ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର
କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି ଦୁଇ ଯୁବକଙ୍କ ଉପରେ ମରଣାନ୍ତକ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ…
କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍
ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ ହୋଇଥିବା ୟୁଟ୍ୟୁବର ତଥା ଇନଫ୍ଲ୍ୟୁଏନ୍ସର ବର୍ତ୍ତମାନ ସାମାଜିକ, ରାଜନୈତିକ, ପରିବେଶଗତ ଓ ଟ୍ରେଣ୍ଡି…
ସୌରାଷ୍ଟ୍ରରୁ ଖେଳିବେ ଜାଡେଜା
ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ ପଦ ବଜାୟ ରଖିଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ସିରିଜରେ ୨-୧ରେ ବିଜୟ…
୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ
ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ କାର୍ଯ୍ୟାଳୟ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଏଭଳି ଅବହେଳା ଦୃଷ୍ଟିକୁ ଅସିଛି। ସରକାରୀ ନଥିପତ୍ର…
ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀମାନେ ପାଞ୍ଚଟି ପଦବୀ ପାଇଁ…
ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ
ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା, ସୁନା ଅଳଙ୍କାର, ମୋବାଇଲ୍ ଫୋନ୍ ଓ ଲୁଗା ଚୋରି ମାମଲାରେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ…
ଚଳନ୍ତା ସ୍କୁଲ ବସ୍ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…
କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍ ନଂ ଓ ୦୩-ଏନ, ୬୯୪୫ରେ ଏକ ୫ ଫୁଟର ନାଗ ସାପ ରହିଥିଲା। ସ୍କୁଲ ଛୁଟି ହେବାପରେ କେସିଙ୍ଗା…
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି ନେଇ ଏଲପିଜି (LPG) ଗ୍ୟାସ ସିଲିଣ୍ଡରର ନୂଆ କନେକ୍ସନ ଉପରେ ରୋକ ଲଗାଇ…
ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ
କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ ଅତିଥିମାନେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିବା ସହ ତାଙ୍କ ତ୍ୟାଗ, ସେବା ଓ…
ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…
ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ କମ୍ପାନୀର ଅନ୍ୟାୟ, ଅନୀତି ବିରୁଦ୍ଧରେ ଜିଲା ବିକାଶ ପରିଷଦ ସହଯୋଗରେ ବ୍ଲକ ବିଶକର୍ମା…
ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…
ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ କରାଯାଇଛି। ନାମାଙ୍କନ ଦାଖଲକୁ ନେଇ ମହାବିଦ୍ୟାଳୟ ପରିସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଓ…
ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ ଅଳିଆ ଆବର୍ଜନା ଉଠି ପାରୁନାହିଁ। ଏନେଇ କର୍ତ୍ତୃପକ୍ଷଙ୍କୁ ଅଞ୍ଚଳବାସୀ ଅନେକ ଥର ଅଭିଯୋଗ…

