ଏସୀୟ ରାଷ୍ଟ୍ରରେ ହେବ ଓଡ଼ିଶା ପର୍ଯ୍ୟଟନର ପ୍ରଚାର
ଭୁବନେଶ୍ୱର,୨୧। ୧(ବ୍ୟୁରୋ): ୨୦୨୨ ସୁଦ୍ଧା ୨କୋଟି ୫୦ଲକ୍ଷ ପର୍ଯ୍ୟଟକଙ୍କୁ ଓଡ଼ିଶା ଆଣିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ପର୍ଯ୍ୟଟନ ଶିଳ୍ପରେ ହେଉଥିବା ପୁଞ୍ଜି ବିନିଯୋଗକୁ ଦୃଷ୍ଟିରେ ରଖି ସେହି ଅନୁଯାୟୀ ଉଭୟ ଦେଶୀୟ ଓ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ବୃଦ୍ଧି କରିବାକୁ…
ଭୁଲ ତଥ୍ୟ ଦେଇ ବିବାଦରେ ତ୍ରୀନଗର ବିଧାୟକ: ଏଏପି କାଟିଲା ପ୍ରାର୍ଥୀ ଟିକେଟ
ନୂଆଦିଲ୍ଲୀ,୨୧।୧: ପୂର୍ବତନ ମନ୍ତ୍ରୀ ତଥା ଦିଲ୍ଲୀ ତ୍ରୀନଗରରୁ ବିଧାୟକ ଜିତେନ୍ଦ୍ର ସିଂହ ତୋମାରଙ୍କ ଟିକେଟକୁ ଆମ ଆଦମୀ ପାର୍ଟି (ଏଏପି) କାଟିଦେଇଛି। ଜିତେନ୍ଦ୍ରଙ୍କ ଟିକେଟ କାଟି ତାଙ୍କ ପତ୍ନୀ ପ୍ରୀତିଙ୍କୁ ଟିକେଟ ଦିଆଯାଇଥିବା ଜଣାପଡ଼ିଛି। ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲର ଶେଷ…
ହାତୀ ଆକ୍ରମଣରେ ଚାଷୀ ମୃତ
ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା…
ସଚିନ୍ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ
ସିଡ୍ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍ ଖୁବ୍ ଶୀଘ୍ର କୋଚ୍ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ୍ ଟିମ୍ ପକ୍ଷରୁ କୁହାଯାଇଛି ଯେ, ସଚିନ୍ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି…
ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର
ପୁରୀ ଅଫିସ,୨୧।୧:ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମତ୍ସ୍ୟ ବ୍ୟବସାୟୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶ ରପ୍ତାନି କରୁଛନ୍ତି। ସାଧାରଣ ମତ୍ସ୍ୟଜୀବୀମାନେ ଏହି ମାଛର ମୂଲ୍ୟ ଜାଣିପାରୁ ନ ଥିବାବେଳେ କମ୍ ଟଙ୍କାରେ…
ମାଲେସିଆ ଭାରତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅକ୍ଷମ: ମୋହାତିର୍ ମହମ୍ମଦ୍
କୁଆଲାଲମ୍ପୁର,୨୧।୧: ଭାରତ ମାଲେସିଆରୁ ପାମ୍ ଅଏଲ୍ ଆମଦାନୀ କରିବା ଉପରେ କଡ଼ା କଟକଣା ଜାରି କରିଛି। ତେବେ ଏହାକୁ ନେଇ ମାଲେସିଆ ପ୍ରଧାନମନ୍ତ୍ରୀ ମୋହାତିର୍ ମହମ୍ମଦ୍ ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ, ଭାରତ ଭଳି ବୃହତ୍ ଅର୍ଥବ୍ୟବସ୍ଥା ବିରୋଧରେ ଦୃଢ଼…
କେଜରିଓ୍ବାଲଙ୍କ ବିପକ୍ଷରେ ଲଢିବାକୁ ଭାଜପା ଘୋଷଣା କଲା ପ୍ରାର୍ଥୀଙ୍କ ନାମ
ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି) ସହ ମେଣ୍ଟ କରିବା ପରେ ସମସ୍ତ ୭୦ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏଥିରେ ଭାଜପା…
ଇଣ୍ଟରନେଟ୍ ସର୍ଚ୍ଚରେ ଏକ ନମ୍ବର ସ୍ଥାନରେ ବିରାଟ କୋହଲୀ: ଦ୍ୱିତୀୟ ସ୍ଥାନରେ ଧୋନୀ
ନୂଆଦିଲ୍ଲୀ,୨୧।୧: କ୍ରିକେଟ୍ ଖେଳରେ ଶ୍ରେଷ୍ଠତ୍ୱ ଜାରି ରଖିଥିବା ବିରାଟ କୋହଲୀ ଇଣ୍ଟରନେଟ୍ ସର୍ଚ୍ଚରେ ମଧ୍ୟ ଏକ ନମ୍ବର ସ୍ଥାନରେ ରହିଛନ୍ତି। ୨୦୧୫ ଡିସେମ୍ବର ରୁ ୨୦୧୯ ଡିସେମ୍ବର ମଧ୍ୟରେ ସର୍ବାଧିକ ୟୁଜର ବିରାଟଙ୍କୁ ସର୍ଚ୍ଚ କରିଛନ୍ତି। ଏନେଇ ହୋଇଥିବା ଏକ ସର୍ଭେ…
୧୨ ଘଣ୍ଟିଆ ବୌଦ୍ଧ ବନ୍ଦ
ବୌଦ୍ଧ,୨୧।୧(ସ୍ବ.ପ୍ର): ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପରେ ବୌଦ୍ଧ ଜିଲାରେ ଜମି ହରାଇଥିବା ପ୍ରଜାମାନେ ବଜାର ଦର ଆଧାରରେ କ୍ଷତିପୂରଣ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଡାକରା ଦେଇଛନ୍ତି। କ୍ଷତିଗ୍ରସ୍ତ ପ୍ରଜା ସମିତି ପକ୍ଷରୁ ସକାଳ ୬ଟାରୁ ସହରର ବ୍ରିଜ୍ ଛକଠାରେ…
ଜେଇଇ ମେନ୍ରେ ଉଜ୍ଜ୍ୱଳଙ୍କ ସଫଳତା ରଖିଛନ୍ତି ୯୯. ୯୯ ପ୍ରତିଶତ
ଭୁବନେଶ୍ୱର, ୨୧।୧(ବ୍ୟୁରୋ): ନିକଟରେ ପ୍ରକାଶ ପାଇଥିବା ଜେଇଇ ମେନ୍ ପରୀକ୍ଷାରେ ୯୯.୯୯ ପ୍ରତିଶତ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି ଓଡ଼ିଶାର ଉଜ୍ଜ୍ୱଳ ଜ୍ୟୋତି ପଣ୍ଡା। ଶତ ପ୍ରତିଶତ ମାର୍କ ରଖିଥିବା ୯ ଛାତ୍ରୀଛାତ୍ରଙ୍କୁ ବାଦ୍ ଦେଲେ ଓଡ଼ିଶା ସମେତ ଅନ୍ୟ ରାଜ୍ୟର ଟପ୍ପରମାନଙ୍କ…
ଏକ ନମ୍ବର ମାର୍କେଟ୍ ବାହାରେ ପାର୍କିଂ ମନା
ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀର ଏକ ନମ୍ବର ହାଟ ବାହାରେ ଏକାଧିକ ଗାଡି ପାର୍କିଂ କରାଯାଉଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଏବଂ ଟ୍ରାଫିକ ପୋଲିସର ମିଳିତ ଉଦ୍ୟମରେ ଏହି ସମସ୍ୟାର ସମାଧାନ ବାଟ ବାହାର କରାଯାଇଛି। ଏକ ନମ୍ବର…
ସିଏଏ ପ୍ରଚାରରେ ଆଜି ଓଡ଼ିଶା ଆସିବେ ରୂପା ଗାଙ୍ଗୁଲି
ଭୁବନେଶ୍ୱର, ୨୧।୧(ବ୍ୟୁରୋ): ରାଜ୍ୟ ସଭା ଏମ୍ପି ରୂପା ଗାଙ୍ଗୁଲୀ ମଙ୍ଗଳବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ସକାଳ ୧୦ଟାରେ ପହଞ୍ଚି ହେଲିକପ୍ଟର ଯୋଗେ ଗାଙ୍ଗୁଲି ନବରଙ୍ଗପୁର ଜିଲା ରାଇଘର ଗସ୍ତ କରିବେ । ରାଇଘର ମିନି ଷ୍ଟାଡିୟମରେ…

