ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର
କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ ଓ ତଳ କୋର୍ଟଗୁଡ଼ିକ ଅଚଳ ରହିଛି। ଏହାକୁ ନେଇ କିଛିଦିନ ତଳେ ସୁପ୍ରିମ୍କୋର୍ଟ…
ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ
ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି ପାଇଥାଏ। ଏଥିପାଇଁ ପ୍ରାୟ ୧୫ ହଜାର ଯୋଡିଙ୍କୁ ନେଇ ଗବେଷଣା କରାଯାଇଥିଲା। ଗବେଷକଙ୍କ ମତରେ…
ଆଇସ୍କ୍ରିମ୍ରୁ ବାହାରିଲା ବ୍ଲେଡ୍
ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ସଦର ବ୍ଲକ ବାଘେରା ଧବଳେଶ୍ୱର ଯାତ୍ରାରେ ସୋମବାର ଏକ ଆଇସ୍କ୍ରିମ୍ରୁ ବ୍ଲେଡ୍ ବାହାରିଥିବା ଦେଖିବାକୁ ମିଳିଥିଲା। ଇଟାମାଟି ତେଲିସାହିର ରଞ୍ଜନ କୁମାର ବସନ୍ତରାୟ ଯାତ୍ରା ଦେଖିବାକୁ ଯାଇଥିବାବେଳେ ସେଠାରେ ଜଣେ ବେପାରୀଙ୍କଠାରୁ ଆଇସ୍କ୍ରିମ୍ କିଣିଥିଲେ। ଏହାକୁ ସେ…
ଅଳଙ୍କାର ଦୋକାନରୁ ଲୁଟ୍ : ସିସିଟିଭି ଫୁଟେଜରୁ ଧରାପଡ଼ିଲେ ଦୁଇ ମହିଳା
ବାଲୁଗାଁ ,୨୯।୧୦(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ବାଲୁଗାଁ ବଜାରସ୍ଥିତ ଏକ ଜୁଏଲେରୀ ଦୋକାନରୁ ଗତ ଶନିବାର ମଧ୍ୟାହ୍ନରେ ଅଳଙ୍କାର କିଣିବା ବାହାନାରେ ୪ ମହିଳା ରୁପା ଗହଣା ଲୁଟି ନେଇଥିଲେ । ଏ ନେଇ ସିସିଟିଭ ଫୁଟେଜରୁ ଉତ୍ତୋଳିତ ଚିତ୍ରରୁ ଜଣାପଡିଛି। ରବିବାର ପୁନର୍ବାର…
ମହାବାତ୍ୟାକୁ ପୂରିଲା ୨୦ ବର୍ଷ: ସୃଷ୍ଟି ହେଉନି ହେନ୍ତାଳ ବଣ, ଚିନ୍ତାରେ ଉପକୂଳବାସୀ
କେନ୍ଦ୍ରାପଡା ଅଫିସ, ୨୯ା୧୦-୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୦ ବର୍ଷ ପୂରୁଛି। ମାତ୍ର ଏହାର କରାଳ ରୂପ ଲୋକଙ୍କ ମନରେ ଏବେ ବି ଜୀବିତ ହୋଇ ରହିଛି। ଏହି ସମୟରେ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକରେ ମହାବାତ୍ୟା ତାଣ୍ଡବଲୀଳା ରଚିଥିଲା। ଏହି ମହାବାତ୍ୟାରେ କେନ୍ଦ୍ରାପଡ଼ା…
ଡ୍ରେନେଜ୍ ଡିଭିଜନ ଦୁର୍ନୀତିର ତଦନ୍ତ ଦାବି : ଭିଜିଲାନ୍ସ ଅଫିସ ଘେରାଉ କରିବ ଭାଜପା
ବ୍ରହ୍ମପୁର ଅଫିସ,୨୯ା୧୦-ରେଶମ ନଗରୀ ପରିମଳ ବ୍ୟବସ୍ଥାରେ ବ୍ରହ୍ମପୁରର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱରେ ଥିବା ବାହାନା ଓ ସାପୁଆ ନାଳ ଭୂମିକା ଗୁରୁତ୍ୱପୂର୍ଣ୍ଣ। ଏହି ଦୁଇ ନାଳ ନିୟମିତ ସଫା ହେଉ ନ ଥିବା ଏବଂ ପୁନରୁଦ୍ଧାର କାର୍ଯ୍ୟରେ ଅହେତୁକ ବିଳମ୍ବ…
ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ
ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍ସିଏଲ୍ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। ପ୍ରଶାସନ, ପୋଲିସ ଓ ଖଣି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ମଧ୍ୟ କୌଣସି ସୁଫଳ…
ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା
ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…
ଆଣ୍ଠୁଗଣ୍ଠି ସମସ୍ୟାରୁ ମୁକ୍ତି ପାଇଁ…
ଆଗରୁ ବୟସ ବଢିଲେ ଆଣ୍ଠୁଗଣ୍ଠି ସମସ୍ୟା ଦେଖାଯାଉଥିଲା। ହେଲେ ଏବେ ଏହା ଯୁବପିଢିଙ୍କ ପାଖରେ ମଧ୍ୟ ଦେଖିବାକୁ ମିଳିଲାଣି। କେତେ ଗୁଡିଏ ଘରୋଇ ଉପଚାର ମାଧ୍ୟମରେ ସହଜରେ ଏହି ଯନ୍ତ୍ରଣାକୁ ଲାଘବ କରାଯାଇ ପାରିବ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ କହିଛନ୍ତି। ବ୍ରୋକୋଲି:…
ଓସିଏ କାଉନ୍ସିଲ ବୈଠକ : ‘ଭିଜନ୍-୨୦୨୪’ ଉପରେ ଗୁରୁତ୍ୱ
କଟକ ଅଫିସ,୨୯।୧୦- କ୍ରିକେଟ ତୃଣମୂଳସ୍ତରରୁ ବିକାଶ ହେବ। ଗାଁ ଗହଳିରୁ ଭଲ କ୍ରିକେଟ ଖେଳାଳି ଖୋଜାଯିବେ। ଏ ଦିଗରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମସ୍ତ ପ୍ରଚେଷ୍ଟା କରିବ। ଏପରି କି ସ୍କୁଲ, କଲେଜସ୍ତରରେ ବିଭିନ୍ନ ଟୁର୍ନାମେଣ୍ଟ ହେବା ସହ ରେସିଡେନ୍ସିଆଲ ବ୍ୟବସ୍ଥା…
ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷାରେ ପ୍ରେମ ସିଂ ଉତ୍ତୀର୍ଣ୍ଣ
ଭୁବନେଶ୍ୱର, ୨୯|୧୦ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶା ପେନଚାକ୍ ସିଲଟ୍ ଆସୋସିଏଶନର ସାଧାରଣ ସମ୍ପାଦକ ପ୍ରେମ ସିଂ ଥାପ୍ପା ଇଣ୍ଟରନ୍ୟାଶନାଲ ରେଫରି କ୍ଲାସ-୨ରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଗତ ୨୪ରେ ସିଙ୍ଗାପୁରଠାରେ ଏହି ଇଣ୍ଟରନ୍ୟାଶନାଲ ରେଫରି ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଏଥିରେ…
ଏନ୍ସିଏ ମୁଖ୍ୟ ଡ୍ରାଭିଡଙ୍କୁ ଭେଟିବେ ଗାଙ୍ଗୁଲି
ନୂଆଦିଲ୍ଲୀ, ୨୯|୧୦(ପି.ଟି.)- ଦୀର୍ଘଦିନ ଧରି ଟିମ୍ମେଟ୍ ରହିଆସିଥିବା ସୌରଭ ଗାଙ୍ଗୁଲି ଓ ରାହୁଲ ଡ୍ରାଭିଡ ବୁଧବାର ବେଙ୍ଗାଲୁରୁରେ ପରସ୍ପରକୁ ଭେଟିବେ। ଗାଙ୍ଗୁଲି ବର୍ତ୍ତମାନ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ଡ୍ରାଭିଡ ନ୍ୟାଶନାଲ…
Archives


