Home Left

ଅଯୋଧ୍ୟା ରାୟ ପୂର୍ବରୁ ଶାନ୍ତ ରହିବାକୁ ଧର୍ମୀୟ ନେତାଙ୍କ ଆହ୍ବାନ

ଲକ୍ଷ୍ନୌ,୨ା୧୧: ଅଯୋଧ୍ୟା ଜମି ବିବାଦ ମାମଲା ରାୟ ଖୁବ୍‌ଶୀଘ୍ର ପ୍ରକାଶ ପାଇବାକୁ ଥିବାବେଳେ ଏହା ପୂର୍ବରୁ ଜନସାଧାରଣଙ୍କୁ ଶାନ୍ତ ରହିବା ପାଇଁ ବିଭିନ୍ନ ହିନ୍ଦୁ ଓ ମୁସଲମାନ ସଂଗଠନ ଏବଂ ଧର୍ମୀୟ ନେତାମାନେ ଆହ୍ବାନ ଦେଇଛନ୍ତି। ସାମ୍ପ୍ରଦାୟିକ ସଦ୍‌ଭାବନା ବଜାୟ ରଖିବା…

ଜୀବବିଜ୍ଞାନ ପ୍ରତିଷ୍ଠାନର ୧୮ତମ ବାର୍ଷିକ ଅଧିବେଶନ: ଦକ୍ଷ ହେବେ ସ୍କୁଲ୍‌, କଲେଜ ବିଜ୍ଞାନ ଶିକ୍ଷକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ବିଜ୍ଞାନ ଶିକ୍ଷକଙ୍କୁ ଅଧିକ ଦକ୍ଷ କରିବା ଲାଗି ସ୍ବତନ୍ତ୍ର ତାଲିମ ଦେବେ ରାଜ୍ୟ ସରକାର। ରାଜ୍ୟରେ କାର୍ଯ୍ୟରତ ସ୍କୁଲ ଓ କଲେଜର ବିଜ୍ଞାନ ଶିକ୍ଷକ ଓ ଅଧ୍ୟାପକଙ୍କୁ ଉଚ୍ଚତର ତଥା ଗୁଣାତ୍ମକ ତାଲିମ ଦେବା ନିମନ୍ତେ ବିଜ୍ଞାନ ଓ କାରିଗରି…

କେରଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏସ୍‌ଡିଏ ଅଧ୍ୟକ୍ଷ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଶୁକ୍ରବାର କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ କେ.କେ. ଶୈଳଜା ଟିଚରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଓଏସ୍‌ଡିଏ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଶୈଳଜା ବୁଝିଥିଲେ। ସମଗ୍ର ଦେଶରେ…

ନଡ଼ା ପୋଡ଼ି ୪୧% କମିଛି

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣ ପାଇଁ ପଡୋଶୀ ପଞ୍ଜାବ ଓ ହରିୟାଣାରେ ପର୍ଯ୍ୟାପ୍ତ ନଡ଼ା ପୋଡ଼ାଯିବାକୁ ଅଧିକାଂଶ ଦାୟୀ କରୁଛନ୍ତି। ତେବେ ପୂର୍ବ ୩ ବର୍ଷ ତୁଳନାରେ ଉପରୋକ୍ତ ଦୁଇ ରାଜ୍ୟରେ ନଡ଼ା ପୋଡ଼ାଯିବା ପାଖାପାଖି ୪୧ ପ୍ରତିଶତ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ

କାକଟପୁର, ୨ା୧୧(ଡି.ଏନ୍‌.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ ପାଠ ପଢ଼ାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ମନ୍ତ୍ରୀ ଗଣିତ ପଢ଼ାଇଥିଲେ। ଛାତ୍ରୀଛାତ୍ରମାନେ ମଧ୍ୟ ଜଣେ ଆଇଆଇଟି…

ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଏମ୍‌ପି ପିଡିପିରୁ ବିଦା

ଶ୍ରୀନଗର,୨ା୧୧(ପି.ଟି.): ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେଇଥିବା ପିଡିପି ରାଜ୍ୟ ସଭା ସଦସ୍ୟ ନାଜିର ଅହମଦ ଲଓ୍ବେଙ୍କୁ ଶୁକ୍ରବାର ଦଳରୁ ବହିଷ୍କାର କରାଯାଇଛି। ଦଳବିରୋଧୀ କାର୍ଯ୍ୟ ଲାଗି ତାଙ୍କୁ ପ୍ରାଥମିକ ସଭ୍ୟ ପଦରୁ ବହିଷ୍କାର କରାଯାଇଥିବା ପିଡିପି…

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ

ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ ବିଭ୍ରାଟ ଦେଖାଯାଇଛି। ବିଭିନ୍ନ ସ୍କୁଲରେ ପ୍ରଶ୍ନପତ୍ର ଅଭାବ ହେବାରୁ କେଉଁଠି ଜେରକ୍ସ ତ ଆଉ…

୨୦୦୮ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ

ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍‌ଏସ୍‌): ୧୨ ବର୍ଷ ତଳର ସିଆର୍‌ପିଏଫ୍‌ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଦୋଷୀସାବ୍ୟସ୍ତ କରିଛନ୍ତି। ପ୍ରମାଣ ଅଭାବରୁ ଅନ୍ୟ ୨ ଜଣଙ୍କୁ ନିର୍ଦ୍ଦୋଷରେ ମୁକ୍ତ କରାଯାଇଛି। ଦୋଷୀସାବ୍ୟସ୍ତ ୬…

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ପ୍ରତିଷ୍ଠା ଦିବସ: ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସମ୍ମାନଜନକ ଜୀବନ ବଞ୍ଚିବା ପ୍ରତ୍ୟେକ ଶିଶୁର ମୌଳିକ ଓ ଜନ୍ମଗତ ଅଧିକାର। ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ କେବଳ ସରକାର ନୁହନ୍ତି, ସାମାଜିକ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷମାନେ ମଧ୍ୟ ଯତ୍ନବାନ ହେବା ଆବଶ୍ୟକ ବୋଲି ମହିଳା ଓ ଶିଶୁ…

ପୂର୍ବତଟ ରେଳପଥର ଭିଜିଲାନ୍ସ ବୁଲେଟିନ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ପୂର୍ବତଟ ରେଳପଥ ପକ୍ଷରୁ ଭିଜିଲାନ୍ସ ବୁଲେଟିନ ଉନ୍ମୋଚନ କରାଯାଇଛି। ଶୁକ୍ରବାର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନଠାରେ ଏକ ପୁରସ୍କାର ବିତରଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଭିନ୍ନ ସ୍କୁଲ୍‌ର ଛାତ୍ରୀଛାତ୍ରଙ୍କୁ ନେଇ ରଚନା, ଡ୍ରଇଂ…

ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି, ପାର୍କିଂ ଫିକୁ ବିରୋଧ

ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ବିଏମ୍‌ସି ହୋଲ୍ଡିଂ ଟିକସ ବୃଦ୍ଧି ଓ ବେଆଇନ ପାର୍କିଂ ଫି ଆଦାୟକୁ ତୀବ୍ର ବିରୋଧ କରିଛି ସମାଜବାଦୀ ପାର୍ଟି, ସିପିଏମ୍‌, ଫର୍‌ଓ୍ବାର୍ଡ଼ ବ୍ଲକ୍‌ ଓ ସିପିଆଇ(ଏମଏଲ)। ଶୁକ୍ରବାର ଏହି ୪ ଦଳ ମିଳିତ ଭାବେ ଭୁବନେଶ୍ୱର ମହାନଗର ନିଗମ…

କିଟ୍‌ ଓ କିସ୍‌ ପରିଦର୍ଶନ କଲେ ରିଜିଜୁ: ଅଲିମ୍ପିକ୍ସରେ ଭାରତକୁ ଜିତାଇବେ ଜନଜାତି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଅଲିମ୍ପିକ୍ସରେ ଜନଜାତି ଛାତ୍ରୀଛାତ୍ରଙ୍କ ଭୂମିକା ଯଥେଷ୍ଟ ଗୁରୁତ୍ୱ ବହନ କରିବ। ଭାରତରେ ପ୍ରତିଭାର ଅଭାବ ନାହିଁ। ଦେଶର ଗ୍ରାମାଞ୍ଚଳରେ ବହୁ କ୍ରୀଡା ପ୍ରତିଭା ଲୁକ୍କାୟିତ ଭାବେ ରହିଛନ୍ତି। ଏହି ପ୍ରତିଭାଙ୍କୁ ଲୋକଲୋଚନକୁ ଆଣିବାକୁ ହେଲେ ଆମକୁ ଉପଯୁକ୍ତ ପଦକ୍ଷେପ ନେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri