Home Left

କେଜରିଓ୍ବାଲଙ୍କ ବିରୋଧରେ ଲଢିବାକୁ ଭାଜପା-କଂଗ୍ରେସକୁ ମିଳୁନାହାନ୍ତି ପ୍ରାର୍ଥୀ!

ନୂଆଦିଲ୍ଲୀ,୨୦।୧: ପାଖେଇ ଆସୁଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ନୂଆଦିଲ୍ଲୀ ଆସନରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ସୋମବାର ନାମାଙ୍କନ ଦାଖଲ କରିବେ ବୋଲି କୁହାଯାଉଛି। ହେଲେ କେଜରିଓ୍ବାଲଙ୍କ ବିରୋଧରେ ଲଢିବାକୁ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ଅବା…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ଚିହ୍ନଟ ଆରମ୍ଭ

ପୁରୁଣା ଭୁବନେଶ୍ୱର,୨୦।୧(ଡି.ଏନ.ଏ.): ଶ୍ରୀଲିଙ୍ଗରାଜଙ୍କ ରୁକୁଣା ତଥା ଅଶୋକାଷ୍ଟମୀ ରଥଯାତ୍ରା ଆସନ୍ତା ଏପ୍ରିଲ ୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଆସନ୍ତା ଶ୍ରୀପଞ୍ଚମୀରେ ଶ୍ରୀଜୀଉଙ୍କ ରଥଗୋଟା ଅନୁକୂଳ ପାରମ୍ପରିକ ରୀତିନୀତି…

ଘରକୁ ଫେରିଲେ ଇଞ୍ଜିନିୟର ଭିକାରି

ପୁରୀ ଅଫିସ/ଭୁବନେଶ୍ୱର,୨୦।୧(ବ୍ୟୁରୋ): ଘରୁ ବିମୁଖ ହୋଇ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ଜଣେ ଉଚ୍ଚଶିକ୍ଷିତ ହୋଇ ମଧ୍ୟ କୌଣସି କାମଧନ୍ଦା ପାଇ ନ ଥିଲେ। କିଛିଦିନ ଏଣେତେଣେ ବୁଲିବା ପରେ ବଡ଼ଦାଣ୍ଡରେ ଭିକ୍ଷାବୃତ୍ତିକୁ ଗ୍ରହଣ କରିନେଇଥିଲେ। ଭକ୍ତଙ୍କଠାରୁ ଯାହାକିଛି ମିଳୁଥିଲା ତାହାକୁ ମହାପ୍ରଭୁଙ୍କ…

ଧୋନୀଙ୍କୁ ପଛରେ ପକାଇଲେ କୋହଲି

ବେଙ୍ଗାଲୁରୁ,୨୦।୧ – ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତ ପାଇଁ ୮୯ (୯୧ ବଲ, ୮ ଚୌକା) ରନ ଇନିଂସ ଖେଳିଥିଲେ ଭାରତୀୟ ଅଧିନାୟକ ବିରାଟ କୋହଲି। ଏଥିସହ ସେ ପୂର୍ବତନ ଅଧିନାୟକ ମହେନ୍ଦ୍ର…

ଆସନ୍ତା ୨୨ରେ ବିମାନରେ ଉଡ଼ିବେ ୪୪ ଦିବ୍ୟାଙ୍ଗ ପିଲା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବିମାନରେ ଉଡିବେ ଦିବ୍ୟାଙ୍ଗ ପିଲା। ଦୂର ଦିଗ୍‌ବଳୟରୁ ଦୁନିଆକୁ ଦେଖିବାର ସୌଭାଗ୍ୟ ଅର୍ଜନ କରିବେ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ଏବଂ ଓଡ଼ିଶା ସରକାରଙ୍କ ମିଳିତ ସହଯୋଗରେ ଏକ ଏନ୍‌ଜିଓ ସଂସ୍ଥା ଏପରି ବ୍ୟବସ୍ଥାର…

ମହାକାଶ ଯାନ ଖରାପ ହେଲେ ଜୀବନ ବଞ୍ଚାଇବ କ୍ରୁ ଡ୍ରାଗନ

ଓ୍ବାଶିଂଟନ, ୨୦।୧: ଏଣିକି ମହାକାଶ ମିଶନରେ କିଛି ଯାନ୍ତ୍ରିକ ଅସୁବିଧା ଉପୁଜିଲେ ଭୟ କରିବାର ନାହିଁ। ମହାକାଶ ଯାନ ଖରାପ ହେଲେ କିଭଳି ମହାକାଶଚାରୀଙ୍କ ଜୀବନ ବଞ୍ଚାଯାଇ ପାରିବ ତାହା ସଫଳତାର ସହିତ ନାସା ପକ୍ଷରୁ ପରୀକ୍ଷା କରାଯାଇଛି। ମହାକାଶ ଯାନ…

ଟେକ୍ସାସ ଗୁଳିକାଣ୍ଡ: ୨ ମୃତ, ୫ ଆହତ

ସାନ୍‌ ଅନଟୋନିଓ,୨୦।୧: ଆମେରିକାର ସାନ୍‌ ଅନଟୋନିଓରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା ସମୟରେ ଜଣେ ଆକ୍ରମଣକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲରେ ଅନ୍ୟ ଜଣଙ୍କର ମୃତ୍ୟୁ…

ଓଡ଼ିଶାରୁ ସର୍ବାଧିକ କୋଇଲା ସେସ୍‌ ସଂଗୃହୀତ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଖଣି ଥିବା ରାଜ୍ୟରୁ ସ୍ବତନ୍ତ୍ର ଟିକସ ଆଦାୟ ହୋଇଥାଏ। ଏହି ଟିକସ ଦେଶର ଅର୍ଥନୀତିକୁ ସମୃଦ୍ଧ କରିଥାଏ। ହେଲେ ଖଣି ଥିବା ରାଜ୍ୟର ସେପରି ଉନ୍ନତି ହେଉଥିବା ମନେ ହେଉ ନାହିଁ। ଓଡ଼ିଶାରୁ ପ୍ରତିବର୍ଷ ବହୁ ପରିମାଣରେ କୋଇଲା ସେସ୍‌…

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌ ପୋଲିସଙ୍କୁ ମୁମ୍ବାଇ ରାସ୍ତାରେ ଦେଖିବାକୁ ମିଳିବ। ଶେଷଥର ପାଇଁ ୧୯୩୨ରେ ଘୋଡ଼ା ସବାର ଟ୍ରାଫିକ୍‌…

ଟିକସ କ୍ଷେତ୍ରରେ ଆସିପାରେ ବଡ ଘୋଷଣା

ନୂଆଦିଲ୍ଲୀ,୨୦-୧: ବଜେଟ ପ୍ରସ୍ତୁତି ପ୍ରକ୍ରିୟା ଚୂଡାନ୍ତ ପର୍ଯ୍ୟାୟରେ ରହିଛି। ସୋମବାର ହାଲଓ୍ବା ସେରିମନି ଅନୁଷ୍ଠିତ ହୋଇଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ସମେତ ବଜେଟ ପ୍ରସ୍ତୁତିରେ ସାମିଲ ଅଧିକାରୀମାନେ ବଜେଟ ଉପସ୍ଥାପନ ହେବା ଯାଏ ନର୍ଥ ବ୍ଲକରୁ ବାହାରିବା ବନ୍ଦ ହୋଇଯିବ। ବଜେଟ…

୩୧ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ,୨୦-୧: ୟୁନାଇଟେଡ୍‌ ଫୋରମ ଫର ବ୍ୟାଙ୍କ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଆସନ୍ତା ମାସ ୩୧ରୁ ୨ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି। ୟୁଏଫ୍‌ବିୟୁ ମଧ୍ୟରେ ୯ ଶ୍ରମିକ ସଙ୍ଗଠନ ସାମିଲ ଅଛନ୍ତି। ସେହିଭଳି ସଂଘ ମାର୍ଚ୍ଚ ୧୧ରୁ ଏହା ୩ ଦିନିଆ ଧର୍ମଘଟ…

ଆଜି ‘ପରୀକ୍ଷା ପେ ଚର୍ଚ୍ଚା’

ନୂଆଦିଲ୍ଲୀ,୨୦ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ବୋର୍ଡ ଓ ପ୍ରବେଶିକା ପରୀକ୍ଷାକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କ ସହ ସୋମବାର ଆଲୋଚନା କରିବେ। ପିଲାମାନେ କିପରି ସହଜରେ ପରୀକ୍ଷା ଦେଇପାରିବେ ସେ ନେଇ ମୋଦି ତାଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?