Home Left

ସ୍ମିତାରାଣୀ ମୃତ୍ୟୁ ପ୍ରସଙ୍ଗ : ‘ଶାସକ ଦଳ ନେତାଙ୍କୁ ବଞ୍ଚାଇବାକୁ ଆତ୍ମହତ୍ୟା ରୂପ ଦିଆଯାଉଛି’

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ କଂଗ୍ରେସ ଜୋର୍‌ଦାର ବର୍ଷିଛି। ଏହି ଘଟଣାକୁ ନେଇ ଭାଜପା ବାରମ୍ବାର ଆନ୍ଦୋଳନ କରୁଥିବା ବେଳେ ବିଳମ୍ବରେ…

ବିଜେଡି ସଭ୍ୟ ସଂଗ୍ରହ ଅବଧି ୩ ସପ୍ତାହ ବୃଦ୍ଧି

ଭୁବନେଶ୍ୱର,୧।୧୧(ବ୍ୟୁରୋ) : ଅକ୍ଟୋବର ଶେଷ ସୁଦ୍ଧା ବିଜେଡି ପକ୍ଷରୁ ପ୍ରାୟ ୪୧ ଲକ୍ଷଙ୍କୁ ଦଳୀୟ ସଭ୍ୟ କରାଯାଇଥିବା ଜଣାପଡ଼ିଛି। ସେହିପରି ସଭ୍ୟ ସଂଗ୍ରହରେ ଦେଖାଦେଇଥିବା ଉତ୍ସୁକତାକୁ ଦେଖି ଏହି ଅଭିଯାନକୁ ଆହୁରି ୩ ସପ୍ତାହକୁ ବୃଦ୍ଧି କରାଯାଇଛି। ବିଜେଡି ସଭାପତି ତଥା…

ଘରେ ପଶି ୭ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସମ୍ପତ୍ତି ଲୁଟ୍‌ : ଚୋରି ସମୟରେ ଅଭିଯୋଗ ଶୁଣି ଆସିଲାନି ପୋଲିସ

ରଣପୁର,୧।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କାର୍ଯ୍ୟାଳୟ ରାସ୍ତାର ଜଣେ ବିଚାରପତିଙ୍କ ସରକାରୀ ବାସଭବନ ସମ୍ମୁଖସ୍ଥ ରାଜ କିଶୋର ଦାଶ ନାମକ ଜଣେ ବ୍ୟକ୍ତିଙ୍କ ଘରୁ ବୁଧବାର ବିିଳମ୍ବିତ ରାତିରେ ଚୋରି ହୋଇଛି। ଚୋରମାନେ ୨୫୦ ଗ୍ରାମ ସୁନା ଅଳଙ୍କାର ଓ…

ମସଜିଦ୍‌ରେ ପଶିଲେ ୧୭ ବିଦେଶୀ ନାଗରିକ: ତଦନ୍ତ କଲା ପୋଲିସ

କୁଜଙ୍ଗ,୧।୧୧(ସ୍ବ.ପ୍ର.): ସାରା ଦେଶରେ ଗୁରୁବାର ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିବାବେଳେ କୁଜଙ୍ଗର ବିଭିନ୍ନ ଶିକ୍ଷାନୁଷ୍ଠାନ, ସାମାଜିକ ଅନୁଷ୍ଠାନରେ ଏହି ଦିବସ ପାଳନ କରାଯାଇଛି। ତେବେ ଏହି ଅବସରରେ ସନ୍ଧ୍ୟା ସାଢେ ୭ଟାରେ କୁଜଙ୍ଗ ବଜାରର ଏକ ମସ୍‌ଜିଦ୍‌ରେ ୧୭ଜଣ ବିଦେଶୀ…

ରାଜନୈତିକ ବିଜ୍ଞାପନ ବନ୍ଦ କରିବ ଟୁଇଟର୍‌

ନ୍ୟୁୟର୍କ,୧।୧୧:ସୋସିଆଲ ମିଡିଆ ଟୁଇଟର ରାଜନୈତିକ ବିଜ୍ଞାପନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିବା ଏହାର ସିଇଓ ଜାକ୍‌ ଡୋର୍‌ସେ ଘୋଷଣା କରିଛନ୍ତି। ଟୁଇଟର ଜରିଆରେ ବିଶ୍ୱ ସ୍ତରରେ ସମସ୍ତ ରାଜନୈତିକ ବିଜ୍ଞାପନ ବନ୍ଦ କରିବା ଲାଗି ନିଷ୍ପତ୍ତି ହୋଇଛି। ନଭେମ୍ବର ୨୨ରୁ…

୧୪୦୦ ଭାରତୀୟ ହ୍ବାଟ୍ସଆପ୍‌ ୟୁଜର୍ସଙ୍କ ଡାଟା ଚୋରି

ନୂଆଦିଲ୍ଲୀ,୧।୧୧:ହ୍ବାଟ୍ସଆପ୍‌ ବ୍ୟବହାରକାରୀଙ୍କ ପର୍ସନାଲ ଡାଟା (ବ୍ୟକ୍ତିଗତ ଗୋପନୀୟ ତଥ୍ୟ) ଚୋରି ହେବା ସହ ମୋବାଇଲ୍‌ ମଧ୍ୟ ହ୍ୟାକ୍‌ ହେଉଛି। ଇସ୍ରାଏଲର ସାଇବର ଇଣ୍ଟେଲିଜେନ୍ସ କମ୍ପାନୀ ‘ଏନ୍‌ଏସ୍‌ଓ’ ଏକ ସଫ୍ଟଓ୍ବେର ମାଧ୍ୟମରେ ଭାରତୀୟ ହ୍ବାଟ୍ସଆପ୍‌ ୟୁଜର୍ସଙ୍କ ଉପରେ ନଜର ରଖୁଥିବା ଅଭିଯୋଗ ଆଣିଛି…

ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି ପାକ୍‌:ଜାତିସଂଘକୁ ଜଣାଇଲେ ଆଇସିଜେ ଅଧ୍ୟକ୍ଷ

ଜାତିସଂଘ,୧।୧୧ (ଆଇଏଏନ୍‌ଏସ୍‌):ନୌସେନାର ପୂର୍ବତନ ଅଧିକାରୀ କୁଳଭୂଷଣ ଯାଦବ ମାମଲାରେ ପାକିସ୍ତାନ ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି। ପାକିସ୍ତାନ ଜେଲରେ ଥିବା କୁଳଭୂଷଣଙ୍କୁ ଭାରତୀୟ ଉଚ୍ଚାୟୁକ୍ତଙ୍କ ଜରିଆରେ ଆଇନଗତ ସହାୟତା ପ୍ରଦାନ ପାଇଁ ଇସ୍‌ଲାମାବାଦ ଅନୁମତି ଦେଇନାହିଁ। ଅନ୍ତର୍ଜାତୀୟ ଅଦାଲତ (ଆଇସିଜେ) ଅଧ୍ୟକ୍ଷ…

କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି

ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ କରିବା ଲାଗି ଭାରତ ନିଷ୍ପତ୍ତି ନେଇଥିବାରୁ ଏହା ବେଜିଂର ସାର୍ବଭୌମତ୍ୱକୁ ଚ୍ୟାଲେଞ୍ଜ କରିଛି ବୋଲି…

‘ଇୟୁ ଏମ୍‌ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’

ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍‌ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ ଦେଇ ଆସିବାର ଆବଶ୍ୟକତା ନ ଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବୃହତ୍ତର…

ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର

ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଲଦାଖ ରାଜଧାନୀ ଲେହରେ ରାଧାକୃଷ୍ଣ ମାଥୁର ଓ…

ବହୁ ଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲା:୧୦ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ୱର, ୧-୧୧(ବ୍ୟୁରୋ):ବହୁଚର୍ଚ୍ଚିତ ସନ୍ଦୀପ ନନ୍ଦ ହତ୍ୟା ମାମଲାର ଶୁଣାଣି କରି ଭୁବନେଶ୍ୱର ଚତୁର୍ଥ ଅତିରିକ୍ତ ଜିଲା ଦୌରାଜଜ୍‌ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ୧୦ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି…

ପାକିସ୍ତାନରେ ରେଳ ଟ୍ରାଜେଡି: ଚଳନ୍ତା ଟ୍ରେନ୍‌ରେ ନିଆଁ: ୭୪ ଦଗ୍ଧ

ଇସ୍‌ଲାମାବାଦ/ଲାହୋର,୧-୧୧:(ପି.ଟି./ଆଇଏଏନ୍‌ଏସ୍‌)ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶସ୍ଥିତ ଲିଆକତ୍‌ପୁର ନିକଟରେ ଗୁରୁବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ତେଜ୍‌ଗାମ୍‌ ଏକ୍ସପ୍ରେସ୍‌ରେ ଦୁଇଟି ରୋଷେଇ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ହେବାରୁ ୭୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri