Home Left

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ ଓହରିଯିବା ଉଚିତ ଥିଲା। ତୃତୀୟ ଟେଷ୍ଟ ପୂର୍ବରୁ ବାବର ଦେଇଥିବା ଏକ ମନ୍ତବ୍ୟକୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ ନିଯୁକ୍ତି ପ୍ରକ୍ରିୟାକୁ ୩୦%ରୁ ଅଧିକ ବୃଦ୍ଧି କରିଛନ୍ତି। ଗତ ଅଗଷ୍ଟରେ ଫାଇନାନ୍ସ, ବିଏଫ୍‌ଏସ୍‌ଆଇ,…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ ଇଲାକା ନୁହେଁ ଖୋଦ୍‌ ସ୍ମାର୍ଟସିଟି ରାଉରକେଲାରେ ଏଭଳି କେତେକ ବିଦ୍ୟାଳୟ ରହିଛି ଯାହା…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ ମଧ୍ୟରେ ମ୍ୟାଚ କେବଳ ବଡ଼ ଟୁର୍ଣ୍ଣାମେଣ୍ଟ ସମୟରେ ହିଁ ଖେଳାଯାଉଛି, କାରଣ ଭାରତ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି ଅତୀତର କାହାଣୀ ନୁହେଁ ବରଂ ଏକ ଜୀବନ୍ତ ବାସ୍ତବତା। ଉକ୍ତ ବାଳିକାମାନଙ୍କ ମା’…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଏହି ଆଗୁଆ ସଙ୍କେତକୁ ଚିହ୍ନଟ କରିବା ପାଇଁ ବୈଜ୍ଞାନିକମାନେ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ ହେଲେ ରୋଗୀର ଶରୀର ଓ ମନ ପରସ୍ପରଠାରୁ ବିଚ୍ଛିନ୍ନ ହୋଇପଡ଼ିବା ଭଳି ଅବସ୍ଥା…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା ମଇଦାନରେ ତାଙ୍କର ଦମଦାର୍‌ ବୋଲିଂକୁ ନେଇ ନୁହେଁ, ବରଂ ମଇଦାନ ବାହାରେ ହୋଇଥିବା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ ଅଗରକରଙ୍କ ମୁଖ୍ୟ ଚୟନକର୍ତ୍ତା ପଦରୁ ଓହରିଯିବାର କାରଣ ଭାବରେ ଦର୍ଶାଯାଉଥିଲେ ମଧ୍ୟ, ପ୍ରକୃତ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା (ମାଟିଆଗୁଣ୍ଡି) ଆଦି ରୋଗପୋକ ଉପଦ୍ରବ ବଢ଼ି ଯାଇଛି। ଏହି ରୋଗପୋକ ବ୍ୟାପିବାରେ ଲାଗିଛି।…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ। ସେମାନେ ଅଦରକାରୀ କନାରୁ ଆକର୍ଷଣୀୟ ବେଡ୍‌ଶିଟ ତିଆରି କରୁଛନ୍ତି । ପ୍ରାରମ୍ଭିକ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?