Home Left

ପ୍ରଦୂଷଣ ପାଇଁ ଭାରତକୁ ଦାୟୀ କଲା ପାକିସ୍ତାନ

ଇସ୍‌ଲାମାବାଦ,୩୧।୧୦: ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ଇମ୍ରାନ ଖାଁଙ୍କ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ଥିବା ଫୟାଦ ଚୌଧୂରୀ ଏଥର ବି ଆସିଛନ୍ତି ଚର୍ଚ୍ଚାକୁ। ଏଥର ପାକିସ୍ତାନରେ ବଢୁଥିବା ପ୍ରଦୂଷଣକୁ ନେଇ ସେ ମତ ଦେଇଛନ୍ତି। ସେ କହିଛନ୍ତି ଲାହୋରରେ ହେଉଥିବା ପ୍ରଦୂଷଣ…

ଅପରାଜିତାଙ୍କୁ ଅରୂପଙ୍କ ଜବାବ: ‘ସେ ଟ୍ରେନିଂରେ ‘୫-ଟି’ ଶିଖିଥିବେ, ମୁଁ କେବଳ ପରେଡ୍‌ ଶିଖିଛି’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘୫-ଟି’ କାର୍ଯ୍ୟକ୍ରମକୁ ସମାଲୋଚନା କରିବା ସହ ଆଇଏଏସ୍‌ ପ୍ରଶିକ୍ଷଣ ସମୟରେ ଏ ସମ୍ପର୍କରେ ପଢ଼ାଯାଇଥାଏ ବୋଲି ଗୁରୁବାର ମତ ରଖିଥିଲେ ଏମ୍‌ପି ତଥା ଭାଜପା ନେତ୍ରୀ ଅପରାଜିତା ଷଡ଼ଙ୍ଗୀ। ଏହାର ଜବାବ ରଖିଛନ୍ତି ବିଜେଡି ନେତା ତଥା…

ରେଡ୍‌ ଲେଡି : କେଶଠାରୁ ଆରମ୍ଭ କରି ସମସ୍ତ ଆସବାବପତ୍ର ବି ଲାଲ୍‌ ରଙ୍ଗର

ଜୋରିକା ରିବରନିକ୍‌ଙ୍କୁ ବୋସନିଆର ଲୋକେ ରେଡ୍‌ ଲେଡି ନାମରେ ଜାଣନ୍ତି। କାରଣ ତାଙ୍କ କେଶଠାରୁ ଆରମ୍ଭ କରି ପୋଷାକ ଏପରିକି ଘରର ସମସ୍ତ ଆସବାବପତ୍ର ବି ଲାଲ୍‌ ରଙ୍ଗର। ଜୋରିକାଙ୍କୁ ଲାଲ୍‌ ରଙ୍ଗ ବହୁ ପସନ୍ଦ। ସେ ଚାହାନ୍ତି ତାଙ୍କର ଆଖପାଖ…

ବାଗ୍‌ଦାଦି ନିଜ ଜୀବନ ବଞ୍ଚାଇବା ପାଇଁ ୬୭ ହଜାର ଡଲାରରେ କିଣିଥିଲେ ଶତ୍ରୁକୁ; ବିଶ୍ୱାସଘାତକତା କଲେ ବିଶ୍ୱସ୍ତ

ଓ୍ବାଶିଂଟନ,୩୧।୧୦: ଇସଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍‌ ବାଗ୍‌ଦାଦିଙ୍କ ନିଜ ଜୀବନ ବଞ୍ଚାଇବା ପାଇଁ ଶତ୍ରୁ ସଂଗଠନ ହୁର୍ଶସ ଅଲ୍‌ ଦିନ୍‌ ସଦସ୍ୟଙ୍କୁ ୬୭ ହଜାର ଡଲାରରେ କିଣିଥିଲେ। ଏହି ସଂଗଠନ ସଦସ୍ୟ ବାଗ୍‌ଦାଦିଙ୍କ ସମ୍ପର୍କିତ…

‘୫-ଟି’କୁ ପୁଣି ଅପରାଜିତାଙ୍କ କଟାକ୍ଷ: ‘ଏହା ଅଭିନବ ପଦକ୍ଷେପ ନୁହେଁ, ବହୁତ ପୁରୁଣା କଥା’

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ‘୫-ଟି’ କାର୍ଯ୍ୟକ୍ରମକୁ ପୁଣି ଥରେ ସମାଲୋଚନା କରିଛନ୍ତି ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀ। ଗୁରୁବାର ରେଳବାଇ ଷ୍ଟାଡିୟମରେ ଆୟୋଜିତ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଅପରାଜିତା କଟାକ୍ଷ କରି କହିଛନ୍ତି,…

ଖବର କାଗଜ ବିକାଳି ପିଲାକୁ ନେଇ ଏତେ ବଡ ପୋଷ୍ଟ ଲେଖିଲେ ଅମିତାଭ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅମିତାଭ ବଚ୍ଚନ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ମଙ୍ଗଳବାର ସେ ଫେସ୍‌ବୁକରେ ଏମିତି ଏକ ପୋଷ୍ଟ ଲେଖିଛନ୍ତି ଯାହାକୁ ଏପର୍ଯ୍ୟନ୍ତ ପ୍ରାୟ ୫୫ ହଜାର ଲାଇକ୍‌ ମିଳିଥିବା ବେଳେ ୫ ହଜାର କମେଣ୍ଟ ମିଳି ସାରିଲାଣି।…

ବର ବିନା ଏକୁଟିଆ ଶାଶୁଘରକୁ ଗଲେ କନ୍ୟା, ଜାଣନ୍ତୁ କାହିଁକି

ପଟିଆଲା, ୩୧।୧୦: ପଞ୍ଜାବର ପଟିଆଲା ଜିଲାର ମ୍ୟାକ୍ସିମମ୍‌ ଜେଲରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ବର-କନ୍ୟା ବିବାହ କରିଥିଲେ ମଧ୍ୟ କନ୍ୟାଙ୍କୁ ଏକୁଟିଆ ଶାଶୁଘରକୁ ଯିବାକୁ ପଡିଛି। ସୂଚନାଯୋଗ୍ୟ, ବୁଧବାର ଆଜୀବନ କାରାଦଣ୍ଡ ଭୋଗୁଥିବା ମନଦୀପ ସିଂଙ୍କ ବିବାହ ଥିଲା।…

ଅନୀଲ କପୁରଙ୍କୁ କରାଯାଉ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ: ପ୍ରଶଂସକ

ମୁମ୍ବାଇ,୩୧।୧୦: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାଜପା ଓ ଶିବସେନା ମଧ୍ୟରେ ଅଙ୍କ ଛିଣ୍ଡିପାରୁନାହିଁ। ଇତିମଧ୍ୟରେ ଏଭଳି ସ୍ଥିତିକୁ ଦେଖି ଟୁଇଟରରେ ଜଣେ ୟୁଜର୍ସ ଏକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯେପର୍ଯ୍ୟନ୍ତ ଦୁଇ ଦଳ ମଧ୍ୟରେ ସମାଧାନର ବାଟ ନ…

୧୫ ଦିନ ମଧ୍ୟରେ ଡେଙ୍ଗୁ କବଳରେ ଚାଲିଗଲା ପୂରା ପରିବାରର ଜୀବନ: କେବଳ ନବଜାତ ଶିଶୁ ଜୀବନ୍ତ

ହାଇଦ୍ରାବାଦ,୩୧।୧୦: ତେଲେଙ୍ଗାନାର ମଞ୍ଚେରିୟଲ ଜିଲାରେ ରହୁଥିବା ଏକ ପରିବାର ୧୫ଦିନ ମଧ୍ୟରେ ଡେଙ୍ଗୁ କବଳକୁ ଚାଲିଯାଇଛନ୍ତି। କଥାଟା ବିଶ୍ୱାସ ନ ହେଲେ ବି ସତ। ସୂଚନାଯୋଗ୍ୟ, ପରିବାରରେ ପ୍ରଥମେ ରାଜଗଡ୍ଡୁ(୩୦)ଙ୍କୁ ଡେଙ୍ଗୁ ହୋଇଥିଲା। ଶିକ୍ଷକ ଭାବେ କାମ କରୁଥିବା ରାଜଗଡ୍ଡୁଙ୍କୁ ଡେଙ୍ଗୁ…

କ୍ରିତିଙ୍କୁ କ’ଣ ଭଲ ଲାଗେ

ବାହାରେ ଝିପିଝିପି ବର୍ଷା। ଘର ଭିତରେ ବସି ଝରକା ଫାଙ୍କରେ ତାହାକୁ ଉପଭୋଗ କରିବାର ମଜା ନିଆରା। ବର୍ଷା ହେଲା ମାତ୍ରେ ସେ ଝରକା ପାଖରେ ବସି ଏହାକୁ ମନଭରି ଉପଭୋଗ କରନ୍ତି। କେବଳ ଅଭିନୟ ନୁହେଁ, ବକ୍ସିଂ ପ୍ରାକ୍ଟିସ୍‌ କରିବାକୁ…

୫୦-୫୦ ଅଙ୍କକୁ ନେଇ ଅଡିବସିଛି ଶିବସେନା: ଏକନାଥ ବିଧାୟକ ଦଳର ନେତା ନିର୍ବାଚିତ

ମୁମ୍ବାଇ,୩୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପରେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ହୋଇଥିବା ମେଣ୍ଟର ଅଙ୍କ ଛିଣ୍ଡିପାରୁ ନାହିଁ। ଶିବସେନା ୫୦-୫୦ ଅଙ୍କକୁ ନେଇ ଅଡି ବସିଥିବା ବେଳେ ଭାଜପା ସରକାର ଗଠନ କରିବାକୁ ଦୃଢୋକ୍ତି…

ଜମ୍ମୁ-କଶ୍ମୀରର ପ୍ରଥମ ନାଗରିକ ଗିରିଶ

ଶ୍ରୀନଗର,୩୧।୧୦: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବେ ଗିରିଶଚନ୍ଦ୍ର ମୁର୍ମୁ ଶପଥ ଗ୍ରହଣ କରିଛନ୍ତି। ୧୯୮୫ ଗୁଜରାଟ କ୍ୟାଡ଼ର ଆଇଏଏସ୍‌ ଅଫିସର ଗିରିଶଙ୍କୁ ଜମ୍ମୁ-କଶ୍ମୀର ହାଇକୋର୍ଟ ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଗୁରୁବାର ପଦ ଓ ଗୋପନୀୟତାର ଶପଥ ପାଠ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri