ରୋଡ୍ ରୋମିଓଙ୍କ ଦୌରାତ୍ମ୍ୟରେ ଛାତ୍ରୀ ଅତିଷ୍ଠ: ଉପଜିଲାପାଳ, ଥାନାଧିକାରୀଙ୍କୁ ଦାବିପତ୍ର
ଭଞ୍ଜନଗର,୨।୧୧(ଡି.ଏନ.ଏ.)-ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଷ୍ଟ୍ରିଟ ରୋମିଓମାନେ ଘୂରି ବୁଲୁଛନ୍ତି। ଛାତ୍ରୀମାନଙ୍କୁ ଯିବାଆସିବାବେଳେ କମେଣ୍ଟ ମାରୁଛନ୍ତି, ଯାହାକୁ ନେଇ ଛାତ୍ରୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କଲେଜ ସମ୍ମୁଖ ରାସ୍ତାଟି ସହରର ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତା ହୋଇଥିବାବେଳେ ଉକ୍ତ…
ଆମ୍ବପୁଆରେ ମଦ ଦୋକାନକୁ ବିରୋଧ
ବ୍ରହ୍ମପୁର ଅଫିସ୍,୨ା୧୧-ଆମ୍ବପୁଆରେ ଏକ ମଦ ଦୋକାନ ଖୋଲିବାକୁ ଅବକାରୀ ବିଭାଗ ତରଫରୁ ଅନୁମତି ଦିଆଯାଇଛି। ଏହାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ୩୯ ଏବଂ ୪୦ ନମ୍ବର ୱାର୍ଡ଼ ବାସିନ୍ଦା ତୀବ୍ର ବିରୋଧ କରୁଛନ୍ତି। ଏନେଇ ଏକ ଦାବିପତ୍ର ସେମାନେ ଅବକାରୀ କମିଶନର୍…
ଜବତ ମାଙ୍କଡ଼ା ବୋଝେଇ ୩ ଟ୍ରକ ଛଡାଇନେଲେ: ତହସିଲଦାରଙ୍କ ପାଖରେ ନାହିଁ ଖବର
ରଣପୁର,୨ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ତହସିଲ ପଟିଆ ଗଁ।ରେ ଗୁରୁବାର ରାତିରେ ଫୋର୍ସଙ୍କ ଉପସ୍ଥିତିରେ ଜବତ ହୋଇଥିବା ୪ ମାଙ୍କଡା ପଥର ବୋଝେଇ ଟ୍ରକ ମଧ୍ୟରୁ ୩ଟିକୁ ପଥର ଚୋର ଛଡାଇ ନେଇଛନ୍ତି। ପରେ ଚାନ୍ଦପୁର ଥାନା ପୋଲିସ ସହାୟତାରେ ରାଜସ୍ବ…
ଦୁଇ ବର୍ଷର ନିମ୍ନ ସ୍ତରରେ ମାନୁଫାକଚରିଂ ପିଏମ୍ଆଇ
ନୂଆଦିଲ୍ଲୀ,୨-୧୧: ଅକ୍ଟୋବରରେ ଦେଶର ମାନୁଫାକଚରିଂ କାର୍ଯ୍ୟକଳାପ ଦୁର୍ବଳ ସ୍ଥିତିରେ ରହିଛି। ଶିଳ୍ପୟୁନିଟରୁ ଉତ୍ପାଦନ ଏବଂ ଅର୍ଡର ଲାଭ ଦୁଇ ବର୍ଷର ନିମ୍ନ ସ୍ତରକୁ ଖସିଥିବା ଶୁକ୍ରବାର ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ରହିଛି। ଆଇଏଚ୍ଏସ୍ ମାର୍କିଟ ଇଣ୍ଡିଆ ପକ୍ଷରୁ ପ୍ରକାଶ ପାଇଥିବା…
ସୁଧୁରୁନି ବଉଳିଗଡ଼ ବିଦ୍ୟାଳୟ ସମସ୍ୟା:୮ ଶ୍ରେଣୀକୁ ୩ କୋଠରି
ବଅଁରପାଳ, ୨ା୧୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ବଉଳିଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନ ହେଲା ସମସ୍ୟା ଲାଗି ରହିଛି। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ପାଠପଢୁଥିବାବେଳେ ସ୍କୁଲରେ ଶିକ୍ଷାର ଗୁଣବତ୍ତା, ଭିତ୍ତିଭୂମି, ଶିକ୍ଷକ ନିଯୁକ୍ତି ଆଦି ଦିଗରେ…
ଦେଓଧର ଟ୍ରଫି: ଫାଇନାଲରେ ଭାରତ ସି’ : ମୟଙ୍କ, ଶୁବମନଙ୍କ ଶତକ
ରାଞ୍ଚି,୨।୧୧(ପି.ଟି.)- ଦୁଇ ଓପନର ଶୁବମନ ଗିଲ୍, ମୟଙ୍କ ଅଗ୍ରଓ୍ବାଲଙ୍କ ଦମ୍ଦାର ଶତକୀୟ ପାଳି ଓ ଅଫ୍ ସ୍ପିନର ଜଲାଜ ସାକସେନାଙ୍କ ୭ ଉଇକେଟ ସଫଳତା ସହାୟତାରେ ଭାରତ ସି ୨୩୨ ରନରେ ଭାରତ ଏ’କୁ ପରାସ୍ତ କରି ୪ ପଏଣ୍ଟ ହାସଲ…
ଦୃଷ୍ଟିଶକ୍ତି ବୃଦ୍ଧି କରେ ଗାଜର
ଗାଜର ଶରୀର ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଥାଏ। ଏହାସହ କର୍କଟ ପରି ରୋଗରୁ ରକ୍ଷା କରିଥାଏ। ଗାଜରରେ ପୋଷକ ତତ୍ତ୍ବ, ଭିଟାମିନ-ଏ ଏବଂ ଆଣ୍ଟି-ଅକ୍ସିଡାଣ୍ଟ ଥିବାରୁ ତାହା ଶରୀର ପାଇଁ ଲାଭଦାୟକ ରହିଥାଏ। ପ୍ରତିଦିନ ଗୋଟିଏ ଗାଜର ଖାଇଲେ…
ସ୍ତ୍ରୀଙ୍କ ସାମ୍ନାରେ ହରଭଜନ କହୁ କହୁ କହିଦେଲେ ଏହି କଥା
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଲେଗ୍ ସ୍ପିନର ହରଭଜନ ସିଂ ସ୍ତ୍ରୀ ଗୀତା ବାସ୍ରାଙ୍କ ସହ କପିଲ ଶର୍ମା କମେଡି ଶୋ’ରେ ପହଞ୍ଚିଥିଲେ। ଏହି ଶୋ’ ସେ କେମିତି ଇଂରାଜୀ ଶିଖିଥିଲେ ତା ପଛର କାହାଣୀ ବଖାଣିଛନ୍ତି। ସବୁଠୁ ରୋଚକ କଥା…
ୱାର୍ଡସଭ୍ୟଙ୍କୁ ଛୁରାମାଡ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି,୧ା୧୧(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ କରପଡା ପଞ୍ଚାୟତ ଦେଓଖାଳି ଗ୍ରାମର ୱାର୍ଡସଭ୍ୟ ଗଣପତି ପାତ୍ରଙ୍କୁ ଶୁକ୍ରବାର ରାତିରେ ଛୁରାମାଡ ହୋଇଛି। ରାତି ପ୍ରାୟ ସାଢେ ୯ ଟାରେ ଗଣପତି ଘରକୁ ଫେରୁଥିବାବେଳେ ଗଁାଛକ ନିକଟରେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କେତେକ ଦୁର୍ବୃତ୍ତ…
ଏଫଆଇଏଚ୍ ଅଲିମ୍ପିକ୍ କ୍ବାଲିଫାୟର୍ସ: ଭାରତୀୟ ମହିଳା ଦଳର ଦମଦାର ବିଜୟ
ଭୁବନେଶ୍ୱର, ୧\୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଏଫ୍ଆଇଏଚ୍ ଅଲିମ୍ପିକ୍ କ୍ବାଲିଫାୟର୍ସ ହକିର ମହିଳା ବିଭାଗ ମ୍ୟାଚରେ ଭାରତ ୫-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି ଫଳରେ ଭାରତର ଅଲିମ୍ପିକ୍ସ ଯୋଗ୍ୟତା ସମ୍ଭାବନା ଦୃଢ଼ୀଭୂତ ହୋଇଛି କ୍ବାଲିଫାୟର୍ସର ଦ୍ୱିତୀୟ ମ୍ୟାଚ…
ଜବରଦଖଲ ଉଚ୍ଛେଦ କଲେ ଯୁବଗୋଷ୍ଠୀ
ରୂପ୍ସା, ୧।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକର ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ହଳଦୀପାଳ ବଜାରରେ ଶୁକ୍ରବାର ସ୍ଥାନୀୟ ସ୍ବଚ୍ଛ ସବୁଜ ଯୁବଗୋଷ୍ଠୀ ତରଫରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଦୀର୍ଘଦିନ ଧରି ଏହି ବଜାର ରାସ୍ତା ପାର୍ଶ୍ୱରେ ମାଛ ଦୋକାନୀମାନେ ଅସ୍ଥାୟୀ ଘର ନିର୍ମାଣ କରି…
ଟି୨୦ ସିରିଜ: ଅଷ୍ଟ୍ରେଲିଆର କ୍ଲିନ୍ ସୁଇପ୍
ମେଲବୋର୍ନ,୧।୧୧ (ଏଏଫ୍ପି)- ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରଜରେ ଘରୋଇ ଅଷ୍ଟ୍ରେଲିଆ କ୍ଲିନ୍ ସୁଇପ୍ କରିଛି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୧୪ଟି ବାଲ ବାକି ଥାଇ ୭ ଉଇକେଟରେ ଶ୍ରୀଲଙ୍କାକୁ…
Archives


