Home Left

ସରକାରୀ କର୍ମଚାରୀଙ୍କୁ ମିଡିଆ କଟକଣା: ମତାମତ ଦେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସରକାରୀ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ବିନା ଅନୁମତିରେ କୌଣସି ପ୍ରକାର ମନ୍ତବ୍ୟ, ଲେଖା କିମ୍ବା ବିବୃତି ଗଣମାଧ୍ୟମକୁ ଦେଇପାରିବେ ନାହିଁ। ଏହା ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି-୧୯୫୯ର ବିରୋଧାଚରଣ ବୋଲି ଧରାଯିବ। ବିନାନୁମତିରେ କୌଣସି ଗଣମାଧ୍ୟମକୁ ବିବୃତି…

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ ହେଲା ଗୁରୁତ୍ୱ ଦେଇଆସୁଛି ଜିଲା ପ୍ରଶାସନ। ସଭାସମିତି, ବୈଠକରେ ଅଧିକାରୀମାନେ ପ୍ଲାଷ୍ଟିକ୍‌ ବାରଣ…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଫିସରସ୍ତରରେ ବୁଧବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷିବିଭାଗ ଅତିରିକ୍ତ ନିର୍ଦ୍ଦେଶକ(ଆଡମିନ୍‌) ଶିବନାରାୟଣ ନନ୍ଦଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଜେନେରାଲ ମ୍ୟାନେଜର(ଜିଏମ୍‌)ଭାବେ ନିଯୁକ୍ତି ମିଳିଛି। ସନତ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ ମାରୁଢିପ ଗାଁର ଅଚ୍ୟୁତ ମାଝି (୪୧)। ସୂଚନାଯୋଗ୍ୟ, ଉକ୍ତ ଗଁାର ଅଚ୍ୟୁତ ମାଝି…

ପ୍ରତ୍ୟକ୍ଷ ଟିକସ ହ୍ରାସ ସମ୍ଭାବନା କ୍ଷୀଣ

ନୂଆଦିଲ୍ଲୀ,୩୧।୧୦: ସରକାର ଚଳିତ ବର୍ଷ ପ୍ରତ୍ୟକ୍ଷ ଟିକସ ବା ଆୟକର ହ୍ରାସ ନ କରିପାରନ୍ତି। ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଟିକସ ହ୍ରାସ ଯୋଗୁ ବିତ୍ତୀୟ ଧାରା ପ୍ରଭାବିତ ହୋଇଛି। ନିକଟରେ କର୍ପୋରେଟ ବ୍ୟାପାର ମନ୍ତ୍ରଣାଳୟ କର୍ପୋରେଟ ଟିକସକୁ ପ୍ରାୟ…

ପେହଲୁ ଖାନ୍‌ଙ୍କ ବିରୋଧରେ ଗୋ-ଚାଲାଣ ମାମଲା ଖାରଜ

ଜୟପୁର,୩୧ା୧୦(ପି.ଟି.): ୨୦୧୭ ଏପ୍ରିଲରେ ଗୋସୁରକ୍ଷା କର୍ମୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପେହଲୁ ଖାନ୍‌ଙ୍କ ବିରୋଧରେ ଗୋରୁ ଚୋରାଚାଲାଣ ମାମଲାକୁ ବୁଧବାର ରାଜସ୍ଥାନ ହାଇକୋର୍ଟ ଖାରଜ କରିଦେଇନ୍ତି। ଏଥିସହିତ ତାଙ୍କର ଦୁଇପୁଅ ଓ ଟ୍ରକ୍‌ ଡ୍ରାଇଭର ବେଆଇନ ଭାବେ ଗୋରୁ ଚାଲାଣ କରୁଥିବା…

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ ବିଭାଗରେ କାର୍ଯ୍ୟକରି ଆସିଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ସେ…

ମାଦି ଶର୍ମା କିଏ

ନୂଆଦିଲ୍ଲୀ,୩୧ା୧୦: ଇୟୁ ପ୍ରତିନିଧି ଦଳ ପାଇଁ କଶ୍ମୀର ଗସ୍ତର ଆୟୋଜିକା ମାଦି ଶର୍ମାଙ୍କୁ ନେଇ ବିବାଦ ଉଠିଛି। ମାଦି ତାଙ୍କ ଟୁଇଟର ଆକାଉଣ୍ଟରେ ନିଜକୁ ଜଣେ ‘ସୋସିଆଲ କ୍ୟାପିଟାଲିଷ୍ଟ: ଅନ୍ତର୍ଜାତୀୟ ବିଜିନେସ୍‌ ବ୍ରୋକର, ଶିକ୍ଷା ଉଦ୍ୟୋକ୍ତା ତଥା ବକ୍ତା’ ବୋଲି ଦର୍ଶାଇଛନ୍ତି।…

ଏଣ୍ଡୋକ୍ରାଇନୋଲୋଜି ବିଭାଗରେ ତାଲା ଝୁଲିବ

କଟକ ଅଫିସ,୩୧ା୧୦: ଏସ୍‌ସିବି ମେଡିକାଲ୍‌ର ଗୋଟିକ ପରେ ଗୋଟିଏ ବିଭାଗ ଏବେ ବନ୍ଦ ହେବା ସ୍ଥିତିରେ। ଗୁରୁତ୍ୱପୂର୍ଣ୍ଣ ହୃଦ୍‌ବକ୍ଷଶଲ୍ୟ (ସିଟିଭିଏସ୍‌) ବିଭାଗ ଡାକ୍ତର ଅଭାବରୁ ଅଚଳାବସ୍ଥାକୁ ଆସି ଥିବାବେଳେ ତା’ଠୁ ଅଧିକ ସମସ୍ୟା ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଅନ୍ତଃସ୍ରାବୀ ବିଜ୍ଞାନ…

ଆଇଏଏସ୍‌ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ତଦନୁଯାୟୀ ଉନ୍ନୟନ…

ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ ସଫଳତା ପାଇଛି। ପୂର୍ବ ଅପେକ୍ଷା ଏବେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କ ବହୁମାତ୍ରାରେ ହ୍ରାସ ପାଇଛି…

ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼

କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ ନ ପାଇ ଶେଷରେ ସମ୍ପୃକ୍ତ ଅଟୋ ଚାଳକଙ୍କୁ ଛାଡି ଦେଇଛି। ସେ ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri