‘ଜୟେଶଭାଇ ଜୋରଦାର୍’ରେ ନଜର ଆସିବେ ରଣବୀର: ଲୁକ୍ ଭାଇରାଲ
ବଲିଉଡ୍ ଫିଲ୍ମ ‘୮୩’ ପରେ ଅଭିନେତା ରଣବୀର ସିଂହ ଖୁବ୍ଶୀଘ୍ର ‘ଜୟେଶଭାଇ ଜୋରଦାର’ରେ ନଜର ଆସିବେ। ଏଥିପାଇଁ ସେ ଏବେଠୁ ସଜବାଜ ଆରମ୍ଭ କଲେଣି। ଇନ୍ଷ୍ଟାଗ୍ରାମ୍ରେ ରଣବୀର ବିନା ନିଶ ଥିବା ନିଜର ଏକ ଫଟୋ ପୋଷ୍ଟ କରିଛନ୍ତି। ଏହା ତାଙ୍କର…
ବଢିଲା ଶରିଫଙ୍କ ଛୁଟି ଅବଧି
ଇସ୍ଲାମାବାଦ,୨୯।୧୦:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ବେଲ୍ ଅବଧିକୁ ୮ ସପ୍ତାହକୁ ବୃଦ୍ଧି କରାଯାଇଛି। ଇସ୍ଲାମାବାଦ ହାଇକୋର୍ଟ ପକ୍ଷରୁ ବେଲ୍ ପାଇ ସେ ସର୍ଭିସେସ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କୁ ହୃଦଘାତ ସମସ୍ୟା ଥିବାରୁ ଏବେ ତାଙ୍କ ବେଲ୍ ଅବଧିକୁ…
ଆଜି ଭାଇ ଦୁଜ୍: ଜାଣନ୍ତୁ କ୍ରିକେଟରଙ୍କ ଭଉଣୀମାନେ କେମିତି ପାଳନ୍ତି ଏହି ପର୍ବ
ଭାଇ-ଭଉଣୀ ପବିତ୍ର ବନ୍ଧନ ଦୁନିଆର ସବୁଠୁ ନିଆରା। ଏହି ବନ୍ଧନର କୌଣସି ତୁଳନା ନାହିଁ। କାର୍ତ୍ତିକ ମାସର ଶୁକ୍ଳପକ୍ଷ ଦ୍ୱିତୀୟା ତିଥିକୁ ଭାଇ ଦୂଜ ବା ଯମ ଦ୍ୱିତୀୟା ଭାବରେ ପାଳନ କରାଯାଏ। ଏହି ଦିନ ଭାଇର ଶୁଭ ମନାସୀ ତା’…
ସ୍ବାମୀ ଅଣ୍ଡା ଖାଇବାକୁ ନ ଦେବାରୁ ପ୍ରେମିକଙ୍କ ସହ ସ୍ତ୍ରୀ ଫେରାର
ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ପାଟିତୁଣ୍ଡ କିଛି ନୂଆ କଥା ନୁହେଁ। କୁହାଯାଏ ଛୋଟବଡ଼ ପାଟିତୁଣ୍ଡ ପ୍ରେମ ସମ୍ପର୍କକୁ ମଜବୁତ କରିଥାଏ। ହେଲେ ଅନେକ ସମୟରେ ଏହି ପାଟିତୁଣ୍ଡ ଏତେ ବଡ଼ ସମସ୍ୟା ହୋଇ ଛିଡ଼ା ହୋଇଯାଏ ଯାହାର କଳ୍ପନା ମଧ୍ୟ କରିହେବ ନାହିଁ।…
ପୁଲଓ୍ବାମାରେ ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ: ସର୍ଚ୍ଚ ଅପରେଶନ ଜାରି
ଶ୍ରୀନଗର,୨୯।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମାର ଦ୍ରବଗାମ ଅଞ୍ଚଳରେ ମଙ୍ଗଳବାର ଦ୍ୱିପହରରେ ସେନାର ପାଟ୍ରୋଲିଂ ପାର୍ଟି ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ କେହି ଆହତ ହୋଇ ନ ଥିବା ସୂଚନା ମିଳିଛି। ଅନ୍ୟପଟେ ଏହାର ପାଲଟା ଜବାବରେ ସେନା ପକ୍ଷରୁ ମଧ୍ୟ…
ରତ୍ନଭଣ୍ଡାର ଗହଣା ଅଡିଟ୍ ପ୍ରସଙ୍ଗ: ପ୍ରତାପ କହିଲେ ‘ଚୁପ୍ ବସି ନାହାନ୍ତି ରାଜ୍ୟ ସରକାର, ଚିଠି ମିଳିଲେ ତର୍ଜମା କରାଯିବ’
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ନେଇ ବିରୋଧୀ ଦଳ ନେତା ପ୍ରଦୀପ ନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା। ସେ କହିଛନ୍ତି, ରାଜ୍ୟ ସରକାର ଚୁପ୍ ବସି ନାହାନ୍ତି। ଶ୍ରୀମନ୍ଦିରର ସୁରକ୍ଷା…
ଭଉଣୀ ସହ ଭାଇ ଦୁଜ ପାଳିଲେ କାର୍ତ୍ତିକ
ମୁମ୍ବାଇ: ଦୀପାବଳି ସେଲିବ୍ରେସନ ପରେ ଏବେ ବଲିଉଡ୍ରେ ଭାଇ ଦୁଜ ପାଳନ କରାଯାଇଛି। ଭାଇ ଭଉଣୀଙ୍କ ଭଲ ପାଇବାକୁ ପ୍ରତୀକ ଭାବେ ଜଣାଯାଉଥିବା ଏହି ପର୍ବକୁ ସମଗ୍ର ଦେଶରେ ମଙ୍ଗଳବାର ହର୍ସଉଲ୍ଲାସରେ ଭାଇ ଦୁଜ ପାଳନ କରାଯାଇଛି। ଇତିମଧ୍ୟରେ ଅଭିନେତା କାର୍ତ୍ତିକ…
ବିବାହ ପାଇଁ ପ୍ରସ୍ତୁତ ହେଉଛନ୍ତି ଏହି ନାୟିକା
ମୁମ୍ବାଇ: ବଲିଉଡ୍ ମୁଭି ‘ସିଙ୍ଘମ’ରେ ନଜର ଆସିଥିବା ନାୟିକା କାଜଲ ଅଗ୍ରଓ୍ବାଲ ନିକଟରେ ଏକ ସାକ୍ଷାତ୍କାରରେ ନିଜ ବିବାହକୁ ନେଇ ଖୋଲାଖୋଲି କଥା ହୋଇଛନ୍ତି। ଏବେ ସେ ବିବାହ ପାଇଁ ପ୍ରସ୍ତୁତ ହେଉଥିବା କହିଛନ୍ତି। ତେବେ ତାଙ୍କ ସ୍ବାମୀ କେମିତି ଗୁଣର…
ବାଜି ମାରିନେଲା ହାଉସ୍ଫୁଲ୍-୪
ଦୀପାବଳିରେ ରିଲିଜ୍ ହୋଇଥିବା ଅକ୍ଷୟ କୁମାରଙ୍କ ହାଉସ୍ଫୁଲ୍-୪ ବକ୍ସ ଅଫିସରେ ହିଟ୍ ସାବ୍ୟସ୍ତ ହୋଇଛି। ରିଲିଜର ୪ ଦିନ ଭିତରେ ଫିଲ୍ମଟି ୮୩ କୋଟି ଟଙ୍କା ଆୟ କରିଛି। ଅକ୍ଷୟଙ୍କ ମଲ୍ଟିଷ୍ଟାରର ଏହି ସିନେମା ପ୍ରଥମ ଦିନ ପାଖାପାଖି ୨୦ କୋଟି…
ସ୍ନାନ ସମୟରେ ଯୁବତୀଙ୍କ ଫଟୋ ଉଠାଇ ନିର୍ଧୁମ ଛେଚା ଖାଇଲେ ଯୁବକ
ବସ୍ତା,୨୯।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଞ୍ଚଳର ଜନୈକ ଯୁବତୀ ସୋମବାର ସ୍ନାନ କରୁଥିବାବେଳେ ଜଣେ ଯୁବକ ଗୋପନରେ ତାଙ୍କ ଭିଡିଓ ଓ ଫଟୋ ଉଠାଉଥିବା ଯୋଗୁ ସ୍ଥାନୀୟ ଲୋକଙ୍କ ଦ୍ୱାରା ଛେଚା ଖାଇଛନ୍ତି। ପରେ ତାଙ୍କୁ ପୋଲିସକୁ ହସ୍ତାନ୍ତର କରାଯାଇଥିବା…
ବିହାରରେ ଆଇନ ବ୍ୟବସ୍ଥାକୁ ନେଇ ଖପ୍ପା ଗିରିରାଜ
ପାଟନା,୨୯।୧୦: ବିହାରରେ ବଢ଼ୁଥିବା ଅପରାଧକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଗରିରାଜ ସିଂହ ମଙ୍ଗଳବାର ବିହାର ସରକାରଙ୍କ ଉପରେ ବର୍ଷିଛନ୍ତି। ଏଥିସହ ସେ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ ସରକାରଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ବେଗୁସରାଇରୁ ଏମ୍ପି ଥିବା ଗରିରାଜ…
କ୍ରୀଡ଼ାବିତ୍ଙ୍କ ଭତ୍ତା ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ୫-ଟି କାର୍ଯ୍ୟକ୍ରମ ଅନୁଯାୟୀ, କ୍ରୀଡ଼ା ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ବିଭିନ୍ନ ଆବଶ୍ୟକତା ସମ୍ପର୍କରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି। ସେମାନଙ୍କ ଉତ୍ତମ ପ୍ରଦର୍ଶନ ପାଇଁ ଅଧିକ ସୁଯୋଗ ସୃଷ୍ଟି ଲକ୍ଷ୍ୟରେ ସେ କ୍ରୀଡ଼ା ହଷ୍ଟେଲରେ ରହୁଥିବା…
Archives


