‘ଭୟାନକ ଆକ୍ରମଣ ବାକି ରହିଛି…’, ଇରାନ ସହିତ କ’ଣ କରିବ ଆମେରିକା? ଯୁଦ୍ଧ ପଛର ଯୋଜନା କହିଲେ ମାର୍କୋ ରୁବିଓ
ଓ୍ବାଶିଂଟନ,୩।୩: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ କହିଛନ୍ତି ଯେ ଇରାନ ଉପରେ ଚାଲିଥିବା ଆମେରିକାର ଆକ୍ରମଣର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସରକାର ପରିବର୍ତ୍ତନ କରିବା ନୁହେଁ, ବରଂ ଏହାର ବାଲିଷ୍ଟିକ କ୍ଷେପଣାସ୍ତ୍ର କ୍ଷମତାକୁ ନଷ୍ଟ କରିବା। ସେ ବ୍ୟାଖ୍ୟା କରିଛନ୍ତି…
କଂଗ୍ରେସର ବରିଷ୍ଠ ନେତାଙ୍କ ପରଲୋକ, ରାଜନୈତିକ ମହଲରେ ଶୋକ
ନୂଆଦିଲ୍ଲୀ,୩।୩: ହୋଲି ପୂର୍ବରୁ କଂଗ୍ରେସ ଏକ ବଡ଼ କ୍ଷତି ସହିଛି। ଦଳର ନେତା ଏବଂ ପୂର୍ବତନ କେନ୍ଦ୍ର ମନ୍ତ୍ରୀ କେପି ଉନ୍ନିକୃଷ୍ଣନଙ୍କ ଦେହାନ୍ତ ହୋଇଛି। ସେ କେରଳର କୋଝିକୋଡର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ପୂର୍ବତନ କେନ୍ଦ୍ର…
ମିଲରଙ୍କ ମନମାନି: ମାସେ ହେବ ମଣ୍ଡିରୁ ଉଠୁନି ଧାନ
ମହାକାଳପଡ଼ା,୩ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ସମବାୟ ସମିତି ମଣ୍ଡିରେ ଶହ ଶହ କୁଇଣ୍ଟାଲ ଧାନ ମାସ ମାସ ଧରି ପଡ଼ି ରହିଛି। ଏଥି ମଧ୍ୟରେ ପଞ୍ଜୀକୃତ ଚାଷୀଙ୍କ ଧାନ ବିକ୍ରୟ କରିବା ଅବଧି ତାରିଖ ଶେଷ…
ଟି-୨୦ରେ ନୂଆ ରେକର୍ଡ ସୃଷ୍ଟି କଲେ ସୂର୍ଯ୍ୟକୁମାର, ରୋହିତ ଶର୍ମାଙ୍କୁ ପକାଇଲେ ପଛରେ…
ନୂଆଦିଲ୍ଲୀ,୩।୩: ଭାରତୀୟ ଟି-୨୦ କ୍ରିକେଟରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବେ ଭାରତର ସବୁଠାରୁ ସଫଳ ଟି-୨୦ ଅନ୍ତର୍ଜାତୀୟ ଅଧିନାୟକ ହୋଇଛନ୍ତି। ବିଜୟ ପ୍ରତିଶତ ଦୃଷ୍ଟିରୁ ସେ ପୂର୍ବତନ ଅଧିନାୟକ ରୋହିତ…
ମା’ ଭୈରବୀ ଯାତ୍ରାରେ ଖେଳିଗଲା ଚାଞ୍ଚଲ୍ୟ: ଯୁବକଙ୍କୁ ନିର୍ମମ ହତ୍ୟା
କୋରାପୁଟ, ୩।୩(ଅମିତାଭ ବେହେରା): କୋରାପୁଟ- ସୁନାବେଡା ୨୬ ନଂ ଜାତୀୟ ରାଜପଥର ଦୁରୁଗୁଡା ନିକଟରେ ଥିବା ମା’ ଭୈରବୀ ଠାକୁରାଣୀ ଯାତ୍ରାରେ ଏକ ହତ୍ୟାକାଣ୍ଡ ଘଟିଯାଇଛି। ଦୁରୁଗୁଡା ଗ୍ରାମର ରାଜୁ ମୁଦୁଲି (୩୫) ନାମକ ଯୁବକକୁ ହତ୍ୟା କରାଯାଉ ନିକଟସ୍ଥ ରେଳ…
‘ପାକିସ୍ତାନ ସହିତ ଆଉ ଏକ ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ ହେଉଛି’: ଅପରେଶନ ସିନ୍ଦୂର ୨ ପୂର୍ବରୁ ଥରିଲେ ଜର୍ଦ୍ଦାରୀ
ଇସଲାମାବାଦ,୩।୩: ଭାରତ ପାକିସ୍ତାନ ଉପରେ ଆଉ ଏକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି। ଅପରେଶନ ସିନ୍ଦୂରରେ ଏକ ବଡ଼ ପରାଜୟ ବରଣ କରିଥିବା ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦ୍ଦାରୀ ସଂସଦର ଏକ ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ସମୟରେ ଏହି…
ବଢିଲା ଯୁଦ୍ଧର ପରିସର, ଆମେରିକା ଦୂତାବାସ ଉପରେ ଡ୍ରୋନ ଆକ୍ରମଣ
ରିୟାଦ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ରିୟାଦରେ ଥିବା ଆମେରିକୀୟ ଦୂତାବାସ ଉପରେ ଡ୍ରୋନ ଆକ୍ରମଣ ନିଆଁ ଲଗାଇ ଦେଇଛି। ସାଉଦି ଆରବ କହିଛି ଯେ ଏହା ଚାରୋଟି ପ୍ରୋଜେକ୍ଟାଇଲକୁ ଖସାଇ…
ବର୍ଷା ଯୋଗୁ ଯଦି ଭାରତ-ଇଂଲଣ୍ଡ ଟି-୨୦ ବିଶ୍ୱକପ ସେମିଫାଇନାଲ ବାତିଲ ହୁଏ, ତେବେ କିଏ ଯିବ ଫାଇନାଲକୁ? ଜାଣନ୍ତୁ କ’ଣ କହୁଛି ICC ନିୟମ
ନୂଆଦିଲ୍ଲୀ,୩।୩: ଭାରତ ଏବଂ ଇଂଲଣ୍ଡ ମାର୍ଚ୍ଚ ୫ରେ T20 ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ମୁମ୍ବାଇର ଐତିହାସିକ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାକୁ ଅଛି। ତଥାପି, ଏହି ମହା ମୁକାବିଲା ପୂର୍ବରୁ, ପ୍ରଶଂସକଙ୍କ ମନରେ ଏକ ବଡ଼…
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି
ଭୁବନେଶ୍ୱର,୩।୩: ଇରାନ- ଆମେରିକା ଯୁଦ୍ଧ ନେଇ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ…
ସେମିଫାଇନାଲରେ ଭାରତ ଖେଳ ବିଗାଡ଼ି ପାରନ୍ତି ଏହି ୫ ଇଂଲଣ୍ଡ ଖେଳାଳି
ମୁମ୍ବାଇ,୩।୩: ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଭାରତ ଦୁଇଥର ଚାମ୍ପିଅନ ଇଂଲଣ୍ଡକୁ ଭେଟିବ। ଏହି ଟୁର୍ନାମେଣ୍ଟରେ ଇଂଲଣ୍ଡ ଅନେକ ମ୍ୟାଚ୍ରେ ସଂଘର୍ଷ କରିଛି, କିନ୍ତୁ ପ୍ରତ୍ୟେକ ଥର ଜଣେ ଖେଳାଳି ଆଗକୁ ବଢ଼ି…
ହାସିସ୍ ତେଲ ଜବତ ପରେ ଚିତଲପଡ଼ା ଟାପୁରୁ ଶତାଧିକ କଡ଼କନାଥ, ଟର୍କି କୁକୁଡ଼ା ଉଭାନ
ନନ୍ଦପୁର,୩।୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଓ ପାଡୁଆ ପୋଲିସର ମିଳିତ ଚଢ଼ାଉରେ ନନ୍ଦପୁର ବ୍ଲକ ପରଜାବଡପଡ଼ା ପଞ୍ଚାୟତ ଜଳଘେରିରେ ଥିବା ଚିତଲପଡ଼ା ଟାପୁରେ ୧୮୦୦ ଲିଟର ଗଞ୍ଜେଇ ତେଲ(ହାସିସ୍ ଅଏଲ) ଓ ୧୦୦୦ କିଲୋ ଗଞ୍ଜେଇ ଜବତ ପରେ ଉକ୍ତ ଟାପୁରେ…
ସୁଡ଼ଙ୍ଗରେ ଭରି ରହିଛି ଇରାନର ବିପୁଳ ଯୁଦ୍ଧାସ୍ତ୍ର
ତେହରାନ୍,୩ା୩: ଇରାନ ଗପ୍ତରେ ଏହାର ଭୂତଳ ଅସ୍ତ୍ର ଭଣ୍ଡାର ଏବଂ ସୁଡ଼ଙ୍ଗରେ ବିପୁଳ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛି। ସୋମବାର ଇରାନ ସେନା(ଆଇଆର୍ଜିସି) ପକ୍ଷରୁ ଏହାର ଏକ ଭିଡିଓ ଫୁଟେଜ୍ ଜାରି କରାଯାଇଛି। ଏହି ଫୁଟେଜ୍ରେ ଅନେକ ଶହ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର…
Archives


