାଇଁ ସେଟରେ ବାହାରିଥିଲେ। ସକାଳେ ହଠାତ୍ ଯନ୍ତ୍ରଣା ହେବାରୁ ତାଙ୍କୁ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ ଦନ୍ତା ହାତୀ ଏବେ ଶୁଣ୍ଢୀରା ପଞ୍ଚାୟତ ନୁଆସାହି ଗ୍ରାମ ନିକଟରେ ଏକ ଗ୍ରାମ୍ୟ...
ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…
ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ଜିଲା ଚାନ୍ଦବାଲି ଏନ୍ଏସି ଅନ୍ତର୍ଗତ ବାଲିଗାଁ ୧୧ ନମ୍ବର ଓ୍ବାର୍ଡରେ। ବାସନ୍ତୀ...
୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!
ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା ବିଶ୍ୱାସ କରାଯାଉଥିଲା ଯେ ଇଂଲିଶ ତାଙ୍କ ବିବାହ ଏବଂ ହନିମୁନ ଯୋଗୁଁ କେବଳ...
Archives


