Home Left

ସିଦ୍ଧି ବିନାୟକ ମନ୍ଦିରକୁ ୧୪ କୋଟି ଟଙ୍କାର ସୁନା ଦାନ କଲେ ଭକ୍ତ

ମୁମ୍ବାଇ,୨୧।୧: ମହାରାଷ୍ଟ୍ରର ସିଦ୍ଧି ବିନାୟକଙ୍କ ମନ୍ଦିରକୁ ଦିଲ୍ଲୀର ଜଣେ ଭକ୍ତ ୩୫ କିଲୋ ଓଜନର ସୁନା ଦାନ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୧୪ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଇଛି। ସିଦ୍ଧି ବିନାୟକ ମୁମ୍ବାଇର ଧନୀ ମନ୍ଦିର ମଧ୍ୟରେ…

ଆମେରିକା ଦୂତାବାସ ନିକଟରେ ୩ କ୍ଷେପଣାସ୍ତ୍ର ମାଡ଼

ବାଗଦାଦ୍‌,୨୧।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାକର ବାଗଦାଦ୍‌ରେ ଆମେରିକା ଦୂତାବାସ ନିକଟରେ ଥିବା ହାଇ ସିକ୍ୟୁରିଟି ଗ୍ରୀନ୍‌ ଜୋନ୍‌ ଅଞ୍ଚଳରେ ଇରାନ୍‌ ୩ଟି କ୍ଷେପଣାସ୍ତ୍ର ମାଡ଼ କରିଛିି। କ୍ଷେପଣାସ୍ତ୍ର ମାଡ଼ ହେବାରୁ ସମଗ୍ର ଅଞ୍ଚଳରେ ସାଇରନ୍‌…

‘ପୁରୁଣା ମାଷ୍ଟରପ୍ଲାନ୍‌ ଦେଖି କମିଟି ନିରାଶ’

ଭୁବନେଶ୍ୱର, ୨୧। ୧ (ବ୍ୟୁରୋ): ଭୁବନେଶ୍ୱର ଡ୍ରେନେଜ୍‌ ବ୍ୟବସ୍ଥାରେ ବହୁତ ସୁଧାର ଆସିଛି। ପୂର୍ବାପେକ୍ଷା ଏବେ ଅନେକ ପରିବର୍ତ୍ତନ କରାଯାଇଛି। କୃତ୍ରିମ ବନ୍ୟାସ୍ଥିତି ଉପୁଜୁଥିବା ୫୯ଟି ସ୍ଥାନ ହ୍ରାସ ପାଇ ଏବେ ୩୭ରେ ପହଞ୍ଚିଛି। ବହୁ ସମ୍ବେଦନଶୀଳ ଅଞ୍ଚଳରେ ନିୟମିତ ଭାବେ…

ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ନିର୍ମାଣ, ଖନନ ବାଧାପ୍ରାପ୍ତ:ଆମସାର ଆକ୍ଟ ଲାଗୁ ନେଇ ଏଏସ୍‌ଆଇ ଅଧିକାରୀଙ୍କ ଚେତାବନୀ

ପୁରୁଣା ଭୁବନେଶ୍ୱର, ୨୧। ୧ (ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ପୁରୀ ଭଳି ବିକାଶ କରିବା ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରେ ସଚିବ ସ୍ତରୀୟ ଅଫିସର ଉଦ୍ୟମ କରିଥିଲେ। ବିକାଶ ଲାଗି ବିଏମ୍‌ସି, ପୂର୍ତ୍ତ ବିଭାଗ ଓ ଓଡ଼ିଶା…

ଫୁଟପାତ ଉପରେ ଚଢ଼ିଗଲା ଟ୍ରକ: ୪ ମୃତ, ୩ ଆହତ

ସମ୍ବଲପୁର, ୨୧।୧(ବ୍ୟୁରୋ)- ସମ୍ବଲପୁର ଜିଲା ଶାସନ ଥାନା ପରମାଣପୁରରେ ମଙ୍ଗଳବାର ଭୋରୁ ଏକ ଅଭାବନୀୟ ଘଟଣା ଘଟିଛି। ଧନୁଯାତ୍ରା ପାଇଁ ଖୋଲିଥିବା ଫୁଟପାତରେ ଏକ କୋଇଲା ବୋଝେଇ ଟ୍ରକ ଚଢ଼ିଯିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…

ରଘୁବୀର ମାର୍କେଟରେ ନିଆଁ

ସୁରଟ,୨୧।୧: ଗୁଜରାଟ ସୁରଟର ରଘୁବୀର ମାର୍କେଟରେ ମଙ୍ଗଳବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁକୁ ଲିଭାଇବା ପାଇଁ ୪୦ ଦମକଳ ଗାଡି ଚେଷ୍ଟା ଚଲାଇଥିବା ଜଣାପଡିଛି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଏଥିରେ ମୃତାହତଙ୍କ ସମ୍ପର୍କରେ କୌଣସି…

୪ ଦିନରେ ୨୫ କୋଟିି ବକେୟା ଆଦାୟ କଲା ସେସୁ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ଗତ ୧୬ ତାରିଖରୁ ଆରମ୍ଭ କରିଥିବା ସ୍ବତନ୍ତ୍ର ବିଦ୍ୟୁତ କାଟ ଡ୍ରାଇଭ ଯୋଗୁ ରାଜସ୍ବ ଆଦାୟ ବୃଦ୍ଧିପାଇଛି। ଗତ ୪ଦିନ ମଧ୍ୟରେ ସେସୁ ୨୫ କୋଟି ଟଙ୍କା ବକେୟା ବିଦ୍ୟୁତ ବିଲ୍‌ ଆଦାୟ କରିବାରେ…

କମିଲା ଶୀତ: ୨୨ରେ ଘନ କୁହୁଡ଼ି, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଶୀତର ପ୍ରକୋପ ହ୍ରାସ ପାଇ ଯାଇଛି। ସର୍ବନିମ୍ନ ତାପମାତ୍ରା ୧୨ରୁ ୧୮ ଡିଗ୍ରୀ ସେଲସିୟସକୁ ଟପିଗଲାଣି। ଜାନୁୟାରୀ ଶେଷ ନ ହେଉଣୁ ଗରମର ଆଭାସ ମିଳିଲାଣି। ଫେବୃୟାରୀ ମାସରୁ ପ୍ରବଳ ଖରା ହନ୍ତସନ୍ତ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ…

୨ ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୨ ବ୍ୟାଚ୍‌ର ଚନ୍ଦ୍ରଶେଖର କୁମାର ଏବଂ ୧୯୯୮ ବ୍ୟାଚ୍‌ର ବିଶାଲ ଗଗନ। କ୍ୟାବିନେଟ୍‌ ସେକ୍ରେଟାରିଏଟ୍‌ରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଚନ୍ଦ୍ରଶେଖର…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ତେଲି ସମାଜ, କଂସାରୀଗୁଡ଼ାବାସୀ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଜାତିଭିତ୍ତିକ ଜନଗଣନା ପାଇଁ ରାଜ୍ୟ କ୍ୟାବିନେଟ୍‌ରେ ସଂକଳ୍ପ ପ୍ରସ୍ତାବ ଗୃହୀତ ହୋଇଛି। ଏହି ପଦକ୍ଷେପ ଲାଗି ବିଭିନ୍ନ ବର୍ଗରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଉଛି। ସୋମବାର ତେଲି ସମାଜ ପକ୍ଷରୁ ମଧ୍ୟ ସ୍ବାଗତ କରାଯାଇଛି। ଏଥିସହିତ…

୩୪ ବର୍ଷରେ ସୁଶାନ୍ତ ସିଂ: ଅଙ୍କିତାଙ୍କ ପରେ କ୍ରିତି ସେନନ୍‌ଙ୍କ ସହ କରୁଥିଲେ ଡେଟିଂ

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ଜାନୁୟାରୀ ୨୧ରେ ସେ ବିହାର ପାଟନାଠାରେ ଜନ୍ମଗ୍ରହଣ କରିଥିଲେ। ଇଞ୍ଜିନିୟରିଂ ପାଠ ଶେଷ ପରେ ସେ ଛୋଟ ପରଦାରେ ପବିତ୍ର ରିସ୍ତା ସିରିଏଲ୍‌ରେ ଅଙ୍କିତା…

ସାର୍ବଜନୀନ ହେଉନି ଜଷ୍ଟିସ୍‌ ସି.ଆର. ପାଲ୍‌ କମିଶନ ରିପୋର୍ଟ: ହାଇକୋର୍ଟରେ ମାମଲା, ସରକାରଙ୍କୁ ନୋଟିସ

କଟକ ଅଫିସ,୨୧।୧ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନିମନ୍ତେ ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଆନ୍ଦୋଳନ ହୋଇଥିଲା। ଉପରୋକ୍ତ ଅଞ୍ଚଳରେ ବେଞ୍ଚ ପ୍ରତିଷ୍ଠା ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପାଇଁ ଜଷ୍ଟିସ୍‌ ସି.ଆର. ପାଲ୍‌ଙ୍କ ଅଧ୍ୟକ୍ଷତାରେ ୨୦୦୮ ମାର୍ଚ୍ଚ ୧୧ ତାରିଖରେ ଏକ କମିଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?