୪୬ ବର୍ଷରେ ପାଦ ଥାପିଲେ ଐଶ୍ଚର୍ଯ୍ୟା ରାୟ ବଚ୍ଚନ
ବଲିଉଡର ନୀଳନୟନା ଐଶ୍ଚର୍ଯ୍ୟା ରାୟ ବଚ୍ଚନ ଆଜି ୪୬ତମ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିଭିନ୍ନ ମହଲରୁ ଫ୍ୟାନ୍ସମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୧୯୭୩ ନଭେମ୍ବର ୧ ତାରିଖରେ କର୍ଣ୍ଣାଟକର ମାଙ୍ଗାଲୋରରେ ହୋଇଥିଲା । ପିଲାଟି ଦିନୁ ଜଣେ ମେଧାବୀ…
୨୪ରେ ଉତ୍କଳ ବିଶ୍ୱବିଦ୍ୟାଳୟ ଆଲୁମ୍ନି ମିଟ୍ : ଯୋଗଦେବେ ୮ ହଜାରରୁ ଅଧିକ ପୂର୍ବତନ ଛାତ୍ରୀଛାତ୍ର
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବ୍ଲି ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଲଗାତର ୫ଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମ ମଝିରେ ଏକ ନୂଆ କାର୍ଯ୍ୟକ୍ରମ ହେବା ନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ…
୯ରେ ପିଟିବି ଉଦ୍ଘାଟନ କରିବେ ମୋଦି:ପାକ୍ରେ ପହଞ୍ଚତ୍ଲେ ୧୧୦୦ ଭାରତୀୟ ଶିଖ୍
ନୂଆଦିଲ୍ଲୀ,୧।୧୧(ପି.ଟି.):ଭାରତ-ପାକ୍ ସୀମାର ଉଭୟ ପାର୍ଶ୍ୱରେ ଦୁଇ ଐତିହାସିକ ଗୁରୁଦ୍ୱାରକୁ ସଂଯୋଗ କରୁଥିବା କର୍ତାରପୁର କରିଡରର ଆନୁଷ୍ଠାନିକ ଉଦ୍ଘାଟନ ଅବସରରେ ପଞ୍ଜାବର ଡେରା ବାବା ନାନକଠାରେ ଅତ୍ୟାଧୁନିକ ଯାତ୍ରୀ ଟର୍ମିନାଲ ବିଲ୍ଡିଂ (ପିଟିବି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୯ରେ ଉଦ୍ଘାଟନ କରିବେ।…
ଏଚ୍ଆଇଭି ସଂକ୍ରମିତ ଉପକରଣରେ ଅସ୍ତ୍ରୋପଚାର ଘଟଣା : କ୍ଷତିପୂରଣ ସହ କାର୍ଯ୍ୟାନୁଷ୍ଠାନ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧।୧୧ବ୍ୟୁରୋ) : ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ (ଭିମ୍ସାର) ଦନ୍ତ ବିଭାଗରେ ଏଚ୍ଆଇଭି ସଂକ୍ରମିତ ଉପରକରଣରେ ୧୨ଜଣ ରୋଗୀଙ୍କୁ ଅସ୍ତ୍ରୋପଚାର କରିବା ଘଟଣା ଏବେ ଜାତୀୟ ମାନବାଧିକା କମିଶନ(ଏନ୍ଏଚ୍ଆର୍ସି)ଙ୍କ ନିକଟରେ ପହଞ୍ଚତ୍ଛି। ଉକ୍ତ…
ଖଣି ମାଫିଆ ମହମ୍ମଦ ତାବ୍ରେଜଙ୍କୁ ମାରାଥନ ଜେରା : ମିଳିଲା ଟିଟୋ ଲିଙ୍କ୍, ଦୁବାଇରେ ଲେଡି ଡନ୍
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଖୋର୍ଦ୍ଧା ବେଆଇନ ପଥରଖଣି କାରବାର ଅନ୍ୟତମ ମାଷ୍ଟରମାଇଣ୍ଡ୍ ମହମ୍ମଦ ତାବ୍ରେଜଙ୍କୁ ଏସ୍ଟିଏଫ୍ କଲିକତାରୁ ଗିରଫ କରିବା ପରେ ୨ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରିଛି। ଜେରାବେଳେ ଏସ୍ଟିଏଫ୍ ହାତରେ ବହୁ ବଡ଼ ତଥ୍ୟ ଲାଗିଛି। ତାବ୍ରେଜ ଖୋର୍ଦ୍ଧାର ଲେଡି…
ଅଭିଯୁକ୍ତଙ୍କୁ ଗିରଫ ଦାବିରେ ବିକ୍ଷୋଭ : ପ୍ରତ୍ୟକ୍ଷଦର୍ଶୀଙ୍କୁ ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଏୟାରଫିଲ୍ଡ ଥାନା ଅନ୍ତର୍ଗତ ଭୀମଟାଙ୍ଗିସ୍ଥିତ ଏକାମ୍ର କଲେଜ ପଛପାର୍ଶ୍ୱ ପଡିଆରେ ଗତ ରବିବାର ରାତିରେ ଅମରେଶ ନାୟକଙ୍କୁ ହତ୍ୟା କରାଯାଇଥିଲା। ଇତିମଧ୍ୟରେ ଘଟଣାକୁ ୫ ଦିନ ବିତିଯାଇଥିବାବେଳେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅମରେଶଙ୍କ ସମର୍ଥକମାନେ ଗୁରୁବାର କମିଶନରେଟ…
କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇବା ଘଟଣା : ପୋଲିସ ଉପସ୍ଥିତିରେ ଖୋଲାଗଲା କାର୍ଯ୍ୟାଳୟ
ପୁରୁଣା ଭୁବନେଶ୍ୱର,୧।୧୧(ଡି.ଏନ.ଏ.) : ବୁଧବାରଠାରୁ ଏକ ଦାବିକୁ ନେଇ ପୂଜାପଣ୍ଡା ସେବାୟତ ସଚ୍ଚିକାନ୍ତ ପୂଜାପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ସେବାୟତ ବିରଞ୍ଚତ୍ ନାରୟଣ ପତି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଗାଳି ଗୁଲଜ କରିବା ସହ ତାଙ୍କ କାର୍ଯ୍ୟାଳୟକୁ ତାଲା ପକେଇ ଦେଇଥିଲେ। ଏହି…
ଜିଲାପାଳଙ୍କୁ ନିର୍ଦ୍ଦେଶ: ଡିଏମ୍ଏଫ୍ ପ୍ରକଳ୍ପ ନିର୍ଦ୍ଧାରିତ ସମୟରେ ଶେଷ କର
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଡିଷ୍ଟ୍ରିକ୍ଟ ମିନେରାଲ ଫଣ୍ଡ(ଡିଏମ୍ଏଫ୍) ଏବଂ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓମ୍ବାଡକ) ଅର୍ଥରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବାକୁ ଜିଲାପାଳମାନଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଗୁରୁବାର…
ଡିସେମ୍ବର ୧ରୁ ବିମାନବନ୍ଦର ରନ୍ଓ୍ବେ ରିକାର୍ପେଟିଂ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଡିସେମ୍ବର ୧ରୁ ଆରମ୍ଭ ହେବ ଭୁବନେଶ୍ୱର ବିମାନବନ୍ଦର ରିକାର୍ପେଟିଂ କାମ। ପୂର୍ବରୁ ଏହା ୧ ନଭେମ୍ବରରୁ କରାଯିବା ପାଇଁ ସ୍ଥିର କରାଯାଇଥିଲା। ମରାମତି କାର୍ଯ୍ୟ ଚାଲୁଥିବା ସମୟରେ ଅର୍ଥାତ୍ ରାତି ୧୦ଟାରୁ ଭୋର ୫ଟା ୩୦ ମଧ୍ୟରେ ଭୁବନେଶ୍ୱର ବିଜୁ…
ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ : ‘ଶାସକ ଦଳ ନେତାଙ୍କୁ ବଞ୍ଚାଇବାକୁ ଆତ୍ମହତ୍ୟା ରୂପ ଦିଆଯାଉଛି’
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ଜୋର୍ଦାର ବର୍ଷିଛି। ଏହି ଘଟଣାକୁ ନେଇ ଭାଜପା ବାରମ୍ବାର ଆନ୍ଦୋଳନ କରୁଥିବା ବେଳେ ବିଳମ୍ବରେ…
ବିଜେଡି ସଭ୍ୟ ସଂଗ୍ରହ ଅବଧି ୩ ସପ୍ତାହ ବୃଦ୍ଧି
ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଅକ୍ଟୋବର ଶେଷ ସୁଦ୍ଧା ବିଜେଡି ପକ୍ଷରୁ ପ୍ରାୟ ୪୧ ଲକ୍ଷଙ୍କୁ ଦଳୀୟ ସଭ୍ୟ କରାଯାଇଥିବା ଜଣାପଡ଼ିଛି। ସେହିପରି ସଭ୍ୟ ସଂଗ୍ରହରେ ଦେଖାଦେଇଥିବା ଉତ୍ସୁକତାକୁ ଦେଖି ଏହି ଅଭିଯାନକୁ ଆହୁରି ୩ ସପ୍ତାହକୁ ବୃଦ୍ଧି କରାଯାଇଛି। ବିଜେଡି ସଭାପତି ତଥା…
ଘରେ ପଶି ୭ ଲକ୍ଷରୁ ଊଦ୍ଧର୍ବ ଟଙ୍କାର ସମ୍ପତ୍ତି ଲୁଟ୍ : ଚୋରି ସମୟରେ ଅଭିଯୋଗ ଶୁଣି ଆସିଲାନି ପୋଲିସ
ରଣପୁର,୧।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କାର୍ଯ୍ୟାଳୟ ରାସ୍ତାର ଜଣେ ବିଚାରପତିଙ୍କ ସରକାରୀ ବାସଭବନ ସମ୍ମୁଖସ୍ଥ ରାଜ କିଶୋର ଦାଶ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ବୁଧବାର ବିିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ୨୫୦ ଗ୍ରାମ ସୁନା ଅଳଙ୍କାର ଓ…
Archives


