‘ବରିଷ୍ଠ ନାଗରିକ ବୋଝ ନୁହନ୍ତି’
ଔପଦା, ୧୯।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ହାଇସ୍କୁଲ ପଡ଼ିଆରେ ରମାକାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଶନିବାର ବରିଷ୍ଠ ନାଗରିକ ମଞ୍ଚର ୭ତମ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଅନୁଷ୍ଠିତ ହୋଇଥିଲା। ପ୍ରଦୀପ ପ୍ରଜ୍ୱଳନ ଓ ମାଲ୍ୟାର୍ପଣ ପରେ ଆବାହକ ମହେନ୍ଦ୍ର ପ୍ରସାଦ…
ଦମ୍ପତିଙ୍କ ଦ୍ୱାରା ୧୦ ଲକ୍ଷ ଟଙ୍କା ଠକେଇ, ଥାନାରେ ଏତଲା
ଦିଗପହଣ୍ଡି,୧୮ା୧(ଡି.ଏନ୍.ଏ.)- ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମ ଦଳିତ ସାହିର ବହୁ ସଂଖ୍ୟକ ମହିଳାଙ୍କ ଠାରୁ ପ୍ରାୟ ୧୦ ଲକ୍ଷଟଙ୍କା ଠକେଇ ନେଇ ଥାନାରେ ଅଭିଯୋଗ ହୋଇଛି। ସାହିରେ ରହୁଥିବା ଜଣେ ଗୋରୁ ବ୍ୟବସାୟୀ ଓ ତାଙ୍କ ସ୍ତ୍ରୀ ବିଭିନ୍ନ ଉପାୟରେ ମହିଳାମାନଙ୍କୁ…
ରାଜନୀତି ସହ ଆର୍ଏସ୍ଏସ୍ର ସମ୍ପର୍କ ନାହିଁ: ଭାଗବତ
ମୋରାଦାବାଦ୍,୧୮।୧(ପି.ଟି.): ଦେଶବାସୀଙ୍କ ନୈତିକ ବିକାଶ, ସାଂସ୍କୃତିକ ଓ ମାନବିକ ମୂଲ୍ୟବୋଧର ଉତ୍ଥାନ ଲାଗି ଆର୍ଏସ୍ଏସ୍ କାମ କରିଆସୁଛି, ରାଜନୀତି ସହ ଏହି ସଙ୍ଗଠନର କୌଣସି ସମ୍ପର୍କ ନାହିଁ ବୋଲି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ମୁଖ୍ୟ ମୋହନ ଭାଗବତ କହିଛନ୍ତି। ଆର୍ଏସ୍ଏସ୍ର ୪…
ସଭର୍କରଙ୍କ ବିରୋଧୀ ଆଣ୍ଡାମାନ ଜେଲ୍ରେ ୨ ଦିନ କାଟନ୍ତୁ: ରାଉତ
ମୁମ୍ବାଇ,୧୮।୧(ପି.ଟି.): ହିନ୍ଦୁତ୍ୱ ବିଚାରଧାରା ସମ୍ପନ୍ନ ଭି.ଡି. ସଭର୍କରଙ୍କୁ ଭାରତରତ୍ନ ପ୍ରଦାନ କରିବା ଲାଗି ଶିବସେନା ନେତା ସଞ୍ଜୟ ରାଉତ ଦାବି କରିଛନ୍ତି। ଏହାକୁ ବିରୋଧ କରୁଥିବା ଲୋକେ ସଭର୍କର ରହିଥିବା ଆଣ୍ଡାମାନ ସେଲୁଲାର୍ ଜେଲରେ ୨ ଦିନ କାଟନ୍ତୁ ବୋଲି ସେ…
ଓସ୍ମାନିଆ ବିଶ୍ୱବିଦ୍ୟାଳୟ ପ୍ରଫେସର ଗିରଫ; ମାଓବାଦୀଙ୍କ ସହ ସମ୍ପର୍କ ଥିବା ଅଭିଯୋଗ
ହାଇଦ୍ରାବାଦ,୧୮।୧(ପି.ଟି.): ମାଓବାଦୀଙ୍କ ସହ ସମ୍ପର୍କ ରଖିଥିବା ଅଭିଯୋଗରେ ଓସ୍ମାନିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍ ପ୍ରଫେସର(ତେଲୁଗୁ ବିଭାଗ) ସି. କାସିମ୍ଙ୍କୁ ଶନିବାର ଗିରଫ କରାଯାଇଛି। ୨୦୧୫ରେ ମୁଗୁଲୁ ଥାନାରେ ତାଙ୍କ ବିରୋଧରେ ଅଭିଯୋଗ କରାଯାଇଥିଲା। ଏହି ଘଟଣାର ତଦନ୍ତ ଚାଲିଛି ଓ କିଛି ତଥ୍ୟ…
ବାଲିଆପାଳ ଆବାସ ଯୋଜନା ଦୁର୍ନୀତି: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୧୮ା୧- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ସରକାରଙ୍କ ଆବାସ ଯୋଜନା ବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଛି। ଏଥିରେ ସରକାରୀ କର୍ମଚାରୀମାନଙ୍କ ଭୂମିକା ରହିଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳି…
ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ
ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ ଦଶରଥପୁର ବିଡିଓ ନାରାୟଣ ଚନ୍ଦ୍ର ନାୟକ ଶୁକ୍ରବାର ମଙ୍ଗଳପୁର ଥାନାରେ ଏତଲା ଦେଇଛନ୍ତି। ସୂଚନା…
ବାପାଙ୍କ ଜମିରୁ ଧାନ କାଟି ନେବା ଅଭିଯୋଗ, ପୁଅ ଗିରଫ
ବୁଗୁଡ଼ା,୧୮ା୧(ଡି.ଏନ.ଏ.)-ବୁଗୁଡ଼ା ଥାନା ନିମପଦର ଗ୍ରାମରେ ବାପାଙ୍କ ଜମିରୁ ଧାନ କାଟି ନେଇଯିବା ଅଭିଯୋଗରେ ପୋଲିସ ଶନିବାର ପୁଅଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ନିମପଦର ଗ୍ରାମର ନାରାୟଣ ଦଳେଇ। ବୁଗୁଡ଼ା ପୋଲିସ ନଂ. ୨୮୭/୧୯ରେ ମାମଲା ରୁଜୁ କରିଥିଲା। ପ୍ରକାଶ ଯେ,…
ଆନ୍ତଃରାଜ୍ୟ ଗଞ୍ଜେଇ ବେପାରୀ ଗିରଫ, କାର ଜବତ
ଭଞ୍ଜନଗର,୧୮।୧(ଡି.ଏନ.ଏ)- କନ୍ଧମାଳ ଜିଲାରୁ ପ୍ରତିଦିନ ବିପୁଳ ପରିମାଣର ଗଞ୍ଜେଇ ଚୋରାରେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ ହେଉଛି। ପୋଲିସ ମଝିରେ ମଝିରେ କେତେଜଣ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହେଉଛି। ଏହିଭଳି ଶୁକ୍ରବାର ଭଞ୍ଜନଗର ପୋଲିସ ଗୋଡ଼ାଇ ଗୋଡ଼ାଇ ଧରିଥିବା ୩ଜଣ…
ପ୍ରେମ ପାଇଁ ହିଂସା: ନାବାଳିକାଙ୍କ ଗଳା କାଟିଲେ ଯୁବତୀ
ସଜନାଗଡ଼, ୧୮।୧(ଡି.ଏନ.ଏ.)-ନୀଳଗିରି ଥାନା ଅଧୀନ ମିତ୍ରପୁର ଅଞ୍ଚଳରେ ପ୍ରେମ ପାଇ ହିଂସାକାଣ୍ଡ ଘଟିଛି। ଜଣେ ଯୁବତୀ ବ୍ଲେଡ଼ରେ ଅନ୍ୟ ଜଣେ ନାବାଳିକାଙ୍କ ଗଳା, ଛାତି, ବାମପଟ ଗାଲ କାଟି ରକ୍ତାକ୍ତ କରିପକାଇଛନ୍ତି। ଏହି ମରଣାନ୍ତକ ଆକ୍ରମଣ ନେଇ ନୀଳଗିରି ଥାନାରେ ଅଭିଯୋଗ…
ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲ୍
ବାଲେଶ୍ୱର ଅଫିସ, ୧୮।୧-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର ଶନିବାର ଅଭିଯୁକ୍ତଙ୍କୁ ୧୫ବର୍ଷ ଜେଲଦଣ୍ଡ ସହ ୨୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ବର୍ଷେ ଜେଲଦଣ୍ଡ ଭୋଗିବାକୁ…
ବାର୍ଟି ଜିତିଲେ ଆଡିଲେଡ୍ ଇଣ୍ଟରନ୍ୟାଶନାଲ
ଆଡିଲେଡ୍, ୧୮ା୧ (ଏଏଫ୍ପି)-ଆଶ୍ଲେ ବାର୍ଟି ଆଡିଲେଡ୍ ଇଣ୍ଟରନ୍ୟାଶନାଲ ଟେନିସ ପ୍ରତିଯୋଗିତାରେ ଟାଇଟଲ ବିଜୟୀ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲରେ ସେ ୟୁକ୍ରେନର ଡାୟାନା ୟାସ୍ତ୍ରେମ୍ସ୍କାଙ୍କୁ ୬-୨, ୭-୫ ସେଟ୍ରେ ହରାଇ ଦେଇଛନ୍ତି। ୨୦୧୧ରେ ହୋବାର୍ଟଠାରେ ଜାର୍ମିଲା ଓଫ୍ଙ୍କ ପରେ ଘରୋଇ କୋର୍ଟରେ…

